Home Left

ପୃଥ୍ବୀଙ୍କୁ ସେହ୍ବାଗଙ୍କ ସହ ତୁଳନା କଲେ ଜାଫର

ମମ୍ବାଇ, ୯।୭- ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଓପନର୍‌ ତଥା ବର୍ତ୍ତମାନ ଉତ୍ତରାଖଣ୍ଡ କ୍ରିକେଟ୍‌ ଦଳର କୋଚ୍‌ ରହିଥିବା ଓ୍ବାସିମ ଜାଫର ଯୁବ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ବହୁତ ପ୍ରଶଂସା କରିଛନ୍ତି। ପୃଥ୍ବୀଙ୍କୁ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗଙ୍କ ସହ ତୁଳନା…

ସଲମାନ୍‌ଙ୍କୁ ‘ସଲ୍ଲୁ’ ନାମ ଦେଇଥିଲେ ଏହି ଅଭିନେତା

ବଲିଉଡ୍‌ର ସୁପରଷ୍ଟାର ସଲମାନ୍‌ ଖାନ୍‌। କେହି ତାଙ୍କୁ ଭାଇଜାନ୍‌ କହି ଡାକିଥାନ୍ତି ତ ଆଉ କେହି ସଲ୍ଲୁ। କିନ୍ତୁ ଭାଇଜାନ୍‌ଙ୍କୁ ସଲମାନ୍‌ ଡାକିଲେ ସେ ବେଶି ଖୁସି ହୋଇଥାନ୍ତି। କାରଣ ଏହି ନାମ ତାଙ୍କ ମା’-ବାପା ଦେଇଥିଲେ। ହେଲେ ସଲମାନ୍‌ଙ୍କ ନାମ…

କୋଭିଡ-୧୯ ସମୟରେ ବୋହୂ ସାଜିଲେ ହିନା..

ବ୍ରାଇଡାଲ୍‌ ଲୁକ୍‌ରେ ଅଭିନେତ୍ରୀ ହିନା ଖାନ୍‌। ନାଲି ରଙ୍ଗର ଲେହେଙ୍ଗା, ହାତରେ ଚୁଡ଼ା ପିନ୍ଧି, ମେହେନ୍ଦି ଲଗାଇ କୌଣସି ପରି ଠାରୁ କମ୍‌ ଲାଗୁ ନାହାନ୍ତି ସେ। ଇନ୍‌ଷ୍ଟାଗ୍ରାମରେ ଏହି ଲୁକ୍‌ର ଫଟୋ ଶେୟାର କରିବା ପରେ ତାଙ୍କୁ ପ୍ରଶଂସାରେ ପୋତି…

ସୁଶାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଆଉ ଏକ ସର୍‌ପ୍ରାଇଜ୍‌

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଦେହାନ୍ତ ହୋଇଥିଲେ ମଧ୍ୟ ଏହାକୁ ଏପର୍ଯ୍ୟନ୍ତ ଗ୍ରହଣ କରିପାରୁ ନାହାନ୍ତି ତାଙ୍କ ପ୍ରଶଂସକ। ନିକଟରେ ତାଙ୍କ ଶେଷ ଅଭିନୀତ ଫିଲ୍ମର ଟ୍ରେଲର୍‌ ରିଲିଜ୍‌ ହୋଇଥିବା ବେଳେ ଦର୍ଶକେ ଏହାକୁ ଦେଖିବାକୁ ଏକ ପ୍ରକାର…

କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା: ସ୍ତ୍ରୀ, ପ୍ରସୂତି ବିଭାଗ ସିଲ୍

‌କେନ୍ଦୁଝର,୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ସର୍ବାଧିକ ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମାତ୍ର ୧୦ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬ ଜଣ ଲୋକାଲ କଣ୍ଟାକ୍ଟ ଓ ଦୁଇ ଜଣ କରୋନା ଯୋଦ୍ଧା ଚିହ୍ନଟ…

ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରର ୨ ଡାକ୍ତର ସମେତ ପୂର୍ବତନ କାଉନସିଲରଙ୍କୁ କରୋନା: ଔଷଧ ଦୋକାନଗୁଡ଼ିକ ସିଲ

ଦିଗପହଣ୍ଡି,୮।୭(ଡି.ଏନ୍‌ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦୁଇ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ସହ ଦୁଇ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି। ଏପରିକି ସେମାନଙ୍କ ସଂସ୍ପର୍ଶରେ ଆସି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଥିବା ଜଣେ ଔଷଧ ଦୋକାନୀଙ୍କ…

ସପ୍ତାହକୁ କରିପାରିବେ ସାଢ଼େ ୭ ଲକ୍ଷ ଟଙ୍କା ଆୟ

କରୋନା ଯୋଗୁ ଜାରି ରହିଛି ଲକ୍‌ଡାଉନ୍‌। ଏହି ସମୟରେ ଅଧିକାଂଶ ଲୋକ ନିଜ ଜୀବିକା ହରାଇ କେବଳ ଘରେ ବସିରହିଛନ୍ତି। ଏହି ସମୟରେ ଏକ କମ୍ପାନୀ ଏକ ସୁନ୍ଦର ଅଫର ଦେଇଛି। ମାତ୍ର ସପ୍ତାହରେ ଜଣେ ବ୍ୟକ୍ତି ସାଢ଼େ ୭ ଲକ୍ଷ…

କ୍ରିକେଟରଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାକୁ ଆସିଥିଲେ ସଙ୍ଗିତା

ମୁମ୍ବାଇ: ବଲିଉଡ୍‌ର ବିଗତ ଦିନର ନାୟିକା ସଙ୍ଗିତା ବିଜଲାନୀ ଏଥର ତାଙ୍କ ଜନ୍ମଦିନ ନିରାଡମ୍ବର ସହ ପାଳନ କରିଛନ୍ତି। ଜୁଲାଇ ୯ରେ ତାଙ୍କ ଜନ୍ମଦିନ ଥିବା ବେଳେ ଏଥର ସେ ତାଙ୍କ ପିତାଙ୍କ ସହ ମିଶି ଏହି ଦିନକୁ ସେଲିବ୍ରେଟ କରିଛନ୍ତି।…

ମାଙ୍କଡ଼ ଏପରି କରି ମାସ୍କ୍‌ ପିନ୍ଧିବା ଲାଗି ଦେଲା ସଚେତନତା ବାର୍ତ୍ତା

ନୂଆଦିଲ୍ଲୀ, ୯।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ମାଙ୍କଡ଼ ମୁହଁରେ କନାକୁ ଢ଼ାଙ୍କି ବୁଲୁଥିବାରୁ ଦୃଶ୍ୟ ଦେଖିବାକୁ ମିଳୁଛି। ଏହାଦ୍ୱାରା ମାଙ୍କଡ଼ଟି ମଣିଷଙ୍କୁ ମାସ୍କ୍‌ ପିନ୍ଧିବା ଲାଗି ଦେଲା ସଚେତନତା ବାର୍ତ୍ତା…

ଇଂଲଣ୍ଡ ଗସ୍ତ: ପାକିସ୍ତାନୀ କିଟ୍‌ରେ ଶହିଦ୍‌ ଆଫ୍ରିଦି ଫାଉଣ୍ଡେଶନ ଲୋଗୋ ରହିବ

କରାଚୀ,୯।୭(ପି.ଟି.): ଏକ ମୁଖ୍ୟ ପ୍ରାୟୋଜକ ପାଇବା ପାଇଁ ସଂଘର୍ଷ କରୁଥିବା ପାକିସ୍ତାନ କ୍ରିକେଟ ଦଳ ଇଂଲଣ୍ଡ ଗସ୍ତରେ ଶହିତ ଆଫ୍ରିଦି ଫାଉଣ୍ଡେଶନର ଲୋଗୋ ବ୍ୟବହାର କରିବ। ପାକିସ୍ତାନ କ୍ରିକେଟରମାନେ ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜରେ ସେମାନଙ୍କ ଜର୍ସି ଉପରେ ଏହି ଲୋଗୋ…

ଭିଡ଼ରେ କରୋନା ରୋଗୀଙ୍କୁ ଚିହ୍ନଟ କରିବ ସ୍ନିପର ଡଗ୍‌ !

ଦୁବଇ,୯।୭: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱବାସୀଙ୍କ ନିଦ ହଜାଇ ଦେଇଛି। କାରଣ ଏହି ରୋଗର ସଠିକ୍‌ ଚିକିତ୍ସା ନ ଥିବାରୁ ଏବେ ଏହାକୁ ମହାମାରୀ ବୋଲି କୁହାଯାଉଛି। ବଡ କଥା ହେଲା କରୋନାର ଲକ୍ଷଣ ଭିନ୍ନ ଭିନ୍ନ ହୋଇଥିବା…

ଠାକୁରଙ୍କୁ ଲାଗି ହେଲା ୧୦୧ କ୍ୱିଣ୍ଟାଲ ଅଙ୍ଗୁର

ମୁମ୍ବାଇ, ୯।୭: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ତେବେ ଅନ୍‌ଲକ୍‌ ଘୋଷଣା କରାଯିବା ପରେ କିଛି ମନ୍ଦିର ଖୋଲାଯାଇଛି। ମହାରାଷ୍ଟ୍ରର ପୁଣେ ଜିଲ୍ଲାର ଜେଜୁରି ନଗରଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri