Home Left

ବିଶ୍ୱ ଜନସଂଖ୍ୟା ଦିବସ: ଏଥର ମିହିଳାଙ୍କ ସ୍ବାସ୍ଥ୍ୟକୁ ନେଇ ରଖାଯାଇଛି ଥିମ୍‌

ଓ୍ବାଶିଂଟନ,୧୧।୭: ବିଶ୍ୱର ଅଧିକାଂଶ ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟା ଏବେ ଚିନ୍ତାର କାରଣ ପାଲଟିଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୁଲାଇ ୧୧ରେ ପାଳନ କରାଯାଇଛି ବିଶ୍ୱ ଜନସଂଖ୍ୟା ଦିବସ। ସବୁଥର ପରି ଏଥରର ଥିମ୍‌ ରହିଛି ‘Health And…

ଏହି ୮ ହଟ୍‌ସ୍ପଟ୍‌ ଜିଲାର ଲୋକଙ୍କୁ ଢେଙ୍କାନାଳ ମନା

ଢେଙ୍କାନାଳ ଅଫିସ,୧୧ା୭: ରାଜ୍ୟର ୮ଟି ହଟ୍‌ସ୍ପଟ୍‌ ଜିଲାର ଲୋକଙ୍କୁ ଢେଙ୍କାନାଳରେ ପ୍ରବେଶ ମନା। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ଜିଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର,ବାଲେଶ୍ୱର, ସୁନ୍ଦରଗଡ଼…

ମଣିଷ ପରି ଦେଖାଯାଉଥିବା ମାଛ

ସମୂଦ୍ରରେ ଅନେକ ପ୍ରକାରର ଜୀବ ରହିଛନ୍ତି। ଅଧିକାଂଶ ଜୀବ ଆମେ ଦେଖିନାହୁଁ। ଏବେ ଏମିତି ଏକ ମାଛ ଦେଖିବାକୁ ମିଳିଛି ଯାହାର ମୁହଁ ଏବଂ ଦାନ୍ତ ଦେଖିବାକୁ ମଣିଷ ପରି। ମାଲେଶିୟାରେ ଦେଖିବାକୁ ମିଳିଥିବା ଏହି ମାଛକୁ ଟାଇଗର ଫିସ୍‌ କୁହାଯାଉଛି।…

୧୧୨ ବର୍ଷ ତଳେ ଘଟିଥିଲା ଏପରି ଏକ ବିସ୍ଫୋରକ ଘଟଣା, ଯାହା ଉପରୁ ଆଜି ପର୍ଯ୍ୟନ୍ତ ହଟିନାହିଁ ପରଦା

ଋଷିଆର ସାଇବେରିଆ ଅଞ୍ଚଳରେ ୧୧୨ ବର୍ଷ ତଳେ ଏକ ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏହି ଘଟଣା ପୋଡେକାମେନାୟା ତୁଙ୍ଗୁସ୍କା ନଦୀ ନିକଟରେ ହୋଇଥିଲା। କୁହାଯାଏ, ଏହି ବିସ୍ଫୋରଣରେ ଯେଉଁ ନିଅଁା ହୁଳା ଉଠିଥିଲା ତାହା ୫୦ରୁ ୧୦୦ ମିଟର ଚଉଡ଼ା ଥିଲା।…

ରିଅଲ ଲାଇଫ୍‌ ସିଙ୍ଘମ: ୫୭ ଡକାୟତଙ୍କୁ କାବୁ କରିଛନ୍ତି ଏହି ଆଇପିଏସ୍‌ ଅଫିସର

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କୁ ରିଲ ଲାଇଫ୍‌ ସିଙ୍ଘମ କୁହାଯାଏ। ହେଲେ ରିଅଲ ଲାଇଫ୍‌ରେ ଜଣେ ଏଭଳି ଆଇଏଏସ୍‌ ଅଫିସର ଅଛନ୍ତି, ଯାହାଙ୍କୁ ଅପରାଧିଙ୍କ ପ୍ରାଣେ ଭୟ। ସେ ହେଲେ ଏସ୍‌ପି ମୁଦୁଲ କଚ୍ଛାବା। ତାଙ୍କ ନାମ ଶୁଣିବା ମାତ୍ରେ ଅପରାଧୀଙ୍କ…

ଅଙ୍କିତାଙ୍କ ପ୍ରକୃତ ନାଁ କ’ଣ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଏବେ ଚର୍ଚ୍ଚାରେ ରହିଛନ୍ତି ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୋଖଣ୍ଡେ। ସେ ଜଣେ ପପୁଲାର ଟେଲିଭିଜନ କଳାକାର ହୋଇଥିବା ବେଳେ ନିକଟରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଧାରାବାହିକ ‘ପବିତ୍ର ରିସ୍ତା’ପରଠାରୁ…

ରାଜସ୍ଥାନରେ ସରକାର ଭାଙ୍ଗିବାକୁ ଷଡଯନ୍ତ୍ର କରୁଛି ଭାଜପା: ଗେହଲଟ

ଜୟପୁର,୧୧।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସରକାର ଭାଙ୍ଗିବାକୁ ଭାରତୀୟ ଜନତା ପାର୍ଟି(ଭାଜପା)ନେତା ଚେଷ୍ଟା କରୁଥିବା କୁହାଯାଉଛି। ବିଳମ୍ବିତ ରାତିରେ ପୋଲିସ ୨ ଭାଜପା ନେତାଙ୍କୁ ପଚରା ଉଚରା ପାଇଁ ନେଇଥିବା ଜଣାପଡିଛି। ଏହାସହ ଶନିବାର ଗେହଲଟ କହିଛନ୍ତି, ଭାଜପା ରାଜସ୍ଥାନରେ…

ଇଂଲଣ୍ଡ ବିଶ୍ୱକପ୍‌ ବିଜେତା ଫୁଟବଲର ଚାର୍ଲଟନଙ୍କ ପରଲୋକ

ଲଣ୍ଡନ,୧୧।୭(ଏପି): ଇଂଲଣ୍ଡ କିମ୍ବଦନ୍ତୀ ଫୁଟବଲର ତଥା ସେଣ୍ଟ୍ରାଲ ଡିଫେଣ୍ଡର ଜ୍ୟାକ୍‌ ଚାର୍ଲଟନ ୮୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବିଗ୍‌ ଜ୍ୟାକ୍‌ ନାମରେ ପରିଚିତ ଥିବା ଚାର୍ଲଟନ ଶୁକ୍ରବାର ନର୍ଥଉମ୍ବରଲାଣ୍ଡସ୍ଥିତ ତାଙ୍କ ବାସଭବନରେ ମୃତ୍ୟୁବରଣ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କ…

ବିକାଶ ଦୁବେଙ୍କ ଲଭ୍‌ଷ୍ଟୋରୀ: ଶାଶୁ-ଶ୍ୱଶୁରଙ୍କୁ ବନ୍ଧୁକ ଦେଖାଇ କରିଥିଲେ ବିବାହ

ଲକ୍ଷ୍ନୌ, ୧୧।୭: ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ତାଙ୍କୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏବେ ତାଙ୍କ ଲଭ୍‌ଷ୍ଟୋରୀ ନେଇ ସୋସିଆଲ ମିିଡ଼ିଆରେ ନାନା ପ୍ରଚାର ଜାରି ରହିଛି। ୨୦ବର୍ଷ ତଳେ ସ୍ତ୍ରୀ ରିଚାଙ୍କ ସହିତ ତାଙ୍କର ସାକ୍ଷାତ୍‌…

ଟୁଇଟ୍‌ କରି ଜଣାଇଲେ ମୁଖ୍ୟମନ୍ତ୍ରୀ: ଗଞ୍ଜାମରେ ସ୍ବାବ୍‌ ସଂଗ୍ରହ କରିବ ମୋବାଇଲ ଭ୍ୟାନ୍‌

ଛତ୍ରପୁର, ୧୧।୭(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାରେ କରୋନା ପଜିଟିଭ ସଂଖ୍ୟା ବଢ଼ି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାକୁ ଭ୍ରାମ୍ୟମାଣ ସ୍ବାବ ସଂଗ୍ରହ ଭ୍ୟାନ ଆସିଛି। ଏହା ଓଡିଶାରେ ପ୍ରଥମ। ପ୍ରଥମେ ବ୍ରହ୍ମପୁର…

ଦୁବାଇ, ଥାଇଲାଣ୍ଡରେ ରହିଛି ବିକାଶଙ୍କ ସମ୍ପତ୍ତି !

କାନପୁର,୧୧।୭: କୁଖ୍ୟାତ ଅପରାଧୀ ବିକାଶ ଦୁବେଙ୍କ ମୃତ୍ୟୁ ପରେ ବି ସେ ଏବେ ରହୁଛନ୍ତି ଚର୍ଚ୍ଚାରେ। ଉତ୍ତରପ୍ରଦେଶ ଏସ୍‌ଟିଏଫ୍‌ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବିକାଶଙ୍କର ଦୁବାଇ ଓ ଥାଇଲାଣ୍ଡରେ କୋଟି କୋଟି ଟଙ୍କାର ସମ୍ପତ୍ତି ରହିଛି। ବିକାଶ ଗତ ୩…

ବଲିଉଡ୍‌ ଖାଁଙ୍କୁ ଟାର୍ଗେଟ କଲେ ସୁବ୍ରମଣ୍ୟମ

ମୁମ୍ବାଇ,୧୧।୭: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଏବେବି ସସପେନ୍ସ ଜାରି ରହିଥିବା ବେଳେ ପ୍ରତିଦିନ ଏହାକୁ ନେଇ ସୋସିଆଲ ମିଡିଆରେ ଆଲୋଚନା ସମାଲୋଚନା ଚାଲିଛି। ହେଲେ ଏବେ ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସୁବ୍ରମଣ୍ୟମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri