Home Left

ଭୟଙ୍କର ବୋମା ବିସ୍ଫୋରଣ: ୪ ମୃତ, ୨୬ ଆହତ

ପେଶଓ୍ବାର,୨୭।୧୦: ପାକିସ୍ଥାନର ପେଶୱାରରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ପ୍ରାୟ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୧୯ ଶିଶୁ ସାମିଲ ଥିବା ଜଣାପଡିଛି। ଏହି ବିସ୍ଫୋରଣ ସମ୍ପର୍କରେ ପାକିସ୍ତାନ…

ପୂର୍ବତନ ବୟଫ୍ରେଣ୍ଡ୍‌ ସହ ଫଟୋ ଶେୟାର କଲେ କରୀନା କପୁର

ଅଭିନେତା ଶାହିଦ କପୁର ଏବଂ କରୀନା କପୁରଙ୍କ ପ୍ରେମ କାହାଣୀ ଏକଦା ଇଣ୍ଡଷ୍ଟ୍ରୀରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏହି ଦୁଇ କଳାକାର ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି। ଜବ୍‌ ଉଇ ମେଟ୍‌ରେ ଉଭୟଙ୍କ ଅଭିନୟକୁ ଦର୍ଶକ ଆଜିବି ମନେ ରଖିଛନ୍ତି। ନିକଟରେ…

ଦଶହରାରେ କର୍ମଚାରୀଙ୍କୁ କାର୍‌ ଉପହାର ଦେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ କେବଳ ଅଭିନୟ ପାଇଁ ନୁହେଁ, ବରଂ ତାଙ୍କ ଉଦାରତା ପାଇଁ ମଧ୍ୟ ଜଣାଶୁଣା। ସେ ଦଶହରା ଉପଲକ୍ଷେ ତାଙ୍କ କର୍ମଚାରୀଙ୍କୁ ଏକ କାର ଉପହାର ଦେଇଛନ୍ତି। ସୋସିଆଲ ମିଡିଆରେ ଭିଡିଓ ଏବଂ ଫଟୋ ଭାଇରାଲ…

ଚନ୍ଦ୍ରରେ ମିଳିଲା ଜଳର ସନ୍ଧାନ

ନ୍ୟୁୟର୍କ,୨୭।୧୦: ଚନ୍ଦ୍ରରେ ମାନବ ବସତି ସ୍ଥାପନ କରିବାର ବୈଜ୍ଞାନିକ ଆଶା ଅଧିକ ଶକ୍ତିଶାଳୀ ହୋଇଛି। ଆମେରିକାର ସ୍ପେସ ଏଜେନ୍ସି ନାସା ଚନ୍ଦ୍ର ପୃଷ୍ଠରେ ଜଳ ଆବିଷ୍କାର କରିଛି। ନାସାର ‘ମୁନ ମିଶନ’ରେ ଜଳର ସନ୍ଧାନ ମିଳିଛି। ନାସାର ଷ୍ଟ୍ରାଟୋସାଇଫର୍‌ ଅବଜରଭେଟୋରୀ ଫର…

ବିନା ଚାର୍ଜରରେ ମୋବାଇଲ୍‌ ଫୋନ୍‌ ହେବ ଚାର୍ଜ

ନୂଆଦିଲ୍ଲୀ: ଏମିତି ଅନେକ ଥର ହୋଇଥିବ, ଆପଣ ଘରେ ଚାର୍ଜର ଭୁଲି ମୋବାଇଲ ସାଙ୍ଗରେ ନେଇ ବାହାରି ପଡ଼ିଥିବେ। ଆଉ କିଛି ସମୟ ପରେ ଯେତେବେଳେ ମୋବାଇଲ ଚାର୍ଜ ଶେଷ ହେବାର ସମୟ ଆସିଯିବ, ଆପଣଙ୍କୁ ଚାର୍ଜର କଥା ମନେପଡ଼ିଥିବ, କିନ୍ତୁ…

ଏଟିଏମରୁ ଟଙ୍କା ବାହାର କରୁଛନ୍ତି କି? ରୁହନ୍ତୁ ସତର୍କ, ନଚେତ୍‌ ଆକାଉଣ୍ଟ ହୋଇଯିବ ଖାଲି

ଏଟିଏମରୁ ଟଙ୍କା ବାହାର କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ନଚେତ ଆକାଉଣ୍ଟ ଖାଲି ହୋଇଯିବାର ଯଥେଷ୍ଟ ସମ୍ଭାବନା ରହିଛି। ବିଭିନ୍ନ ବ୍ୟାଙ୍କ ପକ୍ଷରୁ ଏନେଇ ସଚେତନ କରାଯାଉଥିଲେ ହେଁ ପ୍ରତିଦିନ କେଉଁଠି ନା କେଉଁଠି ଏଟିଏମ୍‌ ଭାଙ୍ଗି ଲୁଟ୍‌ କରୁଛନ୍ତି…

ବିଶ୍ୱର ଏପରି ୫ ଚମତ୍କାର ସ୍ଥାନ: ଦେଖିଲେ ହେବେ ଆଶ୍ଚର୍ଯ୍ୟ

ବିଶ୍ୱର ଅନେକ ଚମତ୍କାର ସ୍ଥାନ ବିଷୟରେ ଜାଣିଥିବେ ଏବଂ ଅନେକ ଚମତ୍କାର ସ୍ଥାନ ଦେଖିଥିବେ। ମାତ୍ର ଏହା ବ୍ୟତୀତ ଏପରି ଅନେକ ସ୍ଥାନ ଅଛି, ଯାହା ବହୁତ ସୁନ୍ଦର ଏବଂ ଆଶ୍ଚର୍ଯ୍ୟଜନକ। ତେବେ ଏପରି ୫ଟି ସ୍ଥାନ ବିଷୟରେ ଜାଣନ୍ତୁ, ଯାହାର…

ମା’ ଭଣ୍ଡାରଘରଣୀଙ୍କ ବିଜୟ ଉତ୍ସବ

ନବରଙ୍ଗପୁର,୨୬ା୧୦(ବି.ପ୍ର.)- ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଭଣ୍ଡାରଘରଣୀଙ୍କ ବିଜୟା ଦଶମୀ ପୂଜା ରବିବାର ରାତିରେ ସମାପନ ହୋଇଯାଇଛି। ସନ୍ଧ୍ୟାରେ ମା’ଙ୍କ ବିଜୟ ଶୋଭାଯାତ୍ରା ବାହାରିଥିଲା। ଏଥିରେ ମା’ଙ୍କ ବିମାନ ସହ ଆଖପାଖ ଅଞ୍ଚଳର ୧୩ରୁ ଊର୍ଦ୍ଧ୍ୱ ଶକ୍ତିପୀଠରୁ ଲାଠିଗୁଡ଼ିକ ଯୋଗଦେଇଥିଲେ।…

୩୦ ବର୍ଷରୁ ଅଧିକ ହୋଇଥିଲେ ଏହିସବୁ ଖାଦ୍ୟଠାରୁ ଦୂରେଇ ରୁହନ୍ତୁ, ନଚେତ୍‌…

ମହିଳା କିମ୍ବା ପୁରୁଷ, ବୟସ ବଢିବା ସାଙ୍ଗକୁ ଶରୀରରେ ଅନେକ ପରିବର୍ତ୍ତନ ଆସିଥାଏ। ପ୍ରାୟତଃ ଦେଖାଯାଉଛି କି ୨୦-୨୫ ବର୍ଷ ବୟସର ଯୁବତୀଯୁବକମାନେ କୌଣସି କାମ କରିବାରେ ବହୁତ ଫୁର୍ତ୍ତି ଦେଖାନ୍ତି। କିନ୍ତୁ ୩୦ ବର୍ଷ ଶରୀରରେ ସାମାନ୍ୟ ମନ୍ଥରତା ଦେଖାଯାଏ।…

ଭୁବନେଶ୍ୱରରୁ ଆଜି ପୁଣି ୯୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଭାବି ସ୍ବାମୀଙ୍କ ସହ ଫଟୋ ଶେୟାର କଲେ ବଲିଉଡର ଏହି ଲୋକପ୍ରିୟ ଅଭିନେତ୍ରୀ

ଖୁବଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ। ସେ ପ୍ରତିଷ୍ଠିତ ବ୍ୟବସାୟୀ ଗୌତମ କିଚଲୁ ବିବାହ କରିବେ। ପବିତ୍ର ଦଶହରା ଅବସରରେ ଦୁହେଁ ଏକାଠି ନଜର ଆସିଛନ୍ତି। ଏ ନେଇ କାଜଲ ସୋସିଆଲ ମିଡିଆରେ ଫଟୋ ଶେୟାର…

ହିମାଚଳ ପ୍ରଦେଶରେ ଭୂମିକମ୍ପ

ହିମାଚଳ ପ୍ରଦେଶ,୨୬।୧୦-ହିମାଚଳ ପ୍ରଦେଶର ଶିମଲା ଜିଲାରେ ସୋମବାର ଭୂ-କମ୍ପର ଝଟକା ଅନୁଭୂତ ହୋଇଛି। ଅପରାହ୍ନ ୧ଟା ୨୦ ମିନିଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ରିଚ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରହିଥିଲା। ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?