ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷକମାନେ ହେଉଛନ୍ତି...
ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର ବିଶାଳ ଅହିରାଜ ସାପ ଉଦ୍ଧାର ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ...
୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭ ମସିହାରେ ଶେଷ ଥର ପାଇଁ ବାର୍ଷିକ ଉତ୍ସବ ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ କରୋନା...
ଭୟଙ୍କର ଦୁର୍ଘଟଣା: ଟ୍ରକ୍ ଚକା ତଳେ ଗଲା ଜୀବନ
ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ କୋଲନରାଠାରୁ ରାୟଗଡା ଅଭିମୁଖେ ଅଜିତ ଜିଲାକାରା ଏବଂ ଜିତୁ...
ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍
ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍ ଯାଉଥିବା ବେଳେ ହଠାତ୍ ଆଗ ଚକ ଫାଟିଯିବାରୁ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ଫଳରେ...
ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ
ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ ପରି ପିନ୍ଧା ନ ଯାଇଥିବା ଏକ ବୁଣା କପଡାକୁ ନେଇ ଗଠିତ। ଏହାର...
ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ
ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି ଟଙ୍କାର ଔଷଧ ମାଗଣାରେ ବିତରଣ କରୁଛନ୍ତି। ଏଥି ପାଁଇ ସରକାର ତରଫରୁ କୋଟି...
୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର
ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି। ଏପରିକି ପୋଲିସ ପକ୍ଷରୁ...
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ
ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ ପ୍ରମୁଖ ତାରକା ଏହି ଦଳରୁ ଅନୁପସ୍ଥିତ ଅଛନ୍ତି। ଏହି ଦଳରେ ଆଉ ଏକ...
ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…
ମୁମ୍ବାଇ,୨୦ା୧୨: କମେଡି କୁଇନ୍ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ ଡିସେମ୍ବର ୧୯ରେ ତାଙ୍କର ଦ୍ୱିତୀୟ ପୁତ୍ରକୁ ଜନ୍ମ ଦେଇଛନ୍ତି। ବର୍ତ୍ତମାନ ଭାରତୀଙ୍କ ବଡ଼...
୭୫୩ ଦିନ ପରେ ସରିଲା ବନବାସ, ଟିମ୍ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ ଶେଷ ଥର ପାଇଁ ୨୮ ନଭେମ୍ବର, ୨୦୨୩ ରେ ଟିମ ଇଣ୍ଡିଆ ପାଇଁ...
ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!
ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି ୧୫ ଜଣିଆ ଦଳ ଏହାର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ। ଜାନୁଆରୀ ୨୧,...
Archives


