ବାର୍ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ଚାଲିଗଲା ଜଣଙ୍କ ଜୀବନ, ୨ ଗୁରୁତର
ଶେରଗଡ଼,୨୯ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ବଳରାମପୁର ନିକଟସ୍ଥ ଭୀମପୁରା ଗ୍ରାମରେ ଗୁରୁବାର ସକାଳେ ଏକ ଅଘଟଣ ଘଟିଛି। ବାର୍ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ…
ଭାରତ ବିପକ୍ଷ ଏକଦିବସୀୟ, ଟି-୨୦ ସିରିଜ୍ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା
ସିଡନୀ,୨୯।୧୦: ଆସନ୍ତା ଜାନୁୟାରୀରେ ଭାରତ କ୍ରିକେଟ୍ ଦଳ ଅଷ୍ଟ୍ରେଲିଆ ଗସ୍ତ କରିବ। ଏହି ଗସ୍ତରେ ଉଭୟ ଦଳ ଟି-୨୦, ଏକଦିବସୀୟ ଏବଂ ଟେଷ୍ଟ ସିରିଜ୍ ଖେଳାଯିବ। ଭାରତ ବିପକ୍ଷ ଦିନିକିଆ ଓ ଟି-୨୦ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳର ଘୋଷଣା କରାଯାଇଛି।…
‘ଲଭ୍-ହଷ୍ଟେଲ’ର ଘୋଷଣା କଲେ ଶାହାରୁଖ
ମୁମ୍ବାଇ: କରୋନା ମହାମାରୀକୁ ନେଇ ଚାଲିଥିବା ଲକ୍ଡାଉନ ସରିଥିଲେ ବି ଏବେ ବଲିଉଡ୍ରେ ଖୁବ୍ କମ୍ ନୂଆ ଫିଲ୍ମର ଘୋଷଣା କରାଯାଉଛି । ଏବେ ଶାହାରୁଖ ଖାଁଙ୍କ ରେଡ ଚିଲିଜ ଏଣ୍ଟରଟେନମେଣ୍ଟ ଓ ଦୃଶ୍ୟମ ଫିଲ୍ମ ନୂଆ ଫିଲ୍ମ ‘ଲଭ-ହଷ୍ଟଲ’ର ଘୋଷଣା…
ଅଭିନନ୍ଦନଙ୍କୁ ଅଟକ ରଖି ଭୟଭୀତ ହୋଇଯାଇଥିଲା ପାକିସ୍ତାନ
ଇସଲାମାବାଦ,୨୯।୧୦: ୨୦୧୯ରେ ଭାରତୀୟ ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଅଟକ ରଖି ଭୟଭୀତ ହୋଇଯାଇଥିଲା ପାକିସ୍ତାନ। ସଂସଦରେ ଏକଥା ଖୁଲାସା କରିଛନ୍ତି ପାକିସ୍ତାନର ବିରୋଧୀ ଦଳ ପାକିସ୍ତାନ ମୁସଲିମ ଲିଗ ଦଳର ଏମ୍ପି ଆୟାଜ ସାଦିକ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ବୈଦେଶିକ…
ମାଛ ଦୋକାନୀଙ୍କୁ ରାଗିକି ମୁହଁ ମୋଡିଲା କାଉ, ଦେଖନ୍ତୁ କାହିଁକି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…
ହିରୋପନ୍ତି ୨, ବାଗି ୪ ପାଇଁ ୨୫ଟି ଦେଶରେ ଶୁଟିଂ କରିବେ ଟାଇଗର
ମୁମ୍ବାଇ: ବଲିଉଡ୍ ନାୟକ ଟାଇଗର ଶ୍ରଫ ‘ହିରୋପନ୍ତି ୨’ ଓ ‘ବାଗି ୪’ର ଶୁଟିଂ ପାଇଁ ପ୍ରସ୍ତୁତ ହୋଇ ସାରିଲେଣି । ପୁଣି ଏକ ଧମାକାଦାର ଏଣ୍ଟ୍ରି ସହ ଦର୍ଶକଙ୍କ ମନୋରଞ୍ଚନ କରିବା ଲକ୍ଷ୍ୟରେ ଅଛନ୍ତି ଟାଇଗର । ଲକ୍ଡାଉନ ପରେ…
ମୁଙ୍ଗେର ହିଂସା: ହଟିଲେ ଡିଏମ୍-ଏସ୍ପି
ପାଟନା, ୨୯।୧୦: ଦଶହରାରେ ଦୁର୍ଗା ମୂର୍ତ୍ତି ବିସର୍ଜନ ସମୟରେ ବିହାରର ମୁଙ୍ଗେରରେ ହୋଇଥିବା ହିଂସା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଡିଏମ୍ ଏବଂ ଏସ୍ପି ଲିପି ସିଂଙ୍କ ହଟାଇ ଦିଆଯାଇଛି। ଲିପି ସିଂ ଲୋକଙ୍କ ଉପରେ…
ନୂଆ ଘର କିଣୁଛନ୍ତି କି? ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ: କେବେ ହେବାକୁ ପଡ଼ିବ ନାହିଁ ଚିନ୍ତିତ
ସୁଖମୟ ଜୀବନଯାପନ ପାଇଁ ଆଚାର୍ଯ୍ୟ ଚାଣକ୍ୟ ଅନେକ କିଛି କହିଛନ୍ତି। ଜୀବନର ମୂଲ୍ୟଠାରୁ ଆରମ୍ଭ କରି ଘର କିଣିବା ପର୍ଯ୍ୟନ୍ତ ସେ ତାଙ୍କ ନୀତିଶାସ୍ତ୍ରରେ ଉଲ୍ଲେଖ କରିଛନ୍ତି। ଜଣେ ବ୍ୟକ୍ତି କେଉଁ ସ୍ଥାନରେ ଘର ନିର୍ମାଣ କରିବା ଉଚିତ୍ ଆଚାର୍ଯ୍ୟ ଚାଣକ୍ୟ…
ଘାଟିକୁଣ୍ଡ୍ରୁରେ ଲାଗିଛି ମାଓବାଦୀ ପୋଷ୍ଟର
ଭବାନୀପାଟଣା,୨୯।୧୦(ଡି.ଏନ୍.ଏ.): ବେଶ୍ କିଛି ଦିନ ନୀରବତା ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଲାଲବାହିନୀ ତାର ଉପସ୍ଥିତି ଜାହିର କରିଛି। ଗୁରୁବାର ସକାଳୁ ମାଳିଯୁବାଙ୍ଗ ପଞ୍ଚାୟତ ଘାଟିକୁଣ୍ଡ୍ରୁଠାରେ ମାଓବାଦୀ ବ୍ୟାନର ଓ ପୋଷ୍ଟର ମାରିବା ସହ ସରକାର ଓ ପୋଲିସର ଦମନଲୀଳା…
ଅଭିନେତାରୁ ନିର୍ଦ୍ଦେଶକ
ଓଡ଼ଆ ଚଳଚ୍ଚିତ୍ର ‘ରୁପା ଗାଁରେ ସୁନା କନିଆ’ରୁ ଆରମ୍ଭ ହୋଇଥିଲା ତାଙ୍କର ଅଭିନୟ ଜୀବନ। ପରବର୍ତ୍ତୀ ସମୟରେ ସେ ‘ସ୍ତ୍ରୀ’, ‘ସତମିଛ’, ‘କିଏ ପୋଛିବ ମୋ ମା’ ଆଖିର ଲୁହ’ରେ ଆକ୍ଟିଂ କରିଥିଲେ। ଆଉ ଏବେ ସେ ନିଜକୁ ଜଣେ ସଫଳ…
ପଶ୍ଚିମବଙ୍ଗରେ ଗଣତନ୍ତ୍ର ଲୋପ ପାଇଛି: ରାଜ୍ୟପାଳଙ୍କ ଅଭିଯୋଗ
ନୂଆଦିଲ୍ଲୀ, ୨୯।୧୦: ପଶ୍ଚିମବଙ୍ଗରେ ଗଣତନ୍ତ୍ର ଲୋପ ପାଇଛି। ରାଜ୍ୟରେ ଜଙ୍ଗଲ ଆଇନ ଚାଲିଛି ବୋଲି ରାଜ୍ୟପାଳ ଜଗଦୀପ୍ ଧନକର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରି ଏଭଳି କହିଛନ୍ତି। ସେ ଶାହାଙ୍କୁ ତାଙ୍କ ବାସଭବନରେ ଭେଟି ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି…
ହେଲିକପ୍ଟର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମନୋଜ ତିୱାରୀ
ପାଟନା,୨୯ ।୧୦: ବିହାର ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଚାଲିଥିବା ବେଳେ ଏକ ବଡ ଧରଣର ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି । ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ତଥା ଭୋଜପୁରୀ ଷ୍ଟାର ମନୋଜ ତିୱାରୀ ଏକ ହେଲିକପ୍ଟରରେ ଯିବା ସମୟରେ…

