କବି ନିତ୍ୟାନନ୍ଦ ନାୟକଙ୍କୁ ମିଳିଲା ଶାରଳା ପୁରସ୍କାର
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଶ୍ରେଷ୍ଠ ସାହିତ୍ୟକୃତି ଲାଗି ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବରିଷ୍ଠ କବି ନିତ୍ୟାନନ୍ଦ ନାୟକଙ୍କୁ ପ୍ରଦାନ କରାଯାଇଛି। ୨୦୧୭ରେ ଫ୍ରେଣ୍ଡସ୍ ପବ୍ଲିଶର୍ସ ଦ୍ୱାରା ପ୍ରକାଶିତ ତାଙ୍କ ରଚିତ…
ଜଲାପୁଟ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ୨ ନିଖୋଜ
କୋରାପୁଟ,୨୮ା୧୦(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ରବିବାର ଏକ ଦେଶୀ ଡଙ୍ଗା ବୁଡ଼ି ୩ ଜଣ ଯୁବକ ନିଖୋଜ ହୋଇଯାଇଥିଲେ। ସେମାନେ ହେଲେ ପ୍ରଶାନ୍ତ ଖରା, ଚିତ୍ତ ଖିଲ ଓ ମନୋଜ କୁର୍ତ୍ତାଲ। ଖବର ପାଇ କୋରାପୁଟ…
ପରାଗ ଗୁପ୍ତା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ: ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଆଇଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୮ ବ୍ୟାଚ ଆଇଏଏସ୍ ଅଫିସର ପରାଗ ଗୁପ୍ତାଙ୍କୁ…
ପରମ୍ପରା ବଞ୍ଚାଇବାକୁ ପ୍ରୟାସ
ଢେଙ୍କାନାଳ ଅଫିସ, ୨୮।୧୦ – ଦଶହରା ପରେ ଲକ୍ଷ୍ମୀପୂଜା ଉପରେ ଢାଙ୍କିଛି କରୋନା କଳାବାଦଲ। ପାର୍ବଣର ଅନ୍ୟତମ ପ୍ରମୁଖ ଉତ୍ସବକୁ ନେଇ ଚଳିତବର୍ଷ ନାହିଁ ଉତ୍ସାହ କି ଉଦ୍ଦୀପନା। କରୋନା ସଂକ୍ରମଣ କାରଣରୁ ଢେଙ୍କାନାଳର ଗଣପର୍ବ ଚଳିତବର୍ଷ ଭକ୍ତଶୂନ୍ୟ ହେବ ବୋଲି…
ଭାରତୀୟ ମହିଳାଙ୍କୁ ସ୍ବର୍ଣ୍ଣ, ପୁରୁଷଙ୍କୁ ରୌପ୍ୟ
ଚେନ୍ନାଇ: ଏସିଆନ୍ ନେସନ୍ସ (ରିଜିଅନ୍ସ) ଅନ୍ଲାଇନ୍ ଟିମ୍ ଚେସ୍ ଚାମ୍ପିୟନଶିପ୍ରେ ଭାରତୀୟ ମହିଳାଙ୍କୁ ସ୍ବର୍ଣ୍ଣ ଏବଂ ପୁରୁଷ ଦଳକୁ ରୌପ୍ୟ ପଦକ ମିଳିଛି। ମହିଳା ଦଳର ସଦସ୍ୟା ଭାବରେ ଓଡ଼ିଶାର ପଦ୍ମିନୀ ରାଉତ ମଧ୍ୟ ସ୍ବର୍ଣ୍ଣ ପଦକ ପାଇଛନ୍ତି। ପୂର୍ବରୁ ସେ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୬୪, ମୟୁରଭଞ୍ଜରୁ ୧୦୩, ସୁନ୍ଦରଗଡରୁ ୧୦୨, ସୋନପୁରରୁ ୯୯, କେନ୍ଦୁଝରରୁ ୮୯, ବଲାଙ୍ଗୀରରୁ ୮୬, ବରଗଡରୁ ୭୯,…
ଦିଲୀପ ରାୟଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି: ଦଣ୍ଡାଦେଶକୁ ସସ୍ପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ମଙ୍ଗଳବାର ତାଙ୍କ ୩ ବର୍ଷର ଜେଲ ଦଣ୍ଡାଦେଶକୁ ଦିଲ୍ଲୀ ହାଇକୋର୍ଟ ସସ୍ପେଣ୍ଡ କରିଛନ୍ତି। ସୂଚନାଯୋଗ୍ୟ, ୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା ମାମଲାରେ…
ଭୋକିଲା ବାଘ ମୁହଁରୁ ଏମିତି ଉପାୟରେ ସାଙ୍ଗକୁ ଛଡାଇ ଆଣିଲା ଜେବ୍ରା: ଚମକିଗଲା ମହାବଳ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…
କେବଳ ଏହିସବୁ ଛୋଟ ଅଭ୍ୟାସ କରିଦିଏ ଦରିଦ୍ର: ଜାଣନ୍ତୁ କେଉଁ ବିଷୟରେ କହିଛନ୍ତି ଚାଣକ୍ୟ
ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏପରି କିଛି ବିଷୟରେ ବର୍ଣ୍ଣନା କରିଛନ୍ତି, ଯାହାକୁ ଗ୍ରହଣ କରି ଜଣେ ଖୁସିରେ ରହିପାରିବ। ସେ ବ୍ୟକ୍ତିର ଏପରି କିଛି ଅଭ୍ୟାସ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି ଯାହା ତାଙ୍କୁ ଦରିଦ୍ର କରିଥାଏ। ଜାଣନ୍ତୁ ସେ…
ଜାଭେଦ ଅଖତରଙ୍କୁ ମିଳିଲା ରିଚାର୍ଡ ଡକ୍ସିନ୍ସ ଟ୍ରଫି
ମୁମ୍ବାଇ: ରିଚାର୍ଡ ଡକ୍ସିନ୍ସ ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଜାଭେଦ ଅଖତରଙ୍କ ପାଖରେ ପହଞ୍ଚିଛି ଏହି ଟ୍ରଫି । ଏହାର ଏକ ଫଟୋ ନିକଟରେ ଦେଖିବାକୁ ମିଳିଛି । ଜାଭେଦଙ୍କ ପତ୍ନୀ ଶବାନା ଆଜମୀ ଟ୍ରଫି ସହ ଜାଭେଦ ସାହେବଙ୍କ ଏକ…
ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା: ୧୪୪ ଧାରା ଜାରି
ପୁରୀ ଅଫିସ,୨୭।୧୦: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକାଠି ହୋଇଛନ୍ତି ଗୋଷାଣୀ। ଏହା ଦେବୀସଭା ଭାବେ ପରିଚିତ। ତେବେ କରୋନା ପାଇଁ ଚଳିତବର୍ଷ ପ୍ରଶାସନ ପକ୍ଷରୁ ଅନେକ କଟକଣା ଜାରି କରାଯାଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଓ ମରିଚିକୋଟ ଛକ ପର୍ଯ୍ୟନ୍ତ ୧୪୪ ଧାରା…
ଗଲ୍ଫ ଖେଳିଲେ ପ୍ରିୟଙ୍କା
ମୁମ୍ବାଇ; ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଜର୍ମାନୀରେ ତାଙ୍କର କ୍ୱାଲିଟି ଟାଇମ୍ ସ୍ପେଣ୍ଡ କରୁଛନ୍ତି । କେବେ କେବେ ଜଙ୍ଗଲରେ ତ କେବେକେବେ ବର୍ଲିନ ରାସ୍ତାରେ ନିଜ କୁକୁର ଡାଏନା ସହ ବୁଲୁଥିବା ନଜର ଆସିଛନ୍ତି ପିସି ।…

