ଫିଙ୍ଗର ଅଞ୍ଚଳରୁ ଆଂଶିକ ସେନା ହଟାଇଛି ଚାଇନା
ନୂଆଦିଲ୍ଲୀ,୧୨ା୭: ଲଦାଖର ପଙ୍ଗଓଙ୍ଗ ହ୍ରଦ ନିକଟରେ ଥିବା ଫିଙ୍ଗର ୪ ଅଞ୍ଚଳରୁ ଚାଇନା ଆଂଶିକ ସୈନ୍ୟ ପ୍ରତ୍ୟାହାର କରିଥିବା ହାଇ ରିଜୋଲ୍ୟୁଶନ ସାଟେଲାଇଟ୍ ଚିତ୍ରରୁ ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ଚାଇନା ନିର୍ମାଣ କାର୍ଯ୍ୟ ଚଳାଇଥିବା ପୂର୍ବ ଚିତ୍ରରୁ ଦେଖିବାକୁ ମିଳିଥିଲା। ଭାରତ…
କରୋନା ନେଇ ପୂର୍ବରୁ ଜାଣିଥିଲା ଚାଇନା
ହଂକଂ,୧୨ା୭: କରୋନା ମହାମାରୀ ସାରା ବିଶ୍ୱରେ ୧୨ ନିୟୁତରୁ ଅଧିକ ଲୋକଙ୍କୁ ସଂକ୍ରମିତ ହେଲାଣି। ଚାଇନା ଯେଉଁ ସମୟରେ ସଂକ୍ରମଣ ନେଇ ସୂଚନା ଦେଲା ତାହାର ବହୁ ପୂର୍ବରୁ ଜାଣିଥିଲା ବୋଲି ହଂକଂର ଜଣେ ଭୂତାଣୁ ବିଜ୍ଞାନୀ କହିଛନ୍ତି। ସରକାରଙ୍କ ଉଚ୍ଚ…
ଏଯାଏ ବାହାରିନି ୪ ସଂକ୍ରମଣର ଟିକା
ନୂଆଦିଲ୍ଲୀ,୧୨ା୭(ପି.ଟି.): କରୋନା ସଂକ୍ରମଣକୁ ୭ ମାସ ବିତିଥିଲେ ହେଁ ଏପର୍ଯ୍ୟନ୍ତ ଟିକା ବାହାରିପାରି ନାହିଁ। ପ୍ରତିଷେଧକ ଟିକା ନ ଥିବା ଏବଂ ଉପଯୁକ୍ତ ଚିକିତ୍ସା ବାହାରିପାରି ନ ଥିବାରୁ କିଏ ପ୍ରଥମେ ବଜାରକୁ ଏହି ଟିକା ଆଣିବ ତାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା…
ସରକାର ଭାଙ୍ଗିବାକୁ ଚକ୍ରାନ୍ତ
ଜୟପୁର,୧୨ା୭(ପି.ଟି.): କରୋନା ମହାମାରୀ ଜନିତ ସଙ୍କଟ ସମୟରେ ରାଜସ୍ଥାନ ସରକାର ଭାଙ୍ଗିଦେବା ପାଇଁ ଭାଜପା ଷଡ଼ଯନ୍ତ୍ର ଚଳାଇଛି। ରାଜ୍ୟରେ କ୍ଷମତାସୀନ ସରକାରର ପତନ ପାଇଁ ଭାଜପା ପକ୍ଷରୁ କଂଗ୍ରେସ ବିଧାୟକମାନଙ୍କୁ ୧୫ କୋଟି ଟଙ୍କା ଲେଖାଏ ଯଚାଯାଇଥିବା ଶନିବାର ମୁଖ୍ୟମନ୍ତ୍ରୀ ଅଶୋକ…
ଗିନିଜ୍ ବୁକ୍ରେ ୨୦୧୮ ବାଘ ଗଣନା
ନୂଆଦିଲ୍ଲୀ,୧୨ା୭(ପି.ଟି.): ୨୦୧୮ରେ ଭାରତରେ ହୋଇଥିବା ବାଘଗଣନା ଗିନିଜ୍ ବୁକ୍ ଅଫ୍ ଓ୍ବାଲର୍ଡ ରେକର୍ଡରେ ସ୍ଥାନ ପାଇଛି। ବାଘ ଠାବ କରିବା ପାଇଁ ହୋଇଥିବା ସର୍ଭେ ବେଳେ ବିଶ୍ୱର ସର୍ବାଧିକ କ୍ୟାମେରା ବ୍ୟବହାର କରାଯାଇଥିଲା। ସର୍ବଭାରତୀୟ ବାଘ ଆକଳନ ୨୦୧୮ର ଚତୁର୍ଥ ଚକ୍ର…
ପିଏମ୍ କେୟାର୍ସ ଫଣ୍ଡ ଯାଞ୍ଚ ହେବ ନାହିଁ
ନୂଆଦିଲ୍ଲୀ,୧୨ା୭: ପାର୍ଲାମେଣ୍ଟର ଗୁରୁତ୍ୱପୂର୍ଣ୍ଣ ପ୍ୟାନେଲ ପବ୍ଲିକ୍ ଆକାଉଣ୍ଟସ କମିଟି (ପିଏସି) କୋଭିଡ୍-୧୯ ପରିଚାଳନା କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଓ ଏହି ସଙ୍କଟର ମୁକାବିଲା ଲାଗି ଗଠିତ ପ୍ରାଇମ୍ ମିନିଷ୍ଟର୍ସ ସିଟିଜେନ୍ ଆସିଷ୍ଟାନ୍ସ ଆଣ୍ଡ ରିଲିଫ୍ ଇନ୍ ଏମର୍ଜେନ୍ସି ସିଚୁଏଶନ୍ସ…
ବିନା ରସିଦ୍ରେ ଜରିମାନା
ଅନୁଗୋଳ ଅଫିସ୍, ୧୨ା୭: ଅନୁଗୋଳ ତହସିଲ ଅଧୀନ ଅଞ୍ଚଳରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ବଢିବାରେ ଲାଗିଛି। ଏଥିରେ ତହସିଲ କାର୍ଯ୍ୟାଳୟର ଜଣେ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ଜୋର ଧରିଛି। ଏପରିକି ମାଫିଆଙ୍କ ଗାଡି ଯାଞ୍ଚ ବେଳେ ଜରିମାନା ଆଦାୟ…
ଭୟରେ ସ୍ବାବ୍ ଟେଷ୍ଟ ପାଇଁ ଯାଉନାହାନ୍ତି ଲୋକେ
କବିସୂର୍ଯ୍ୟନଗର,୧୨ା୭(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। କବିସୂର୍ଯ୍ୟନଗର ବ୍ଲକ ଓ ଏନ୍ଏସିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି। ଶନିବାର ଏନ୍ଏସିରୁ ୪ ଓ ବ୍ଲକରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଢ଼ାମ୍ବ ୨,…
ୟୁଟ୍ୟୁବ୍ରେ ଓଡ଼ିଆ ପ୍ରତିଭା
ବାରିପଦା ଅଫିସ, ୧୨ା୭-ଆଗଭଳି ଆଉ କଳାକାରମାନଙ୍କୁ ନିଜର ପ୍ରତିଭା ଦେଖାଇବା ପାଇଁ ସଂଘର୍ଷ କରିବାକୁ ପଡ଼ୁନାହିଁ। ନିଜ ପ୍ରତିଭାକୁ ସୋସିଆଲ୍ ମିଡ଼ିଆରେ ପୋଷ୍ଟ କରିବା ପରେ କେତେଜଣ ରାତାରାତି ଷ୍ଟାର ପାଲଟୁଛନ୍ତି ତ ଆଉ କେତେକ କିପରି ଉତ୍ତମ ଭାବେ ପ୍ରତିଭା…
ଏସବୁ ସମସ୍ୟା ଦୂର କରେ କଳାଜିରା
ସାଧାରଣତଃ କଳାଜିରା ଖାଦ୍ୟର ସ୍ବାଦ ବୃଦ୍ଧି ପାଇଁ ବ୍ୟବହାର କରାଯାଇଥାଏ। ମାତ୍ର ଏହାର ବହୁ ଉପକାରୀ ଗୁଣ ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି। ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ… ୧. ଥଣ୍ଡା,କାଶ, କଫ ଦୂର ପାଇଁ କଳାଜିରା…
ଘରକୁ ଜଳଖିଆ ଖାଇବାକୁ ଡାକି ବାବାଙ୍କ ଅଶ୍ଳୀଳ ଭିଡିଓ ବନାଇଲେ ଯୁବତୀ
ଯୋଧପୁର – ରାଜସ୍ଥାନ ଯୋଧପୁର ଅଞ୍ଚଳର ଜଣେ ତଥାକଥିତ ବାବା ଏକ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଜଣେ ଯୁବତୀ ଘରକୁ ଜଳଖିଆ ଖାଇବାକୁ ଡାକି ପରିବାର ଲୋକଙ୍କ ସହ ମିଶି ଜବରଦସ୍ତି ତାଙ୍କର ଅଶ୍ଳୀଳ ଭିଡିଓ ବନାଇଛନ୍ତି। ଏଥିସହ ତାଙ୍କୁ ବ୍ଲାକମେଲ୍…
ସମଲିଙ୍ଗୀ ସମ୍ପର୍କରେ ଅଛନ୍ତି ସରସ୍ବତୀ: ଦୂତୀ
ଭୁବନେଶ୍ୱର, ୧୧ା୭ (ସ୍ପୋଟର୍ସ ବ୍ୟୁରୋ/ରସୁଲପୁର, ଡି.ଏନ୍.ଏ): ଭାରତର ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ବଡ଼ ଭଉଣୀ ସରସ୍ବତୀ ଯିଏକି ଜଣେ ରାଜ୍ୟସ୍ତରୀୟ ଆଥଲେଟ୍ ସେ ଜଣେ ସମଲିଙ୍ଗୀ ବୋଲି ଦୂତୀ ଶନିବାର ଗଣମାଧ୍ୟମରେ ପ୍ରକାଶ କରିଛନ୍ତି।…
Archives


