ଅଷ୍ଟ୍ରେଲିଆ ଗସ୍ତ: କ୍ୱାରାଣ୍ଟାଇନ୍ ଅବଧି କମାଇବାକୁ ଚାହାନ୍ତି ଗାଙ୍ଗୁଲି
ନୂଆଦିଲ୍ଲୀ,୧୨।୭(ପି.ଟି.): ଆଗାମୀ ଡିସେମ୍ବରରେ ୪ଟି ଟେଷ୍ଟ ମ୍ୟାଚ୍ ଖେଳିବାକୁ ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆ ଗସ୍ତ କରିବ। ଅଷ୍ଟ୍ରେଲିଆରେ କୋଭିଡ୍-୧୯ ସ୍ଥିତି ନିୟନ୍ତ୍ରଣରେ ଥିଲେ ମଧ୍ୟ ମେଲେବୋର୍ନ ଏବେ ହଟ୍ ସ୍ପଟ୍ ଭାବେ ପରିଗଣିତ ହେଉଛି। ଭାରତୀୟ ଖେଳାଳିମାନେ ସେଠାରେ ପହଞ୍ଚିବା ପରେ…
ଚେତନ ଚୌହାନ୍ କରୋନା ପଜିଟିଭ
ନୂଆଦିଲ୍ଲୀ,୧୨।୭(ପି.ଟି.): ଭାରତୀୟ ପୂର୍ବତନ ଓପନର ତଥା ଉତ୍ତର ପ୍ରଦେଶ କ୍ୟାବିନେଟ ମନ୍ତ୍ରୀ ଚେତନ ଚୌହାନ କୋଭିଡ୍-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା, ଆର.ପି. ସିଂ ତାଙ୍କ ଆଶୁ ଆରୋଗ୍ୟ କାମନା କରି ଟୁଇଟ୍ କରିବା…
ବାୟୁରେ କରୋନା ଭୂତାଣୁ: ଏସି ବନ୍ଦ କରନ୍ତୁ , ନଚେତ ଏହି ଉପାୟ ଆପଣାଇବାକୁ କହିଲେ ବିଶେଷଜ୍ଞ
କରୋନା ସଂକ୍ରମଣ ବାୟୁ ଦ୍ୱାରା ବ୍ୟାପୁ ନଥିବା କୁହାଯାଉଥିଲା। ହେଲେ ଏବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍ଓ) କରୋନା ଭାଇରସ୍ ବାୟୁରେ ରହୁଥିବା ସ୍ବିକାର କରିଛି। ଏହା ଜଣାପଡ଼ିବା ପରେ କିଛି ବିଶେଷଜ୍ଞ ଲୋକମାନଙ୍କୁ ଘରର ଏସି ବନ୍ଦ କରିବାକୁ କହିଛନ୍ତି। ଯଦି…
ଅମିତାଭ, ଅଭିଷେକଙ୍କ ପାଇଁ ପୂଜାର୍ଚ୍ଚନା
ମୁମ୍ବାଇ,୧୨।୭: ବିଗ୍ ବି ଅମିତାଭ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କ କରୋନା ଟେଷ୍ଟ ରିପୋର୍ଟ ଶନିବାର ରାତିରେ ପଜିଟିଭ ଆସିବା ପରେ ଏବେ ଏମାନଙ୍କ ପ୍ରଶଂସକ ଅଡୁଆରେ ପଡିଯାଇଛନ୍ତି। ରବିବାର ଉଜ୍ଜୟୀନିର ମହାକାଳ ମନ୍ଦିରରେ ବଚ୍ଚନ ପରିବାଙ୍କ ସୁସ୍ଥତା କାମନା…
ଗଞ୍ଜାମ ଜିଲାପାଳଙ୍କ ପ୍ରଶ୍ନ: କରୋନା ଲକ୍ଷଣ ଲୁଚାଇ, ବିନା ଡାକ୍ତର ପରାମର୍ଶରେ ପାରାସିଟାମଲ ଖାଉଛନ୍ତି କି?
ଛତ୍ରପୁର,୧୨।୭(ଡି.ଏନ୍.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜିଲାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। କରୋନା ଲକ୍ଷଣ ନ ଲୁଚାଇବାକୁ ବାରମ୍ବାର କୁହାଯାଇଥିଲେ ସୁଦ୍ଧା ଲୋକେ ପାରାସିଟାମଲ ଖାଉଛନ୍ତି। ଯେଉଁ…
ପାକିସ୍ତାନ ଅପେକ୍ଷା ଚାଇନା ଅଧିକ କ୍ଷତିକାରକ: ପାଓ୍ବାର
ନୂଆଦିଲ୍ଲୀ,୧୨।୭: ଭାରତ-ଚାଇନା ସୀମା ବିବାଦକୁ ନେଇ ଏବେ ଏନ୍ସିପି ନେତା ଶରଦ ପାଓ୍ବାର କହିଛନ୍ତି ପ୍ରକୃତରେ ଭାରତର ଶତ୍ରୁ ପାକିସ୍ତାନ ନୁହେଁ ବରଂ ଚାଇନା। ପାକିସ୍ତାନ ତୁଳନାରେ ଚାଇନା ଭାରତ ପାଇଁ ଅଧିକ ବିପଦ ସୃଷ୍ଟି କରିବ ବୋଲି ସେ କହିଛନ୍ତି।…
ଗଞ୍ଜାମରେ ଆଉ ୮ କୋଭିଡ୍ କେୟାର, ହେଲ୍ଥ ସେଣ୍ଟର ଖୋଲାଯିବ: ଜିଲାପାଳ
ଛତ୍ରପୁର,୧୨ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ୮ଟି କୋଭିଡ୍ କେୟାର ସେଣ୍ଟର(ସିସିସି) ଓ କୋଭିଡ୍ ହେଲଥ ସେଣ୍ଟର (ଡିସିଏଚ୍ସି) ଖୋଲିବ ସରକାରୀ ଓ ଘରୋଇ ଅନୁଷ୍ଠାନ କୋଠାରେ ଏହା ଚାଲିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ସହ ଡାକ୍ତର ଓ ଷ୍ଟାଫ୍ ଆଇସୋଲେଶନରେ ଏଠାରେ…
ମାଲକାନଗିରିରେ ୩୬ କରୋନା ଆକ୍ରାନ୍ତ ଚିହ୍ନଟ: ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଲା
କୋରୁକୋଣ୍ଡା,୧୨ା୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ମାଲକାନଗିରି ପୌରପରିଷଦ, ଖଇରପୁଟ ବ୍ଲକ ଏବଂ ବାଲିମେଳା ଏନ୍ଏସିରେ ମୋଟ୍ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ମାଲକାନଗିରି ଜିଲାପାଳ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି।…
ଅମିତାଭଙ୍କ ଘର ନିକଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ମୁମ୍ବାଇ,୧୨।୭: କରୋନା ମହାମାରୀ ସହ ସମସ୍ତେ ଲଢିବାକୁ ପ୍ରସ୍ତୁତ ଥିବା ବେଳେ ଏହା ଏବେ ବଲିଉଡ୍ ଜଗତକୁ ପ୍ରବେଶ କରିଛି। ଶନିବାର ବିଗ୍ ବି ଅମିତାଭ ଓ ତାଙ୍କ ପୁଅ କରୋନା ସଂକ୍ରମଣ ହେବା ଖବର ସମସ୍ତଙ୍କୁ ଚମକାଇ ଦେଇଥିଲା। ଏବେ…
ବରଗଡ଼ରେ କରୋନା ଯୋଦ୍ଧା ସମେତ ୩ ପଜିଟିଭ୍ ଚିହ୍ନଟ
ବରଗଡ଼ ଅଫିସ,୧୨ା୭: ବରଗଡ଼ ଜିଲାରେ ରବିବାର ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ କଟାପାଲି ଗ୍ରାମର ଜଣେ ସ୍ଥାନୀୟ କରୋନା ଯୋଦ୍ଧା ରହିଥିବା ବେଳେ ଅମ୍ବାଭୋନା ବ୍ଲକ ରୁଚିଦା ଏବଂ ଝାରବନ୍ଧ ବ୍ଲକ ଡୁଙ୍ଗୁରିପାଲି ସଙ୍ଗରୋଧ କେନ୍ଦ୍ରର…
ରାପର୍ ଡୁଲେଙ୍କୁ ସହଯୋଗର ହାତ ବଢ଼ାଇଲେ ସଙ୍ଗୀତ ନିର୍ଦ୍ଦେଶକ ବିଶାଲ
ଭବାନୀପାଟଣା,୧୨।୭ (ଡି.ଏନ୍.ଏ.): ‘ରାପର୍ ଡୁଲେ ରକ୍’ଙ୍କ ରାପ୍ ସଙ୍ଗ୍ ସୋସିଆଲ୍ ମଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତାଙ୍କୁ ପ୍ରଶଂସା କରାଯାଉଛି। କଳହାଣ୍ଡିର ଏହି ରାପର୍ଙ୍କ ଉପରେ ଏବେ ବଲିଉଡ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ବିଶାଲ ଡଡ୍ଲାନିଙ୍କ ନଜର…
ଆଇସୋଲେଶନରେ ମହାରାଷ୍ଟ୍ର ରାଜ୍ୟପାଳ
ମୁମ୍ବାଇ,୧୨।୭: ମହାରାଷ୍ଟ୍ରରେ ଦେଶର ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ବି ସେଠାରେ କରୋନା ଥମିବାର ନାଁ ନେଉନି। ରବିବାରଠାରୁ ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ନିଜକୁ ଆଇସୋଲେଟ କରି ରଖିଥିବା ସୂଚନା ମିଳିଛି। ବୃହାନମୁମ୍ବାଇ ମହାନଗର…
Archives


