Home Left

ପୁଅଙ୍କ ସହ ସୋନୁଙ୍କ ଓ୍ବର୍କଆଉଟ୍‌

ବମ୍ବେ: କରୋନାକୁ ନେଇ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଚର୍ଚ୍ଚାକୁ ଆସିଥିଲେ ବଲିଉଡ୍‌ ଅଭିନେତା ସୋନୁ ସୁଦ। ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀମାନଙ୍କୁ ନିଜ ରାଜ୍ୟ ତଥା ଗ୍ରାମକୁ ଫେରିବା ପାଇଁ ସାହାଯ୍ୟର ହାତ ବଢ଼ାଇଥିଲେ ସେ।…

ଚାଇନା ଉପରେ ରାଗିଲେ ସୋନୁ

ମୁମ୍ବାଇ: ବଲିଉଡ୍‌ର ଅଗାଧାଡିର ଗାୟକ ସୋନୁ ନିଗମ ଏବେ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ସେ ଭାରତ-ଚାଇନା ସୀମା ବିବାଦକୁ ନେଇ ଚାଇନା ଉପରେ ଖୁବ୍‌ ବର୍ଷିଛନ୍ତି। ନିକଟରେ ସେ ଭାରତୀୟ ସେନାର ଜଣେ ବୀର ଯବାନଙ୍କ ଭିଡିଓ ଦେଖିବା ପରେ ଚାଇନା…

୬ ମାସରେ ବିଦାୟ ନେଇଛନ୍ତି ଏହି ୧୨ କଳାକାର

ବମ୍ବେ: ଚଳିତ ବର୍ଷ ବଲିଉଡ୍‌ ପାଇଁ ଏକ ଖରାପ ବର୍ଷ କହିଲେ ଭୁଲ ହେବ ନାହିଁ। ଏହି ୬ ମାସ ମଧ୍ୟରେ ବଲିଉଡ୍‌ ୧୩ଜଣ ଅଭିନେତାଙ୍କୁ ହରାଇଛି, ଯାହାକି ପ୍ରଶଂସକଙ୍କ ପାଇଁ କୌଣସି ଝଟ୍‌କାଠାରୁ କମ୍‌ ନୁହେଁ। ଏପ୍ରିଲ ୨୯ ତାରିଖରେ…

୨୦୧୮ରେ କେଉଁ କାରଣ ପାଇଁ ଅବସର ନେଇଥିଲେ ଡି ଭିଲର୍ସ

ଜୋହାନ୍ସବର୍ଗ, ୧।୭- ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ୨୦୧୮ରେ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇଥିଲେ। ଡି ଭିଲର୍ସ ଯେଉଁ ସମୟରେ କ୍ରିକେଟ୍‌କୁ ଅଲ୍‌ବିଦା କରିଥିଲେ ସେତେବେଳେ ସେ ଭଲ ଫର୍ମରେ ଥିଲେ। କିନ୍ତୁ ହଠାତ୍‌…

ହାଇଓ୍ବା ଧକ୍କାରେ ଇନୋଭା ଚୁର୍‌ମାର: ଡ୍ରାଇଭର ମୃତ, ୭ ଗୁରୁତର

କେନ୍ଦୁଝର/ଚମ୍ପୁଆ,୧ା୭(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ନାରଦପୁର ନିକଟ ୫୨୦ ନମ୍ବର ଜାତୀୟ ରାଜପଥରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି…

‘ଚିଙ୍ଗାରି’ର ଓଡ଼ିଶା ଲିଙ୍କ୍‌

ଭୁବନେଶ୍ୱର,୧।୭(ବ୍ୟୁରୋ): ଦେଶର ସୁରକ୍ଷା ପ୍ରତି ବିପଦ ସୃଷ୍ଟି ଦୃଷ୍ଟିରୁ କେନ୍ଦ୍ର ସରକାର ସୋମବାର ୫୯ଟି ଚାଇନିଜ୍‌ ଆପ୍‌କୁ ଭାରତରେ ନିଷିଦ୍ଧ ଘୋଷଣା କରିଛନ୍ତି। ଏହି ଆପ୍‌ ଗୁଡ଼ିକ ମଧ୍ୟରେ ସବୁଠାରୁ ଆଗରେ ରହିଛି ‘ଟିକ୍‌ଟକ୍‌’ ଆପ୍‌। କେନ୍ଦ୍ର ସରକାରଙ୍କ ଘୋଷଣା ପରେ…

ପ୍ରଶଂସକଙ୍କୁ ପାଣି ପିଇବାର ସଠିକ୍‌ ପ୍ରକ୍ରିୟା ଶିଖାଇଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ଷ୍ଟାଇଲିଷ୍ଟ ଅଭିନେତ୍ରୀ ମଲାଇକା ଅରୋରା ନିଜ ଷ୍ଟାଇଲ୍‌କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ମଲାଇକାଙ୍କ ପ୍ରାୟ ସମୟରେ ଫଟୋ ଓ ଭିଡିଓ ଭାଇରାଲ ହୋଇଥାଏ। ଫିଟ୍‌ନେସ୍‌ ମାମଲାରେ ସବୁବେଳେ ଟପ୍‌ରେ…

ଏଲ୍‌ଏସିର ସ୍ଥିତି ପରଖିବେ ପ୍ରତିରକ୍ଷା ମନ୍ତ୍ରୀ, ସେନାମୁଖ୍ୟ

ନୂଆଦିଲ୍ଲୀ,୧।୭: ଭାରତ-ଚାଇନା ସୀମା ବିବାଦକୁ ନେଇ ଏବେ ଭାରତୀୟ ସେନା ଖୁବ୍‌ ସଜାଗ ରହିଛି। ଚାଇନାକୁ କଡା ଜବାବ ଦେବାକୁ ସବୁ ସମୟରେ ପ୍ରସ୍ତୁତ ରହିଛି ଭାରତୀୟ ସେନା। ତେବେ ପୂର୍ବ ଲଦ୍ଦାଖରେ ସୁରକ୍ଷାର ସ୍ଥିତି ପରଖିବାକୁ ଶୁକ୍ରବାର ସେନାମୁଖ୍ୟ ଜେନରାଲ…

୧୦ ବର୍ଷ ଧରି ଥିଲେ ବସ୍‌ କଣ୍ଡକ୍ଟର, ଏବେ ଶ୍ରେଷ୍ଠ ଫିଲ୍ମ ନିର୍ଦ୍ଦେଶକ

ଯେକୌଣସି ଫିଲ୍ମ ନିର୍ଦ୍ଦେଶକଙ୍କ ପାଇଁ ତାଙ୍କ ଫିଲ୍ମ ଶ୍ରେଷ୍ଠ ପୁରସ୍କାର ଲାଭ କରିବା ନିଶ୍ଚିତ ଖୁସିର କଥା। ମାତ୍ର ଜଣେ ଫିଲ୍ମ ଲାଇନ୍‌ର ନ ହୋଇ ବି ଶ୍ରେଷ୍ଠ ଫିଲ୍ମ ନିର୍ଦ୍ଦେଶକ ଭାବେ ପୁରସ୍କୃତ ହେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଥାଏ।…

ପିଏମ୍‌ ମୋଦି ଦେଶବାସୀଙ୍କୁ ସମ୍ବୋଧନ ସମୟରେ କାର୍ତ୍ତିକ ଆର୍ୟନ ରଖିଲେ ଏଭଳି ପ୍ରତିକ୍ରିୟା: ସୋସିଆଲ ମିଡିଆରେ ହେଉଛି ଟ୍ରେଣ୍ଡ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସମୟରେ ଦେଶବାସୀଙ୍କ ମନୋବଳ ବଢ଼ାଉବା ଏବଂ ଲକ୍‌ଡାଉନ୍‌ ଅବଧି ଲାଗି ନୂତନ ଘୋଷଣାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଦେଶରେ କରୋନା ସ୍ଥତି ଏବଂ ପ୍ରଧାନମନ୍ତ୍ରୀ ଗାରିବ କଲ୍ୟାଣ…

ମାଗଣାରେ ଲୋକଙ୍କୁ ମାସେ ଯାଏଁ ମିଳିବ ଭିଟାମିନ୍‌-ସି’ଯୁକ୍ତ ଫଳ

ଅଗରତାଲା, ୧।୭: ତ୍ରିପୁରାରେ ଲୋକଙ୍କୁ ମାଗଣାରେ ଭିଟାମିନ୍‌-ସି’ଯୁକ୍ତ ଫଳ ମାସେ ଯାଏଁ ଯୋଗାଇ ଦିଆଯିବ। ଏହାଦ୍ୱାରା କରୋନା ଲଢ଼େଇରେ ଲୋକଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ ବୋଲି ରାଜ୍ୟ ସରକାର କହିଛନ୍ତି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ…

ଚାଇନାର ସୋସିଆଲ ମିଡିଆ, ଓ୍ବେଇବୋରୁ ହଟିଲା ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧।୭: ଭାରତ ସରକାର ଭାଇନାର ୫୯ ଆପ୍‌ ଉପରେ ପ୍ରତିବନ୍ଧକ ଲଗାଇବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର ମାଇକ୍ରୋବ୍ଲଗିଙ୍ଗ ଓ୍ବେବସାଇଟ ଓ୍ବେଇବୋରୁ ହଟି ଯାଇଥିବା ଜଣାପଡିଛି। ମୋଦି ଏହି ସୋସିଆଲ ମିଡିଆରେ କିଛି ବର୍ଷ ପୂର୍ବରୁ ଯୋଗ ଦେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri