Home Left

୬,୮୦୦ ବର୍ଷ ପରେ ପୃଥିବୀ ମୁହାଁ ହୋଇଛି ଏହି ଧୂମକେତୁ

ଓ୍ବାଶିଂଟନ, ୧୧।୭: ଦୀର୍ଘ ୬,୮୦୦ ବର୍ଷ ପରେ ଧୂମକେତୁ ‘ନିଓଓ୍ବାଇଜ୍‌-ସି/୨୦୨୦ ଏଫ-୩’ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୧୨ରୁ ୩୦ ମଧ୍ୟରେ ପୃଥିବୀର ନିକଟତର ହେବ। ସେତେବେଳେ ଏହା ପୃଥିବୀଠାରୁ ୧୦ କୋଟି ୩୦ ଲକ୍ଷ କିଲୋମିଟର ଦୂରରେ ରହିବ। ଏହି…

ଷ୍ଟୋକ୍ସଙ୍କ ବିରଳ ସଫଳତା

ସାଉଥାମ୍ପଟନ,୧୧।୭: ଇଂଲଣ୍ଡ ଅଲରାଉଣ୍ଡର ତଥା କାମଚଳା ଅଧିନାୟକ ବେନ୍‌ ୍ଯଯୋକ୍ସ ଏକ ବିରଳ ସଫଳତା ତଥା ରେକର୍ଡ ଅର୍ଜନ କରିଛନ୍ତି। ସେ ଟେଷ୍ଟ ଫର୍ମାଟରେ ବିଶ୍ୱର ଦ୍ୱିତୀୟ ଦ୍ରୁତତମ ଅଲରାଉଣ୍ଡର ଭାବେ ୪,୦୦୦ ରନ କରିବା ସହ ୧୫୦ ଉଇକେଟ ହାସଲ…

ଅଗଷ୍ଟ ୧୮ରୁ ସିପିଏଲ୍‌ ଟି୨୦ ଲିଗ୍‌ ଆରମ୍ଭ

ନୂଆଦିଲ୍ଲୀ,୧୧।୭: କୋଭିଡ୍‌-୧୯ ମହାମାରୀର ପ୍ରକୋପ୍‌ ଜାରି ରହିଥିବା ବେଳେ ଟେଷ୍ଟ କ୍ରିକେଟ ଆରମ୍ଭ ହୋଇଛି। ଏବେ ଆଉ ଏକ ହାଇପ୍ରୋଫାଇଲ ଟି୨୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟକ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କାରିବିୟାନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)।…

ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ: ୨୧ ଜଣିଆ ବର୍ଦ୍ଧିତ ଦଳ ଘୋଷଣା କଲା ଆୟର୍ଲାଣ୍ଡ

ଡବ୍ଲିନ୍‌,୧୧।୭: ଆଗକୁ ଆୟୋଜନ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଆୟର୍ଲାଣ୍ଡ ଏକ ୨୧ ଜଣିଆ ବର୍ଦ୍ଧିତ ଦଳ ଘୋଷଣା କରିଛି। ଏ ନେଇ କ୍ରିକେଟ ଆୟର୍ଲାଣ୍ଡ ସୂଚନା ଦେଇଛି। କୋଭିଡ୍‌-୧୯ ପ୍ରୋଟୋକଲ ଓ…

ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ଖୁସି ମନାଇଲେ ଏହି ଗ୍ରାମବାସୀ

କାନପୁର,୧୧।୭: ଉତ୍ତରପ୍ରଦେଶର ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ କାନପୁର ବିକରୁ ଓ ଆଖପାଖ ଗଁାରେ ଏକ ନୂଆ ସକାଳ ଆରମ୍ଭ ହୋଇଛି। ବିକରୁ ଗାଁରେ ଲୋକମାନେ ଭୟଭୀତ ଅବସ୍ଥାରେ ଏବେ ବି ଘରେ ରହୁଥିବା ବେଳେ ଏଠାରୁ କିଛି…

ଆମେରିକାରେ ସ୍ଥିତି ଅଣାୟତ୍ତ: ୨୪ ଘଣ୍ଟାରେ ୭୦ ହଜାର ନୂଆ ଆକ୍ରାନ୍ତ

ଓ୍ବାଶିଂଟନ, ୧୧।୭: କରୋନା ମହାମାରୀ ସଂକ୍ରମଣରେ ଆମେରିକାରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଏହା ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୭୦ ହଜାରରୁ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ

ଦିଗପହଣ୍ଡି,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ କିଛିଦିନ ହେଲା ସେ ଜ୍ବରରେ ସଂକ୍ରମିତ ହୋଇ ଔଷଧ ସେବନ କରୁଥିଲେ। ଗୁରୁବାର ତାଙ୍କ…

କଟକରେ କରୋନା କାୟା: ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ

କଟକ ଅଫିସ,୧୧।୭: କଟକ ସହରରେ ଶନିବାର ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌, ୫ ହୋମ୍‌ କ୍ୱାରାଣ୍ଟାଇନ୍‌ , ଜଣେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ…

କରୋନା ଆକ୍ରାନ୍ତ ୨ ବିଧାୟକଙ୍କ ସହ କଥାହେଲେ ନବୀନ

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଓ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ଉଭୟ ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଫୋନ୍‌ ଯୋଗେ କଥା ହୋଇଛନ୍ତି। ଉଭୟଙ୍କ…

କରୋନା ରୋଗୀଙ୍କୁ କୁକୁର ସହ ତାଲା ପକାଇଲେ କର୍ମଚାରୀ

ଗାନ୍ଧିନଗର,୧୧।୭: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। କେତେକ ରାଜ୍ୟରେ କରୋନା ସଙ୍କଟର ଭୟଙ୍କର ପରିସ୍ଥିତି ଉପୁଜିଛି। ପ୍ରତିଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳି ସମୟରେ କରୋନା ରୋଗୀଙ୍କ ସହ ଦୁର୍ବବ୍ୟହାର ଓ ଅବହେଳା…

ଭୋଟରଙ୍କୁ ସାଧାରଣ ବୋଲି ଭାବିବା ଭୁଲ: ଇନ୍ଦିରା, ଅଟଳ ବି ହାର ମାନିଥିଲେ

ମୁମ୍ବାଇ,୧୧।୭: ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି ରାଜନେତାମାନେ ଭୋଟରଙ୍କୁ ସାଧାରଣ ଭାବିବା ଭୁଲ୍‌। ଶକ୍ତିଶାଳୀ ନେତା ଇନ୍ଦିରା ଗାନ୍ଧୀ ଓ ଅଟଳ ବିାହାରୀ ବାଜପେୟୀଙ୍କୁ ବି ହାରିବାକୁ ପଡିଥିଲା। ମହାରାଷ୍ଟ୍ରର…

ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ ସିଟି ମନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ସିଟି କଟକ, ଭୁବନେଶ୍ୱର ଯିବାକୁ ବାରଣ କରାଯାଇଛି। ଏ ନେଇ ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶନିବାର ଜିଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri