Home Left

ପାକିସ୍ତାନ-ଆଫଗାନିସ୍ତାନ ଉତ୍ତେଜନା ମଧ୍ୟରେ ଆମେରିକା ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡଭାଇଜରୀ

ଓ୍ବାଶିଂଟନ,୨୮।୨: ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ପାକିସ୍ତାନ ଫେବୃଆରୀ ୨୨ରେ ଆଫଗାନିସ୍ତାନରେ ଥିବା କଥିତ ଟିଟିପି ଘାଟି ଉପରେ ବିମାନ ଆକ୍ରମଣ କରିଥିଲା। ଏହା ପରେ ପରିସ୍ଥିତି ଖରାପ ହେବାକୁ ଲାଗିଲା। ଆଫଗାନିସ୍ତାନ ପ୍ରତିଶୋଧ ନେବା ପାଇଁ ଚେତାବନୀ ଦେଇଥିଲା।…

ଶିଳ୍ପ କରିଡ଼ର ପ୍ରତିଷ୍ଠା ଯୋଜନା ପ୍ରସ୍ତୁତ: ପ୍ରଭାବିତ ହେବ ଲୁଣା ହେନ୍ତାଳ ଜଙ୍ଗଲ

ମହାକାଳପଡ଼ା,୨୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ଅଞ୍ଚଳରେ ଶିଳ୍ପ କରିଡ଼ର ପ୍ରତିଷ୍ଠା ଯୋଜନା ପ୍ରସ୍ତୁତ ହୋଇଛି। ସେଥିପାଇଁ ଶିଳ୍ପ ଉନ୍ନୟନ ନିଗମ ପକ୍ଷରୁ ସରକାରୀ ଜମି ନିଜ ଅକ୍ତିଆରକୁ ନେଉଛି। ବତିଘର ଖରିନାଶି ରାମନଗର ପଞ୍ଚାୟତରେ ୧୫୦…

୧୬୩ ମହିଳା ଗୋଷ୍ଠୀଙ୍କୁ ୮କୋଟି ୬୯ଲକ୍ଷ ୭୬ହଜାର ଟଙ୍କାର ଋଣ ସହାୟତା ପ୍ରଦାନ

ନନ୍ଦପୁର,୮।୨ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସୁଭଦ୍ରା ଶକ୍ତି କେନ୍ଦ୍ରରେ ଶୁକ୍ରବାର ମିଶନଶକ୍ତି ବିଭାଗ ତରଫରୁ ବ୍ଲକ ସ୍ତରୀୟ ସ୍ବୟଂ ସହାୟକ ଗୋଷ୍ଠୀ ଋଣମେଳା ବିଡିଓ ଦୁର୍ଗା ପ୍ରସାଦ ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…

କୋହଲିଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ରଶ୍ମିକା ମନ୍ଦାନା, ଫ୍ୟାନ ଫଲୋଇଙ୍ଗରେ ପଛରେ ପକାଇଲେ…

ମୁମ୍ୱାଇ: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ବିବାହ କରିଛନ୍ତି। ଫେବୃଆରୀ ୨୬ ତାରିଖରେ ଏହି ଦମ୍ପତି ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ, ଏବଂ ପ୍ରଥମ ବିବାହ ପୋଷ୍ଟ ପ୍ରକାଶ ପାଇବା ମାତ୍ରେ ପ୍ରଶଂସକମାନେ ବହୁତ ଖୁସି ହୋଇଥିଲେ। ରଶ୍ମିକା ଏବଂ…

ଭାରତ ଯଦି ସେମିଫାଇନାଲ୍‌ରେ ପହଞ୍ଚେ, ଏହି ଟିମ୍‌ ସହ ହେବ ମୁକାବିଲା

ନୂଆଦିଲ୍ଲୀ,୨୮।୨: ୨୦୨୬ ଟି୨୦ ବିଶ୍ୱକପ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦକ୍ଷିଣ ଆଫ୍ରିକା ସୁପର ୮ ପର୍ଯ୍ୟାୟର ଗ୍ରୁପ ୧ରୁ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିସାରିଛି। ଦକ୍ଷିଣ ଆଫ୍ରିକା ନେଟ ରନ ରେଟ ସହିତ ଶୀର୍ଷ ସ୍ଥାନ ବଜାୟ ରଖିଛି। ଗ୍ରୁପରୁ…

କେଜ୍‌ରିୱାଲ ଦୋଷମୁକ୍ତ ହେବାପରେ ଆନ୍ନା ହଜାରେଙ୍କ ବଡ଼ ବୟାନ: ମୁଁ କୋର୍ଟଙ୍କ ନିଷ୍ପତ୍ତିକୁ…

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ସଂଯୋଜକ ଅରବିନ୍ଦ କେଜ୍‌ରିୱାଲଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ଅରବିନ୍ଦ କେଜ୍‌ରିୱାଲ, ମନୀଷ ସିସୋଦିଆ ଏବଂ ଅନ୍ୟ ୨୩ ଜଣଙ୍କୁ ନିର୍ଦ୍ଦୋଷରେ…

ଜବରଦସ୍ତି ବିବାହ ପରେ ଥାନାରେ ବର କନିଆ, କନ୍ୟା ନାବାଳିକା ସନ୍ଦେହ

ବାଲେଶ୍ବର, ୨୮।୨( ବାଞ୍ଛାନିଧି ଦେ) : ବାଲେଶ୍ୱର ସହଦେବଖୁଣ୍ଟା ଥାନାରେ ବର କନିଆ ଅଟକ ରହିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଜବରଦସ୍ତି ବିବାହ ପରେ ଥାନାରେ ବର କନିଆ । ଏହି ଥାନା ଅନ୍ତର୍ଗତ ତେଲେଙ୍ଗାସାହି ଅଞ୍ଚଳର ଜଣେ ଯୁବକ…

ଶୌଚ ପାଇଁ ଯାଇଥିବାବେଳେ ବାର୍‌ହା ସମ୍ମୁଖରେ ପଡିଗଲେ ୨ ବ୍ୟକ୍ତି

ଭୁବନ, ୨୮।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ୍ୟାଞ୍ଚଳ ଜମୁନାକୋଟ ପଞ୍ଚାୟତ କୃଷ୍ଣପୁର ଗ୍ରାମର ବଳରାମ ରାଉତ(୩୮) ଓ ଦିବାକର ପାଣି (୫୫) ଶନିବାର ବାର୍‌ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନେ ଭୋର ସମୟରେ…

ଅଧିକ ସମୟ ଖେଳିବାକୁ ନେଇ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଆଣ୍ଠେଇଦେଲେ ନବମ ଶ୍ରେଣୀ ଛାତ୍ର, ଭିଡିଓ ଭାଇରାଲ ପରେ…

ଉଦଳା ,୨୮।୨(ସନ୍ତୋଷ କୁମାର ବାଛିନୀ), ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍‌ । ଖେଳ ସମୟରେ ହଷ୍ଟେଲର ୩ ଜଣ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲ ପଛ ପାଖରେ ଖେଳୁଥିବାରୁ ତାଙ୍କ ଉପରେ…

ଏତେ କୋଟି ଟଙ୍କାର ସୁନା ପିନ୍ଧିଥିଲେ ରଶ୍ମିକା-ବିଜୟ , ମୂଲ୍ୟ ଶୁଣିଲେ ଉଡିଜିବ ହୋସ୍‌

ମୁମ୍ବାଇ: ରଶ୍ମିକା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ସାରା ଦେଶରେ ଚର୍ଚ୍ଚା ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଲିଉଡ ଷ୍ଟାର ପର୍ଯ୍ୟନ୍ତ ସମସ୍ତେ ସେମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ଏହି ସମୟରେ, ସେମାନେ ଇନଷ୍ଟାଗ୍ରାମରେ ସେମାନଙ୍କର ତେଲୁଗୁ ବିବାହର ଫଟୋ ଶେୟାର…

ଜିଇବା ପାଇଁ ପିଇବା

ର୍ବତ ଏବଂ ଲସିର ଦେଶ ରୂପେ ଭାରତ ପ୍ରସିଦ୍ଧ। କିନ୍ତୁ ଅଧିକାଂଶ ଭାରତୀୟ ଆଜି ପାଶ୍ଚାତ୍ୟ ପେୟ ଦ୍ୱାରା ପ୍ରଭାବିତ। ନିଜକୁ ‘ଆଧୁନିକ’ ପ୍ରମାଣିତ ପାଇଁ ଭାରତୀୟମାନେ ପ୍ରଚୁର ‘ଦୂଷିତ’ ମୃଦୁ ପାନୀୟ ସେବନ କରୁଛନ୍ତି। ବୈଜ୍ଞାନିକଙ୍କ ମତରେ ଏହା ମାଧ୍ୟମରେ…

ସୁସ୍ଥ ଓଡ଼ିଶା ଲକ୍ଷ୍ୟ ପୂରଣ ହେବ ତ

ଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଲଗାତର ତୃତୀୟ ବଜେଟ ଉପସ୍ଥାପନ କରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷ ଲାଗି ୨୩,୧୮୨ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏକ ସୁସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?