ଲକ୍ଡାଉନ୍ରେ ବ୍ରେକ୍ଅପ୍ ହୋଇଗଲେ, ଏହି ୪ ପନ୍ଥା ଆପଣାଇ ସମ୍ଭାଳନ୍ତୁ ନିଜକୁ
ବ୍ରେକଅପ ଯନ୍ତ୍ରଣାରୁ ବାହାରିବା ଏତେ ସହଜ କାମ ନୁହେଁ। ଯେତେବେଳେ ପ୍ରେମ ସମ୍ପର୍କ ହଠାତ୍ ସମାପ୍ତ ହୁଏ, ନିଜକୁ ସମ୍ଭାଳିବା କଷ୍ଟକର ହୋଇଯାଏ। ବିଶେଷ ଭାବରେ, ଯେଉଁମାନେ ଲକଡାଉନରେ ବ୍ରେକଅପ କରିଛନ୍ତି, ସେମାନଙ୍କ ପାଇଁ ଏହା ଅଧିକ ବିବ୍ରତ କରିଦେଇଥିବ। ସାଧାରଣତଃ…
ଅମିତାଭ ଠାକୁରଙ୍କୁ ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର,୩ା୭(ବ୍ୟୁରୋ): ଆଇଜି (ଅପରେଶନ) ଅମିତାଭ ଠାକୁରଙ୍କୁ ରାଜ୍ୟ ସରକାର ଗୃହ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଏନେଇ ଗୁରୁବାର ଗୃହ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ରାଜ୍ୟରେ କୋଭିଡ଼-୧୯ ମହାମାରୀ ପରିସ୍ଥିତିର ମୁକାବିଲା କ୍ଷେତ୍ରରେ…
ଚାଇନା-ପାକ୍କୁ କଡା ବାର୍ତ୍ତା ଦେବ ମୋଦିଙ୍କ ଲେହ ଗସ୍ତ
ନୂଆଦିଲ୍ଲୀ,୩।୭: ଭାରତ-ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦ ମଧ୍ୟରେ ଶୁକ୍ରବାର ହଠାତ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲେହ ଗସ୍ତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏବେ ଏହାକୁ ନେଇ ଆଲୋଚନା କରାଯାଉଛି କି ମୋଦିଙ୍କ ଏହି ସରପ୍ରାଇଜ୍ ଭିଜିଟ୍ ଚାଇନା ସମେତ…
୧୩ ହଜାର ମେଟ୍ରିକ୍ ଟନ୍ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟର ଆଦିମ ଜନଜାତିଙ୍କ ଜୀବନ ଜୀବିକାର ବିକାଶ ଲାଗି କାର୍ଯ୍ୟ କରୁଥିବା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଅଧୀନ ଓଡ଼ିଶା ଆଦିବାସୀ ସମବାୟ ଉନ୍ନୟନ ନିଗମ ଲିମିଟେଡ୍ (ଟିଡିସିସିଓଏଲ୍)…
କିନ୍ନରଙ୍କୁ ମିଳିବ ଭତ୍ତା
ଭୁବନେଶ୍ୱର,୩।୭(ବ୍ୟୁରୋ): କିନ୍ନରମାନଙ୍କୁ ମଧୁବାବୁ ପେନ୍ସନ ଯୋଜନାରେ ମିଳିବ ଭତ୍ତା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ବୟସାନୁସାରେ କିନ୍ନରମାନେ ୫୦୦ରୁ ୯୦୦ ପର୍ଯ୍ୟନ୍ତ ଭତ୍ତା ପାଇବେ। ଏନେଇ କିନ୍ନରମାନଙ୍କୁ ଆବେଦନ କରିବାକୁ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା ଗୁରୁବାର…
ପାଡୁଆରେ ଦୁର୍ଘଟଣା: ୪ ନାବାଳକଙ୍କ ଜୀବନଗଲା
କୋରାପୁଟ,୩।୭(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆରେ ଗୁରବାର ବିଳମ୍ବିତ ରାତିରେ ଏକ ମୋଟରସାଇକେଲ ଦୁର୍ଘଟଣାରେ ୪ ନାବାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ସେମାନେ ହେଲେ କୃଷ୍ଣ ହନ୍ତାଳ(୧୪), ଶଶୀକାନ୍ତ ଖିଲ(୧୭), ପଙ୍କଜ ମହାନ୍ତି(୧୪), ଏସ୍ ଖରା (୧୪) ମିଳିଥିବା ସୂଚନାନୁଯାୟୀ, ଉକ୍ତ ୪…
ବରଗଡ଼ ଜିଲାରେ ପୁଣି ୨୧ କରୋନା ପଜିଟିଭ୍: ୧୩୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାର କଣ୍ଟେନ୍ମେଣ୍ଟ ଜୋନ୍ କଟାପାଲିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେହିପରି ଗୋଟିଏ ଅଞ୍ଚଳକୁ ଏହା ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଶୁକ୍ରବାର ଜିଲାରେ ୨୧…
ଉତ୍ତର ପ୍ରଦେଶରେ ଚାଲିଛି ‘ଗୁଣ୍ଡାରାଜ’: ରାହୁଲ
ନୂଆଦିଲ୍ଲୀ,୩।୭: ଉତ୍ତର ପ୍ରଦେଶରେ ଶୁକ୍ରବାର ୮ ପୋଲିସଙ୍କ ମୃତ୍ୟୁକୁ ନେଇ ଏବେ ଆରମ୍ଭ ହୋଇଗଲାଣି ରାଜନୀତି। ଉତ୍ତର ପ୍ରଦେଶ କାନପୁରର ଏନ୍କାଉଣ୍ଟର ଘଟଣାରେ ୮ ପୋଲିସଙ୍କ ମୃତ୍ୟୁକୁ ନେଇ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି (ଭାଜପା)କୁ…
ଚା’ ପିଇବା ପାଇଁ ହସ୍ପିଟାଲରୁ ବାହାରିଲେ କରୋନା ରୋଗୀ, ଆଉ ତା’ପରେ
ବେଙ୍ଗାଲୁରୁ,୩।୭: କର୍ନାଟକର ଏକ ହସ୍ପିଟାଲରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ କରୋନା ରୋଗୀ ଚା’ ପିଇବା ପାଇଁ ହସ୍ପିଟାଲରୁ ବାହାରକୁ ପଳାଇଥିଲେ। ତାଙ୍କୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଥିଲେ। ୭୩ ବର୍ଷୀୟ ଜଣେ ବୃଦ୍ଧ କରୋନା ସଂକ୍ରମିତ ହୋଇ…
ମଧୁବାବୁ ପେନ୍ସନରେ ମିଳିବ ଆଉ ୧ ହଜାର ଟଙ୍କା: ଉପକୃତ ହେବେ ୪୮ ଲକ୍ଷ ହିତାଧିକାରୀ
ଭୁବନେଶ୍ୱର, ୩।୭(ବ୍ୟୁରୋ): ମଧୁବାବୁ ପେନ୍ସନ ଯୋଜନାରେ ହିତାଧିକାରୀଙ୍କୁ ଆଉ ୧ ହଜାର ଟଙ୍କା ମିଳିବ। ଏହା ଦ୍ୱାରା ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ଉପକୃତ ହୋଇପାରିବେ। ଏ ନେଇ ସାମାଜିକ ସୁରକ୍ଷା ବିଭାଗ ମନ୍ତ୍ରୀ ଆଶୋକ ପଣ୍ଡା ଶୁକ୍ରବାର ସୂଚନା ଦେଇଛନ୍ତି।…
ମୃତ୍ୟୁର ୧୮ ଦିନ ପୂର୍ବରୁ ସୁଶାନ୍ତଙ୍କୁ ମନେପକାଇ ଏମିତି କହିଥିଲେ ସରୋଜ
ବଲିଉଡ୍ର ଭେଟରାନ କୋରିଓଗ୍ରାଫର୍ ସରୋଜ ଖାନ୍ଙ୍କ ୭୧ ବର୍ଷରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ସରୋଜଙ୍କ ଶେଷ ଇନ୍ଷ୍ଟାଗ୍ରାମ ପୋଷ୍ଟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାଇଁ ଥିଲା। ସେ ସୁଶାନ୍ତ ଆତ୍ମହତ୍ୟା ପରେ ତାଙ୍କୁ…
ଖୋଲିଲା ବିଶ୍ୱର ପ୍ରଥମ ସୁନାର ହୋଟେଲ
ସୁନାର ଅଳଙ୍କାର ନୁହେଁ ବରଂ ସୁନାର ହେଟେଲ। ଯେଉଁଠି ଆପଣ ସୁନାର ଥାଳିରେ ଖାଇପାରିବେ, ସୁନା ପଲଙ୍କରେ ଶୋଇପାରିବେ, ସୁନାର ପୁଲ୍ରେ ଗାଧୋଇବାର ମଜା ନେଇପାରିବେ। ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଭିଏତନାମର ରାଜଧାନୀ ହାନୋଇରେ ରହିଛି ଏଭଳି ଏକ ହୋଟେଲ।…
Archives


