Home Left

ମୋଦିଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ପରିବର୍ତ୍ତନ ସମ୍ଭବ: ଶାହା

କୋଲକାତା,୫ ।୧୧: ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ବାଙ୍କୁଡାରେ ଆୟୋଜିତ ଏକ ରାଲିରେ ସମ୍ବୋଧନ ଦେଇଛନ୍ତି । ସେଠାରେ ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ହିଁ ପଶ୍ଚିମବଙ୍ଗରେ ପରିବର୍ତ୍ତନ ସମ୍ଭବ…

ଅପରାଧୀଙ୍କ କବଳରୁ ମହିଳାଙ୍କୁ ସୁରକ୍ଷା କରିବ ଏହି ସ୍ମାର୍ଟ ଛୁରି, ଜାଣନ୍ତୁ କେମିତି

ଲକ୍ଷ୍ନୌ,୫ା୧୧: ଦିନକୁ ଦିନ ମହିଳାମାନଙ୍କ ପ୍ରତି ଯେପରି ଭାବରେ ଲୁଟ୍‌, ରାହାଜାନି ଏବଂ ବଳାତ୍କାର ଘଟଣା ବଢ଼ି ଚାଲିଛି ଏହାକୁ ଦୃଷ୍ଟିରେ ରଖି ବାରାଣସୀର ଦୁଇ ଛାତ୍ରୀ ଏକ ସ୍ମାର୍ଟ ଛୁରି ପ୍ରସ୍ତୁତ କରିଛନ୍ତି। ଯାହା ଦ୍ୱାରା ମହିଳାମାନେ ନିଜର ସୁରକ୍ଷା…

ତେଜସ୍ବୀ ଯାଦବଙ୍କ ଅଧିନାୟିକତ୍ୱରେ ବଦଳିଥିଲା ବିରାଟ କୋହଲିଙ୍କ ଭାଗ୍ୟ

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଆଜି ୩୨ ବର୍ଷ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୮, ନଭେମ୍ବର ୫ରେ ଜନ୍ମ ହୋଇଥିବା ବିରାଟ କୋହଲି ଆଜି ଦୁନିଆର ସର୍ବୋତ୍ତମ କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ। ବିରାଟ କୋହଲି କ୍ରିକେଟର ୩ଟି ଫର୍ମାଟରେ ନିଜ…

ପୁଣି ଆଉ ଏକ ଟାର୍ଗେଟ ମିଶାଇଲ ସମୁଦ୍ର ଭିତରୁ ଉଦ୍ଧାର

ବାହାନଗା, ୫।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଖରାସାହାପୁର ପଞ୍ଚାୟତର ବାଉଁଶ ଆଡିଆ ସ୍ଥିତ ମାଛ ଧରା କେନ୍ଦ୍ର(ଜେଟି)ର ସମୁଦ୍ର ଭିତରୁ ପୁଣି ଏକ ଟାର୍ଗେଟ ମିଶାଇଲକୁ ଧିବୀରମାନେ ଉଦ୍ଧାର କରିଛନ୍ତି। ଏହାକୁ ଦେଖିବା ପାଇଁ ବାଉଁଶ ଆଡିଆ ଓ ବରଜଦେଉଳୀ…

ରେକର୍ଡ ଭାଙ୍ଗିଲା ଆମେରିକା: ୧୨୦ ବର୍ଷ ମଧ୍ୟରେ ହୋଇଛି ସର୍ବାଧିକ ମତଦାନ

ୱାଶିଂଟନ,୫ ।୧୧: ଏଥର ଆମେରିକାରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଭୋଟରଙ୍କ ଖୁବ୍ ଉତ୍ସାହ ଦେଖିବାକୁ ମିଳିଥିଲା । ଏମିତିକି ଗତ ୧୨୦ ବର୍ଷର ରେକର୍ଡକୁ ଏଥର ଭାଙ୍ଗି ଦେଇଛନ୍ତି ଆମେରିକାବାସୀ । ପ୍ରତିଥର ଆମେରିକାରେ ପ୍ରାୟ ୫୦-୬୦ ପ୍ରତିଶତ ମତଦାନ…

କୃଷି ବିଲକୁ ବିରୋଧ: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ବରଗଡ଼ ଅଫିସ,୫।୧୧: କୃଷି ବିଲକୁ ନେଇ ସାରାଦେଶରେ ବିରୋଧର ସ୍ବର ତେଜିଛି। ଏହିକ୍ରମରେ ଗୁରୁବାର ଅଖିଳ ଭାରତୀୟ କିଶାନ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନରେ ଦେଶବ୍ୟାପୀ ଆନ୍ଦୋଳନ କରାଯାଇଛି। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ମଧ୍ୟ ଏହାର ତାତି ପରିଲକ୍ଷିତ…

୩୬ ବର୍ଷ ହେବ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଉପରେ ସଠିକ୍‌ ଭବିଷ୍ୟବାଣୀ କରୁଛନ୍ତି ଏହି ବ୍ୟକ୍ତି

ବିଶିଷ୍ଟ ଐତିହାସିକ ଏବଂ ଆମେରିକାନ ୟୁନିଭରସିଟିର ପ୍ରଫେସର ଆଲନ ଲିଚମ୍ୟାନ୍‌ ୩୬ ବର୍ଷ ହେବ ଆମେରିକା ରାଷ୍ଟପ୍ରତି ନିର୍ବାଚନକୁ ନେଇ ସଠିକ୍‌ ଭବିଷ୍ୟବାଣୀ କରୁଛନ୍ତି। ୨୦୧୬ରେ ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ହେବା ଭବିଷ୍ୟବାଣୀ ମଧ୍ୟ ଲିଚ୍‌ମ୍ୟାନ୍‌ କରିଥିଲେ। ସେତେବେଳେ ସେ କହିଥିଲେ…

ଚାଇନା ସ୍କୁଲ ପାଠ୍ୟକ୍ରମରେ କରୋନା ଲଢ଼େଇ ସାମିଲ

ବେଜିଂ,୫।୧୧: ଏଣିକି ଛୋଟ ପିଲା କରୋନା ବିରୋଧରେ ହୋଇଥିବା ଲଢ଼େଇ ବିଷୟରେ ପଢ଼ିବେ। ଚାଇନାର ସ୍କୁଲ ପାଠ୍ୟକ୍ରମରେ କରୋନା ଲଢ଼େଇକୁ ସାମିଲ କରାଯାଇଛି। ଏନେଇ ଚାଇନା ଶିକ୍ଷାମନ୍ତ୍ରଣାଳୟ ପକ୍ଷରୁ ଏସମ୍ପର୍କିତ ଏକ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ଏହାଦ୍ୱାରା ଛୋଟ ପିଲା କମ୍ୟୁନିଷ୍ଟ…

କରୋନା ନେଲା ଆଉ ୧୪ ଜୀବନ: ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୩୭୮କୁ ବୃଦ୍ଧି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ କରୋନା ଜନିତ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି। ବୁଧବାର କରୋନାରେ ୧୨ଜଣଙ୍କ ଜୀବନ ଯାଇଥିବା ବେଳେ ଗୁରୁବାର ଏହି ସଂଖ୍ୟା…

କେମିତି କଟିଲା ଅର୍ଣ୍ଣବଙ୍କ ଗୋଟିଏ ରାତି

ମୁମ୍ବାଇ,୫ ।୧୧: ରିପବ୍ଲିକ ଟିଭିର ଏଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ ଯେ କି ଏକ ଇଣ୍ଟରିୟର ଡିଜାଇନର ଆତ୍ମହତ୍ୟା ମାମଲାରେ ବୁଧବାର ଗିରଫ ହୋଇଥିଲେ ସେ ରାତିରେ ସ୍ଥାନୀୟ ସ୍ୱୁଲରେ ଥିବା କୋଭିଡ-୧୯ କେନ୍ଦ୍ରରେ ରାତି କଟାଇଥିବା ଜଣାପଡିଛି । ଉକ୍ତ ସ୍କୁଲ…

ମଝି ନଈରେ ଓଲଟିଲା ଡଙ୍ଗା

ପାଟନା,୫।୧୧: ବିହାରର ଭାଗଲପୁରରେ ୧୦୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ମଝିନଈରେ ଓଲଟି ପଡ଼ିଛି। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ କେତେକ ଲୋକ ନିଖୋଜ ଥିବା କୁହାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତଙ୍କୁ ଚିକିତ୍ସା…

ଭୋ ଭୋ ହୋଇ କାନ୍ଦୁଥିଲେ ବିରାଟ କୋହଲି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବିଶ୍ୱର ନମ୍ବର ୱାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଜି ୩୨ତମ ଜନ୍ମଦିନ ପାଳନ କରୁଛନ୍ତି। ନଭେମ୍ବର ୫, ୧୯୮୮ରେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିବା କୋହଲି ଆଜି ବିଶ୍ୱର ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ପରିଗଣିତ ହୋଇଛନ୍ତି। କଠିନ ପରିଶ୍ରମ ଏବଂ ପିତାଙ୍କ ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?