ଶାଢ଼ି ଦୋକାନରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ଚାନ୍ଦବାଲି,୧୧ା୭(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ବଜାରସ୍ଥିତ ଭାଗ୍ୟଲକ୍ଷ୍ମୀ ଫେଶନ୍ ଶାଢ଼ି ଦୋକାନର ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଦୋକାନରେ ଥିବା ସବୁ ଶାଢ଼ି ଓ ଅନ୍ୟାନ୍ୟ କପଡ଼ା ସାମଗ୍ରୀ ପୋଡ଼ ପାଉଁଶ ହୋଇଯାଇଛି। ସକାଳୁ ଦୋକାନରୁ ଧୂଆଁ…
ବିକାଶ ଦୁବେ ଏନ୍କାଉଣ୍ଟର: ପିତା କହିଲେ ‘କାନ୍ଥରେ ମୁଣ୍ଡ ବାଡେଇଲେ ମୁଣ୍ଡ ହିଁ ଫାଟିବ’
କାନପୁର,୧୧।୭: କୁଖ୍ୟାତ ଅପରାଧୀ ବିକାଶ ଦୁବେ ଯେଉଁ ଦୋଷ କରିଥିଲେ ତାହା ଠିକ୍ ନୁହେଁ ବୋଲି ତାଙ୍କ କରିବାର ଲୋକେ ବି କହୁଛନ୍ତି। ସେ ଯେଉଁ ରାସ୍ତାରେ ଯାଉଥିଲେ ତାହାର ଅନ୍ତ ଏହାହିଁ ହେବାର ଥିଲା ବୋଲି ପରିବାର ସଦସ୍ୟ ମତ…
ଗତ ୨୪ଘଣ୍ଟାରେ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨୭,୧୧୪ ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସ୍ଥିତି ସଂଘାତିକ ହେବାରେ ଲାଗିଛି। ପୂର୍ବାପେକ୍ଷା ପ୍ରତିଦିନ ନୂଆ ନୂଆ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଆମେରିକା, ବ୍ରାଜିଲ ପରେ ଏବେ ଭାରତ ତୃତୀୟ ସର୍ବାଧିକ ସଂକ୍ରମିତ ଦେଶ ଭାବେ ପରିଗଣିତ ହୋଇଛି। ପ୍ରଥମ ଥର ପାଇଁ ଗତ…
ମନୋଜ ବାଜପେୟୀ ହେବେ ବିକାଶ ଦୁବେ !
ମୁମ୍ବାଇ, ୧୧।୭: ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍କାଉଣ୍ଟର ପରେ ବଲିଉଡ୍ରେ ଏହି ଘଟଣାକୁ ନେଇ ଫିଲ୍ମ କରାଯିବା ଲାଗି ଯୋଜନା ଆରମ୍ଭ ହୋଇଛି। ନିର୍ମାତା ପ୍ରଦୀପ କପୁର ବିକାଶ ଦୁବେଙ୍କ ଉପରେ ଫିଲ୍ମ କରିବେ ବୋଲି ଘୋଷଣା କରିଛନ୍ତି। ଫିଲ୍ମରେ ବିକାଶଙ୍କ…
କବରସ୍ଥାନ ପାଇଁ ଜମି ଦେଲେ ହିନ୍ଦୁ ପରିିବାର
ଜିନ୍ଦ୍(ହରିୟାଣା): ଜାତି, ଧର୍ମ ଭୁଲି ଭାଇଚାରା ଓ ମାନବିକତାର ପରିଚୟ ଦେଇଛନ୍ତି ଏକ ହିନ୍ଦୁ ପରିବାର। ମୃତ୍ୟୁ ପରେ କବର ଦେବା ପାଇଁ ଜମି ମିଳୁ ନ ଥିବାବେଳେ ଜଣେ ହିନ୍ଦୁ ବ୍ୟକ୍ତି ନିଜ ଜମି ଯୋଗାଇଦେଇ ଅନ୍ୟମାନଙ୍କ ପାଇଁ ଉଦାହରଣ…
ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ
ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି। ଏଥିରେ ରୋକ ଲଗାଇବା ପାଇଁ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ନୂତନ ପଦକ୍ଷେପ…
ଦୁବେ ଏନ୍କାଉଣ୍ଟରକୁ ବଲିଉଡ୍ ସହ ଯୋଡ଼ିଲେ ତାପସୀ
ମୁମ୍ବାଇ: ଅଭିନେତ୍ରୀ ତାପସୀ ପନ୍ନୁ ବଲିଉଡ୍ରେ ତାଙ୍କ ଉଚ୍ଚକୋଟିର ଅଭିନୟ ଲାଗି ଯେତିକି ପରିଚିତ, ତା’ଠାରୁ ଅଧିକ ସୋସିଆଲ୍ ମିଡିଆରେ ତାଙ୍କ ଆକ୍ଟିଭ୍ନେସ୍। ସେ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। କାନପୁରର ଗ୍ୟାଙ୍ଗ୍ଷ୍ଟର ବିକାଶ ଦୁବେଙ୍କୁ ଏନ୍କାଉଣ୍ଟର କରି ହତ୍ୟା କରାଯିବା ଘଟଣା…
ପାଚେରିରେ ଫଳୁଛି ପରିବା
ନୂଆଦିଲ୍ଲୀ: ବଢୁଥିବା ଜନସଂଖ୍ୟା ଅନୁପାତରେ ଖାଦ୍ୟାଭାବ ପୂରଣ କରିବା ସବୁବେଳେ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। ଏହି ସମସ୍ୟାର ସମାଧାନ ଲାଗି ବୈଜ୍ଞାନିକମାନେ ଅହରହ ଗବେଷଣା ଚଳାଇଛନ୍ତି। ବିକଳ୍ପ ସ୍ବରୂପ ସହରରେ ଏବେ କିଚେନ ଗାର୍ଡେନ୍କୁ ପ୍ରାଧାନ୍ୟ ଦିଆଯାଉଛି। ତେବେ ସହରାଞ୍ଚଳରେ ତଟକା…
ବ୍ଲକ ଜଳଯୋଗାଣ ସହକାରୀ ଯନ୍ତ୍ରୀ କରୋନାରେ ଆକ୍ରାନ୍ତ
ଗଞ୍ଜାମ,୧୧।୭(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଜଳଯୋଗାଣ ସହକାରୀ ଯନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବିଡ଼ିଓ ପ୍ରଦୀପ କୁମାର ପଣ୍ଡା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଉକ୍ତ ବ୍ଲକ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି। ସେଥିମଧ୍ୟରୁ ପ୍ରାୟ ୧୯ଜଣ ସୁସ୍ଥ…
ସ୍ବପ୍ନାଙ୍କ ଜାମିନକୁ କେନ୍ଦ୍ରର ବିରୋଧ
ଚେନ୍ନାଇ,୧୧।୭: କେରଳ ସୁନା ଚାଲାଣ ମାମଲାର ମୁଖ୍ୟ ଅଭିଯୁକ୍ତ ସ୍ବପ୍ନା ସୁରେଶଙ୍କ ଜାମିନ ଆବେଦନକୁ ଶୁକ୍ରବାର କେନ୍ଦ୍ର ସରକାର ବିରୋଧ କରିଛନ୍ତି। ତାଙ୍କୁୁ ଜାମିନ ଦିଆଗଲେ ଏନ୍ଆଇଏର ତଦନ୍ତରେ ବାଧା ସୃଷ୍ଟି ହେବାର ଆଶଙ୍କା ରହିଥିବା କେରଳ ହାଇକୋର୍ଟରେ କେନ୍ଦ୍ର ଦର୍ଶାଇଛି।…
ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ନିୟନ୍ତ୍ରଣ ଅଛି: ତହସିଲଦାର
ଗଞ୍ଜାମ,୧୧।୭(ଡି.ଏନ୍.ଏ.): ମହାମାରୀ କରୋନା ସମଗ୍ର ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି l ରାଜ୍ୟର ଅନ୍ୟ ଜିଲାଠାରୁ ଗଞ୍ଜାମ ଜିଲାରେ ସବୁଠାରୁ ଅଧିକ ପ୍ରଭାବ ପକାଇଛି ଏହି ଭୟାଭୟ କରୋନା। ଏଠାରେ ଦୈନଦିନ ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍ ବାହାରୁଥିବା ବେଳେ…
ହ୍ବାଟ୍ସଆପ୍, ଇମେଲ୍, ଫାକ୍ସରେ ଜାରି ହେବ ସମନ
ନୂଆଦିଲ୍ଲୀ,୧୧ା୭(ଆଇଏଏନ୍ଏସ୍): ସମସ୍ତ ଆଇନଗତ ମାମଲାର ସମନ ଓ ନୋଟିସ ହ୍ବାଟ୍ସଆପ୍, ଇମେଲ୍ ଏବଂ ଫାକ୍ସ ମାଧ୍ୟମରେ ପଠାଯାଇପାରିବ। ପ୍ରଥମ ଥର ଲାଗି ସୁପ୍ରିମକୋର୍ଟ ଶୁକ୍ରବାର ଏଥିପାଇଁ ଅନୁମତି ପ୍ରଦାନ କରିଛନ୍ତି। ନୋଟିସ୍, ସମନ ଆଦି ପଠାଇବା ପାଇଁ ପୋଷ୍ଟ ଅଫିସ୍ ଦୌଡ଼ିବା…
Archives


