ଖଣି ପାଇଁ ବଳି ପଡ଼ିବ ୯ ଲକ୍ଷ ଗଛ
କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-ନୂଆ ଖଣି ଖନନ ପାଇଁ କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଗୁଆଲି ପଞ୍ଚାୟତ ଅଧୀନ ଗନ୍ଧଲପଡା ଗ୍ରାମ ନିକଟ ଶାଳ ଜଙ୍ଗଲ ପରିପୂର୍ଣ୍ଣ ଅଞ୍ଚଳକୁ ଚିହ୍ନଟ କରାଯାଇଛି। ପ୍ରାୟ ୧୮୧.୪୬୧ ହେକ୍ଟର ଅଞ୍ଚଳରେ ପାଖାପାଖି ୯ଲକ୍ଷ ଶାଳଗଛ…
ଘର ଘର ବୁଲି ସ୍ବାସ୍ଥ୍ୟଯାଞ୍ଚର ଶୁଭାରମ୍ଭ କଲେ ଜିଲାପାଳ
ଶେରଗଡ଼,୧୦ା୭(ଡି.ଏନ୍.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକ ଅଲାରିଗଡ଼ରେ ପହଞ୍ଚତ୍ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ଭ କରିଛନ୍ତି। କୌଣସି ଘର ଯେପରି ବାଦ୍ ନ ପଡିବ ସେଥିପ୍ରତି ଦୃଷ୍ଟି ଦେବାକୁ ସ୍ବାସ୍ଥ୍ୟ ଟିମ୍କୁ କହିଥିଲେ।…
ଭାରତର ଏଫ୍ଆଇଏଚ୍ ପ୍ରୋ-ଲିଗ୍ ଅଭିଯାନ ଏପ୍ରିଲ୍ରେ
ଲାଉସାନେ, ୧୦ା୭ (ପି.ଟି.)-ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍ଆଇଏଚ୍) ଦ୍ୱାରା ସଂଶୋଧିତ କାର୍ଯ୍ୟସୂଚୀ ଗୁରୁବାର ଘୋଷଣା କରାଯାଇଛି। ଆସନ୍ତା ବର୍ଷ ଏପ୍ରିଲରେ ବିଦେଶରେ ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚ ଖେଳି ଭାରତୀୟ ପୁରୁଷ ହକି ଦଳ ଏଫ୍ଆଇଏଚ୍ ପ୍ରୋ-ଲିଗ୍ ଅଭିଯାନ ଆରମ୍ଭ କରିବ। ପ୍ରୋ-ଲିଗ୍…
ଆଇପିଏଲ୍ ପାଇଁ ଆଗ୍ରହ ଦେଖାଇ ନାହିଁ ନ୍ୟୁଜିଲାଣ୍ଡ
ଓ୍ବେଲିଂଟନ, ୧୦ା୭ (ପି.ଟି.)-ଚଳିତବର୍ଷ ସ୍ଥଗିତ ରଖାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଆୟୋଜନ ପାଇଁ ନ୍ୟୁଜିଲାଣ୍ଡ ଆଗ୍ରହ ପ୍ରକାଶ କରିଥିବା ଯାହା ଶୁଣାଯାଉଛି ତାହା ଠିକ୍ ନୁହେଁ। ତାହା ଏକ ଗୁଜବ ମାତ୍ର। କିନ୍ତୁ ଫ୍ୟୁଚର ଟୁର୍ ପ୍ରୋଗ୍ରାମ୍ ପାଇଁ ନ୍ୟୁଜିଲାଣ୍ଡ…
୩ ପିଲାର ବାପା ସହିତ ୨ ପିଲାର ମା’ ଫେରାର
ବାହାନଗା, ୯ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଅଞ୍ଚଳର ଜଣେ ୨ ସନ୍ତାନର ମା’ ଜଣେ ୩ ସନ୍ତାନଙ୍କ ବାପା ସହ ଫେରାର ହୋଇଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଉଭୟେ ଫେରାର ହୋଇଯାଉଥିବା ବେଳେ…
ଆସନ୍ତା କାଲିଠାରୁ ଉତ୍ତର ପ୍ରଦେଶରେ ଲକଡାଉନ
ଲକ୍ଷ୍ନୌ,୯ା୭-ମହାମାରୀ କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଉତ୍ତର ପ୍ରଦେଶ ସରକାର ଶୁକ୍ରବାର ରାତି ୧୦ରୁ ଜୁଲାଇ ୧୩ ସକାଳ ୫ଟା ଯାଏ ଲକଡାଉନ ଘୋଷଣା କରିଛନ୍ତି। ଏ ନେଇ ମୁଖ୍ୟ ଶାସନ ସଚିବ ରାଜେନ୍ଦ୍ର ତିୱାରୀ ଗୁରୁବାର ସୂଚନା ଦେଇଛନ୍ତି।…
ଇଞ୍ଜିନିୟରିଂ କଲେଜରେ ଚାକିରି ଦେବାକୁ କହି ମହିଳାଙ୍କୁ ବଳାତ୍କାର
ବାରଙ୍ଗ,୯ା୭(ଡି.ଏନ.ଏ)-ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ମେଣ୍ଡାଶାଳ ଫାଣ୍ଡିରେ ଗୁରୁବାର ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଚନ୍ଦକା ଥାନାରେ ନଂ.୧୨୦/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହି ଫାଣ୍ଡି ଅଧୀନରେ ଜଣେ ମହିଳା…
ବିବାହ ପୂର୍ବରୁ ମହିଳାଙ୍କ ସହ ଫେରାର ହୋଇଗଲେ ଯୁବତୀ
ଭିଲ୍ଲାଇ, ୯।୭- ଛତିଶଗଡ଼ର ଭିଲ୍ଲାଇରୁ ଚକିତ କଲା ଭଳି ଏକ ଖବର ଆସି ପହଞ୍ଚତ୍ଛି। ବିବାହ ପୂର୍ବରୁ ଜଣେ ଯୁବତୀ ସେହି ଗ୍ରାମର ଜଣେ ବିବାହିତ ମହିଳାଙ୍କ ସହ ଫେରାର ହୋଇଯାଇଛନ୍ତି। ଯୁବତୀଙ୍କ ପରିବାର ଥାନାରେ ମାମଲା ରୁଜୁ କରିବା ପରେ…
ପୁଅରୁ ହେଲେ ଝିଅ
ମାନବ ଶରୀର ଅନେକ ପ୍ରକାରର ହରମୋନ ଦ୍ୱାରା ନିୟନ୍ତ୍ରିତ ହୋଇଥାଏ। ହରମୋନ୍ରେ ପରିବର୍ତ୍ତନ ହେଲେ ମଣିଷ ଶରୀର ଉପରେ ଏହାର ପ୍ରଭାବ ପଡ଼ିଥାଏ। ବ୍ରିଟିସରେ ରହୁଥିବା ୧୧ ବର୍ଷର ବାଳକ ରିସ୍ କ୍ଷେତ୍ରରେ ଏମିତି କିଛି ଘଟିଛି। ୧୧ ବର୍ଷ ପର୍ଯ୍ୟନ୍ତ…
ହୋଲ୍ଡରଙ୍କୁ ୬ ଉଇକେଟ୍: ଇଂଲଣ୍ଡ ୨୦୪ରେ ସୀମିତ
ସାଉଥାମ୍ପଟନ, ୯।୭- କରୋନା ଭାଇରସ ସଂକ୍ରମଣ ଯୋଗୁ ୪ ମାସ ବ୍ରେକ୍ ପରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ କ୍ରିକେଟରେ ଓ୍ବେଷ୍ଟଇଣ୍ଡିଜ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସ୍ଥାନୀୟ ରୋଜ୍ ବାଓ୍ବଲ ଷ୍ଟାଡିୟମରେ ଚାଲିଥିବା ପ୍ରଥମ କ୍ରିକେଟ ଟେଷ୍ଟରେ ଅଧିନାୟକ ଜାସନ ହୋଲ୍ଡରଙ୍କ…
କୋଭିଡ୍ ଯୋଦ୍ଧା ଘୋଷଣା ଦାବି: ଅଙ୍ଗନଓ୍ବାଡ଼ି କର୍ମୀଙ୍କ ମୃତଦେହ ରଖି ରାସ୍ତାରୋକୋ
କଣାସ,୯।୭(ସ୍ବ.ପ୍ର.)- କଣାସ ବ୍ଲକ ଅନ୍ତର୍ଗତ ଦେଇପୁର ପଞ୍ଚାୟତର କାଙ୍କପୁର ଗ୍ରାମର ୧ନଂ ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀ ବାସନ୍ତୀ ସାମଲଙ୍କ ସୋମବାର କ୍ୟାପିଟାଲ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା। ଗୁରୁବାର ମୃତଦେହ ଗ୍ରାମକୁ ଆସିଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ଅଙ୍ଗନଓ୍ବାଡି କର୍ମୀ ବାସନ୍ତୀଙ୍କୁ କୋଭିଡ୍ ଯୋଦ୍ଧା…
ମାର୍କେଟକୁ ଆସିଲା ଟଙ୍କା, ମୋବାଇଲ ସାନିଟାଇଜର
କରୋନା ଭାଇରସ ଯୋଗୁ ସମଗ୍ର ବିଶ୍ୱ ଏବେ ଚିନ୍ତାରେ। ଏଥିରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱ ରକ୍ଷା କରିବା, ମାସ୍କ ପିନ୍ଧିବା ଏବଂ ବାରମ୍ବାର ହାତ ଧୋଇବା ପାଇଁ ଲୋକଙ୍କୁ ସଚେତନ କରାଯାଉଛି। ତେବେ କାଗଜ ନୋଟରେ କରୋନା ଭାଇରସ…
Archives


