Home Left

ଗୋଟିଏ ଗାଁରୁ ୩୩ କରୋନା ପଜିଟିଭ୍‌ ଚିହ୍ନଟ: ବରଗଡ଼ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬ରେ ପହଞ୍ଚିଲା

ବରଗଡ଼ ଅଫିସ,୬ା୭: ବରଗଡ଼ ଜିଲାରେ ସୋମବାର ପୁଣି ୩୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାପରେ ୫୨୦୫…

ମା’ଙ୍କୁ ଏହି ଫିଲ୍ମ ଆଦୌ ଦେଖାଇବାକୁ ଚାହୁଁନାହାନ୍ତି ରଣବୀର

ବଲିଉଡ୍‌ ଅଭିନେତା ରଣବୀର ସିଂ ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ବିଭିନ୍ନ ଆଡୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। ବଲିଉଡ୍‌ର ଆଗଧାଡିର ନାୟକ ରଣବୀର ଫିଲ୍ମ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। ତାଙ୍କ ଫିଲ୍ମ ଦେଖିବାକୁ ଦର୍ଶକ…

କରୋନା ନେଲା ଆଉ ଦୁଇ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ୩୮କୁ ବୃଦ୍ଧି

ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଏବଂ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ କରୋନା ଆକ୍ରାନ୍ତଙ୍କ…

ଅଧ୍ୟକ୍ଷ ପଦ ସମ୍ଭାଳିବାକୁ ରାଜି ନୁହେଁ ରାହୁଲ

ନୂଆଦିଲ୍ଲୀ,୬।୭: କଂଗ୍ରେସ ଦଳରେ ଖୁବ୍‌ଶୀଘ୍ର ବଡ ଧରଣର ଅଦଳବଦଳ ହେବାକୁ ଯାଉଥିବା ସୂଚନା ମିଳିଛି। ଯେଉଁ ନେତାମାନେ ସଚିବ ଓ ପ୍ରଭାରୀଙ୍କ ମଧ୍ୟରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ସେମାନଙ୍କ ମଧ୍ୟରୁ ଅଧିକାଂଶକୁ ମହାସଚିବ କରିବାର ଯୋଜନା ରହିଛି। ଏଥିରେ କେତେଜଣ…

ମାନସିକ ବିକାରଗସ୍ତ ଯୁବକଙ୍କ ଉନ୍ମତକାଣ୍ଡ: ଗୁହାଳରେ ଲଗାଇଲେ ନିଆଁ, ୧୦ ଛେଳି ଜୀବନ୍ତ ଦଗ୍ଧ

ବୈପାରିଗୁଡା, ୬।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ମାନସିକ ବିକାରଗସ୍ତ ଯୁବକ ଶୁକୁରାମ ଖିଲ ରବିବାର ରାତିରେ ନିଜ ଗୁହାଳରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗୁହାଳରେ ଥିବା ୧୦…

୬୮ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ଏହି ଅଭିନେତା

ବଲିଉଡ୍‌ର ସବୁଠୁ ପ୍ରତିଭାସମ୍ପନ୍ନ କଳାକାର ମଧ୍ୟରୁ ଅନ୍ୟତମ ରଣବୀର ସିଂ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୫, ଜୁଲାଇ ୬ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିବା ରଣବୀର ୨୦୧୦ ବ୍ୟାଣ୍ଡ୍‌ ବାଜା ବାରାଜ୍‌ ଜରିଆରେ ବଲିଉଡରେ ଡେବ୍ୟୁ କରିଥିଲେ। ଏହାପରଠାରୁ ସେ…

କଟକ ଶିଶୁଭବନ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୬ା୭: ସୋମବାର କଟକସ୍ଥିତ ଶିଶୁଭବନର ଆଉଟ୍‌ଡୋର ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟ୍‌ଡୋର ବନ୍ଦ ରହିବ ବୋଲି ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି। ତେବେ ଶିଶୁଭବନରେ ଜରୁରିକାଳୀନ ସେବା ଜାରି ରହିବ। ସୂଚନାଯୋଗ୍ୟ,…

କରୋନା ରୋଗୀଙ୍କୁ ଚିକିତ୍ସା କରିବାକୁ ଏଠି ନାହାନ୍ତି ଡାକ୍ତର

ନୂଆଦିଲ୍ଲୀ,୬।୭: କରୋନା ଭାଇରସ ଏବେ ମହାମାରୀର ରୂପ ନେଇଥିବା ବେଳେ ଏହାଠାରୁ ଦୂରେଇ ରହିବାକୁ ସରକାରୀ ଓ ବେସରକାରୀ ସ୍ତରରେ ସମସ୍ତ ଚେଷ୍ଟା ଜାରି ରହିଛି। ଏହାପରେ ବି କରୋନା ତା’ର କାୟା ବିସ୍ତାର କରି ଚାଲିଛି। କରୋନା ରୋଗୀଙ୍କ ପାଇଁ…

କୁଏତ୍‌ର ନୂଆ ବିଲ୍‌: ୮ଲକ୍ଷ ଭାରତୀୟ ଚାକିରି ହରାଇବା ଆଶଙ୍କା

କୁଏତ୍‌ ସିଟି,୬।୭: କୁଏତ୍‌ ସରକାର ନୂଆ ଅପ୍ରବାସୀ ବିଲ୍‌ ଆଣିବାକୁ ଯାଉଛନ୍ତି। ଏହା ଦ୍ୱାରା ଏଠାରେ ବାସ କରୁଥିବା ୮ଲକ୍ଷରୁ ଅଧିକ ଭାରତୀୟ ଚାକିରି ହରାଇବାର ଆଶଙ୍କା ସୃଷ୍ଟି। ସମ୍ପୃକ୍ତ ଭାରତୀୟଙ୍କୁ ବାଧ୍ୟ ହୋଇ ସ୍ବଦେଶ ଫେରିବାକୁ ହିଁ ପଡ଼ିପାରେ ବୋଲି…

ସ୍ବାମୀ ବିବେକାନନ୍ଦ ଯେଉଁଠି ଭାଷଣ ଦେଇ ବିଶ୍ୱବିଖ୍ୟାତ ହୋଇଥିଲେ ସେଠାରେ ଆଜି ଏମିତି ଲେଖା ଅଛି

ସ୍ବାମୀ ବିବେକାନନ୍ଦ ୧୮୯୩ ମହିହା ସେପ୍ଟେମ୍ବର ୧୧ରେ ଆମେରିକାର ଚିକାକୋ ସହରରେ ଭାଷଣ ଦେଇ ସାରା ବିଶ୍ୱକୁ ଥରାଇ ଦେଇଥିଲେ। ବିଶ୍ୱ ଧର୍ମ ସମ୍ମିଳନୀରେ ସେ ଦେଇଥିବା ଏହି ଭାଷଣର ପ୍ରତିଟି ଧାଡିରେ ଭାରତର ବେଦ ଉପନିଷେଦ କଥା କୁହାଯାଇଥିଲା। ଯେତେବେଳେ…

ଚାଇନାରେ ବ୍ୟୁବୋନିକ୍‌ ପ୍ଲେଗ୍‌ ଆତଙ୍କ: ୨ ଆକ୍ରାନ୍ତ ଚିହ୍ନଟ

ବେଜିଂ,୬।୭: ଚାଇନାରେ ଗୋଟିଏ ପରେ ଗୋଟିଏ ସଂକ୍ରମଣ ଆରମ୍ଭ ହେବାରେ ଲାଗିଛି। ସାରା ପୃଥିବୀରେ ଉହାନ ସହରରୁ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିବାର ଇତିମଧ୍ୟରେ ୬ ମାସ ବିତିଛି। ଚାଇନାରେ ଏବେ ବ୍ୟୁବୋନିକ୍‌ ପ୍ଲେଗ୍‌ ସଂକ୍ରମଣ ଆରମ୍ଭ ହୋଇଛି। ରବିବାର…

ଗାଲ ଧରିବାକୁ ହେଲେ ସ୍ତ୍ରୀଙ୍କ ଅନୁମତି ଆଣିବାକୁ ପଡିବ, ଯୁବରାଜଙ୍କୁ କାହିଁକି ଏମିତି କହିଲେ ରୋହିତ୍‌ ଶର୍ମା

ଭାରତୀୟ ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ସ୍ତ୍ରୀ ରିତିକା ସଜଦେହଙ୍କ ସହ ଏକ ରୋମାଣ୍ଟିକ ଫଟୋ ଶେୟାର କରିଛନ୍ତି। ଏହା ଦେଖି ତାଙ୍କୁ ଟ୍ରେଲ କରିଛନ୍ତି ପୂର୍ବତନ ଅଲରାଉରାଉଣ୍ଡର ଯୁବରାଜ ସିଂ। ରୋହିତ ଯେଉଁ ଫଟୋ ଶେୟାର କରିଛନ୍ତି ସେଥିରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri