Home Left

ଛାତ ଉପରେ ସ୍ତ୍ରୀଙ୍କ ସହ ବ୍ୟାଟିଂ ଅଭ୍ୟାସ କରୁଥିଲେ ଏହି ଖେଳାଳି, ଏବେ କଲେ କମାଲ୍‌

ଆଇପିଏଲ୍‌ ୨୦୨୦ରେ କୋଲକାତା ନାଇଟ ରାଇଡର୍ସ ଯୁବ ବ୍ୟାଟ୍ସମ୍ୟାନ ନୀତିଶ ରାଣା ଗୁରୁବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଦମ୍‌ଦାର ବ୍ୟାଟିଂ କରିଥିଲେ। ଚେନ୍ନାଇ ବିପକ୍ଷରେ ୬୧ ବଲରେ ସେ ୮୭ ରନର ଇନିଂସ ଖେଳିଥିଲେ। ଏହି ପାଳିରେ ରାଣା ୪ଟି…

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ହରଭଙ୍ଗା,୩୦ା୧୦(ଡି.ଏନ୍‌.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ସିଙ୍ଗାଣିବିଡ଼ା ନିକଟରେ ଗୁରୁବାର ରାତିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୃତ ଯୁବକ ଜଣକ ହରଭଙ୍ଗା ବ୍ଲକ ତିଲେଶ୍ବର ପଞ୍ଚାୟତ ବାଦିକଟା ଗ୍ରାମର ଅର୍ଜୁନ…

ବାୟୁ ପ୍ରଦୂଷଣ ରୋକିବ ନୂଆ ଆଇନ

ନୂଆଦିଲ୍ଲୀ,୩୦ା୧୦(ପି.ଟି.):ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ରୋକିବା ଲାଗି କେନ୍ଦ୍ର ସରକାର ଏକ ନୂଆ ଆଇନ ଆଣିଛନ୍ତି। ଆଇନରେ ପ୍ରଦୂଷଣକୁ ଏକ ଅପରାଧ ଭାବେ ନିଆଯାଇଛି। ଏହାର ଉଲ୍ଲଂଘନ କଲେ ୫ ବର୍ଷ ପର୍ଯ୍ୟନ୍ତ ଜେଲ୍‌ଦଣ୍ଡ ଏବଂ ୧ କୋଟି…

ଏହି ଲୋକପ୍ରିୟ ଅଭିନେତାଙ୍କୁ ଆକ୍ରମଣ: ଜୀବନରୁ ମାରିଦେବାକୁ ମିଳିଲା ଧମକ

ଛୋଟ ପରଦାର ଲୋକପ୍ରିୟ ଧାରାବାହିକ ‘ତାରକ ମେହତା କା ଓଲଟା ଚଶମା’ରେ ଗୋଗୀ ଭୂମିକାରେ ଅଭିନୟ କରୁଥିବା ଅଭିନେତା ସମୟ ଶାହଙ୍କ ଉପରେ ଆକ୍ରମଣ ହୋଇଛି। ଘର ବାହାରେ କିଛି ଦୁର୍ବୃତ୍ତ ତାଙ୍କ ଉପରକୁ ଆକ୍ରମଣ କରିଥିଲେ। ଖାଲି ସେତିକି ନୁହେଁ,…

ଦିଲ୍ଲୀରେ ବାୟୁ ପ୍ରଦୂଷଣ ଭାଙ୍ଗିଲା ରେକର୍ଡ, ଜଳୁଛି ଆଖି

ନୂଆଦିଲ୍ଲୀ,୩୦।୧୦: ଦୀପାବଳି ପୂର୍ବରୁ ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଚିନ୍ତାଜନକ ହୋଇଛି। ଶୁକ୍ରବାର ଦିଲ୍ଲୀର ବୱାନା ଅଞ୍ଚଳରେ ବାୟୁ ଗୁଣବତ୍ତର ସୂଚକାଙ୍କ(ଏକ୍ୟୁଆଇ) ଚଳିତ ସିଜିନ୍‌ରେ ରେକର୍ଡ ଭାଙ୍ଗିଛି। ପ୍ରଦୂଷଣ ସ୍ତର ୪୪୭ରେ ପହଞ୍ଚିଛି। ଏଠାରେ ରହୁଥିବା ଏବଂ ଏହି ଅଞ୍ଚଳ ଦେଇ…

ଏହି ଲୋକପ୍ରିୟ ଅଭିନେତା ଗୋଡ଼ରେ କଲେ ଖାସ୍‌ ଟାଟୁ: ଏଥିପାଇଁ ଲାଗିଲା ୩୦ ଘଣ୍ଟା

ବଲିଉଡ୍‌ ଅଭିନେତା କୁନାଲ ଖେମୁ ଟାଟୁ କରିବାକୁ ବହୁତ ଭଲ ପାଆନ୍ତି। କିଛିଦିନ ତଳେ ସେ ଝିଅ ଇନାୟାଙ୍କ ଜନ୍ମଦିନରେ ଝିଅ ନାମରେ ନିଜ ଛାତିରେ ଏକ ଟାଟୁ ତିଆରି କରିଥିଲେ। ଉକ୍ତ ଟାଟୁ ତାଙ୍କ ପାଇଁ ସବୁଠାରୁ ସ୍ବତନ୍ତ୍ର ।…

ସଭାମଞ୍ଚରୁ ଖସିପଡିଲେ କଂଗ୍ରେସ ନେତା

ପାଟନା,୩୦।୧୦: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏବେ ପ୍ରଚାର ଜୋରଦାର ଚାଲିଛି। ଜଲେ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିବା କଂଗ୍ରେସ ପ୍ରାର୍ଥୀ ମଶକୁର ଅହମ୍ମଦ ଉସମାନୀ ଦରଭଙ୍ଗାରେ ପ୍ରଚାର କରୁଥିବା ବେଳେ…

ବିବାହ ପରେ ନାମ ବଦଳାଇଲେ ନେହା କକ୍କର: ଜାଣନ୍ତୁ କ’ଣ ରଖିଲେ…

ବଲିଉଡ୍‌ ଗାୟିକା ନେହା କକ୍କର ଏବଂ ରୋହନପ୍ରିତ ସିଂହ ଇତିମଧ୍ୟରେ ବିବାହ ବନ୍ଧନରେ ବାନ୍ଧି ହୋଇଯାଇଛନ୍ତି। ବିବାହ ପରେ ଏହି ଯୋଡି ନିଜର ନୂଆ ଜୀବନ ଆରମ୍ଭ କରିଛନ୍ତି। ତେବେ ଏହି ବିବାହ ହେଉଛି ଚଳିତ ବର୍ଷର ଚର୍ଚ୍ଚିତ ବିବାହ। ବିବାହ…

ଆଇସିଏମ୍‌ଆର୍‌ର ବଡ ଘୋଷଣା: କରୋନା ମୁକାବିଲା କରିବ ବିସିଜି ଟିକା

ନୂଆଦିଲ୍ଲୀ, ୩୦।୧୦: ମହାମାରୀ କରୋନା ରୋକିବାକୁ ଏବେ ବିଶ୍ୱର ଅନେକ ଦେଶ ଟିକା ପ୍ରସ୍ତୁତିରେ ଲାଗିପଡିଛନ୍ତି। ଏହି ସମୟରେ ଆଇସିଏମ୍‌ଆର୍‌ ଏକ ଆଶ୍ୱସ୍ତିକର ଖବର ଦେଇଛି। ଆଇସିଏମ୍‌ଆର୍‌ ବୈଜ୍ଞାନିକଙ୍କ ମୁତାବକ ଟ୍ୟୁବୋରକ୍ଲୋସିସ୍‌ରୁ ରକ୍ଷା ପାଇବା ପାଇଁ ବ୍ୟବହାର କରାଯାଉଥିବା ବିସିଜି ଟିକା…

ରାଜ୍ୟରେ ଅନୁଭୂତ ହେଲାଣି ଶୀତ, ୧୫ ଡିଗ୍ରୀ ତଳେ ୪ ସହରର ତାପମାତ୍ରା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ରାଜ୍ୟରୁ ମୌସୁମୀ ଫେରିଯାଇଛି। ମୌସୁମୀ ଫେରିଯିବା ପରେ ବିଭିନ୍ନ ସ୍ଥାନରେ ବର୍ତ୍ତମାନ ଶୀତ ଅନୁଭୂତ ହେଲାଣି। ରାଜ୍ୟରେ ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ସୋନପୁରରେ ତାପମାତ୍ରା ୧୨.୮ ଡିଗ୍ରୀ ରହିଛି। ଯାହାକି ସବୁଠୁ ଥଣ୍ଡା ସହର…

କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ଗାନ୍ଧିନଗର,୩୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯାଇଛନ୍ତି। ଶୁକ୍ରବାର ସକାଳେ ଗାନ୍ଧିନଗରରେ ପହଞ୍ଚି ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୋଦି। ପ୍ରଥମେ ତାଙ୍କ ଘରେ ପହଞ୍ଚି ସମବେଦନା ଜଣାଇଲେ ହୋଇଥିଲେ। ଦୁଇଥର ଗୁଜରାଟର…

ଆଜି ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’, ପ୍ରସ୍ତୁତି ଜୋର୍‌ଦାର

ରଘୁନାଥପୁର,୩୦ା୧୦(ଡି.ଏନ.ଏ.): ତିର୍ତ୍ତୋଲ ଉପନିବାର୍ଚନ ପାଇଁ ଜମୁଛି ପ୍ରଚାର। ନିଜ ଦଳ ସପକ୍ଷରେ ଭୋଟ୍‌ ଭିକ୍ଷା କରିବା ପାଇଁ ବିଧାୟକ, ମନ୍ତ୍ରୀ ଏବେ ତିର୍ତ୍ତୋଲ ଅଞ୍ଚଳରେ ଡେରା ପକାଇଛନ୍ତି। ଏହିକ୍ରମରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦଳୀୟ ପ୍ରାର୍ଥୀ ରାଜକିଶୋର ବେହେରାଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?