Home Left

ଉଦ୍‌ଘାଟିତ ସବ୍‌ଷ୍ଟେଶନରେ ତାଲା, ୨ ବର୍ଷ ହେବ କାର୍ଯ୍ୟକ୍ଷମ ହେଉନି

ବଇଣ୍ଡା,୯ା୭(ଡି.ଏନ.ଏ.)  ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ଛେଳିଆଢିପଠାରେ ଥିବା ୩୩ କେଭି ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟନର ୨ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଦୀର୍ଘଦିନ ହେଲା ତାଲା ଝୁଲାଇ ଦିଆଯାଇଥିବାରୁ ଏହାକୁ ନେଇ ସ୍ଥାନୀୟ ବିଦ୍ୟୁତ୍‌…

ପାଣି ପାଇଁ ବିକଳ ସହରବାସୀ

ଢେଙ୍କାନାଳ ଅଫିସ, ୯।୭:  ମୁନ୍ଦାଏ ପାଣି ପାଇଁ ଏଠି ନିତି ସଂଘର୍ଷ। ପାଣି ଚିନ୍ତାରୁ ଆରମ୍ଭ ହୁଏ ସକାଳ। ବର୍ଷା ଦିନେ ବି ମିଳେନି ସମସ୍ୟାରୁ ମୁକ୍ତି। ପାନୀୟଜଳ ପାଇଁ ଯୋଜନା ଶୀତଳଭଣ୍ଡାରରେ ରହିଯାଇଥିବାବେଳେ ସ୍ବାସ୍ଥ୍ୟ ଉପଯୋଗୀ ବିଶୁଦ୍ଧ ପାଣି ପାଇଁ କଲବଲ…

ବିବାହ, ଶୁଦ୍ଧିରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ନେଇ ଉଦ୍‌ବେଗ: କଡ଼ା କାର୍ଯ୍ୟାନୁଷ୍ଠାନ ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହା ମହାମାରୀ ରୂପ ନେବାରେ ଲାଗିଛି। ଏଭଳି ପରିସ୍ଥିତିରେ ବିବାହ ଏବଂ ଶୁଦ୍ଧିକାର୍ଯ୍ୟ ବେଳେ କୋଭିଡ୍‌ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ବିଶେଷଜ୍ଞ କମିଟିରେ ଓଡ଼ିଆ

ଭୁବନେଶ୍ୱର, ୯।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ପକ୍ଷରୁ ‘ଇନୋଭେସଶନ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି ଏଣ୍ଟରପ୍ରିନିୟର୍‌ଶିପ୍‌ ଡେଭ୍‌ଲପ୍‌ମେଣ୍ଟ’ ବିଶେଷଜ୍ଞ ଉପଦେଷ୍ଟା ସମିତିର ସଦସ୍ୟା ଭାବେ ଓଡ଼ିଶା ଜନ୍ମିତ ଡ. ମନୀଷା ଆଚାର୍ଯ୍ୟଙ୍କୁ ମନୋନୀତ କରାଯାଇଛି। ସେ ୩ ବର୍ଷ…

୨୦୧୩ ଟୁଇଟ୍‌କୁ ନେଇ ମୋଦିଙ୍କୁ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୯।୭: ୨୦୧୩ ଏପ୍ରିଲ ୧୫ରେ ଚାଇନାର ୧ ପ୍ଲାଟୁନ ସୈନ୍ୟ ଦୌଲତବେଗ୍‌ ଓଲ୍ଡି ସୀମାରୁ ଭାରତୀୟ ଭୂଖଣ୍ଡର ୧୯ କି.ମି. ଭିତରକୁ ଅନୁପ୍ରବେଶ କରି ୪ଟି ଟେଣ୍ଟ ତିଆରି କରିଥିଲେ। ଏହାକୁ ନେଇ ଭାରତ-ଚାଇନା ସୈନ୍ୟଙ୍କ ମଧ୍ୟରେ ୨୧ ଦିନ ଧରି…

ସାମଗ୍ରୀର ଉତ୍ପତ୍ତିସ୍ଥଳ ଦର୍ଶାଇବେ ଇ-କମର୍ସ କମ୍ପାନୀ

ନୂଆଦିଲ୍ଲୀ,୯।୭: ପ୍ରଡକ୍ଟ କେଉଁଠାରେ ପ୍ରସ୍ତୁତ ହୋଇଛି ତାହା ଏବେ ଇ-କମର୍ସ କମ୍ପାନୀଗୁଡ଼ିକ ଆଉ ଅଛପା ରଖିପାରିବେ ନାହିଁ। ଏହି କମ୍ପାନୀଗୁଡ଼ିକୁ ପ୍ରଡକ୍ଟର ଉତ୍ପତ୍ତିସ୍ଥଳ ଦର୍ଶାଇବାକୁ ହେବ। ଏ ସମ୍ପର୍କରେ ବୁଧବାର ଇ-କମର୍ସ କମ୍ପାନୀଗୁଡିକ ସହ କେନ୍ଦ୍ର ଶିଳ୍ପ ପ୍ରୋତ୍ସାହନ ଏବଂ ଆନ୍ତଃ…

ପିଲା ପଢ଼ିବେନି ଗୁରୁତ୍ୱପୂର୍ଣ୍ଣ ପାଠ

ନୂଆଦିଲ୍ଲୀ,୯।୭(ପି.ଟି.): କେବଳ ପିଲାଙ୍କ ପାଠପଢ଼ା ନୁହେଁ, ରାଜନୀତିରେ ମଧ୍ୟ କୋଭିଡ୍‌ର ପ୍ରଭାବ ଅସମ୍ଭାଳ ହୋଇପଡ଼ିଛି। ଏହାର ଆଭାସ ମିଳିଛି କେନ୍ଦ୍ର ସରକାରଙ୍କ ଦ୍ୱାରା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ସିଲାବସ୍‌ ପରିବର୍ତ୍ତନ ନିଷ୍ପତ୍ତିରୁ। କୋଭିଡ୍‌ ମୁକାବିଲା ପାଇଁ ଜାରି କଟକଣା…

ବଢ଼ୁଛି ବର୍ଷାଦିନିଆ ଛତୁର ଚାହିଦା

କେନ୍ଦୁଝର, ୯ା୭ (ସ୍ବ.ପ୍ର.)-ଛତୁ ଶାକାହାରୀମାନଙ୍କ ପ୍ରିୟଖାଦ୍ୟ। ସମସ୍ତେ ଛତୁ ଖାଇବାକୁ ଭଲ ପାଇଥାନ୍ତି। ଯଦିଓ ଆଜିକାଲି ବର୍ଷ ତମାମ ଛତୁ କୃତ୍ରିମ ଉପାୟରେ ଚାଷ କରି ଉପତ୍ାଦନ କରାଯାଉଛି ତେବେ ପ୍ରାକୃତିକ ପରିବେଶରେ ଉଠୁଥିବା ଛତୁର ଚାହିଦା ଅଧିକ ଓ ସ୍ବାଦ…

୮ ବର୍ଷ ହେଲା ଗାତ ଖୋଳି ରହୁଥିଲେ, ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କଲା ପ୍ରଶାସନ

କପ୍ତିପଦା,୮ା୭(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ପଞ୍ଚାୟତ ଅନ୍ତର୍ଗତ ରଙ୍ଗାମାଟିଆ ଗ୍ରାମ ୮ ନମ୍ବର ୱାର୍ଡର ଜଣେ ଅସହାୟ ବିଧବା ବୃଦ୍ଧାଙ୍କୁ ପ୍ରଶାସନ ଉଦ୍ଧାର କରିଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ଉଦ୍ଧାର କରିବା ସହିତ ବାରିପଦାସ୍ଥିତ ବୃଦ୍ଧାଶ୍ରମରେ…

ଅଭିନେତା ଜଗଦୀପଙ୍କ ପରଲୋକ

ମୁମ୍ବାଇ,୯।୭: ବଲିଉଡ୍‌ର ଜଣାଶୁଣା ଅଭିନେତା ଜଗଦୀପଙ୍କ ମୁମ୍ବାଇରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ପୂର୍ବରୁ ସେ କର୍କଟ ରୋଗରେ ପୀଡ଼ିତ ଥିଲେ। ଫିଲ୍ମ ‘ଶୋଲେ’ରେ ସୁର୍‌ମା ଭୋପାଲି ଭୂମିକାରେ ସେ ଅଭିନୟ କରି ଦର୍ଶକଙ୍କ ମନ ଜିଣି…

ଏସିଆ କପ୍‌ ବାତିଲ: ଗାଙ୍ଗୁଲି

ନୂଆଦିଲ୍ଲୀ, ୯।୭(ପି.ଟି.)- ଆସନ୍ତା ସେପ୍ଟେମ୍ବରରେ ହେବାକୁଥିବା ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ବାତିଲ ହୋଇଛି ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ବୁଧବାର ପ୍ରକାଶ କରିଛନ୍ତି। ”ଏସିଆ କପ୍‌ କ୍ୟାନସଲ ହୋ ଚୁକା ହୈ, ଯୋ ସେପ୍ଟେମ୍ବରେ…

ଚର୍ଚ୍ଚିତ ବିବାହ: ଏକାସଙ୍ଗେ ୨ ପ୍ରେମିକାଙ୍କୁ ଜୀବନ ସାଥୀ କଲେ ଯୁବକ

ବେତୁଲ, ୮।୭- ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏଭଳି ଏକ ଖବର ଆସିଛି, ଯାହାକୁ ଶୁଣିଲେ ପ୍ରଥମେ ବିଶ୍ୱାସ ଲାଗିବ ନାହିଁ। ଜଣେ ଯୁବକ ତାଙ୍କର ଦୁଇ ଜଣ ପ୍ରେମିକାଙ୍କୁ ଏକ ସାଙ୍ଗରେ ଗୋଟିଏ ବେଦୀରେ ବିବାହ କରିଛନ୍ତି। ଉଭୟ ପ୍ରେମିକାଙ୍କୁ ସାଥୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri