କୋଭିଡ୍ ନିୟମ ନ ମାନିଲେ ମାସେ ଦୋକାନ ବନ୍ଦ
ଛତ୍ରପୁର, ୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ସାମାଜିଜ ଦୂରତା, ମାସ୍କ ପିନ୍ଧିବା ଏବଂ କୋଭିଡ ନିୟମ ମାନିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ। ଯେଉଁମାନେ କରୋନା ନିୟମ ନ ମାନି ଦୋକାନ ଖୋଲିବେ…
ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ କରୋନା ସଂକ୍ରମଣ
ପାଟନା, ୭।୭: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବାସଭବନରେ କରୋନା ସଂକ୍ରମଣ ହୋଇଛି। ନୀତୀଶଙ୍କ ପୁତୁରାଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ତାଙ୍କୁ ଚିକିତ୍ସା ଲାଗି ପାଟନା ଏମ୍ସ୍ରେ ଭର୍ତ୍ତି କରାଯାଇଛି। ନୀତୀଶଙ୍କ ଘରର ସମସ୍ତ ସଦସ୍ୟଙ୍କୁ ହୋମ୍…
୭୦ ବର୍ଷରେ ଜଣେ ଲେଖିକାଙ୍କୁ ପ୍ରେମ କରି ବିବାହ କରିଥିଲେ ଏହି ମୁଖ୍ୟମନ୍ତ୍ରୀ
ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖମନ୍ତ୍ରୀ ଏନ୍ଟି ରାମାରାଓ ଜୀବନୀ ବେଶ୍ ରୋଚକ ଥିଲା। ୨୮ ୧୯୨୩ରେ ମାଡ୍ରାସରେ ଜନ୍ମଗ୍ରହଣ କରିଥିବା ଏନଟି ରାମା ରାଓ ୧୯୪୯ ମସିହାରେ ଚଳଚ୍ଚିତ୍ର ଜଗତରେ ପ୍ରବେଶ କରିଥିଲେ ଏବଂ ଅନେକ ହିଟ୍ ଚଳଚ୍ଚିତ୍ର ଦେଇଥିଲେ। ଧୀରେ ଧୀରେ…
ମା’ ପେଟରୁ ଏମିତି କିଛି ଧରି ବାହାରିଲେ ନବଜାତକ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ
କରୋନା ଯୋଗୁ ସମଗ୍ର ବିଶ୍ୱ ଏବେ ଚିନ୍ତାରେ ପଡ଼ିଛି। ଏହି ସମୟରେ ଭିଲତ୍ନାମାର ଏକ ନବଜାତ ଶିଶୁପୁତ୍ର ଲୋକଙ୍କୁ କିଛିଟା ହସିବାକୁ ବାଧ୍ୟ କରିଛି। ଭିଏତନାମାର ହାଇ ଫୋଙ୍ଗ ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଏକ ଶିଶୁପୁତ୍ର ଜନ୍ମ ହୋଇଛନ୍ତି। ଶିଶୁଟି ମା’ ଗର୍ଭରୁ…
ସୁସ୍ଥ ଅଛନ୍ତି ବିଜୟ ମହାନ୍ତି: ସବ୍ୟସାଚୀ କହିଲେ, ଗୁଜବ ସୃଷ୍ଟିକାରୀ ମାଗନ୍ତୁ କ୍ଷମା
ଭୁବନେଶ୍ୱର,୭।୭(ବ୍ୟୁରୋ): ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତି ସୁସ୍ଥ ଅଛନ୍ତି। ତାଙ୍କୁ ନେଇ ଅନେକ ଗୁଜବ ତଥ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସେ ଏବେ ସୁସ୍ଥ ଥିବା ଖବର ସାମ୍ନାକୁ ଆସିଛି। ଏ ନେଇ ଅଭିନେତା ସବ୍ୟସାଚୀ ମୁହଁ…
କରୋନା ପାଇଁ ପ୍ରଭାବିତ ହେଉଛି ଏଚ୍ଆଇଭି ଚିକିତ୍ସା
ଓ୍ବାଶିଂଟନ,୭।୭: ସାରା ବିଶ୍ୱରେ ୨୦୧୯ ଶେଷ ବେଳକୁ ପାଖାପାଖି ୩ କୋଟି ୮୦ ଲକ୍ଷ ଲୋକ ଏଚ୍ଆଇଭି(ହ୍ୟୁମାନ ଇମ୍ୟୁନୋଡେଫିସିଏନ୍ସି ଭାଇରସ) ଦ୍ୱାରା ସଂକ୍ରମିତ ହୋଇଥିଲେ। ସୋମବାର ଜାତିସଂଘ ପକ୍ଷରୁ ଜାରି କରାଯାଇଥିବା ଏକ ବାର୍ଷିକ ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟରେ ଏହା…
ପିଓକେରେ ଚାଇନା-ପାକିସ୍ତାନ ବିରୋଧରେ ପ୍ରଦର୍ଶନ
ଇସଲାମାବାଦ୍, ୭।୭: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସ୍ଥିତି ଏବେ ଖରାପ ହେବାରେ ଲାଗିଛି। ସ୍ଥାନୀୟ ନୀଲମ୍ ଏବଂ ଝେଲମ୍ ନଦୀ ଉପରେ ଚାଇନା କମ୍ପାନୀ ଦ୍ୱାରା ନିର୍ମିତ ହେଉଥିବା ଜଳବିଦ୍ୟୁତ୍ ଯୋଜନାକୁ ଲୋକେ ବିରୋଧ କରିଛନ୍ତି। ଏନେଇ ପ୍ରଦର୍ଶନ ଜାରି ରହିଛି।…
ଲକ୍ଡାଉନ ସମୟରେ ପ୍ରବାସୀଙ୍କୁ ରୋଜଗାର ଦେଉଛି ଗଞ୍ଜାମ ଏନ୍ଏସି ପ୍ରଶାସନ
ଗଞ୍ଜାମ,୭।୭(ଡି.ଏନ୍.ଏ.): କରୋନା ଯୋଗୁ ଜାରି ରହିଥିବା ଲକ୍ଡାଉନ୍ ପାଇଁ ପ୍ରବାସୀ ନିଜ ନିଜ ରାଜ୍ୟକୁ ଫେରିଛନ୍ତି। ଫଳରେ କାମଧନ୍ଦା ନ ପାଇ ବେକାର ହୋଇ ଘରେ ବସୁଛନ୍ତି। ଏଭଳି ପରିସ୍ଥିତିରେ ବେକାରୀଙ୍କୁ ରୋଜଗାର ଦେଇଛି ଗଞ୍ଜାମ ଏନ୍ଏସି ପ୍ରଶାସନ । ବାହାରୁ…
ଚାଇନାକୁ ଦେବୁ କଡା ଜବାବ: ସୀମାରେ ଭାରତୀୟ ବାୟୁସେନାର ଶକ୍ତି ପ୍ରଦର୍ଶନ
ନୂଆଦିଲ୍ଲୀ,୭।୭: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ଖରାପ ହେବାରେ ଲାଗିଥିବା ବେଳେ ଆଗାମୀ ଦିନରେ ଏହା ଯୁଦ୍ଧର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି। ଏଥିପାଇଁ ଭାରତୀୟ ସେନା ମଧ୍ୟ ସବୁ ଦୃଷ୍ଟିରୁ ନିଜକୁ ପ୍ରସ୍ତୁତ କରି ରଖିଲାଣି। ସୋମବାର…
୧୦ ଲକ୍ଷ ବିଦେଶୀ ଛାତ୍ରୀଛାତ୍ରଙ୍କୁ ଆମେରିକା ଛାଡ଼ିବାକୁ ନିର୍ଦ୍ଦେଶ
ଓ୍ବାଶିଂଟନ, ୭।୭: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆମେରିକା ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଇତିମଧ୍ୟରେ ଆମେରିକା ଛାଡ଼ିବାକୁ ୧୦ ଲକ୍ଷ ବିଦେଶୀ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ଲାଇନ୍ରେ କ୍ଲାସ୍ କରୁଥିବା ଛାତ୍ରୀଛାତ୍ର ଆମେରିକାରେ ନ…
ସାଙ୍ଗଠାରୁ ହେଲିକପ୍ଟର ସଟ୍ ମାରିବା ଶିଖିଥିଲେ ଧୋନୀ, ବଦଳରେ ଦେଇଥିଲେ ଏମିତି ଉପହାର
ମହେନ୍ଦ୍ର ସିଂ ଧୋନୀଙ୍କ ଜନ୍ମଦିନରେ ତାଙ୍କ ଜୀବନୀକୁ ନେଇ ଅନେକ ତଥ୍ୟ ପ୍ରକାଶ ପାଉଛି। ଅନେକ ସଂଘର୍ଷ ମଧ୍ୟରେ କ୍ରିକେଟର ହୋଇଥିବା ଧୋନୀଙ୍କ ସ୍ବତନ୍ତ୍ର ସଟ୍ ହେଉଛି ହେଲିକପ୍ଟର ସର୍ଟ। ଏହି ସର୍ଟକୁ ଅନ୍ୟ କୌଣସି ଖେଳାଳି ମାରି ପାରନ୍ତି ନାହିଁ।…
ଧୋନୀଙ୍କ ଲମ୍ବା କେଶର ପ୍ରଶଂସକ ଥିଲେ ଏହି ଦେଶର ରାଷ୍ଟ୍ରପତି
ରାଞ୍ଚି ଭଳି ଛୋଟ ସହରରୁ ଆସିଥିବା ଜଣେ ଯୁବକ ନିଜ ଦକ୍ଷତା ବଳରେ ଦିନେ କ୍ରିକେଟର ସବୁଠାରୁ ବଡ଼ ଆଇକନ୍ ହୋଇଯିବ ତାହା କେହି ଭାବି ନ ଥିେଲେ। ବୋଧେ ଧୋନୀ ନିଜେ ମଧ୍ୟ ନୁହଁ। ମହେନ୍ଦ୍ର ସିଂହ ଧୋନୀ ମଙ୍ଗଳବାର…
Archives


