Home Left

ବାପା-ଝିଅ ପବିତ୍ର ସମ୍ପର୍କରେ କଳଙ୍କ: ୭ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରି ଗିରଫ ବାପା

ପାଟଣା,୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ବାପା ୭ ବର୍ଷର ଶିଶୁ କନ୍ୟାକୁ ସୋମବାର ବଳାତ୍କାର କରିଛନ୍ତି। ଏ ନେଇ ତାଙ୍କ ମା’ ମଙ୍ଗଳବାର ଥାନାରେ ଅଭିଯୋଗ କରିଥିଲେ। ଏହିଘଟଣାରେ…

ଗଞ୍ଜାମ-ଖୋର୍ଦ୍ଧା ସୀମା ସିଲ୍, କେହି ଯାଇ ପାରିବେନି ଭୁବନେଶ୍ୱର: ଜିଲାପାଳ

ଛତ୍ରପୁର,୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଗଞ୍ଜାମ-ଖୋର୍ଦ୍ଧା ସୀମାକୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ଏଥିସହ ଭୁବନେଶ୍ୱର ଯିବା ପାଇଁ କୋଣସି ବ୍ୟକ୍ତିଙ୍କୁ ଅନୁମତି ମିଳିବ ନାହିଁ ବୋଲି…

ରାୟଗଡ଼ା, କେନ୍ଦ୍ରାପଡ଼ାରେ କରୋନା ନେଲା ମୁଣ୍ଡ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ ଥିବାବେଳେ ଗଞ୍ଜାମ ଜିଲାରୁ ୩ ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା…

୧୨୪ ବର୍ଷ ପୂର୍ବେ ଏହି ଫିଲ୍ମରୁ ଆରମ୍ଭ ହୋଇଥିଲା ଚୁମ୍ବନ ସିନ୍‌

ଆଜିକାଲି ଫିଲ୍ମରେ ଚୁମ୍ବନ ସିନ୍‌ ସାଧାରଣ କଥା ହୋଇଗଲାଣି। କିନ୍ତୁ ବହୁ ବର୍ଷ ପୂର୍ବେ ଚୁମ୍ବନ ସିନ୍‌ କରିବାକୁ ଅଭିନେତ୍ରୀ ମାନେ ଅସହଜ ମନେ କରୁଥିଲେ। ଆମେରିକାରେ ମଧ୍ୟ ଚୁମ୍ବନ ସିନ୍‌ଗୁଡିକୁ ବ୍ୟାନ୍‌ କରିଦିଆଯାଉଥିଲା। ୧୮୯୬ରେ ଏକ ନିର୍ବାକ ଚଳଚ୍ଚିତ୍ର ରିଲିଜ୍‌…

ଏହି ବ୍ୟକ୍ତିଙ୍କଠାରେ ହେବ କରୋନା ଟୀକାର ମାନବ ପରୀକ୍ଷଣ

ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। କରୋନା ସଂକ୍ରମଣ ରୋକିବା ଲାଗି ଦେଶରେ ଅଗଷ୍ଟ ୧୫ଠାରୁ କରୋନା ଟୀକା ପରୀକ୍ଷା କରାଯିବାର ଯୋଜନା କରାଯାଇଛି। ମାନବ ପରୀକ୍ଷଣ ପାଇଁ ଦେଶର ୧୨ଟି ସଂସ୍ଥାକୁ ଚୟନ କରାଯାଇଛି। ଟୀକାର ମାନବ…

ଏହି ଆତଙ୍କବାଦୀଙ୍କ ପାଇଁ ପ୍ରେମିକା ବିଛାଇଥିଲେ ଜାଲ

ଶ୍ରୀନଗର,୮।୭: ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ବୁଧବାର ହିଜବୁଲ୍‌ ମୁଜାହିଦ୍ଦିନ୍‌‌ ସଦସ୍ୟ ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ପାଇଁ ଯୋଜନା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି କଶ୍ମୀର ଜୋନ୍‌ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି। ଆବଶ୍ୟକସ୍ଥଳେ ସନ୍ଦିଗ୍ଧ ଯାନବାହନ ତଥା…

ଅତାବିରାରେ ଝିଅ ପରେ ମା’ କରୋନା ପଜିଟିଭ

ବରଗଡ଼ ଅଫିସ,୮।୭: ବରଗଡ଼ ଜିଲା ଅତାବିରା ବ୍ଲକରେ ବୁଧବାର ପୁଣି ଜଣେ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଏହି ବ୍ଲକ ଅନ୍ତର୍ଗତ କୁଲୁଣ୍ଡା ଗ୍ରାମର ଜଣେ ମହିଳା। ପୂର୍ବରୁ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ…

ବାଘ ଛୁଆକୁ ବୋତଲରେ କ୍ଷୀର ପିଆଇ ଚୁମ୍ବନ ଦେଲା ସିମ୍ପାଜୀ

ବାଘ ଛୁଆକୁ ବେତଲରେ କ୍ଷୀର ପିଆଇ ଦେଉଛି ସିମ୍ପାଜୀ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏକ କୁନି ବାଘ ଛୁଆକୁ ସିମ୍ପାଜୀ ବୋତଲରେ କ୍ଷୀର ପିଆଇ ଦେଉଥିବାର ଭିଡିଓ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓକୁ…

ସାଲେପୁର ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର, ୮।୭(ବ୍ୟୁରୋ): ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ ସହ ତାଙ୍କ ଡ୍ରାଇଭର ଏବଂ ପିଏସ୍‌ଓ ମଧ୍ୟ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ କୋଭିଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଧାୟକ କରୋନା…

ଏସିଆର ସବୁଠୁ ବଡ ବସ୍ତିରେ ଲାଗିଲା କରୋନା ବ୍ରେକ୍‌

ମୁମ୍ବାଇ,୮।୭:ମୁମ୍ବାଇରେ ଅବସ୍ଥିତ ଏସିଆର ସବୁଠୁ ବଡ ବସ୍ତି ଧରାବୀ କରୋନା ସଂକମିତଙ୍କ ସଖ୍ୟା କମିଯାଇଛି। ମଙ୍ଗଳବାର ଏଠାରେ କେବଳ ଗୋଟିଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏପ୍ରିଲ ୧ରେ ଧରାବୀରେ କରୋନା ଭାଇରସର ପ୍ରଥମ ଘଟଣା ସାମ୍ନାକୁ ଆସିଥିଲା। ଧରାବୀରେ ପାଖାପାଖି…

ସମସ୍ୟା ନେଇ ଗଞ୍ଜାମ ଜିଲାପାଳଙ୍କ ମୋବାଇଲକୁ କରିପାରିବେ ମେସେଜ

ଗଞ୍ଜାମ, ୮।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ ମହାମାରୀ କରୋନା ଧୀରେ ଧୀରେ କାୟା ବିସ୍ତାର କରିବା ଆରମ୍ଭ କରିଛି। ଗତ ଶନିବାରଠାରୁ ଆରମ୍ଭ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଦିନରେ ୭କୁ ବୃଦ୍ଧି ହୋଇଛି l ଏ ନେଇ ବୁଧବାର…

ଲଡ୍ସରେ କାହିଁକି ଶର୍ଟ ଖୋଲିଦେଇଥିଲେ ସୌରଭ ଗାଙ୍ଗୁଲି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ତଥା ବିବସିସିଆଇ ଅଧ୍ୟକ୍ଷ ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ମସିହା ଜୁଲାଇ ୮ରେ କୋଲକତାରେ ଜନ୍ମଗ୍ରହଣ କରିଥିଲେ। ଭାରତୀୟ କ୍ରିକେଟକୁ ନୂଆ ଦିଶା ଦେଇଥିବା ଗାଙ୍ଗୁଲି ବ୍ୟାଟିଂ ଜରିଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri