Home Left

କାନପୁର ଏନ୍‌କାଉଣ୍ଟରର ମୋଷ୍ଟ ଓ୍ବାଣ୍ଟେଡ ବିକାଶ ଦୁବେ ଗିରଫ

କାନପୁର,୯।୮: କାନପୁର ଏନ୍‌କାଉଣ୍ଟରର ମୋଷ୍ଟ ଓ୍ବାଣ୍ଟେଡ ବିକାଶ ଦୁବେଙ୍କୁ ମଧ୍ୟପ୍ରଦେଶରୁ ଗିରଫ କରାଯାଇଛି। ଉଜୈନର ମହାକାଳ ମନ୍ଦିରରୁ ସ୍ଥାନୀୟ ପୋଲିସ ତାଙ୍କୁ ଗିରଫ କରିଛି। ଏନେଇ ଗୁରୁବାର ଉତ୍ତରପ୍ରଦେଶ ପୋଲିସ ସ୍ପଷ୍ଟ କରିଛି। ତେବେ କାନପୁର ଏସ୍‌ଟିଏଫ୍‌ ଟିମ୍‌ ବିକାଶଙ୍କୁ ଆଣିବା…

ଅଣନିଃଶ୍ୱାସୀ କରୁଛି ଓଏମ୍‌ସି ଡମ୍ପ

ଯାଜପୁର ଅଫିସ, ୯।୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ପଞ୍ଚାୟତ ଅଧୀନ ହାଟସାହି (ଗୁରୁଜଙ୍ଗପାଳ) ଗ୍ରାମ ପଟକୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଦକ୍ଷିଣ କାଳିଆପାଣି ଜବରଦସ୍ତି ତା’ର ଡମ୍ପ ସମ୍ପ୍ରସାରଣ କରିଚାଲିଛି। ଏହାସହ ଖଣି ଖନନ ଓ ବ୍ଲାଷ୍ଟିଂ ଯୋଗୁ…

ଭାର୍ଗବୀ ଖୁରୁଖୁରୀ ସେତୁ ବିପଦପୂର୍ଣ୍ଣ

ପୁରୀ ଅଫିସ,୯।୭: ସତ୍ୟବାଦୀ ଏବଂ ପୁରୀ ସଦର ବ୍ଲକକୁ ଯୋଡ଼ୁଥିବା ଭାର୍ଗବୀ ଖୁରୁଖୁରୀ ସେତୁ ଏବେ ବିପଦପୂର୍ଣ୍ଣ। ଏହି ବିଜୁ ସେତୁର ଉଦ୍‌ଘାଟନକୁ ପ୍ରାୟ ଦେଢବର୍ଷ ହେବ। ହେଲେ ଉଦ୍‌ଘାଟନର ମାତ୍ର କେଇମାସ ମଧ୍ୟରେ ଏହାର ଆପ୍ରୋଚ ରୋଡ ପଥର ପ୍ୟାକିଂ…

ଗର୍ଭବତୀଙ୍କ ଆଣ୍ଟିଜେନ୍‌ ରିପୋର୍ଟ ପଜିଟିଭ୍‌

କଟକ ଅଫିସ,୯।୭: ଏସ୍‌ସିବିରେ ଆରମ୍ଭ ହୋଇଥିବା ଆଣ୍ଟିଜେନ୍‌ ଟେଷ୍ଟରେ ବୁଧବାର ଜଣେ ଗର୍ଭବତୀ ମହିଳାଙ୍କ ରିପୋର୍ଟ ପଜିଟିଭ ଆସିଛି। ତେବେ ପ୍ରସବ ବେଳେ ତାଙ୍କର ମୃତ ଶିଶୁ ଜନ୍ମ ହୋଇଛି। ବର୍ତ୍ତମାନ ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ପ୍ରସବକାଳୀନ ଅସ୍ତ୍ରୋପଚାରରେ ସାମିଲ…

ମନ୍ଦିର, ମସ୍‌ଜିଦ୍‌ ସାନିଟାଇଜ୍‌ କରୁଛନ୍ତି ଶିଖ୍‌ ଯୁବଗୋଷ୍ଠୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ଅତୁଟ ଓ ଅଖଣ୍ଡ ଭାରତ। ଏଠି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଭାଇ ଭାଇ।ହିନ୍ଦୁ, ମୁସ୍‌ଲିମ୍‌, ଖ୍ରୀଷ୍ଟିଆନ୍‌ ଓ ଶିଖ୍‌ ସଭିଏଁ ସମାନ। ଯାହାକୁ ପ୍ରମାଣିତ କରି ଦେଖାଇଛନ୍ତି ରାଜଧାନୀ ଭୁବନେଶ୍ୱରର କିଛି ଯୁବଗୋଷ୍ଠୀ।ଶିଖ୍‌ ସମ୍ପ୍ରଦାୟର କିଛି ଯୁବକ…

୫୯୦ ହୋମିଓପାଥି ଚିକିତ୍ସାକେନ୍ଦ୍ରରେ ତାଲା

ନୟାଗଡ଼ ଅଫିସ,୯।୭: ଆୟୁଷ ନିର୍ଦ୍ଦେଶାଳୟ ଅଧୀନରେ କାର୍ଯ୍ୟରତ ହୋମିଓପାଥି ଡାକ୍ତରଙ୍କୁ କୋଭିଡ୍‌ ଡ୍ୟୁଟିରେ ପଠାଯିବା ପରେ ରାଜ୍ୟରେ ୫୯୦ ହୋମିଓପାଥି ଚିକିତ୍ସାଳୟରେ ପ୍ରାୟ ୩ମାସ ହେଲା ତାଲା ଝୁଲୁଛି। ଫଳରେ ଗ୍ରାମାଞ୍ଚଳରେ ରୋଗୀ ହନ୍ତସନ୍ତ ହେଉଛନ୍ତି। ରାଜ୍ୟର ବିଭିନ୍ନ ପିଏଚ୍‌ସି ଓ…

୨ବର୍ଷ ନୂଆ ନିଯୁକ୍ତି ନ ହେବା ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ସେହି ଅନୁଯାୟୀ ଆଗକୁ ଆଉ କିଛି ନୂଆ ପଦବୀ ସୃଷ୍ଟି ହେବ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହେବାପରେ ବିରୋଧୀ ବର୍ଷିଛନ୍ତି।…

ଜାତୀୟ ଶିବିରରେ ୨ ଓଡ଼ିଆ

କଟକ ଅଫିସ,୯ା୭- ଜୁଲାଇ ୧୫ରୁ ଗୋଆଠାରେ ୧୬ବର୍ଷରୁ କମ୍‌ ବାଳକ ଜାତୀୟ ଫୁଟବଲ ଶିବିର ଆରମ୍ଭ ହେବ। ଅଲଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ୍‌) ଦ୍ୱାରା ଆୟୋଜିତ ଏହି ଶିବିରରେ ଦୁଇ ଜଣ ଓଡ଼ିଆ ଖେଳାଳିଙ୍କୁ ସାମିଲ କରାଯାଇଛି। ଏମାନେ ହେଲେ କନ୍ଧମାଳ ସ୍ପୋଟର୍‌ସ…

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ହେବ। ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ…

ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ମିଳିବ ଦରମା

ଭୁବନେଶ୍ୱର, ୯।୭(ବ୍ୟୁରୋ): ଲକ୍‌ଡାଉନ ଯୋଗୁ କେତେକ ସରକାରୀ କାର୍ଯ୍ୟାଳୟ ଆଂଶିକ ଖୋଲା କିମ୍ବା ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଥିରେ ନିଯୁକ୍ତ ଚୁକ୍ତିଭିତ୍ତିକ ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ନିଯୁକ୍ତ ଅଛନ୍ତି। ସେହି କର୍ମଚାରୀଙ୍କୁ ଦରମା ଦେବା ନେଇ ବିଭିନ୍ନ ବିଭାଗ ପକ୍ଷରୁ…

ପାରାଦୀପରେ ଗ୍ୟାସ୍‌ ନିର୍ଗତ ନେଇ ଚର୍ଚ୍ଚା

ପାରାଦୀପ,୯।୭(ସ୍ବ.ପ୍ର.): ପାରାଦୀପ ବନ୍ଦର ସହରରେ ଚାରି ଦିନ ହେଲା ରସାୟନ ଗ୍ୟାସ୍‌ ନିର୍ଗତ ହେଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଏପରି କି ବୁଧବାର ଅଠରବାଙ୍କି ଅଞ୍ଚଳର ଜଣେ ବ୍ୟକ୍ତି ଆମୋନିଆ ଗ୍ୟାସ ପ୍ରଭାବରେ ଅସୁସ୍ଥ ହୋଇଛନ୍ତି ବୋଲି ଗଣମାଧ୍ୟମରେ ଅଭିଯୋଗ…

ସରକାରୀ କର୍ମଚାରୀଙ୍କୁ ଅଫିସ ମନା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦୈନିକ ୫୦୦ରୁ ଅଧିକ ମାମଲା ଦୃଷ୍ଟିକୁ ଆସୁଛି। ସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭ କରି ରାଜନେତାମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେବାକୁ ଲାଗିଲେଣି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri