Home Left

ବିଲୀନ ହେବ ବୌଦ୍ଧସ୍ତୂପ ପାରାଭାଡ଼ି

ଚଣ୍ଡିଖୋଲ, ୨୨।୧୦:ମାନବ ସଭ୍ୟତାକୁ ଶାନ୍ତିର ବାର୍ତ୍ତା ଦେଇଛି ବୈଦ୍ଧ ଧର୍ମ। ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜି ପାଇଁ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ହାସଲ କରିଛି ସ୍ବତନ୍ତ୍ର ପରିଚୟ। ଲଳିତଗିରି, ରତ୍ନଗିରି ଓ ଉଦୟଗିରିକୁ ନେଇ ପରିକଳ୍ପିତ ‘ହୀରକ ତ୍ରିଭୂଜ’ ବିଶ୍ୱ ମାନଚିତ୍ରରେ…

ବାରାକ୍‌ରେ ମଦ ପିଇ ଏସ୍‌ଆଇ ନିଲମ୍ବିତ

ନାଉଗଁା,୨୨।୧୦(ସ୍ବ.ପ୍ର.):ଥାନା ବାରାକରେ ମଦ୍ୟପାନ କରିବା ଜଣେ ପୋଲିସ ଏସ୍‌ଆଇଙ୍କ ପାଇଁ ମହଙ୍ଗା ପଡ଼ିଛି। ସମ୍ପୃକ୍ତ କର୍ମଚାରୀ ମଦ୍ୟପାନ କରୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସ୍ବରୂପ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସମ୍ପୃକ୍ତ…

୨୦୨୧ରେ ୧୦୬ ଦିନ ସରକାରୀ ଛୁଟି

ଭୁବନେଶ୍ୱର,୨୨।୧୦(ବ୍ୟୁରୋ):୨୦୨୧ ମସିହା ପାଇଁ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କ ନିମନ୍ତେ ଛୁଟି ତାଲିକା ଘୋଷଣା କରିଛି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ। ଏନେଇ ବିଭାଗ ପକ୍ଷରୁ ବୁଧବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ୨୦୨୧ରେ ରାଜ୍ୟ ସରକାରଙ୍କ କର୍ମଚାରୀମାନେ ମୋଟ ୧୦୬ଦିନ…

ବଢ଼ିଲା ଶ୍ରମିକଙ୍କ ଦୈନିକ ମଜୁରି

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟର ଶ୍ରମିକଗୋଷ୍ଠୀଙ୍କ ଦୈନିକ ମଜୁରି ବୃଦ୍ଧି ପାଇଛି। ରାଜ୍ୟ ସର୍ବନିମ୍ନ ମଜୁରି ଉପଦେଷ୍ଟା ବୋର୍ଡର ୫୨ତମ ବୈଠକରେ କରାଯାଇଥିବା ସୁପାରିସକ୍ରମେ ସରକାର ସମସ୍ତ ୮୯ଟି ସିଡ୍ୟୁଲ୍‌ ସଂସ୍ଥାରେ କାର୍ଯ୍ୟକରୁଥିବା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଏବଂ ଉଚ୍ଚ କୁଶଳୀ ଶ୍ରମିକଙ୍କ…

ହାଇଦ୍ରାବାଦ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ସହାୟତା ଘୋଷଣା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ହାଇଦ୍ରାବାଦ ସମେତ ତେଲଙ୍ଗାନାର କିଛି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଓଡ଼ିଶା ଲୋକଙ୍କ ତରଫରୁ ଏହି ରାଶି ପ୍ରଦାନ କରାଯାଉଥିବା…

ଶୀତ ବଢ଼ିଲେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମୁଛି। କିନ୍ତୁ ମୃତ୍ୟୁ ସଂଖ୍ୟା କମୁନାହିଁ। ଅନେକ ରୋଗରେ ପୀଡ଼ିତ ଥିବା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ରହୁଛି। କୋଭିଡ୍‌-୧୯ ଭୂତାଣୁ ଶରୀରରେ ଥିବା ସମୟରେ ଅନ୍ୟ ରୋଗସବୁ ବଢ଼ି…

ରାଜଧାନୀରେ ଏନ୍‌ଆଇଏର ଖୋଳତାଡ଼

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):କୌଣସି ଏକ ସୁରକ୍ଷା ପ୍ରସଙ୍ଗକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ ଖୋଳତାଡ଼ ଆରମ୍ଭ କରିଛି। ଖଣ୍ଡଗିରି ଥାନାଞ୍ଚଳରେ ରହୁଥିବା ଜଣେ ଛାତ୍ରଙ୍କୁ ୫ ଘଣ୍ଟାଧରି ଜେରା କରିବା ପରେ ଛାଡ଼ି ଦେଇଛି। ଏନ୍‌ଆଇଏ ସାଧାରଣତଃ…

ମଧୁରଜଳ ମାଛଚାଷରେ ଓଡ଼ିଶା ପଛୁଆ

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ମାଛ ଉତ୍ପାଦନରେ ସ୍ବାବଲମ୍ବୀ ହେବା ଉଦ୍ଦେଶ୍ୟରେ ଦେଶର ପ୍ରଥମ ରାଜ୍ୟ ଭାବେ ୨୦୧୫ରେ ଓଡ଼ିଶା ମତ୍ସ୍ୟନୀତି ପ୍ରଣୟନ କରିଥିଲା। ମତ୍ସ୍ୟ ଚାଷର ଉନ୍ନତି ଓ ସମ୍ପ୍ରସାରଣ ସହ ମତ୍ସ୍ୟଜୀବୀଙ୍କ ଜୀବିକା ଓ ସାମାଜିକ ନିରାପତ୍ତା ଏବଂ ନୂତନ ନିଯୁକ୍ତି କ୍ଷେତ୍ରରେ…

୩୦ ଲକ୍ଷ କେନ୍ଦ୍ର କର୍ମଚାରୀଙ୍କୁ ମିଳିବ ବୋନସ

ନୂଆଦିଲ୍ଲୀ: କରୋନା ପ୍ରଭାବିତ ଦେଶର ଅର୍ଥ ବ୍ୟବସ୍ଥାରେ ବଜାର ଚାହିଦା ଫେରାଇ ଆଣିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହା ଅନ୍ତର୍ଗତ କେନ୍ଦ୍ର ସରକାରଙ୍କ ପ୍ରାୟ ୩୦ ଲକ୍ଷ ଅଣଗେଜେଟେଡ୍‌ କର୍ମଚାରୀଙ୍କୁ ବୋନସ ପ୍ରଦାନ ପ୍ରସ୍ତାବକୁ କ୍ୟାବିନେଟ୍‌ ବୁଧବାର ମଞ୍ଜୁରୀ…

ଆଇପିଏଲ୍‌ରେ : ‘ବ୍ଲାକ୍‌ ଲାଇଭ୍‌ ମ୍ୟାଟର’ ଆନ୍ଦୋଳନ ସାମିଲ ନ ହେବାରୁ ହୋଲ୍ଡର ଦୁଃଖିତ

ଦୁବାଇ,୨୨।୧୦(ପି.ଟି.): ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ‘ବ୍ଲାକ୍‌ ଲାଇଭ୍‌ ମ୍ୟାଟର’ ଆନ୍ଦୋଳନ ସାମିଲ ନ ହେବା ଦୁଃଖଦାୟକ ବୋଲି ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର କହିଛନ୍ତି। ବିଶ୍ୱର ଶ୍ରେଷ୍ଠ କ୍ରିକେଟ ଲିଗ୍‌ ବିବେଚିତ ହେଉଥିବା ଆଇପିଏଲ୍‌ରେ ଦଳଗୁଡିକ ଏ ନେଇ…

ବଳକା ତେଲରେ ଖାଦ୍ୟ ପ୍ରସ୍ତୁତି କରୁଛନ୍ତି କି? ସାବଧାନ! ହୋଇପାରେ ଏସବୁ ମାରାତ୍ମକ ରୋଗ

ସାଧାରଣତଃ କିଛି ଖାଦ୍ୟପଦାର୍ଥ ଛାଣି ସାରିବା ପରେ ତେଲ ବଳି ଯାଇଥାଏ। ଅନେକ ଲୋକ ସେହି ତେଲକୁ ରଖି ପୁଣି ଥରେ ରୋଷେଇରେ ବ୍ୟବହାର କରିଥା’ନ୍ତି। କିନ୍ତୁ ଏହି ତେଲ ସ୍ବାସ୍ଥ୍ୟ ପକ୍ଷେ ଖୁବ୍‌ କ୍ଷତିକାରକ। ଏହା କର୍କଟ ଏବଂ ହୃଦ୍‌ରୋଗ…

୩୦ ହଜାର କୋଟି ପଇଠ କରିବ ଭିଡିଓକନ୍‌ ଗ୍ରୁପ୍‌

ନୂଆଦିଲ୍ଲୀ: ବର୍ତ୍ତମାନ ଭିଡିଓକନ୍‌ ଗ୍ରୁପ୍‌ ଇନ୍‌ସଲଭେନ୍ସି ମାମଲାର ସମ୍ମୁଖୀନ ହୋଇଛି। ବ୍ୟାଙ୍କଗୁଡିକୁ ୩୦ ହଜାର କୋଟି ଟଙ୍କାର ଋଣ ପଇଠ କରିବା ଲାଗି କମ୍ପାନୀ ପ୍ରତିଷ୍ଠାତାଙ୍କ ପରିବାର ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ଭିଡିଓକନ୍‌ ଗ୍ରୁପ୍‌ର ୧୩ କମ୍ପାନୀ ବିରୋଧରେ ବର୍ତ୍ତମାନ ଦେବାଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?