Home Left

ମାତ୍ର ୪ ବର୍ଷ ଫିଲ୍ମ କ୍ୟାରିୟରରେ ସୁପରଷ୍ଟାର ହୋଇଛନ୍ତି ଏହି ଅଭିନେତ୍ରୀ

ଦକ୍ଷିଣ ଭାରତୀୟ ସିନେମାରେ ଅନେକ ହିଟ୍‌ ଅଭିନେତ୍ରୀ ଅଛନ୍ତି। ଯେଉଁଥିରେ ଅନୁଷ୍କା ସେଟ୍ଟୀଠାରୁ ସାମନ୍ତା ଆକ୍କିନେନି ପର୍ଯ୍ୟନ୍ତ ଅନ୍ତର୍ଭୁକ୍ତ। ମାତ୍ର ଜଣେ ଏପରି ଅଭିନେତ୍ରୀ ଅଛନ୍ତି ଯିଏ ଶୀଘ୍ର ଟଲିଉଡରେ ନାମ ଅର୍ଜନ କରିଛନ୍ତି। ସେ ହେଉଛନ୍ତି ରଶ୍ମିକା ମନ୍ଦାନା। ୨୦୧୬…

ଗଲଓ୍ବାନ ପରେ ଏହି ବିବାଦୀୟ ଅଞ୍ଚଳରୁ ହଟିଲା ଚାଇନା ସେନା

ଲେହ,୮।୭: ଗତ ୨ ମାସରୁ ପୂର୍ବ ଲଦାଖରେ ଚାଇନା ଓ ଭାରତ ମଧ୍ୟରେ ଜାରି ରହିଥିବା ସୀମା ବିବାଦ ଏବେ କିଛି ମାତ୍ରାରେ କମ୍‌ ହେଉଥିବା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁସାରେ ଚାଇନା ଲଦାଖର ଏକ ବିବାଦୀୟ ଅଞ୍ଚଳରୁ ନିଜ…

ଦ୍ୱିତୀୟ ସନ୍ତାନର ବାପା ହେଲେ ରୁଟ୍‌

ଲଣ୍ଡନ, ୮।୭- ଇଂଲଣ୍ଡ କ୍ରିକେଟ୍‌ ଦଳର ନିୟମିତ ଅଧିନାୟକ ଜୋ ରୁଟ୍‌ ଦ୍ୱିତୀୟ ଥର ଲାଗି ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ କାରି କୋଟ୍ରେଲ ଏକ ପୁତ୍ର ସନ୍ତାନ ପ୍ରସବ କରିଛନ୍ତି। ପୂର୍ବରୁ ରୁଟ୍‌ ୨୦୧୭ରେ ପ୍ରଥମ ଥର ଲାଗି ପିତୃତ୍ୱ…

ଜମ୍ମୁ-କଶ୍ମୀର ଆଇପିଏସ୍‌ ଅଫିସର ବସନ୍ତ ରଥ ନିଲମ୍ବିତ

ଶ୍ରୀନଗର,୮।୭: ଦୁର୍ବବ୍ୟହାର ଓ ଅସଦାଚରଣ ଅଭିଯୋଗରେ ଜମ୍ମୁ- କଶ୍ମୀରର ବରିଷ୍ଠ ଓଡ଼ିଆ ଆଇପିଏସ ଅଧିକାରୀ ବସନ୍ତ ରଥଙ୍କୁ ବୁଧବାର ନିଲମ୍ବିତ କରାଯାଇଛି। ଏନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅସଦାଚରଣ ଅଭିଯୋଗରେ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଗଞ୍ଜାମରେ ପହଞ୍ଚିଲେ ଡିଜିପି : କଲେ କୋଭିଡ ପରିଚାଳନା ସମୀକ୍ଷା

ଛତ୍ରପୁର,୮।୭(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ଡିଜି ଅଭୟ ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲାରେ ପହଞ୍ଚିଛନ୍ତି। ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ବୈଠକରେ କୋଭିଡ-୧୯ ପରିଚାଳନା ଓ ଗାଇଡଲାଇନକୁ କାର୍ଯ୍ୟକାରୀ ସମ୍ପର୍କୀୟ ସମୀକ୍ଷା ଡିଜିପି କରିଛନ୍ତି। ଏହି ବୈଠକରେ ଦକ୍ଷିଣାଞ୍ଚଳ ଡିଆଇଜି…

ଅପରାଧୀ ବିକାଶ ଦୁବେଙ୍କ ସୂଚନା ଦେଲେ ମିଳିବ ୫ ଲକ୍ଷ ଟଙ୍କା: ଉତ୍ତରପ୍ରଦେଶ ପୋଲିସ

କାନପୁର,୮।୭: ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କ ଯିଏ ସୂଚନା ଦେବ ତାଙ୍କୁ ୫ଲକ୍ଷ ଟଙ୍କା ପୁରସ୍କାର ରାଶି ଦିଆଯିବ। ଏଭଳି ଘୋଷଣା କରିଛି ଉତ୍ତରପ୍ରଦେଶ ପୋଲିସ। କାନପୁର ଏନ୍‌କାଉଣ୍ଟରେ ୮ଜଣ ପୋଲିସ ଶହୀଦ ହେବା ପରେ ଏହା ପଛରେ ଥିବା ମାଷ୍ଟର…

୭ ଦିନ ନିମଖଣ୍ଡିପେଣ୍ଠ ଗାଁ ଶଟଡାଉନ

ଦିଗପହଣ୍ଡି,୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଏ ନେଇ ସ୍ଥାନୀୟ ପ୍ରଶାସନ ଓ ସାଧାରଣ ଜନତାଙ୍କ ଚିନ୍ତା ବଢ଼ିବାରେ ଲାଗିଛି । ଗତ କିଛିଦିନ ମଧ୍ୟରେ ଦିଗପହଣ୍ଡି…

୧୪୩ ବର୍ଷ ଇତିହାସରେ ଖେଳାଯାଇଛି ଏମିତି ଏକ ଟେଷ୍ଟ ମ୍ୟାଚ୍‌

ଲଣ୍ଡନ, ୮।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ବୁଧବାରଠାରୁ ସ୍ଥାନୀୟ ସାଉଥମ୍ପଟନର ଦି ରସ୍‌ ବାଉଲ୍‌ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଫଳରେ ଦୀର୍ଘ ୧୧୭ ଦିନର ବ୍ୟବଧାନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଛି। ମହାମାରୀ କରୋନା…

୭ବର୍ଷ ପୁଅ ବେକରେ ଭୁଜାଲି ଲଗାଇ ମା’ଙ୍କୁ ବଳାତ୍କାର ଉଦ୍ୟମ: ଜେଲ୍‌ ଗଲେ ଯୁବକ

ମହାକାଳପଡ଼ା,୮।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ମହିଳାଙ୍କ ଅଶ୍ଲୀଳ ଫଟୋ ଉଠାଇ ତାଙ୍କୁ ବ୍ଲାକମେଲ କରିବା ସହ ୭ବର୍ଷ ପୁଅ ବେକରେ ଭୁଜାଲି ଲଗାଇ ମା’ଙ୍କୁ ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ…

ବାହାର ଲୋକଙ୍କୁ ଭୁବନେଶ୍ୱର ଅଫିସ ଆସିବା ମନା

ଭୁବନେଶ୍ୱର,୮।୭(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସରକାରୀ ଅଫିସକୁ ବାହାର ଅଞ୍ଚଳ ଲୋକ ଆସିପାରିବେ ନାହିଁ। ଖୋର୍ଦ୍ଧା ଓ କଟକ ପୌରାଞ୍ଚଳ ବାହାରୁ ଆସୁଥିବା କର୍ମଚାରୀଙ୍କୁ ରାଜଧାନୀ ଆସିବା ମନା। କୋଭିଡ-୧୯ ସଂକ୍ରମଣ ଆଶଙ୍କା ଦୃଷ୍ଟିରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲଗାଯାଇଛି…

ରିଭ୍ୟୁ ପିଟିସନ ଦାଖଲ କରିବାକୁ ମନା କଲେ କୁଳଭୂଷଣ ଯାଦବ

ଇସ୍‌ଲାମାବାଦ,୮।୭: ଭାରତର ଗୁପ୍ତଚର ଅଭିଯୋଗରେ ପାକିସ୍ତାନରେ ବନ୍ଦୀ ଥିବା ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବ ରିଭ୍ୟୁ ପିଟିସନ ଦାଖଲ କରିବାକୁ ମନା କରିଦେଇଛନ୍ତି। ତେବେ କୁଳଭୂଷଣଙ୍କ ମାମଲାରେ ପାକିସ୍ତାନ ଭାରତକୁ ଦ୍ବିତୀୟ ଥର କନ୍ସୁଲାର୍‌ ଆକ୍ସେସ ଦେବାକୁ ପ୍ରସ୍ତାବ ଦେଇଛି।…

୩୧ ଯାଏ ରାଜଭବନ ପ୍ରବେଶ ଉପରେ କଟକଣା

ଭୁବନେଶ୍ୱର,୮।୭(ବ୍ୟୁରୋ): କରୋନା ସଂକ୍ରମଣ ଦୃଷ୍ଟିରୁ ରାଜଭବନ ପ୍ରବେଶ ଉପରେ କଟକଣା ଲଗାଯାଇଛି। ଜୁଲାଇ ୩୧ ତାରିଖ ଯାଏ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗିଛି। ଅତି ଆବଶ୍ୟକ ହେଲେ ଫୋନ୍‌, ଫ୍ୟାକ୍ସ, ମେଲ୍‌ରେ ଯୋଗାେଯୋଗ କରିପାରିବେ ବୋଲି ବୁଧବାର ସୂଚନା ମିଳିଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri