ଆଜିଠାରୁ ଆକାଶରେ ଦେଖାଯିବ ବିରଳ ଦୃଶ୍ୟ: ନିକଟତର ହେବେ ୬ ଗ୍ରହ
ଭୁବନେଶ୍ୱର,୧ା୩(ସୁଚିସ୍ମିତା ସାହୁ): ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ ପରେ ପ୍ରାୟ ୩୦ ମିନିଟରୁ ୬୦ ମିନିଟ ମଧ୍ୟରେ ଆକାଶରେ ଆକର୍ଷଣ ସାଜିବେ…
କେତେ ସମ୍ପତ୍ତି ଛାଡି ଦେଇଗଲେ ଖାମେନେଇ, ଜାଣିଲେ ହୋଇଯିବେ ତାଜୁବ
ତେହେରାନ୍,୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ପରେ, ଇରାନୀ ଗଣମାଧ୍ୟମ ଇରାନର ସର୍ୱୋଚ୍ଚ ନେତା ଆୟତୁଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁର ନିଶ୍ଚିତ କରିଛି। ଏହି ସମୟରେ, ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଇରାନ ଉପରେ…
ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ
ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି ଏବଂ ଖଣ୍ଡାରେ ହାଣି ଲୁଟି ନେଲେ ଲକ୍ଷ ଲକ୍ଷ ଟଙ୍କାର ସୁନା ଅଳଙ୍କାର…
ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ
ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି ଜନସଂଖ୍ୟାଗତ ପରିବର୍ତ୍ତନ। ଲଭ୍ ଜିହାଦ ଏବଂ ଅନ୍ୟ କିଛି ବିଷୟ ବି ରହିଛି।…
ମାର୍ଚ୍ଚରୁ ମେ’ ପ୍ରବଳ ଗରମ
ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ (ହିଟ୍ ଓ୍ବେଭ୍) ଲାଗି ରହିବ।…
ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…
ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ କରି କୁହାଯାଇଛି, “ତାଙ୍କୁ କୁହ, ମୁଁ ମୋର ଖଣ୍ଡା ଧରି ଇସ୍ରାଏଲ ଆସୁଛି।”…
ବିଶ୍ୱକପ୍ରେ ଇତିହାସ ରଚିଲେ ଫଖର-ସାହିବଜାଦା
ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍ ସୁପର-୮ର ଶେଷ ମ୍ୟାଚ୍ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛି। ହେଲେ ସାହିବଜାଦା ଫର୍ହାନଙ୍କ ଶତକ ଓ ଫଖର ଜମାନଙ୍କ ସହ…
ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ
ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ହିଞ୍ଜିଳି ଥାନା ବୁରୁପୋଡା ଗ୍ରାମର କୃଷ୍ଣଚନ୍ଦ୍ର ପାଢୀ(୩୬) । ଗିରଫ ଅଭିଯୁକ୍ତଙ୍କଠାରୁ ପୋଲିସ…
ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି
ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍’ ଆରମ୍ଭ କରିଛି। ଏହି ପାଲଟା ଆକ୍ରମଣରେ ମଧ୍ୟପ୍ରାଚ୍ୟର ୮ରୁ ଅଧିକ ଦେଶରେ ଥିବା ଆମେରିକୀୟ ଘାଟିକୁ ଇରାନ ଟାର୍ଗେଟ…
ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି
ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଇସ୍ରାଏଲର ଏୟାର ଷ୍ଟ୍ରାଇକ୍ରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ ଅମୀର ନସୀରଜାଦେହ…
ରଣ୍ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍ସିଏ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲରେ ୮ ଥରର ଚାମ୍ପିୟନ କର୍ନାଟକକୁ ପଛରେ ପକାଇ ପାରସ ଡୋଗ୍ରାଙ୍କ ନେତୃତ୍ୱାଧୀନ…
ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…
ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ମାତୃଭୂମିର ରକ୍ଷା ପାଇଁ ଶତ୍ରୁପକ୍ଷକୁ ଉଚିତ ଶିକ୍ଷା ଦେବାର ସମୟ…

