Home Left

ବଢିଲା କରୋନା ସଂକ୍ରମଣ: ଏକ ମାସ ପାଇଁ ପୁଣିଥରେ ଲକ୍‌ଡାଉନ ଘୋଷଣା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧ ।୧୧: ଶୀତ ବଢିଲା ବଢିଲା କରୋନା ଭାଇରସ ସଂକ୍ରମଣ । ବ୍ରିଟେନରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଚିନ୍ତାରେ ପଡିଯାଇଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ । ଏହାକୁ କାବୁ କରିବାକୁ ଯାଇ ନଭେମ୍ବର ୧ରୁ ଡିସେମ୍ବର ୨ ପର୍ଯ୍ୟନ୍ତ…

କୃଷି ଆଇନ ବିରୋଧରେ ୩ ବିଲ୍‌ ଆଣିଲା ରାଜସ୍ଥାନ

ନୂଆଦିଲ୍ଲୀ,୧।୧୧(ପି.ଟି.): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ଅକାମୀ କରିବା ପାଇଁ ରାଜସ୍ଥାନ ସରକାର ଶନିବାର ବିଧାନସଭାରେ ତିନୋଟି ବିଲ୍‌ ଆଗତ କରିଛନ୍ତି। ପୂର୍ବରୁ ପଞ୍ଜାବ ସରକାର ବିଧାନସଭାରେ କୃଷି ଆଇନ ବିରୋଧରେ ସଂକଳ୍ପ ଗୃହୀତ କରାଇବା ସହ ବିବାଦୀୟ ଆଇନ…

କମ୍‌ ଖର୍ଚ୍ଚରେ ମିଳିବ ଡାକ୍ତରୀ ଶିକ୍ଷା

ନୂଆଦିଲ୍ଲୀ,୧।୧୧(ପିଆଇବି): କମ୍‌ ଖର୍ଚ୍ଚରେ ଯେପରି ଡାକ୍ତରୀ ଶିକ୍ଷା ଉପଲବ୍ଧ ହୋଇପାରିବ ସେ ଦିଗରେ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନ୍ୟାଶନାଲ ମେଡିକାଲ କମିଶନ (ଏନ୍‌ଏମ୍‌ସି) ନୂତନ ନିୟମାବଳୀ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛନ୍ତି। ‘ବାର୍ଷିକ ଏମ୍‌ବିବିଏସ୍‌ ନାମଲେଖା ନିୟମାବଳୀ…

ଭୂକମ୍ପ ମୃତ୍ୟୁସଂଖ୍ୟା ୨୭

ଇଜ୍‌ମିର୍‌ (ତୁର୍କୀ),୧।୧୧: ତୁର୍କୀ ଓ ଗ୍ରୀସ୍‌ରେ ଶୁକ୍ରବାର ଅପରାହ୍ଣରେ ହୋଇଥିବା ଭୂକମ୍ପରେ ମୃତ୍ୟୁସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ବଡ଼ ଧରଣର ଭୂକମ୍ପରେ ତୁର୍କୀର ଆଜିଆନ ଉପକୂଳ ଏବଂ ଗ୍ରୀସ୍‌ର ସାମୋସ ଦ୍ୱୀପ ଉତ୍ତର ଭାଗ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାରକାରୀ ଟିମ୍‌…

ବିଜ୍ଞାପନରେ ସରକାର ଖର୍ଚ୍ଚ କରିଛନ୍ତି ୭୧୩.୨୦ କୋଟି

ନୂଆଦିଲ୍ଲୀ,୧।୧୧(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାର ୨୦୧୯-୨୦ ଆର୍ଥିକ ବର୍ଷରେ ବିଜ୍ଞାପନ ବାବଦରେ ୭୧୩.୨୦ କୋଟି ଟଙ୍କା ବ୍ୟୟ କରିଛନ୍ତି। ଅର୍ଥାତ୍‌ ଦିନକୁ ବିଜ୍ଞାପନ ବାବଦରେ ହାରାହାରି ୧.୯୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏଥିରୁ ଅଧିକ ଭାଗ ଇଲେକ୍ଟ୍ରୋନିକ୍‌ ମିଡିଆକୁ ମିଳିଛି। ଆର୍‌ଟିଆଇ…

୭୦୦ କି.ମି. ଟ୍ରାଫିକ୍‌ ଜାମ୍‌

ପ୍ୟାରିସ୍‌,୧।୧୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ଏହାକୁ ପ୍ରତିହତ କରିବା ଲାଗି ଫ୍ରାନ୍ସ ସରକାର ପୁଣି ଥରେ ୪ ସପ୍ତାହ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି। ଶୁକ୍ରବାରଠାରୁ ସେଠାରେ ଲକ୍‌ଡାଉନ ଆରମ୍ଭ ହୋଇଛି। ସହର ମଧ୍ୟରେ ଆବଦ୍ଧ ହୋଇ ରହିବା ଅପେକ୍ଷା…

କରୋନାରୁ ଆରୋଗ୍ୟ ହେଲେ ରୋନାଲ୍‌ଡୋ

ତୁରିନ୍‌ (ଇଟାଲୀ):କ୍ରିଷ୍ଟିଆନୋ ରୋନାଲ୍‌ଡୋ ୧୯ ଦିନ ପରେ କରୋନା ଭାଇରସ୍‌ରୁ ଆରୋଗ୍ୟ ଲାଭ କରିଛନ୍ତି। ସ୍ବାବ୍‌ ଟେଷ୍ଟରେ ତାଙ୍କର ନେଗେଟିଭ ଆସିଛି। ତାଙ୍କର ଆଉ ହୋମ୍‌ ଆଇସୋଲେଶନରେ ରହିବା ଆବଶ୍ୟକତା ନାହିଁ। ନିଜ ଦେଶ ପର୍ତ୍ତୁଗାଲ ତରଫରୁ ଅନ୍ତର୍ଜାତୀୟ ମ୍ୟାଚ ଖେଳିସାରିବା…

ନିର୍ମଳାଙ୍କ ସହ ମତଭେଦରୁ ପଦ ଛାଡିଥିଲେ ସୁଭାଷ ଗର୍ଗ

ମୁମ୍ବାଇ: ପୂର୍ବତନ ଅର୍ଥ ସଚିବ ସୁଭାଷ ଚନ୍ଦ୍ର ଗର୍ଗ ତାଙ୍କ କାର୍ଯ୍ୟକାଳ ସରିବା ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ସେ କାହିଁକି ଏଭଳି ନିଷ୍ପତ୍ତି ନେଇଥିଲେ ସେ ସମ୍ପର୍କରେ ଶନିବାର ଏକ ବ୍ଲଗ୍‌ ଲେଖାରେ ବଡ ଖୁଲାସା କରିଛନ୍ତି। ଅର୍ଥମନ୍ତ୍ରୀ…

୮୦% ଟପିବ ସରକାରଙ୍କ ଋଣ

ମୁମ୍ବାଇ: କରୋନା ମହାମାରୀ ଯୋଗୁ ଘରୋଇ ବଜାର କ୍ଷତିଗ୍ରସ୍ତ ହୋଇ ରହିଛି। ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ଲଗାତର ଖସିଚାଲିଛି। ଟିକସ ସଂଗ୍ରହ ହ୍ରାସ ହୋଇଥିବା ବେଳେ ଚଳିତ ଆର୍ଥତ୍କ ବର୍ଷରେ ମିଳିତ ବିତ୍ତୀୟ ନିଅଣ୍ଟ ୧୩%ରୁ ଊର୍ଦ୍ଧ୍ୱ ରହିପାରେ। ଏହା…

ଫ୍ୟୁଚର ଗ୍ରୁପ୍‌ ବିରୋଧରେ ସେବି ଦ୍ୱାରସ୍ଥ ହେଲା ଆମାଜନ

ମୁମ୍ବାଇ : ଫ୍ୟୁଚର ଗ୍ରୁପ୍‌ ଏବଂ ରିଲାଏନ୍ସ ଡିଲ୍‌କୁ ନେଇ ଆମାଜନ ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି)ର ଦ୍ୱାରସ୍ଥ ହୋଇଛି। ଫ୍ୟୁଚର ଗ୍ରୁପ୍‌ ମିଛ କହି ଶେୟାରଧାରକଙ୍କୁ ବୋକା ବନାଇଥିବା ଆମାଜନ ଅଭିଯୋଗରେ କହିଛି। ଗତ କିଛି ମାସ ହେବ…

ବିବାହ ବନ୍ଧନରେ ବାନ୍ଧି ହେଲେ ବଲିଉଡର ଏହି ଲୋକପ୍ରିୟ ଅଭିନେତ୍ରୀ

ମୁମ୍ବାଇ,୩୧।୧୦- ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ। ଶୁକ୍ରବାର ମୁମ୍ବାଇର ଏକ ହୋଟେଲରେ ବୟଫ୍ରେଣ୍ଡ ଗୌତମ କିଚ୍‌ଲୁଙ୍କୁ ସେ ବିବାହ କରିଛନ୍ତି। କରୋନା ଯୋଗୁ ବିବାହୋତ୍ସବରେ ବହୁତ କମ୍‌ ଲୋକ ସାମିଲ ହୋଇଥିଲେ। କେବଳ ପରିବାର ଲୋକଙ୍କ…

ଏମିତି ମାଟି ଦୀପ: ଯାହା ଜଳୁଛି ୪୦ ଘଣ୍ଟା

ରାୟପୁର,୩୧ା୧୦: ଛତିଶଗଡ଼ର କୋଣ୍ଡାଗାଁରେ ରହୁଥିବା ଅଶୋକ ଚକ୍ରଧାରୀ ଏକ ମାଟିର ଦୀପ ତିଆରି କରିଛନ୍ତି। ଯାହା ୨୪ରୁ ୪୦ ଘଣ୍ଟା ପର୍ଯ୍ୟନ୍ତ ଜଳିପାରିବ। ଏହି ଦୀପକୁ ନେବା ପାଇଁ ଲୋକେ ଫୋନ୍‌ ପରେ ଫୋନ୍‌ କରୁଛନ୍ତି। ଅଶୋକଙ୍କୁ ଏଥିପାଇଁ ଜାତୀୟ ମେରିଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?