ଆଦର୍ଶ ବିଦ୍ୟାଳୟରୁ ବାଦ୍ ପଡ଼ିଲା ୪୨ ମୌଜା ପିଏମ୍ ବାଲୁଙ୍କେଶ୍ୱର ବିଦ୍ୟାପୀଠ
କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ ଅନ୍ତର୍ଗତ ୪ଟି ବିଦ୍ୟାଳୟକୁ ଅନ୍ତର୍ଭୁକ୍ତ କରାଯାଇଛି। ସେଗୁଡ଼ିକ ହେଲା ୪୨ ମୌଜାର ବେଣ୍ଟକାର…
ବଡ଼ ଖବର: ସୂର୍ଯ୍ୟକୁମାର ଯାଦବ ପୁଣିଥରେ ଅଧିନାୟକ ଭାବେ ଫେରିବେ…
ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଏକ ଦୀର୍ଘ ବିରତି ପରେ କ୍ରିକେଟକୁ ଫେରିବାକୁ ଯାଉଛନ୍ତିଏଥର ସେ ଅଧିନାୟକ ଭାବରେ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ୨୦୨୬ ଟି-୨୦ ବିଶ୍ୱକପ ପରେ, ଖରାପ ଫର୍ମ କାରଣରୁ ତାଙ୍କୁ ଅଧିନାୟକ ପଦରୁ ହଟାଇ…
ଗିଡ଼ିପାବାଲି ଭୂସ୍ଖଳନ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଲା, ୩୦ ଫୁଟ ଗଭୀର ପର୍ଯ୍ୟନ୍ତ ଖୋଜାଖୋଜି କରିବା ପରେ…
ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗିଡ଼ିପାବାଲିରେ ଗତ ୨୮ ତାରିଖରେ ଭୂସ୍ଖଳନ ଯୋଗୁ ୧୩ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ମୃତଦେହ ଦୁଇଦିନ ପୂର୍ବେ ଉଦ୍ଧାର କରାଯାଇଥିବା ବେଳେ ଗୁରୁବାର ଆଉ ୪ ଜଣଙ୍କ…
IND vs NZ: ଦ୍ୱିତୀୟ ଦିନିକିଆରେ ମାତ୍ର ଗୋଟିଏ ରନ ସଂଗ୍ରହ କରି ବଡ଼ ରେକର୍ଡ ଭାଙ୍ଗିବେ ବିରାଟ କୋହଲି…
ନୂଆଦିଲ୍ଲୀ,୫।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତର ମହାନ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଖରେ ଆଉ ଏକ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ମାତ୍ର ଗୋଟିଏ ରନ ସଂଗ୍ରହ କରିବା ମାତ୍ରେ ସେ ରିକି ପଣ୍ଟିଂଙ୍କୁ ପଛରେ ପକାଇ ନ୍ୟୁଜିଲ୍ୟାଣ୍ଡ…
ବିଳାସପୂର୍ଣ୍ଣ ଫ୍ଲାଟ କିଣି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଏହି କ୍ରିକେଟର, ଦାମ ଜାଣିଲେ…
ନୂଆଦିଲ୍ଲୀ,୫।୧୧: ଅଜିଙ୍କ୍ୟ ରାହାଣେଙ୍କ ପତ୍ନୀ ରାଧିକା ମୁମ୍ବାଇରେ ମୋଟ ୨୪.୭୫ କୋଟି ଟଙ୍କା ମୂଲ୍ୟର ଦୁଇଟି ଆଲିସାନ ଫ୍ଲାଟ କିଣିଛନ୍ତି। ଆନ୍ତର୍ଜାତୀୟ ଏବଂ ଲିଗ କ୍ରିକେଟରୁ ଅବସର ନେଇଥିବା ରାହାଣେ ଯିଏ ଗତ ଦୁଇଟି ସିଜିନରେ ଆଇପିଏଲ (IPL) ରେ କୋଲକାତା…
୪ ଉଇକେଟ୍, ୮ ମେଡେନ୍ ଓଭର: ପୁଣି ଚମକିଲେ ମହମ୍ମଦ ଶାମି
ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ପୁଣିଥରେ ନିଜ ବୋଲିଂର ଯାଦୁ ଦେଖାଇଛନ୍ତି। ୨୦୨୬-୨୭ ରଣଜୀ ଟ୍ରଫିରେ ବଙ୍ଗଳା ପକ୍ଷରୁ ଖେଳୁଥିବା ଶାମି ମହାରାଷ୍ଟ୍ର ବିପକ୍ଷ ମ୍ୟାଚ୍ର ପ୍ରଥମ ଇନିଂସରେ ୪ଟି ଉଇକେଟ ନେଇ ଚର୍ଚ୍ଚାକୁ ଆସିଛନ୍ତି।…
ନ୍ୟୁଜିଲାଣ୍ଡକୁ ହରାଇବା ପରେ ICC ରାଙ୍କିଂରେ ଭାରତର ଦବଦବା, ବଢ଼ିଲା ରେଟିଂ ପଏଣ୍ଟ
ଅକଲାଣ୍ଡ,୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହୋଇଛି । ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ୍ ପାର୍କରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍ରେ ଭାରତ ୫ ୱିକେଟ୍ରେ ବିଜୟୀ ହୋଇଛି । ବୋଲିଂ ଓ…
ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା
ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ପଥର ଛେଚି ନିର୍ମମ ଭାବେ ହତ୍ୟା କରାଯାଇଥିବା ଘଟଣା ଏହାର ଏକ…
ଅନାଥ ଝାନ୍ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…
ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ ସାତ ମାସର ଶିଶୁପୁତ୍ର ପ୍ରାଣ ହରାଇଥିଲେ। ଏହି ଘଟଣାରେ ତାଙ୍କ ୪ ବର୍ଷର…
ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…
ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’ (INDIA) ମେଣ୍ଟ ଦ୍ୱାରା ଆୟୋଜିତ ଏକ ରାଲିରେ ଯୋଗ ନ ଦେବାରୁ ସେମାନଙ୍କ…
ଆଇପିଏଲ ୨୦୨୭ ପାଇଁ ସିଏସ୍କେର ମାଷ୍ଟରଷ୍ଟ୍ରୋକ, ୨ ଖେଳାଳିଙ୍କ ବଦଳରେ ଦଳରେ ସାମିଲ ହେଲେ ଆଉ ୨ ନୂଆ ଷ୍ଟାର ଖେଳାଳି
ନୂଆଦିଲ୍ଲୀ, ୫।୧୧: ଆଇପିଏଲ ୨୦୨୭ ପାଇଁ ସମସ୍ତ ଫ୍ରାଞ୍ଚାଇଜିଙ୍କୁ ନିଜ ନିଜର ରିଟେନ ଓ ରିଲିଜ ଖେଳାଳିଙ୍କ ତାଲିକା ନଭେମ୍ବର ୧୭ ତାରିଖ ସୁଦ୍ଧା ବିସିସିଆଇକୁ ଦାଖଲ କରିବାକୁ ପଡ଼ିବ। ଏହା ପୂର୍ବରୁ ସମସ୍ତ ଫ୍ରାଞ୍ଚାଇଜି ଟ୍ରେଡ ପ୍ରକ୍ରିୟାରେ ବ୍ୟସ୍ତ ରହିଛନ୍ତି।…
ଫେଲ୍ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…
ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ ବୃତ୍ତିକୁ ବଞ୍ଚାଇ ରଖି ସମାଜ ପାଇଁ ଏକ ଉଦାହରଣ ସାଜିଛନ୍ତି। ସେ ହେଉଛନ୍ତି…

