Home Left

ବ୍ଲୁ ଫ୍ଲାଗ୍‌ ବିଚ୍‌ ପର୍ଯ୍ୟଟକ ଉପକୃତ ହେବେ

ପୁରୀ ଅଫିସ, ୭।୧୧: ସମ୍ମାନଜନକ ବ୍ଲୁ ଫ୍ଲାଗ ମାନ୍ୟତା ପାଇଥିବା ପୁରୀର ସ୍ବର୍ଣ୍ଣିମ ବେଳାଭୂମିରେ ଶୁକ୍ରବାର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ କାଫେଟେରିଆ ଲୋକାର୍ପିତ ହୋଇଛି। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହାକୁ ଲୋକାର୍ପଣ କରିବା ସହ ଖୁବ୍‌ଶୀଘ୍ର…

ହସ୍ପିଟାଲରେ ଅଭିଯୁକ୍ତ, ସନ୍ଦେହରେ ପୋଲିସ ଭୂମିକା

ଭୁବନେଶ୍ୱର (ବ୍ୟୁରୋ)/ବାଲିଚନ୍ଦ୍ରପୁର, ୭।୧୧(ସ୍ବ.ପ୍ର): ଓଏଏସ୍‌ ଅଫିସର ତଥା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଜଣେ ଜୋନାଲ ଡେପୁଟି କମିଶନର (ଜେଡ଼ିସି)ଙ୍କ ଘରେ ଆଦିବାସୀ ନାବାଳିକାକୁ ବଳାତ୍କାର ଘଟଣାରେ ପୋଲିସ୍‌ର ଭୂମିକାକୁ ନେଇ ଏବେ ସନ୍ଦେହ ପ୍ରକାଶ ପାଇଛି। ଯାଜପୁର ପୋଲିସର ଏକ…

ଓଡ଼ିଶାର ୨୮,୬୬୭ ପେନସନଭୋଗୀ ପାଇଛନ୍ତି ୧୩୭.୧୫ କୋଟି

ନୂଆଦିଲ୍ଲୀ, ୭।୧୧ (ପିଆଇବି): ଓ୍ବାନ୍‌ ର଼୍ୟାଙ୍କ୍‌ ଓ୍ବାନ୍‌ ପେନ୍‌ସନ (ଓଆର୍‌ଓପି) ଲାଗୁ କରିବା ଲାଗି କେନ୍ଦ୍ର ସରକାର ୨୦୧୫ ନଭେମ୍ବର ୭ରେ ଏକ ନିର୍ଦ୍ଦେଶ ଜାରି କରିଥିଲେ। ଏହି ଲାଭ ୨୦୧୪ ସେପ୍ଟେମ୍ବର ୧ରୁ କାର୍ଯ୍ୟକାରୀ ହୋଇଥିଲା। ବିପୁଳ ଆର୍ଥିକ ବୋଝ…

୩୦ ବର୍ଷରେ ୫ ହଜାରରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ହତ୍ୟା

ନୂଆଦିଲ୍ଲୀ,୭।୧୧(ଆଇଏଏନ୍‌ଏସ୍‌):କଶ୍ମୀର ଉପତ୍ୟକାରେ ଗତ ୩୦ ବର୍ଷ ମଧ୍ୟରେ ୫ ହଜାରରୁ ଅଧିକ ରାଜନୈତିକ ନେତା ଓ କର୍ମକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ୧୯୮୯ରୁ ୨୦୧୯ ମଧ୍ୟରେ ପାକ୍‌ ସମର୍ଥିତ ଆତଙ୍କବାଦୀଙ୍କ ଦ୍ୱାରା ଏଭଳି କାଣ୍ଡ ରଚାଯାଇଛି। ତେବେ ୨୦୦୦ ମସିହାରେ ଭାଜପାର ୮…

ମହାରାଷ୍ଟ୍ର ବିଧାନସଭା ସଚିବଙ୍କୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ, ୭।୧୧(ପି.ଟି.):ରିପବ୍ଲିକାନ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ବିଧାନସଭା ନୋଟିସକୁ ସୁପ୍ରିମକୋର୍ଟଙ୍କୁ ହସ୍ତାନ୍ତର କରି ଗୋପନୀୟତା ଉଲ୍ଲଂଘନ କରିଥିବା ଅଭିଯୋଗରେ ମହାରାଷ୍ଟ୍ର ବିଧାନସଭା ସଚିବ ତାଙ୍କୁ ଚେତାବନୀ ଦେଇ ପତ୍ର ଲେଖିଥିଲେ। ଏଥିପାଇଁ ତାଙ୍କ ବିରୋଧରେ କ’ଣ ପାଇଁ ଅଦାଲତ ଅବମାନନା…

ହକ୍‌ ପାଇବାରୁ ନିର୍ମାଣ ଶ୍ରମିକ ବଞ୍ଚିତ

ଯାଜପୁର ଅଫିସ,୭।୧୧: କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟରେ ଲିପ୍ତ ପଞ୍ଜୀକୃତ ଶ୍ରମିକମାନଙ୍କ ବିଭିନ୍ନ କଲ୍ୟାଣମୂଳକ କାମ ପାଇଁ ଓଡ଼ିଶାରେ ବିପୁଳ ପରିମାଣର ପାଣ୍ଠି ବିନିଯୋଗ ହୋଇଛି। କିନ୍ତୁ ୨୦୧୮-୧୯ ଆର୍ଥିକ ବର୍ଷରେ ନିର୍ମାଣ ଶ୍ରମିକମାନେ ସେମାନଙ୍କ ହକ୍‌ ପାଇବାରୁ ବଞ୍ଚିତ…

ଟ୍ରମ୍ପ୍‌ଙ୍କୁ ତାଙ୍କ ଭାଷାରେ କଟାକ୍ଷ କଲେ ଗ୍ରେଟା

ଓ୍ବାଶିଂଟନ, ୭।୧୧(ଆଇଏଏନ୍‌ଏସ୍‌): ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ସ୍ବିଡେନ୍‌ର ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ତାଙ୍କ ନିଜ ଭାଷାରେ କଟାକ୍ଷ କରିଛନ୍ତି। ଭୋଟ ଗଣତି ବନ୍ଦ କରିବା ଲାଗି ଟ୍ରମ୍ପ୍‌ ଟୁଇଟ୍‌…

ବିଜୟ ଆଉ ପାଦେ

ଓ୍ବାଶିଂଟନ,୭ା୧୧: ୭୭ ବର୍ଷୀୟ ଡେମୋକ୍ରାଟ୍‌ ଜୋ ବାଇଡେନ୍‌ ଏବେ ହ୍ବାଇଟ୍‌ ହାଉସ୍‌ଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛନ୍ତି। ଆରିଜୋନା ଓ ଜର୍ଜିଆ ଭଳି ବ୍ୟାଟଲଗ୍ରାଉଣ୍ଡ ଷ୍ଟେଟ୍‌ରେ ଭୋଟ ଗଣତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ରିପବ୍ଳିକାନ୍‌ ଡୋନାଲ୍ଡ ଟ୍ରମ୍ପ୍‌ ବହୁ ପଛରେ…

ମାଟ୍ରିକ ପରୀକ୍ଷା ଫର୍ମପୂରଣ ବିଜ୍ଞପ୍ତିକୁ ନେଇ ଅସନ୍ତୋଷ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୨୦୨୧ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ନିମନ୍ତେ ଫର୍ମପୂରଣ ଓ ପରୀକ୍ଷା ଫିସ୍‌ ଦାଖଲ ସମ୍ପର୍କିତ ତାରିଖ ଘୋଷଣା କରାଯାଇଛି। ଏହାକୁ ନେଇ ଏବେ ଶିକ୍ଷକ ସଂଘ ଓ ଅଭିଭାବକମାନେ ବିରୋଧ କରିବା ସହ…

ଏସ୍‌ସି, ଏସ୍‌ଟିଙ୍କୁ ସବୁ ଅପମାନ ଅପରାଧ ନୁହେଁ

ନୂଆଦିଲ୍ଲୀ, ୭।୧୧: ଜଣେ ବ୍ୟକ୍ତିଙ୍କ ପ୍ରତି ସମସ୍ତ ପ୍ରକାର ଅପମାନ କିମ୍ବା ଧମକକୁ ଅନୁସୂଚିତ ଜାତି(ଏସ୍‌ସି)/ଜନଜାତି(ଏସ୍‌ଟି) ଆଇନ ଅନୁଯାୟୀ ଅପରାଧ ବିବେଚନା କରାଯାଇପାରିବ ନାହିଁ, ଯଦି ଅପମାନ ସମ୍ପୃକ୍ତ ବ୍ୟକ୍ତିଙ୍କ ଜାତିକୁ ନେଇ ହୋଇ ନ ଥାଏ । ସେହିପରି ଚାରିକାନ୍ଥ…

ଏଲ୍‌ଏନ୍‌ଜି ବ୍ୟବହାର ବଢ଼ିଲେ ପ୍ରଦୂଷଣ କମିବ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୭।୧୧(ପି.ଆଇ.ବି.): ରାଷ୍ଟ୍ରାୟତ୍ତ ପ୍ରାକୃତିକ ଗ୍ୟାସ୍‌ ବିତରଣ କମ୍ପାନୀ ଗେଲ୍‌ ଏବଂ ଭାରତୀୟ ଅଟୋମୋବାଇଲ ନିର୍ମାଣକାରୀ ସଂଘ ସିଆମ୍‌ ପକ୍ଷରୁ ଶୁକ୍ରବାର ଆୟୋଜିତ ‘ପରିବହନ ଇନ୍ଧନ ଭାବେ ଏଲ୍‌ଏନ୍‌ଜି (ଲିକ୍ୟୁଫାଏଡ୍‌ ନାଚ୍ୟୁରାଲ ଗ୍ୟାସ୍‌)’ ଶୀର୍ଷକ ୱେବିନାର ଅନୁଷ୍ଠିତ ହୋଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ…

ଓଡ଼ିଶାରୁ ଫ୍ଲାଇଟ୍‌ରେ ଖସି ଯାଇଥିଲେ ଲୁଟେରା

ଭୁବନେଶ୍ୱର,୭।୧୧ (ବ୍ୟୁରୋ): ଭୁବନେଶ୍ୱର ମ୍ୟାଗ୍ନେଟିକ୍‌ ଛକସ୍ଥିତ ପିଏନ୍‌ବି ଏଟିଏମ୍‌ରୁ ୨୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌ ଘଟଣାରେ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ୍‌ର ସମ୍ପୃକ୍ତି ଥିବା ଜଣାପଡିଛି। ଆନ୍ଧ୍ରପ୍ରଦେଶ ପୋଲିସ ହାତରେ ଏହି ଗ୍ୟାଙ୍ଗ୍‌ର ଦୁଇ ଅଭିଯୁକ୍ତ ଧରାପଡିବା ପରେ ଘଟଣାର ପର୍ଦ୍ଦାଫାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?