ସିନ୍ଦୂର ପିନ୍ଧିବାକୁ ମନାକରିବାରୁ ଛାଡ଼ପତ୍ର
ଗୁଆହାଟୀ,୧।୭: ଜଣେ ବିବାହିତା ହିନ୍ଦୁ ମହିଳା ଶଙ୍ଖା ଓ ସିନ୍ଦୂର ପିନ୍ଧିବାକୁ ମନା କରିବାରୁ ଶେଷରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଛାଡ଼ପତ୍ର ଦିଆଯାଇଛି। ମୁଖ୍ୟ ବିଚାରପତି ଅଜୟ ଲାମ୍ବାଙ୍କ ଅଧ୍ୟକ୍ଷତାରେ ଗଠିତ ଗୁଆହାଟୀ ହାଇକୋର୍ଟ ଫାମିଲି କୋର୍ଟ ରାୟକୁ ଖାରଜ କରି…
ଭାଇଜାଗ୍ ଫାର୍ମରେ ଗ୍ୟାସ୍ ଲିକ୍: ୨ ମୃତ
ବିଶାଖାପାଟଣା,୧।୭(ଆଇଏଏନ୍ଏସ୍): ବିଶାଖାପାଟଣାସ୍ଥିତ ଏକ ଫାର୍ମାସ୍ୟୁଟିକାଲ ୟୁନିଟ୍ରେ ଗ୍ୟାସ୍ ଲିକ୍ହୋଇ ୨ ଜଣ ପ୍ରାଣ ହରାଇଥିବା ବେଳେ ୪ ଗୁରୁତର ହୋଇପଡ଼ିଛନ୍ତି। ପର୍ଓ୍ବାଡ଼ାର ଜବାହରଲାଲ୍ ନେହେରୁ ଫାର୍ମା କମ୍ପାନୀର ସାଇନର ଲାଇଫ୍ ସାଇନ୍ସେସ୍ ପ୍ରାଇଭେଟ୍ ଲିମିଟେଡ୍ରେ ସୋମବାର ରାତ ୧୧.୩୦ରେ ଘଟିଥିଲା। ମଙ୍ଗଳବାର…
ଚିନ୍ତାବ୍ୟକ୍ତ କଲା ଚାଇନା
ନୂଆଦିଲ୍ଲୀ/ବେଜିଂ,୧।୭: କେନ୍ଦ୍ର ସରକାର ଦେଶରେ ଚାଇନା ଭିଡିଓ ଆପ୍ ଟିକ୍ଟକ୍ ସମେତ ୫୯ଟି ଆପ୍ଲିକେଶନ ଉପରେ ସୋମବାର କଟକଣା ଜାରି କରିଛନ୍ତି। ଟିକ୍ଟକ୍କୁ ଗୁଗଲ ପ୍ଲେ ଷ୍ଟୋର ଓ ଆପ୍ ଷ୍ଟୋରରୁ ହଟାଇ ଦିଆଯାଇଛି। ଫଳରେ ଏହା କାମ କରିବା ବନ୍ଦ…
ବାପ-ପୁଅଙ୍କ ଉପରେ ଆକ୍ରମଣ କରିବାରୁ ଭାଲୁକୁ ଫାଶୀ ଦଣ୍ଡାଦେଶ
ଇଟାଲୀରେ ଏକ ବ୍ରାଉନ ଭାଲୁକୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ଗତ ସପ୍ତାହରେ ଟ୍ରେଟିନୋର ଉତ୍ତର କ୍ଷେତ୍ରରେ ବାପପୁଅଙ୍କ ଉପରେ ଆକ୍ରମଣ କରିବାକୁ ଭାଲୁକୁ ଏପରି ଦଣ୍ଡାଦେଶ ଦିଆଯାଇଥିବା ସୂଚନା ମିଳିଛି। ୫୯ ବର୍ଷୀୟ ଫେବିଓ ମିଶ୍ରରୋନି ୨୮ ବର୍ଷୀୟ ପୁଅ କ୍ରିଶ୍ଚିୟନ୍ଙ୍କ…
ଭାରତରେ ୪.୫୮ କୋଟି ମହିଳା ନିଖୋଜ
ଜାତିସଂଘ,୧।୭: ବିଗତ ୫୦ ବର୍ଷ ମଧ୍ୟରେ ବିଶ୍ୱରେ ୧୪ କୋଟି ୨୬ ଲକ୍ଷ ମହିଳା ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଏକତୃତୀୟାଂଶ ଅର୍ଥାତ୍ ୪ କୋଟି ୫୮ ଲକ୍ଷ ମହିଳା ଭାରତର ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ସଦ୍ୟ ରିପୋର୍ଟରେ…
ହସ୍ପିଟାଲ କଟକଣା ଅସମ୍ଭାଳ
ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜଧାନୀ ବସ୍ତି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଘରୋଇ ହସ୍ପିଟାଲ ପାଇଁ ନୂଆ ନିୟମାବଳୀ ଜାରି କରାଯାଇଛି। ଘରୋଇ ହସ୍ପିଟାଲରେ ବସ୍ତି ଅଞ୍ଚଳରୁ ଆସି କାମ କରୁଥିବା କର୍ମଚାରୀଙ୍କ…
ସୁନା ଗହଣା କିଣୁଥିଲେ ଧ୍ୟାନ ଦିଅନ୍ତୁ ଏଥିପ୍ରତି…
ଆମ ସଂସ୍କୃତିରେ ସୁନାର ରହିଛି ଗୁରୁତ୍ୱପୂର୍ଣ୍ଣ ସ୍ଥାନ। ଏହା ଯେତିକି ସୁନ୍ଦର ସେତିକି ଉପଯୋଗୀ। ମହିଳାମାନଙ୍କର ଏହାପ୍ରତି ଅଶେଷ ଦୂର୍ବଳତା ରହିଥାଏ। ଏହାର ମୂଲ୍ୟ ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ କିଣିବା ସମୟରେ ସତର୍କ ନ…
ପୁଣି ସଫା ହେଲେ ୩ ଆତଙ୍କବାଦୀ
ଶ୍ରୀନଗର,୧।୭: ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଜାରି ରହିଛି। ଟ୍ରାଲ ଅଞ୍ଚଳରେ ଜୈଶ-ଏ-ମହମ୍ମଦର ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ବିଳମ୍ବିତ ରାତିରେ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା।…
ପିତାଙ୍କୁ ସାଇକେଲରେ ବସାଇ ୧୨୦୦ କିମି ଯାତ୍ରା କରିଥିବା ଝିଅ ଉପରେ ନିର୍ମାଣ ହେବ ଫିଲ୍ମ
ଲକ୍ଡାଉନ ସମୟରେ୧୩ ବର୍ଷ ବୟସର ଝିଅ ଜ୍ୟୋତି କୁମାରୀ ତାଙ୍କ ପିତାଙ୍କୁ ହରିୟାଣାର ଗୁରୁଗ୍ରାମରୁ ବିହାରର ଦରଭଙ୍ଗା ପ୍ରାୟ ୧୨ ଶହ କିଲୋମିଟରରୁ ଅଧିକ ସାଇକେଲରେ ବସାଇ ଘରକୁ ନେବା ଏବେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏବେ ଜ୍ୟୋତୀଙ୍କୁ ନେଇ ଫିଲ୍ମ…
ଚାକିରିରୁ ତଡ଼ା ଖାଇଲେ ବୀରମିତ୍ରପୁର ଥାନା ଅଧିକାରୀ
କଟକ ଅଫିସ,୧।୭: ଜଣେ ନାବାଳିକାଙ୍କୁ ଥାନା ଭିତରେ ରଖି ବଳାତ୍କାର ଏବଂ ପରେ ଗର୍ଭପାତ କରାଇଥିବା ଅଭିଯୋଗରେ ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ତାଙ୍କୁ ଚାକିରିରୁ ବରଖାସ୍ତ…
ଆମେରିକାରେ କରୋନା ସଂକ୍ରମଣ ଯେତିକି ବଢୁଛି, ଚାଇନା ଉପରେ ରାଗ ସେତିକି ବଢୁଛି: ଟ୍ରମ୍ପ
ଓ୍ବାଶିଂଟନ,୧।୭:ଆମେରିକାରେ କରୋନା ଭାଇରସ ସଂକ୍ରମଣ ଯେତିକି ବୃଦ୍ଧି ପାଉଛି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚାଇନା ପ୍ରତି କ୍ରୋଧ ସେତିକି ବଢିବାରେ ଲାଗିଛି। ଆମେରିକାର ସ୍ବାସ୍ଥ୍ୟ ଅଧିକାରୀମାନେ ଚେତାବନୀ ଦେଇଛନ୍ତି ଯେ, ସେମାନେ ମହାମାରୀକୁ ସଂପୂର୍ଣ୍ଣ ନିୟନ୍ତ୍ରଣ କରିବାକୁ ସ୍ଥିତିରେ ନାହାଁନ୍ତି।…
ପ୍ରଫେସର ଦତ୍ତେଶ୍ୱର ହୋତା ଏସ୍ସିବି ପ୍ରିନ୍ସିପାଲ
କଟକ ଅଫିସ,୧ା୭: ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟର ୪୯ତମ ଡିନ୍ ତଥା ପ୍ରିନ୍ସିପାଲ ଭାବେ ୟୁରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଡା. ଦତ୍ତେଶ୍ୱର ହୋତା ମଙ୍ଗଳବାର ଦାୟିତ୍ୱ ନେଇଛନ୍ତି। ଡା. ଜୟଶ୍ରୀ ମହାନ୍ତି ଅଧ୍ୟକ୍ଷ ପଦବୀରୁ ଅବସର ନେବା ପରେ ଡା.…
Archives


