ବୀମାରାଶି ଲାଗି ତେଜିଲା ଚାଷୀ ଆନ୍ଦୋଳନ: ଅଟକାଇଲେ ଏମ୍ପିଙ୍କ ଗାଡ଼ି
ପାଟଣାଗଡ଼,୨୯।୧୦ (ଡି.ଏନ୍.ଏ.): ବଲାଙ୍ଗୀର ଜିଲାପାଟଣାଗଡ ବ୍ଲକ ଏକ ଚିର ମରୁଡି ପ୍ରପୀଡ଼ିତ ଅଞ୍ଚଳ। ୨୦୧୯-୨୦ ଖରିଫ ଋତୁରେ ମଧ୍ୟ ଏଠାରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ୨୦୧୯-୨୦ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପାଟଣାଗଡ଼ ବ୍ଲକର ଅଧିକାଂଶ ଚାଷୀ ଫସଲ…
ପ୍ରଶଂସା ଅନ୍ତରାଳେ
କରୀନା ଏବେ ଆମୀରଙ୍କ ପ୍ରଶଂସାରେ ଶତମୁଖ। କଥା କ’ଣ କି ଦୁହେଁ ଏବେ ନିର୍ମାଣାଧୀନ ହିନ୍ଦୀ ସିନେମା ‘ଲାଲ୍ ସିଂ ଚଢ଼ା’ରେ ଅଭିନୟ କରୁଛନ୍ତି। ତେବେ ଏହି ଫିଲ୍ମରେ ନିଜ ଭୂମିକାକୁ ନେଇ ବେଶ୍ ଆଶାବାଦୀ ଅଛନ୍ତି କରୀନା। ବର୍ତ୍ତମାନ ସେ…
ବରଗଡ଼ରେ ଖସୁଛି କରୋନା ଗ୍ରାଫ୍: ଆଜି ମାତ୍ର ୩୫ ପଜିଟିଭ୍ ଚିହ୍ନଟ, ୮୫୩୪ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
ବରଗଡ଼ ଅଫିସ,୨୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗୁରୁବାର ଜିଲାରେ ମାତ୍ର ୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ଜଣେ, ବରଗଡ଼ ବ୍ଲକର ୨, ଅତାବିରା ବ୍ଲକର ୪, ପଦ୍ମପୁର ବ୍ଲକର…
ନିର୍ବାଚନ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ଆସନରେ ବସି ପାରିବେନି ନୀତୀଶ: ଚିରାଗ
ପାଟନା,୨୯ ।୧୦: ବିହାରରେ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନ ଲାଗି ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଡା ସୁରକ୍ଷା ମଧ୍ୟରେ ଓ କରୋନା କଟକଣା ସହ ଶେଷ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୭୧ ବିଧାନସଭା ଆସନ ପାଇଁ…
ବିବାହ ବନ୍ଧନରେ ବାନ୍ଧିହେଲେ ହରିଶ ସାଲ୍ଭେ
ଲଣ୍ଡନ,୨୯ା୧୦: ଜଣାଶୁଣା ଓକିଲ ତଥା ଭାରତର ପୂର୍ବତନ ସଲିସିଟର ଜେନେରାଲ ହରିଶ ସାଲଭେ ବୁଧବାର ତାଙ୍କ ବନ୍ଧୁ କାରୋଲିନ୍ ବ୍ରୋସାର୍ଡଙ୍କ ସହ ଲଣ୍ଡନର ଏକ ଚର୍ଚ୍ଚରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। କରୋନା ଗାଇଡ ଲାଇନ ଅନୁସରଣ କରି ଉଭୟେ ଚର୍ଚ୍ଚରେ…
ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହିଲା ରକ୍ତ
ବାରିପଦା ଅଫିସ,୨୯। ୧୦: ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହୁଛି ରକ୍ତ, ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ସହର ୨୫ ନଂ. ଓ୍ବାର୍ଡର ରହୁଥିବା ଯୁବକ ସିପୁ ଦାସ(୨୧)ଙ୍କ ସହ । ବୁଧବାର ସକାଳ ୧୦ଟା ସମୟରେ ପାଲବଣି…
ସେନା-ସରକାରଙ୍କ ଉପରେ ରାହୁଲଙ୍କର ନାହିଁ ଭରସା: ନଡ୍ଡା
ନୂଆଦିଲ୍ଲୀ, ୨୯।୧୦: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କଂଗ୍ରେସକୁ ଟାର୍ଗେଟ୍ କରିବା ଆରମ୍ଭ କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କରି କହିଛନ୍ତି ଯେ, ରାଜକୁମାରଙ୍କର ସେନା ଏବଂ ସରକାରଙ୍କ ଉପରେ ଭରସା ନାହିଁ। ବାୟୁସେନା ଓ୍ବିଙ୍ଗ୍ କମାଣ୍ଡର ଅଭିନନ୍ଦନ…
ପ୍ରଦୂଷଣ ରୋକିବାକୁ କେଜରିୱାଲଙ୍କ ନୂଆ ଆପ୍ ‘ଗ୍ରୀନ୍ ଦିଲ୍ଲୀ’
ନୂଆଦିଲ୍ଲୀ,୨୯ ।୧୦: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି ପ୍ରଦୂଷଣ । ଏହାକୁ ରୋକିବାକୁ ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଆଉ ଏକ ନୂଆ ପଦକ୍ଷେପ ନେଇଛନ୍ତି । ଗୁରୁବାର କେଜରିୱାଲ ‘ଗ୍ରୀନ୍ ଦିଲ୍ଲୀ’ ଆପ୍ ଲଞ୍ଚ କରିଛନ୍ତି । ଏହି…
ଶୁଟିଂ ଚାଲିଛି ତୋ ପାଇଁ କିଛି ବି
ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ଆଧାର କରି ନିର୍ମିତ ହେଉଛି ନୂଆ ଓଡ଼ିଆ ସିନେମା ‘ତୋ ପାଇଁ କିଛି ବି’। ଏହାର ଶୁଟିଂ ଏବେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଲୁ ରହିଛି। ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନୟ…
ଆଇସ୍କ୍ରିମପ୍ରିୟ ତମନ୍ନା
ନିଜର ମନ ପସନ୍ଦର ଖାଦ୍ୟ ଖାଇବାକୁ ସେ ତ ପଛାଇ ନ ଥାନ୍ତି। ହେଲେ ଗୋଟିଏ ଜିନିଷ ଦେଖିଲେ ତାଙ୍କ ପାଟିରୁ ଲାଳ ଗଡ଼େ। ତାକୁ ନ ଖାଇବା ପର୍ଯ୍ୟନ୍ତ ତାଙ୍କ ମନକୁ ଶାନ୍ତି ଆସି ନ ଥାଏ। ତାହା କ’ଣ…
ନୂଆ ଯୋଡ଼ି କ୍ରିଷ୍ଣା-ଅସୀମା
ଆଉ ଏକ ନୂଆ ଯୋଡ଼ି ଖୁବ୍ଶୀଘ୍ର ବଡ଼ ପରଦାରେ ମୁହଁ ଦେଖାଇବାକୁ ଯାଉଛନ୍ତି। ଏହି ଯୋଡ଼ି ହେଲେ କ୍ରିଷ୍ଣା-ଅସୀମା। ସୁବ୍ରତ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ହେବାକୁ ଯାଉଥିବା ନୂଆ ଓଡ଼ିଆ ସିନେମା ‘ଇସ୍କ ତେରେ ନାମ୍’ରେ ଉକ୍ତ ଯୋଡ଼ିକୁ ବ୍ରେକ୍ ଦେଉଛନ୍ତି…
ବିବାହ ଡ୍ରେସ୍କୁ ନେଇ ଟ୍ରୋଲ ହେଲେ ନେହା କକ୍କର, କହିଲେ ସବ୍ୟସାଚୀ ଦେଇଛନ୍ତି ଉପହାର
ମୁମ୍ବାଇ: ବଲିଉଡ୍ ଗାୟିକା ନେହା କକ୍କର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏହି ବିବାହ ଚଳିତବର୍ଷର ଚର୍ଚ୍ଚିତ ବିବାହ। ଏହି ବିବାହ ଉତ୍ସବରେ ନେହାଙ୍କ ପରିବାରବର୍ଗ ଏବଂ ସାଙ୍ଗସାଥୀ ଉପସ୍ଥିତ ଥିଲେ। ବିବାହ ସମୟର ଭିଡିଓ ଏବଂ ଫଟୋ ମଧ୍ୟ ବେଶ୍…

