Home Left

କ୍ଷମା ମାଗିଲେ ତେଜସ୍ବୀ ଯାଦବ

ପାଟନା,୩।୭: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ନୂଆ କାର୍ଡ ଖେଳିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ବୀ ଯାଦବ। ୧୫ ବର୍ଷର ଲାଲୁ-ରାବିଡି ଶାସନରେ ହୋଇଥିବା ଭୁଲ ପାଇଁ ସେ କ୍ଷମା ପ୍ରାର୍ଥନା କରିଛନ୍ତି।…

ପୋତି ହେଉଛି ବ୍ରାହ୍ମଣୀ ନଦୀଶଯ୍ୟା

ବରୀ,୩ା୭(ଡି.ଏନ୍‌.ଏ.): ବରୀ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଶଯ୍ୟା ଖନନ କରା ନ ଯିବା ଓ ବିଭିନ୍ନ ସ୍ଥାନରେ ବୁଦା ସୃଷ୍ଟି ହୋଇଥିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଚାଷ ଜମିକୁ ଜଳସେଚନରେ ସମସ୍ୟା ଉପୁଜୁଛି। ଅନ୍ୟପଟେ ବର୍ଷର ଅଧିକାଂଶ ସମୟ…

ଅଧରପଣା: ପୂର୍ବେ ହେଉଥିଲା ୧୨ ହାଣ୍ଡି

ପୁରୀ ଅଫିସ,୩।୭: ପ୍ରତିବର୍ଷ ହେଉଥିବା ରଥଯାତ୍ରା ଅପେକ୍ଷା ଏଥର ଘୋଷଯାତ୍ରା ସମ୍ପୂର୍ଣ୍ଣ ସ୍ବତନ୍ତ୍ର। ମହାମାରୀ କରୋନାର ବିଭୀଷିକା ମଧ୍ୟରେ ଏଥର ରଥଯାତ୍ରା ହେବ ନା ନାହିଁ ତାକୁ ନେଇ ଶେଷ ପର୍ଯ୍ୟନ୍ତ ଅନିଶ୍ଚିତତା ଲାଗିରହିଥିଲା। ଶେଷରେ ଭକ୍ତଶୂନ୍ୟ ରଥଯାତ୍ରା ଲାଗି ସୁପ୍ରିମ୍‌କୋର୍ଟ…

ଡିସେମ୍ବର ସୁଦ୍ଧା ଟ୍ବିନ୍‌ସିଟିରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ସେବା

ଭୁବନେଶ୍ୱର,୩।୭(ବ୍ୟୁରୋ): କଟକ ଓ ଭୁବେନଶ୍ୱର ଦ୍ୱୈତ ନଗରୀରେ ଖୁବ୍‌ଶୀଘ୍ର ବାତ୍ୟା ନିରୋଧୀ ଆଧୁନିକ ବିଦ୍ୟୁତ୍‌ ସେବା ମିଳିବ। ଆସନ୍ତା ଡିସେମ୍ବର ସୁଦ୍ଧା ଏହି କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକସେବା ଭବନଠାରେ…

ରାଜ୍ୟ ବନ୍ଦରରୁ ବିଦେଶକୁ ମାଛ ରପ୍ତାନି ଯୋଜନା

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଥିବା ବନ୍ଦର ବାଟ ଦେଇ ବିଦେଶକୁ ସାମୁଦ୍ରିକ ମାଛ ରପ୍ତାନି କରିବା ପାଇଁ ଯୋଜନା କରାଯାଉଛି। ଏନେଇ ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯିବ ବୋଲି ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ…

ଅଗଷ୍ଟ ୧୫ରେ ଲଞ୍ଚ୍‌ ହୋଇପାରେ କରୋନା ଔଷଧ

ନୂଆଦିଲ୍ଲୀ,୩।୭: କରୋନାର ସଂକ୍ରମଣ ବୃଦ୍ଧି ମଧ୍ୟରେ ଏକ ଖୁସି ଖବର ଆସୁଛି। କରୋନା ଟିକା କୋଭାକ୍ସିନ ଅଗଷ୍ଟ ୧୫ରେ ଲଞ୍ଚ୍‌ ହୋଇପାରେ। ଫାର୍ମାସ୍ୟୁଟିକାଲ କମ୍ପାନୀ ଭାରତ ବାୟୋଟେକ ଦ୍ୱାରା ଏହି ଟିକା ପ୍ରସ୍ତୁତ କରାଯାଇଛି। ଭାରତ ବାୟୋଟେକ ଏବଂ ଆଇସିଏମଆର ପକ୍ଷରୁ…

ଜୁଲାଇ ୩୧ ପର୍ଯ୍ୟନ୍ତ ୪ ଭବନକୁ ମନା

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ମଧ୍ୟରେ ୩ଗୁଣ ବୃଦ୍ଧି ପାଇ ପାଖାପାଖି ୮ ହଜାରରେ ପହଞ୍ଚିଲାଣି। ସରକାରୀ କାର୍ଯ୍ୟାଳୟରେ ଯେପରି ସଂକ୍ରମଣ ନ ପହଞ୍ଚିବ ସେଥିପାଇଁ ସରକାର ଅଧିକ ଯତ୍ନବାନ ମଧ୍ୟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର…

୧୭ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୭(ବ୍ୟୁରୋ): ଉପକୂଳ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୩.୬ କି.ମି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ଅନ୍ୟ ଏକ ଘୂର୍ଣ୍ଣିବଳୟ ପୂର୍ବ ଉତ୍ତର ପ୍ରଦେଶ ଉତ୍ତର ଏବଂ ଏହାର ଆଖପାଖ ଅଞ୍ଚଳରେ ଘେରି ରହିଛି।…

ଅପରାଧୀଙ୍କ ଗୁଳିରେ ଡିଏସପିଙ୍କ ସମେତ ୮ ପୋଲିସ କର୍ମୀ ଶହୀଦ

କାନପୁର,୩।୭: ଉତ୍ତର ପ୍ରଦେଶ କାନପୁରରେ ମୋଷ୍ଟ ୱାଣ୍ଟେଡ ଅପରାଧୀଙ୍କ ସହ ଗୁଳିବିନିମୟ ବେଳେ ୮ ପୋଲିସ କର୍ମଚାରୀ ଶହୀଦ ହୋଇଛନ୍ତି। ଶହୀଦଙ୍କ ମଧ୍ୟରେ କାନପୁର ଡେପୁଟି ଏସ୍ପି ଦେବେନ୍ଦ୍ର ମିଶ୍ର ରହିଛନ୍ତି। ଅନ୍ୟ ୭ ଜଣ ଗୁରୁତର ଭାବେ ଆହତ ହୋଇ…

ଏହି ୩ ଖରାପ ଅଭ୍ୟାସ କରନ୍ତୁ ପରିତ୍ୟାଗ, ନଚେତ୍‌ କମିପାରେ ରୋଗ ପ୍ରତିରୋଧକ ଶକ୍ତି

କରୋନା ଭାଇରସ୍‌ ଯୋଗୁ ଲୋକେ ବର୍ତ୍ତମାନ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଧିକ ଯତ୍ନବାନ ହୋଇଛନ୍ତି। ବିଶେଷ ଭାବରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ପାଇଁ ବିଭିନ୍ନ ପ୍ରକାର ଟିପ୍ସ ଅପାଣାଉଛନ୍ତି। ମାତ୍ର କିଛି ଖରାପ ଅଭ୍ୟାସ ଅଛି ଯାହାକୁ ପରିହାର ନ…

୨ ମାସରେ ମଲେଣି ୩୫୦ ହାତୀ

ଗବୋରୋନ୍‌,୩।୭(ଆଇଏଏନ୍‌ଏସ୍‌):ହାତୀ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଉଥିବା ବେଳେ ଗତ ୨ ମାସ ମଧ୍ୟରେ ଆଫ୍ରିକୀୟ ରାଷ୍ଟ୍ର ବୋତୋସ୍ବାନାରେ ୩୫୦ରୁ ଅଧିକ ହାତୀଙ୍କ ମୃତ୍ୟୁ ଘଟିଥିବା ମିଡିଆ ରିପୋର୍ଟରୁ ଜଣାପଡ଼ିଛି। ତେବେ କିଭଳି ଏମାନଙ୍କ ମୃତ୍ୟୁ ଘଟିଲା, ସେନେଇ କିଛି ତଥ୍ୟ ଲୋକଲୋଚନକୁ…

ଧୂମପାନକାରୀଙ୍କ ପ୍ରତି କରୋନା ବିପଦ ଅଧିକ

ଲଣ୍ଡନ,୩।୭:ଧୂମପାନ କରୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ପ୍ରାଣଘାତୀ ହୋଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ତେବେ ଏହି ବିପଦ ପ୍ରକୃତରେ କେତେ ଅଧିକ ତାହା କୁହାଯାଇନାହିଁ। ଧୂମପାନ ଓ କୋଭିଡ୍‌-୧୯ ମଧ୍ୟରେ ଥିବା ସମ୍ପର୍କକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri