Home Left

ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ମୋବାଇଲ୍‌ ଖୋଲିବ ମୃତ୍ୟୁ ରହସ୍ୟ, ଫରେନ୍‌ସିକ୍‌ ଲାବ୍‌ ପଠାଯିବ ଡାଏରି ଲେଖା

ଭୁବନେଶ୍ୱର,୧୦।୭ (ବ୍ୟୁରୋ): ଯୁବ ସାମାଜିକ କର୍ମୀ ତଥା ପ୍ରେରଣାଦାୟୀ ଭାଷଣ (ମୋଟିଭେଶନାଲ ସ୍ପିଚ୍‌) ଦେଉଥିବା ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାରେ ଆସିଛି ନୂଆ ମୋଡ଼। ଗୁରୁବାର ଆଦିତ୍ୟଙ୍କ ବ୍ୟବଚ୍ଛେଦ ରିପୋର୍ଟ ପାଇବା ପରେ ଜିଆର୍‌ପି ଥାନା ପାଲିସ ଅପମୃତ୍ୟୁ ମାମଲାକୁ ହତ୍ୟା…

ପରଲୋକରେ ମନୋଜ ପଣ୍ଡା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ଲେଖକ ମନୋଜ କୁମାର ପଣ୍ଡାଙ୍କର ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ୧୯୫୪ରେ ବଲାଙ୍ଗୀରରେ ଜନ୍ମଗ୍ରହଣ କରିଥିବା ମନୋଜ ଜଣେ କଥାଶିଳ୍ପୀ ତଥା ଭାଷା ବିଚାରକଭାବେ…

ଚୌଦ୍ୱାର ଜେଲ୍‌ର ୮ କଏଦୀଙ୍କୁ କରୋନା

ଚୌଦ୍ୱାର,୧୦ା୭(ଡି.ଏନ୍‌.ଏ.): କଟକ ଚୌଦ୍ୱାର ଜେଲ୍‌ର ୮ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୩ ଜଣ ବିଚାରାଧୀନ କଏଦୀ ଥିବା ବେଳେ ଆଉ ୫ କଏଦୀ ଅଛନ୍ତି। ଚୌଦ୍ୱାର ଜେଲ୍‌ରୁ କଏଦୀମାନଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ…

ପଣ୍ୟ ପରିବହନରେ ରେଳପଥର ରିହାତି ଘୋଷଣା

ଭୁବନେଶ୍ୱର,୧୦।୭ (ବ୍ୟୁରୋ): ପଣ୍ୟ ପରିବହନ କ୍ଷେତ୍ରରେ ପ୍ରୋତ୍ସାହନ ଦେବାକୁ ଭାରତୀୟ ରେଳପଥ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ସ୍ବଳ୍ପ ଓ ଅଧିକ ଦୂରତ୍ୱ ପଣ୍ୟ ପରିବହନ କ୍ଷେତ୍ରରେ ଭଡାରେ ରିହାତି ଦେବା ପାଇଁ ସ୍ଥିର ହୋଇଛି। କୋଇଲା, ଲୁହାପଥର, ଲୌହ ଜାତୀୟ…

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ବାଲେଶ୍ୱର ଅଫିସ, ୧୦।୭: ବାଲେଶର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।…

ଓଡ଼ିଆ ବୈଜ୍ଞାନିକଙ୍କ ବିରଳ ଉଦ୍ଭାବନ: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି

କଟକ ଅଫିସ,୧୦।୭: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି। ଏକସଙ୍ଗେ ସୃଷ୍ଟି ହେଉଛି ବାୟୋ- ଅଏଲ, ବାୟୋ-ଚାର ଓ ପାଇରୋ ଗ୍ୟାସ୍‌। ଗୋଟିଏ ପଦ୍ଧତିରେ ୩ଟି ଜୈବଶକ୍ତି ସୃଷ୍ଟି କରିବାର ବିରଳ ରେକର୍ଡ ରଚିଛି ଗୁଜରାଟସ୍ଥିତ ସର୍ଦ୍ଦାର ପଟେଲ ନବୀକରଣୀୟ ଶକ୍ତି ଗବେଷଣା…

ସ୍ବାଭାବିକ ହେଉନି ବସ୍‌ ସେବା: ୫୮ % ହ୍ରାସ ପାଇଲାଣି ପରିବହନ ଟିକସ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଯାତ୍ରୀ ପରିବହନ ସେବା ଏକ ପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି। ଘରୋଇଠାରୁ ଆରମ୍ଭ କରି ସରକାରୀ ବସ୍‌ ସେବା ମଧ୍ୟ ଗୁରୁତର ପ୍ରଭାବିତ ହୋଇଛି। ଫଳରେ ବସ୍‌ ସେବା ସ୍ବାଭାବିକ ହୋଇପାରୁନି। କରୋନା ପ୍ରଭାବରେ ଏହି କ୍ଷେତ୍ର ଏକ ପ୍ରକାର…

ବିଭାଜନ ମୁହାଁ ନେପାଳ କମ୍ୟୁନିଷ୍ଟ ପାର୍ଟି

କାଠମାଣ୍ଡୁ,୧୦ା୭(ପି.ଟି.):ନେପାଳର ଶାସକ ଦଳ କମ୍ୟୁନିଷ୍ଟ ପାର୍ଟି ବିଭାଜନ ଆଡ଼କୁ ମୁହାଁଉଛିି। ଦଳରେ ସୃଷ୍ଟ ମତଭେଦ ଦୂର ଲାଗି ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏବଂ ନେପାଳ କମ୍ୟୁନିଷ୍ଟ ପାର୍ଟି (ଏନ୍‌ସିପି) କାର୍ଯ୍ୟକାରୀ ସଭାପତି ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କ ମଧ୍ୟରେ ସପ୍ତାହେ…

କରୋନାରୁ ମସ୍ତିଷ୍କ ସମସ୍ୟା

ଲଣ୍ଡନ,୧୦ା୭(ପି.ଟି.):କୋଭିଡ୍‌-୧୯ ସହ ଷ୍ଟ୍ରୋକ୍‌, ଉନ୍ମାଦନା ଓ ଅନ୍ୟ ନ୍ୟୁରୋଲୋଜିକାଲ ଜଟିଳତାର ସମ୍ପୃକ୍ତି ରହିଛି। ଅତ୍ୟଧିକ କରୋନା ସଂକ୍ରମିତ ଅଧିକାଂଶ ଦେଶରୁ ଏଭଳି ଖବର ଆସିଥିବା ଏକ ନୂତନ ଅଧ୍ୟୟନରୁ ଜଣାପଡିଛି। କରୋନା ରୋଗୀ ସାଧାରଣତଃ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବା ସହ…

୮ ରାଜ୍ୟରେ ୯୦% ସକ୍ରିୟ ମାମଲା

ନୂଆଦିଲ୍ଲୀ,୧୦ା୭(ପି.ଟି.):ଭାରତରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪,୮୭୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୬୭,୨୯୬ରେ ପହଞ୍ଚତ୍ଛି। ଦେଶର ୮ଟି ରାଜ୍ୟରେ ୯୦ ପ୍ରତିଶତ ସକ୍ରିୟ ମାମଲା ରହିଛି। ସେହି ରାଜ୍ୟ ମଧ୍ୟରେ…

ବ୍ୟବସାୟକୁ ଜୀବନ ଦେଇଛି କାଗଜଫୁଲ

ବଅଁରପାଳ,୧୦ା୭(ଉପେନ୍ଦ୍ର ରାଉତ) ଗଢ଼ିନି ପ୍ରକୃତି। ସୁଗନ୍ଧ ଦେଇନାହାନ୍ତି ଈଶ୍ୱର। ଗେଣ୍ଡୁ ପରି ଗୋଲଗାଲ ନୁହେଁ କି ଗୋଲାପ ଭଳି ଆକର୍ଷଣ ମଧ୍ୟ ନାହିଁ। ତଥାପି ଲକ୍‌ଡାଉନ୍‌ ଯୋଗୁ ବନ୍ଦ ପଡ଼ିଥିବା ଫୁଲ ବ୍ୟବସାୟକୁ ଜୀବନ ଦେଇଛି ହାତ ତିଆରି କାଗଜଫୁଲ। ଏବେ…

ବର୍ଷର ଅନ୍ତର୍ଜାତୀୟ ଇଭେଣ୍ଟ ବାତିଲ କଲା ଚାଇନା

ବେଜିଂ, ୧୦ା୭ (ଏପି)-ବର୍ଷର ଅବଶିଷ୍ଟ ସମୟରେ ଦେଶରେ କୌଣସି ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ନ କରିବା ଲାଗି ଚାଇନା ନିଷ୍ପତ୍ତି ନେଇଛି। ତେବେ ୨୦୨୨ରେ ବେଜିଂ ଓ ପଡୋଶୀ ସହର ଝାଙ୍ଗ୍‌ଜିଆକୋ ସହରରେ ହେବାକୁଥିବା ଓ୍ବିଣ୍ଟର ଅଲିମ୍ପିକ୍ସ ପାଇଁ ଟ୍ରାଏଲ୍‌କୁ ଏଥିରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri