Home Left

ଭାରତରେ ମାନୁଫାକ୍‌ଚରିଂ ହବ୍‌ ସ୍ଥାପନ କଷ୍ଟସାଧ୍ୟ କାହିଁକି; ନିଜ ପୁସ୍ତକରେ ଉତ୍ତର ରଖିଲେ ମାରୁତି ସୁଜୁକି ଅଧ୍ୟକ୍ଷ

ନୂଆଦିଲ୍ଲୀ,୬।୭ : ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି)କୁ ମାନୁଫାକଚରିଂର ଯୋଗଦାନ ୧୫% ରହିଛି। ଏଭଳି ସ୍ଥିତିରେ ଚାଇନା ଅର୍ଥ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ମାନୁଫାକଚରିଂ ଉପରେ ନିର୍ଭର କରିଥାଏ। ଚାଇନା ସେନାର ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ…

ରଥଯାତ୍ରାରେ ସାମିଲ ହୋଇଥିଲେ ଅଣସେବକ

ପୁରୀ ଅଫିସ,୬ା୭: ଆଇନର କାଠଗଡ଼ା ଭିତରେ ଦୀର୍ଘଦିନ ଲଢେଇ ଚାଲିଲା। ପ୍ରଥମେ ନାଁ ଓ ପରେ ହଁ କହିଲେ ସୁପ୍ରିମକୋର୍ଟ। ଶେଷରେ ପୁରୀ ରଥଯାତ୍ରାକୁ ଦେଲେ ସର୍ତ୍ତମୂଳକ ଅନୁମତି। ବିନା ଭକ୍ତରେ ହେବ ରଥଯାତ୍ରା। କରୋନା ସଂକ୍ରମଣ ଯେପରି ନ ବ୍ୟାପିବ…

ବୋଟାସ ଜିତିଲେ ଅଷ୍ଟ୍ରିଆନ ଗ୍ରାଁ ପ୍ରି

ସ୍ପେଲବର୍ଗ(ଅଷ୍ଟ୍ରିଆ), ୬।୭: ରବିବାର ଅନୁଷ୍ଠିତ ସିଜନ ଆରମ୍ଭ ଅଷ୍ଟ୍ରିଆନ ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ମର୍ସିଡିଜ୍‌ ଡ୍ରାଇଭର ଭାଲ୍‌ଟେରି ବୋଟାସ। ପୋଲ୍‌ ପୋଜିଶନରୁ ରେସ୍‌ ଆରମ୍ଭ କରିଥିବା ବୋଟାସ ୧:୩୦:୫୫.୭୩୯ ସେକେଣ୍ଡ ସମୟ ନେଇ ବାଜି…

ଶିକ୍ଷକଙ୍କୁ କୋଭିଡ୍‌ ଦାୟିତ୍ୱ ନ ଦେବାକୁ ଓଷ୍ଟାର ଦାବି

ଭଞ୍ଜନଗର,୬।୭(ଡି.ଏନ.ଏ.)- କୋଭିଡ୍‌-୧୯ ପରିଚାଳନା ଦାୟିତ୍ୱରେ ଥିବା ଗଞ୍ଜାମ ଜିଲାର ୨ ଶିକ୍ଷକଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଶିକ୍ଷକମାନଙ୍କୁ ସିଧାସଳଖ କୋଭିଡ୍‌ ଦାୟିତ୍ୱ ଅଗଷ୍ଟ ୩୧ ପର୍ଯ୍ୟନ୍ତ ନଦେବାକୁ ଓଷ୍ଟା ରାଜ୍ୟ ସଂଘ ଉପ ସଭାପତି ସନ୍ତୋଷ ଜେନା ରବିବାର ସଂଘର…

ବ୍ଲାକ୍‌ ହୋଲରୁ ବିଶ୍ୱ ସୃଷ୍ଟି

ବିଶ୍ୱ ସୃଷ୍ଟି ପଛରେ କି ରହସ୍ୟ ଅଛି ତାହା ଜାଣିବା ପାଇଁ ପ୍ରୟାସ ଜାରି ରହିଛି। ଏହି ତାଲିକାରେ ନିକଟରେ ଆଉ ଏକ ରୋମାଞ୍ଚକର ତଥ୍ୟ ସାମିଲ କରାଯାଇଛି। ଅଷ୍ଟ୍ରେଲିଆର ମହାକାଶବିଜ୍ଞାନୀମାନେ ଏ ନେଇ ଗବେଷଣା କରି ଏପରି ତଥ୍ୟ ବିଷୟରେ…

କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ

ନୂଆଦିଲ୍ଲୀ, ୫ା୭ (ପି.ଟି.)-ଭାରତର କ୍ରିକେଟ ଅଧିନାୟକ ବିରାଟ କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଛନ୍ତି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା। ଏହାର ସତ୍ୟତା ନେଇ ଯାଞ୍ଚ ଚାଲିଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ସଙ୍ଗରୋଧ କେନ୍ଦ୍ରରୁ ଫେରୁଥିବା ମା’ ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

ପାତ୍ରପୁର,୫ା୭(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ଜରଡ଼ା ଥାନା ଅଞ୍ଚଳର ଏକ ସଙ୍ଗରୋଧ କେନ୍ଦ୍ରରୁ ଚାଲିଚାଲି ଫେରୁଥିବା ମା’ ପୁଅଙ୍କୁ ରବିବାର ଅଜଣା ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆହତମାନେ ହେଲେ ପାତ୍ରପୁର ଗ୍ରାମର ତ୍ରିବେଣୀ ମହାନ୍ତି ଓ ତାଙ୍କ ପୁଅ ସୁଶାନ୍ତ। ଏନେଇ…

ଆସନ୍ତାକାଲି ୩ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୫।୭(ବ୍ୟୁରୋ)- ସାରା ରାଜ୍ୟରେ ମୌସୁମୀବାୟୁ ସକ୍ରିୟ ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। କିନ୍ତୁ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ହେବ।…

ଥାନାରେ ପହଞ୍ଚତ୍ଲା ୫ ବର୍ଷ ତଳର ଗଧ ଚୋରି ମାମଲା; ମନ୍ଦିରରେ ସ୍ଥିର ହେଲା ମାଲିକାନା

ଭିଲ୍‌ବାଡା, ୫।୭- ଜମି, ସମ୍ପତ୍ତିକୁ ନେଇ ଦୁଇ ପକ୍ଷ ଲୋକଙ୍କ ମଧ୍ୟରେ ବିବାଦ ହୋଇଥିବା ଏକ ସାଧାରଣ କଥା। ଏହାର ସମାଧାନ ପାଇଁ ଲୋକେ ଥାନା, କୋର୍ଟ, କଚେରୀକୁ ମଧ୍ୟ ଯାଇଥାନ୍ତି। କିନ୍ତୁ ରାଜସ୍ଥାନ ଭିଲ୍‌ବାଡା ଜିଲାର କୋଟ୍‌ଡି ଥାନା ଅଞ୍ଚଳରେ…

କେବେ ଆସିବ କରୋନା ଟିକା, ସରକାର ଦେଲେ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ,୫।୭:ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମ୍‌ଆର୍‌) କରୋନା ଭାଇରସ୍‌ ଟିକା ପ୍ରସ୍ତୁତ କରିବା ଅଭିଯାନକୁ ଜୋର୍‌ଦାର କରି ଅଗଷ୍ଟ ୧୫ ତାରିଖରେ ଏହି ଟିକା ଲଞ୍ଚ୍‌…

ବର୍ଷେ ପର୍ଯ୍ୟନ୍ତ ଜାରି ରହିବ କରୋନା ନିୟମ

ଥିରୁଭାନନ୍ତପୁରମ୍‌,୫।୭: ଆଗାମୀ ବର୍ଷେ ଯାଏ କରୋନା ନିୟମ ମାନିବାକୁ ରାଜ୍ୟବାସୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେରଳ ସରକାର। କରୋନା ସଂକ୍ରମଣକୁ ରୋକିବା ପାଇଁ ରବିବାର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଫଳରେ ଆଗାମୀ ଜୁଲାଇ ୨୦୨୧ ଯାଏ କରୋନା ନିୟମ ଅବଧି…

ମହମବତୀ କାରଖାନାରେ ଲାଗିଲା ନିଆଁ, ୭ଜଣଙ୍କ ଜୀବନଗଲା

ଗାଜିଆବାଦ୍‌, ୫।୭: ଉତ୍ତରପ୍ରଦେଶର ଗାଜିଆବାଦ ଜିଲା ମୋଦିନଗର ଅଞ୍ଚଳରେ ଥିବା ଏକ ମହମବତୀ ତିଆରି କାରଖଶାରେ ଭୀଷଣ ନିଆଁ ଲାଗିଯାଇଛି। ଫଲରେ ୭ଜଣ ଜୀବନ୍ତଦଗ୍ଧ ହୋଇଥିବାବେଳେ ୪ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି। ଏବେ ବି କାରଖାନା ଭିତରେ ଅନେକ କର୍ମଚାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri