Home Left

ଭେଣ୍ଟିଲେଟରରେ ଥିଲେ ସ୍ବାମୀ, ସ୍ତ୍ରୀ ଦେଲେ ଏମିତି ଉପହାର ଯାହା ଜାଣି ହେବେ ଆଶ୍ଚର୍ଯ୍ୟ

ଲଣ୍ଡନ: କରୋନା ସାରା ବିଶ୍ୱରେ କାୟା ବିସ୍ତାର କରିଛି। ଏହି ମହାମାରୀ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଲାଣି। କରୋନାରେ ସମ୍ପର୍କୀୟଙ୍କୁ ହରାଇ ଅନେକ ଲୋକ ଭାଙ୍ଗି ମଧ୍ୟ ପଡିଛନ୍ତି। ସେମିତି ଜଣେ ମହିଳା ହେଉଛନ୍ତି କାନନ ପଟେଲ। ବ୍ରିଟେନରେ ରହୁଥିବା…

ବିବାହ ପୂର୍ବରୁ ବିୟୁଟି ପାର୍ଲରରେ ଯୁବତୀଙ୍କୁ ହତ୍ୟା

ରତଲାମ୍‌, ୫।୭- ଆଉ କିଛି ଘଣ୍ଟା ପରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥାନ୍ତେ ଯୁବତୀ। ଏଥିପୂର୍ବରୁ ବିୟୁଟି ପାର୍ଲର ଯାଇ ଯୁବତୀ ଜଣଙ୍କ ନିଜକୁ ପ୍ରସ୍ତୁତ କରିନେଉଥିଲେ। କିନ୍ତୁ ହଠାତ୍‌ ଜଣେ ଯୁବକ ବିୟୁଟି ପାର୍ଲର ମଧ୍ୟରେ ପ୍ରବେଶ କରି ତାଙ୍କୁ…

ପ୍ରଥମେ ଚାଇନାରେ କେମିତି ବ୍ୟାପିଥିଲା କରୋନା, ଡବ୍ଲୁଏଚ୍‌ଓ ଯାଞ୍ଚ୍‌ ପୂର୍ବରୁ ହେଲା ଖୁଲାସା

ବେଜିଂ,୫।୭: ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନା ଭୂତାଣୁ ୨୧୩ଟି ଏବେ କାୟା ବିସ୍ତାର କରିଛି। ଏକ ରିପୋର୍ଟରୁ ଜଣାପଡିଛି ଯେ ୭ ବର୍ଷ ପୂର୍ବେ ଚାଇନାରେ ଏକ ଭାଇରସ ଚିହ୍ନଟ ହୋଇଥିଲା ଯାହା ବର୍ତ୍ତମାନ କରୋନା ଜୀବାଣୁ ଭଳି ଥିଲା।…

ଆଇପିଏଲ୍‌ରେ ୧୫.୫ କୋଟିରେ ନିଲାମୀ ସତ୍ତ୍ୱେ ବଦଳିନି ଏହି ଖେଳାଳିଙ୍କ ଜୀବନ

ନୂଆଦିଲ୍ଲୀ, ୫।୭- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି ସବୁ ଖେଳାଳିଙ୍କ ସ୍ବପ୍ନ ରହିଥାଏ। ଆଇପିଏଲ୍‌ ଖେଳିବା ଦ୍ୱାରା ଅନେକ ଖେଳାଳିଙ୍କ ଜୀବନରେ ପରିବର୍ତ୍ତନ ଆସିଛି। ଆଇପିଏଲ୍‌ର ଗତ ଖେଳାଳି ନିଲାମୀରେ ସର୍ବାଧିକ…

ବୃଦ୍ଧାଙ୍କ ଜୀବନ ନେଲା ପାଗଳା ଗାଈ

ବୌଦ୍ଧ,୫।୭(ସ୍ବ.ପ୍ର)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବନ୍ଧାପଥର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପାଗଳା ଗାଈ ଆକ୍ରମଣରେ ସେହି ଗ୍ରାମର ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମର ଗୋଟିଏ ଗାଈକୁ କିଛିଦିନ…

କରୋନା ଲାଗି କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ୍‌ ଅଫିସ ୭ ଦିନ ବନ୍ଦ

କୋଲକାତା, ୫।୭- ସ୍ଥାନୀୟ ଐତିହାସିକ ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡର ଜଣେ ଅସ୍ଥାୟୀ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) କାର୍ଯ୍ୟାଳୟକୁ ରବିବାରଠାରୁ ୭ ଦିନ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସିଏବିର…

ବସ୍‌ରେ ଆରମ୍ଭ ହୋଇଥିଲା ଏହି ପ୍ରସିଦ୍ଧ ଭାଜପା ନେତାଙ୍କ ଲଭ୍‌ଷ୍ଟୋରୀ

ଭାରତୀୟ ଜନତା ପାର୍ଟିର ପ୍ରସିଦ୍ଧ ନେତା ଶାହନୱାଜ ହୁସେନ ଦିଲ୍ଲୀର ହିନ୍ଦୁ ଯୁବତୀ ରେଣୁଙ୍କୁ ବିବାହ କରିଥିଲେ, କିନ୍ତୁ ଏଥିପାଇଁ ତାଙ୍କୁ ୯ ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡୁଥିଲା। ୧୯୮୬ରେ, ସ୍ନାତକୋତ୍ତର ପଢୁଥିବାବେଳେ ଶାହନୱାଜ ଏଡିଟିସି ବସରେ ଯାତ୍ରା କରୁଥିଲେ।…

ଆଫ୍ରିଦୀଙ୍କ ବିବାଦୀୟ ବୟାନ: ହାରିବା ପରେ ପାକିସ୍ତାନ ନିକଟରେ କ୍ଷମା ମାଗୁଥିଲା ଭାରତ

କରାଚୀ, ୫।୭- ୨୦୧୬ରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇସାରିଥିବା ପାକିସ୍ତାନର ଷ୍ଟାର୍‌ ଅଲ୍‌ରାଉଣ୍ଡର ଶାହିଦ୍‌ ଆଫ୍ରିଦୀ ନିଜର ବିବାଦୀୟ ବୟାନ ଲାଗି ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଭାରତ ବିପକ୍ଷରେ ବୟାନ ଦେବାକୁ ମଧ୍ୟ ସେ ସବୁବେଳେ ଭଲ ପାଇଥାନ୍ତି। ନିକଟରେ କରୋନା…

ମିଳିଲାନି ସାହାଯ୍ୟ, ମା’ଙ୍କ ମୃତଦେହକୁ ବ୍ୟାଗ୍‌ରେ ବାନ୍ଧି ନେଲେ ପୁଅ

ମୁମ୍ବାଇ,୫।୭: ମୁମ୍ବାଇର ଏକ ଡାକ୍ତରଖାନାରେ କର୍ମଚାରୀଙ୍କ ଉଦାସୀନତା ହେତୁ ଜଣେ ଯୁବକ ନିଜ ମା’ଙ୍କ ମୃତଦେହକୁ ଏକ ବ୍ୟାଗରେ ପୂରାଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବାକୁ ପଡିଛି। କରୋନା ଯୋଗୁ ମା’ଙ୍କ ମୃତ୍ୟୁ ହେବାରୁ କୌଣସି କର୍ମଚାରୀ ମୃତଦେହ ନେବାକୁ ରାଜି ନ…

ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ସହି ପାରିଲେନି: ଏମ୍‌କେସିଜିରେ ଆଖି ବୁଜିଲେ ନାବାଳିକା ପ୍ରଶଂସକ

ବ୍ରହ୍ମପୁର ଅଫିସ,୫।୭: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଖବରକୁ ସହଜରେ ଗହଣ କରିପାରୁ ନାହାନ୍ତି ପ୍ରଶଂସକ। ଏଭଳି ତାଙ୍କ ଆତ୍ମହତ୍ୟା ପରେ ତାଙ୍କ କେତେଜଣ ପ୍ରଶଂସକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଏଭଳି ଏକ ଘଟଣା ଘଟାଇ ଶେଷରେ…

ନିଜ ଇଚ୍ଛାରେ କରୋନା ସଂକ୍ରମିତ ହେବାକୁ ଚାହୁଁଛନ୍ତି ୩୦ ହଜାରରୁ ଅଧିକ ଲୋକ !

ନୂଆଦିଲ୍ଲୀ,୫।୭: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏବେ ପର୍ଯ୍ୟନ୍ତ ଏହାର କୌଣସି ଔଷଧ ବା ଟିକା ବାହାରି ପାରି ନାହିଁ। ପ୍ରାୟ ସମସ୍ତ ବିକାଶଶୀଳ ଦେଶ ଏବେ କରୋନା ଭ୍ୟାକ୍ସିନ ପ୍ରସ୍ତୁତ କାମରେ ଲାଗି…

କରୋନାରୁ ରକ୍ଷା ପାଇବା ପାଇଁ ଦମ୍ପତି ନେଲେ ଏହି ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବିଶ୍ୱର ଅଧିକାଂଶ ଦେଶ ଏବେ କରୋନା ମହାମାରୀ ସହ ସଂଘର୍ଷ କରୁଛନ୍ତି। ଏହି ମାରାତ୍ମକ ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପ୍ରତ୍ୟେକ ଦେଶ କିଛି ନା କିଛି ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ସମୟରେ ଋଷ୍‌ର ଏକ ଦମ୍ପତି କରୋନାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri