Home Left

ବାହାରିନ୍‌ରୁ ଆସିଲା ଦ୍ୱିତୀୟ ବିମାନ

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ବନ୍ଦେ ଭାରତ ମିଶନରେ ବାହାରିନ୍‌ରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଭୁବନେଶ୍ୱର ଆସିଛି ଆଉଏକ ବିମାନ। ଏୟାର ଇଣ୍ଡିଆର ଏଆଇ୯୪୦ ବିମାନଟି ବାହାରିନ୍‌ରୁ ଅପରାହ୍ନ ପ୍ରାୟ ୩ଟାବେଳେ ଉଡ଼ାଣ ଭରିଥିଲା। ସେଥିରେ ମୋଟ ୧୫୧ ଯାତ୍ରୀ ରହିଥିବାବେଳେ ୭୧ରୁ ଊର୍ଦ୍ଧ୍ୱ…

ପୋଲିସ ବେଶରେ ଡାକ୍ତରଙ୍କ ଘରୁ ଲୁଟିନେଲେ

ଛାପ୍ରା, ୧୧।୯- ଚୋରି କରିବାର ଅଭିନବ ଉପାୟ। ପୋଲିସ ପୋଷାକରେ ରାତି ଅଧରେ ଘରେ ପଶିଲେ। ଏହାପରେ ଯାଞ୍ଚ ଆଳରେ ଘରୁ ନଗଦ ଟଙ୍କା, ଗହଣା ଲୁଟି ନେଇଗଲେ। ଏମିତି ଏକ ଘଟଣା ବିହାରର ଶରନ ଜିଲାରୁ ସାମ୍ନାକୁ ଆସିଛି। ଛାପ୍ରା…

ପାରାଦୀପରେ କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ

ପାରାଦୀପ,୧୧ା୭(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ଶନିବାର ପ୍ରଥମ କରି କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ ହୋଇଛି। ସାରେ ବନ୍ଦରର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ବର୍ଥରେ କଣ୍ଟେନର ବୋଝେଇ ଜାହାଜ ଲାଗିଛି। ମାଲେସିଆର ପୋର୍ଟକ୍ଲାଙ୍ଗ ବନ୍ଦରରୁ ଏମ୍‌ଭି ଦାମୁଭୂମ ନାମକ ଜାହାଜରେ ୧୫୦ ଖାଲି…

ଅମିତାଭ ବଚ୍ଚନଙ୍କୁ ଦେଖିବାକୁ ଆସିଥିବା ପ୍ରଶଂସକଙ୍କୁ ଛୁରୀରେ ଆକ୍ରମଣ

ମୁମ୍ବାଇ, ୧୧।୭- ବଲିଉଡ୍‌ ସୁପର୍‌ ଷ୍ଟାର ଅମିତାଭ ବଚ୍ଚନଙ୍କ ଟିକିଏ ଝଲକ ପାଇବା ପାଇଁ ସୁଦୂର ଉତ୍ତର ପ୍ରଦେଶରୁ ମୁମ୍ବାଇ ଆସିଥିଲେ। କିନ୍ତୁ ଅମିତାଭଙ୍କ ଦର୍ଶନ ପାଇବା ପୂର୍ବରୁ ପ୍ରଶଂସକ ଜଣଙ୍କ ଦୁବୃର୍ତ୍ତଙ୍କ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି। ଏମିତି ଏକ…

କୋଭିଡ୍‌ ନିୟମ ଉଲ୍ଲଂଘନ କରି ମନ୍ଦିର ପ୍ରତିଷ୍ଠା ଘଟଣା: ନାଏବ ସରପଞ୍ଚଙ୍କ ସମେତ ୧୧ ଗିରଫ

ପୋଲସରା,୧୧ା୭(ଡି.ଏନ.ଏ.)- ରାଜ୍ୟରେ ଗଞ୍ଜାମ ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି। ମାତ୍ର କୋଭିଡ୍‌ ନିୟମ ଉଲ୍ଲଂଘନ କରି ପୋଲସରା ବ୍ଲକ ଜା.ଡ଼େଙ୍ଗାପଦର ପଞ୍ଚାୟତ ମର୍ଦ୍ଦରାଜପୁର ଗ୍ରାମରେ ଏକ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏନେଇ ପୋଲସରା ବିଡିଓ ଶମ୍ଭୁନାଥ ନନ୍ଦି…

ଶଟ୍‌ଡାଉନ୍‌ରେ ଅଣ୍ଡା, ମାଂସ ହୋମ୍‌ ଡେଲିଭରି କରିବ ଓପୋଲଫେଡ୍‌

ଭୁବନେଶ୍ୱର,୧୧।୭(ବ୍ୟୁରୋ)-କରୋନା ମହାମାରୀ ଯୋଗୁ ଭୁବନେଶ୍ୱର ମହାନଗର ଅଞ୍ଚଳ ପ୍ରତି ସପ୍ତାହରେ ଶନିବାର ଓ ରବିବାର ଶଟ୍‌ଡାଉନ୍‌ ରହୁଛି। ଦୁଇଦିନ ବନ୍ଦ ରହୁଥିବାରୁ ଲୋକେ ଆମିଷ ଖାଦ୍ୟ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଲୋକଙ୍କ ପାଖରେ କିପରି ଆମିଷ ପହଞ୍ଚତ୍ପାରିବ, ସେଥିପାଇଁ ଓପୋଲଫେଡ୍‌ ପକ୍ଷରୁ…

ବଜ୍ରଗୁମ୍ମା ଗାଁରେ ସବର୍ଣ୍ଣ-ଅସବର୍ଣ୍ଣ ବିବାଦ: ଅସବର୍ଣ୍ଣ ପରିବାରଙ୍କୁ ଗାଁ ବାସନ୍ଦ

ଦିଗପହଣ୍ଡି,୧୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁରେ ଗତ କିଛିଦିନ ହେଲା ସବର୍ଣ୍ଣ- ଅସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଲାଗିରହିଛି। ଅସବର୍ଣ୍ଣ ଗୋଷ୍ଠୀର ଲୋକଙ୍କୁ ସବର୍ଣ୍ଣ ଗୋଷ୍ଠୀର ଲୋକେ ଗାଁରୁ ବାସନ୍ଦ କରିଥିବା ଭିଡିଓ ବିଭିନ୍ନ ସାମାଜିକ…

ଏହି ପୂର୍ବତନ ଭାରତୀୟ କ୍ରିକେଟର୍‌ଙ୍କ ସ୍ତ୍ରୀଙ୍କୁ କରୋନା

କୋଲକାତା, ୧୧।୭- ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଲ୍‌ରାଉଣ୍ଡର ଲକ୍ଷ୍ମୀରତନ ଶୁକ୍ଳାଙ୍କ ସ୍ତ୍ରୀ ସ୍ମିତା ସନ୍ୟାଲ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ସ୍ମିତା ବର୍ତ୍ତମାନ ପଶ୍ଚିମବଙ୍ଗ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଡେପୁଟି ସେକ୍ରେଟାରୀ ରହିଛନ୍ତି। ଯେତେବେଳେ କି ତାଙ୍କ…

ବ୍ରହ୍ମପୁରରେ ସ୍ବାସ୍ଥ୍ୟ ସ୍କ୍ରିନିଂ: ୧୮୧ କରୋନା ସନ୍ଦିଗ୍ଧ ଚିହ୍ନଟ, ୪୬ ଜଣଙ୍କ ସ୍ବାବ୍‌ ନମୁନା ପରୀକ୍ଷା

ବ୍ରହ୍ମପୁର ଅଫିସ,୧୧ା୭: କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ଡୋର୍‌ ଟୁ ଡୋର୍‌ ସ୍ବାସ୍ଥ୍ୟ ଯାଞ୍ଚର ଦୁଇଦିନରେ ୧୮୧ ଜଣ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ବିଏମ୍‌ସି ପକ୍ଷରୁ ମିଳିଥିବା ସୂଚନାନୁଯାୟୀ,…

ଅନୁଷ୍କାଙ୍କ ଫଟୋଶୁଟ୍‌ ଦେଖି କ’ଣ କହିଲେ ବିରାଟ

ମୁମ୍ବାଇ, ୧୧।୭- ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଓ ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀ ଅନୁଷ୍କା ଶର୍ମା ୨୦୧୭ ଡିସେମ୍ବରରେ ପରସ୍ପର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। କ୍ରିକେଟ୍‌ ଓ ବଲିଉଡ୍‌ ଜଗତରେ ଏ ଯୋଡ଼ିଙ୍କୁ ସବୁଠାରୁ ଆକର୍ଷଣୀୟ ଦମ୍ପତି…

ଦ୍ୱାଦଶ ପରୀକ୍ଷାରେ ଅଖିଳେଶଙ୍କ ଝିଅ ରଖିଲେ ୯୮%

ନୂଆଦିଲ୍ଲୀ,୧୧।୭: ସମାଜବାଦୀ ପାର୍ଟୀ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ଝିଅ ଅଦିତି ଆଇଏସ୍‌ସି ବୋର୍ଡର ଦ୍ୱାଦଶ ପରୀକ୍ଷାରେ ୯୮ ପ୍ରତିଶତ ମାର୍କ ରଖି ପାସ୍‌ କରିଛନ୍ତି। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି ଅଖିଳେଶ। ସ୍ତ୍ରୀ ଡିମ୍ପଲ ଏବଂ ଝିଅଙ୍କ ସହ ଏକ…

ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବକୁ ଆରମ୍ଭ ହେଲା ବସ୍‌ ସେବା

ମାଲକାନଗିରି/ଚିତ୍ରକୋଣ୍ଡା,୧୧ା୭(ଡି.ଏନ.ଏ.)-ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲଙ୍କ ଉଦ୍ୟମରେ ଶୁକ୍ରବାରଠାରୁ ସ୍ବାଭିମାନ ଅଞ୍ଚଳର ଯୋଡାମ୍ବକୁ ବସ୍‌ ଚଳାଚଳ ଆରମ୍ଭ ହୋଇଛି। ମାଲକାନଗିରି ସଦର ମହକୁମାରୁ ଚିତ୍ରକୋଣ୍ଡାର ଯୋଡ଼ାମ୍ବକୁ ଏହି ବସ୍‌ ସେବା ଆରମ୍ଭ ହୋଇଛି। ଗୁରୁପ୍ରିୟା ସେତୁ ଉଦ୍‌ଘାଟିତ ହେବାପରଠାରୁ ସ୍ବାଭିମାନ ଅଞ୍ଚଳରେ ବିକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri