Home Left

‘ମୋଦି ରାଜଧର୍ମ ପାଳନ କରନ୍ତୁ’

ନୂଆଦିଲ୍ଲୀ,୫ା୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହରେ ଯବାନମାନଙ୍କୁ ସମ୍ବୋଧିତ କରିବାର ଦିନକ ପରେ କଂଗ୍ରେସ ତାଙ୍କୁ ରାଜଧର୍ମ ପାଳନ କରିବାକୁ ପରାମର୍ଶ ଦେଇଛି। ଚାଇନାର ଅତିକ୍ରମଣ ସମ୍ପର୍କରେ ଦେଶବାସୀ ବାସ୍ତବ କଥା ଜାଣିବାକୁ ଚାହୁଁଛନ୍ତି ବୋଲି ଦଳ ପକ୍ଷରୁ କୁହାଯାଇଛି।…

‘କରୋନାର ସ୍ଥାୟୀ ପ୍ରତିକାର ଦେଇପାରିବ ବୁଦ୍ଧଙ୍କ ବାଣୀ’

ନୂଆଦିଲ୍ଲୀ,୫ା୭(ପି.ଟି.): ଭଗବାନ ବୁଦ୍ଧଙ୍କ ବାର୍ତ୍ତାର ଏବେ ମଧ୍ୟ ପ୍ରାସଙ୍ଗିକତା ରହିଛି ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରକାଶ କରିଛନ୍ତି। ସାରା ବିଶ୍ୱ କରୋନା ମହାମାରୀ ବିରୋଧରେ ଲଢ଼େଇ କରୁଥିବାବେଳେ ବୁଦ୍ଧଙ୍କ ବାଣୀ ଆଲୋକବର୍ତ୍ତିକା ଭଳି କାର୍ଯ୍ୟ…

ଚାଷୀଙ୍କଠାରୁ ନେଉଥିଲେ ଲାଞ୍ଚ: ବନ୍ଧା ହେଲେ ଆର୍‌ଆଇ

ନୂଆପଡା ଅଫିସ/ଖଡିଆଳ,୪ା୭-ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ୍‌ ତୁକୁଲା ଆରଆଇ ଦୀନମଣି ରାଉତରାୟ ଲାଞ୍ଚ ନେଇ ଶନିବାର ସନ୍ଧ୍ୟାରେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବାଲିଘାଟ କରାଇଦେବାକୁ ସେ ଜଣେ ଚାଷୀଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀ…

ଶେଷ ହେଲା ଘୋଷଯାତ୍ରା: ରତ୍ନବେଦିରେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ, ୪ା୭:ଶ୍ରୀମନ୍ଦିର ଇତିହାସରେ ନୂଆଫର୍ଦ୍ଦ ଯୋଡ଼ିିଥିବା ୨୦୨୦ ରଥଯାତ୍ରା ଶନିବାର ନୀଳାଦ୍ରିବିଜେରେ ପରିସମାପ୍ତି ଘଟିଛି। ବଡ଼ଦାଣ୍ଡ ଓ ଜନ୍ମବେଦିରେ ଲୀଳାଖେଳା ସାରି ରତ୍ନସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ରତ୍ନବେଦି କୋଳ ପୂର୍ଣ୍ଣ ହୋଇଛି। ରବିବାରଠାରୁ…

ତଦନ୍ତ ଲାଗି ଚାଇନା ଯିବ ଡବ୍ଲ୍ୟୁଏଚ୍‌ଓ ଟିମ୍‌

ନୂଆଦିଲ୍ଲୀ,୪।୭: ମହାମାରୀ କରୋନା ଭୂତାଣୁ ସଂକ୍ରମଣର ଉତ୍ପତ୍ତି ସ୍ଥଳ ଚାଇନାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ)ର ଏକ ଟିମ୍‌ ଆସନ୍ତା ସପ୍ତାହରେ ତଦନ୍ତ ଲାଗି ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଚାଇନାର ଏକ ବିଜ୍ଞାନାଗାରରୁ ଏହା ଲିକ୍‌ ହୋଇଥିବା ଆମେରିକା ଅଭିଯୋଗ…

ସନ୍ଦିଗ୍ଧ ଅବସ୍ଥାରେ ନବଦମ୍ପତିଙ୍କ ମୃତ ଦେହ ଉଦ୍ଧାର; ୪ ଦିନ ତଳେ କରିଥିଲେ ବିବାହ

ଗାଜିଆବାଦ, ୪।୭- ଉତ୍ତର ପ୍ରଦେଶ ଗାଜିଆବାଦସ୍ଥିତ ଆରକେ ପୁରମ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିବାହର ୪ ଦିନ ମଧ୍ୟରେ ସନ୍ଦିଗ୍ଧ ଅବସ୍ଥାରେ ନବଦମ୍ପତିଙ୍କ ଶବ ଉଦ୍ଧାର କରାଯାଇଛି। ଗୋବିନ୍ଦପୁରରେ କୋଚିଂ ସେଣ୍ଟର ଖୋଲି ଶିକ୍ଷକତା କରୁଥିବା ବିଶାଳ…

କୋଭିଡ୍‌ ହସ୍ପିଟାଲର ୨ ନର୍ସଙ୍କୁ କରୋନା

କଟକ ଅଫିସ,୪ା୭-ଦୁଇ ମାସରୁ ଅଧିକ ସମୟ ହେବ କଟକର ଏକ କୋଭିଡ୍‌ ହସ୍ପିଟାଲରେ କାମ କରୁଥିବା ୨ଜଣ ନର୍ସ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପୂର୍ବରୁ କଟକ ସିଡିଏସ୍ଥିତ ଏକ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାମ କରୁଥିଲେ। ପରେ…

୬ କରୋନା ଆକ୍ରାନ୍ତ ଚିହ୍ନଟ : ନର୍ସିଂହୋମ୍‌ ସିଲ୍‌ କଲା ସିଏମ୍‌ସି

କଟକ ଅଫିସ,୪ା୭-କଟକ ସହର ଚାଉଳିଆଗଞ୍ଜସ୍ଥିତ ଏକ ନର୍ସିଂହୋମ୍‌ରୁ ଶୁକ୍ରବାର ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶନିବାର ସିଏମ୍‌ସି ସେହି ନର୍ସିଂହୋମ୍‌କୁ ସିଲ୍‌ କରିଛି। ସରକାରଙ୍କ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ସିଲ୍‌ ହୋଇଛି। ସମସ୍ତ ଆକ୍ରାନ୍ତ ସେଠାରେ କାର୍ଯ୍ୟ କରୁଥିଲେ।…

‘ବୈଜ୍ଞାନିକ ଗବେଷଣା ନିର୍ଦ୍ଦେଶ ଅନୁସାରେ କରାଯିବା ଅନୁଚିତ’

ନୂଆଦିଲ୍ଲୀ,୪।୭: ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ କହିଛନ୍ତି, ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମ୍‌ଆର୍‌) କରୋନା ଭାଇରସ୍‌ ଟିକା ପ୍ରସ୍ତୁତ କରିବା ଅଭିଯାନକୁ ଜୋର୍‌ଦାର କରିଛି।…

ସତ ଓଗାଳିଲା ଡବ୍ଲ୍ୟୁଏଚ୍‌ଓ: ‘ଭୂତାଣୁ ସମ୍ପର୍କରେ ପ୍ରଥମେ ଚାଇନା ସତର୍କ କରି ନ ଥିଲା’

ଜେନିଭା,୪।୭: ମହାମାରୀ କରୋନା ପ୍ରକୋପ ବିଶ୍ୱବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଶେଷରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ସତ ମାନିଛି। ଭୂତାଣୁ ନେଇ ଚାଇନା ଆମକୁ କୌଣସି ସତର୍କ କରି ନ ଥିଲା ବରଂ ଚାଇନାରେ ଥିବା ନିଜ କାର୍ଯ୍ୟାଳୟ ଉହାନ୍‌ରେ…

ଏସ୍‌ସିବିରେ ଖୋଲିବ ଫୁସ୍‌ଫୁସ୍‌ ରୋଗ ଔଷଧୀୟ ପାଠ୍ୟକ୍ରମ

ଭୁବନେଶ୍ୱର, ୪।୭(ବ୍ୟୁରୋ)- କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ (ଏସ୍‌ସିବି)ରେ ଫୁସ୍‌ଫୁସ୍‌ ରୋଗ ସମ୍ବନ୍ଧୀୟ ଉଚ୍ଚସ୍ତରୀୟ ପାଠ୍ୟକ୍ରମ ଖୋଲିବ। ଏଥିପାଇଁ ଭାରତୀୟ ମେଡିକାଲ କାଉନ୍‌ସିଲ୍‌ (ଏମ୍‌ସିଆଇ) ଅନୁମତି ପ୍ରଦାନ କରିଛନ୍ତି। ଚଳିତ ୨୦୨୦-୨୧ ଶିକ୍ଷାବର୍ଷରୁ ସୁପର ସ୍ପେଶିଆଲିଟି ବିଭାଗରେ…

ସାବଧାନ! ହେଲ୍‌ମେଟ ଘରକୁ କରୋନା ଆଣୁନାହିଁ ତ

ଆପଣଙ୍କ ହେଲମେଟ ଘରକୁ କରୋନା ଭାଇରସ୍‌ ଆଣୁ ନାହିଁ ତ? ଏହି ପ୍ରଶ୍ନ ଶୁଣି ଆପଣ ଟିକେ ଅଜବ ଅନୁଭବ କରିପାରନ୍ତି, କିନ୍ତୁ ବର୍ତ୍ତମାନ ଏହି ପ୍ରଶ୍ନଟି ଆପଣ ଏବଂ ଆପଣଙ୍କ ପରିବାରର ସୁରକ୍ଷା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦେଶରେ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri