Home Left

ଅଗଷ୍ଟ ୩୧ ଯାଏ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ୱର,୧ା୭(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ବେଳକୁ ବେଳ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ରାଜ୍ୟ ସରକାର ବିଭିନ୍ନ କୌଶଳ ଅବଲମ୍ବନ କରୁଛନ୍ତି। ଲକ୍‌ଡାଉନ-୫ ପରେ ରାଜ୍ୟ ସରକାର ଜୁନ୍‌ ୧ତାରିଖରୁ କଟକଣା କୋହଳ କରିଥିଲେ। ଅନ୍‌ଲକ୍‌-୧ର ଅବଧି ଜୁନ୍‌ ୩୦ରେ ଶେଷ…

ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି। ମଙ୍ଗଳବାର ଏନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତି। ନାବାଳିକା ବଳାତ୍କାର ମାମଲାର…

କରୋନା ଆକ୍ରାନ୍ତ ଶବକୁ ଗାତରେ ଫିଙ୍ଗିଲେ ମେଡିକାଲ କର୍ତ୍ତୃପକ୍ଷ

ବଲ୍ଲାରି, ୩୦।୯- କର୍ନାଟକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ବଲ୍ଲାରି ଜିଲାରେ ଏଭଳି ଏକ ଘଟଣା ଏବେ ସାମ୍ନାକୁ ଆସିଛି ଯାହା ସମସ୍ତଙ୍କ ନିଦ ହଜାଇ…

ବିବାହ ବନ୍ଧନରେ ଆବଦ୍ଧ ହେଲେ ତୀରନ୍ଦାଜ ଦୀପିକା-ଅତନୁ

ରାଞ୍ଚତ୍, ୩୦।୬- ଭାରତୀୟ ତୀରନ୍ଦାଜୀ କ୍ରୀଡ଼ାର ଦୁଇ ସଫଳ ତୀରନ୍ଦାଜ ଦୀପିକା କୁମାରୀ ଓ ଅତନୁ ଦାସ ମଙ୍ଗଳବାର ପରସ୍ପର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଞ୍ଚତ୍ ମୋହରବାଦିସ୍ଥିତ ଏକ ହଲ୍‌ରେ ଏହି ଦୁଇ ଅନ୍ତର୍ଜାତୀୟ ତୀରନ୍ଦାଜଙ୍କ ବିବାହ ଅନୁଷ୍ଠିତ ହୋଇଥିଲା।…

ଟିକ୍‌ଟକ୍‌ ବ୍ୟାନ୍‌ ହେବା ପରେ ଏହି ୟୁଟ୍ୟୁବର୍‌ଙ୍କୁ ମିଳୁଛି ଶୁଭେଚ୍ଛା

ଭାରତ-ଚାଇନା ମଧ୍ୟରେ ସୀମା ଉତ୍ତେଜନା ଲାଗି ରହିଛି। ଏସବୁ ମଧ୍ୟରେ ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ବ୍ୟାନ୍‌(ନିଷିଦ୍ଧ) କରିଦେଇଛନ୍ତି। ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ସୋସିଆଲ ମିଡିଆରେ ଲୋକମାନେ ନିଜର ଖୁସିବ୍ୟକ୍ତ କରିଛନ୍ତି। ହେଲେ ଟିକ୍‌ଟକ୍‌ ବ୍ୟାନ୍‌…

କରୋନାରେ ମୃତ ଯୁବକଙ୍କ ପରିବାରକୁ ୧୪ ଲକ୍ଷ ଟଙ୍କାର ମେଡିକାଲ ବିଲ୍‌

ନୋଏଡା, ୩୦।୬- କରୋନାରେ ମୃତ୍ୟୁବରଣ କରିଥିବା ଜଣେ ଯୁବକଙ୍କ ପରିବାରକୁ ମେଡିକାଲ ପକ୍ଷରୁ ଚିକିତ୍ସା ଖର୍ଚ୍ଚ ବାବଦକୁ ୧୪ ଲକ୍ଷ ଟଙ୍କା ବିଲ୍‌ ଦିଆଯାଇଛି। ନୋଏଡାର ଗୌତମ ବୁଦ୍ଧ ନଗର ଅଞ୍ଚଳରେ ଏଭଳି ଏକ ଘଟଣା ଏବେ ସାମ୍ନାକୁ ଆସିଛି। କରୋନାରେ…

ରାଷ୍ଟ୍ରପତିଙ୍କ ଭଳି ଦେଖାଯାଉଥିବାରୁ ଗାୟକଙ୍କ ସହ ଏଭଳି କଲା ଚାଇନା

ଚାଇନାର ଅଜବ ନିୟମ। ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କ ଭଳି ଦେଖାଯାଉଥିବା କାରଣରୁ ଜଣେ କଳାକାରଙ୍କ ଉପରେ ରୋକ ଲାଗିଛି। ତାଙ୍କର ଦୋଷ ଏତିକି ଯେ, ସେ ରାଷ୍ଟ୍ରପତିଙ୍କ ଭଳି ନଜର ଆସୁଛନ୍ତି। ଏଣୁ ସେ ସୋସିଆଲ ମିଡିଆ ବ୍ୟବହାର କରିପାରିବେ ନାହିଁ…

ଚାଇନା ଆପ୍‌ ବ୍ୟାନ୍‌: ଟିକ୍‌ଟକ୍‌ ଖୋଲିଲେ ଆସୁଛି ଏଭଳି ନୋଟିସ୍‌

ନୂଆଦିଲ୍ଲୀ,୩୦।୬: ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ଘୋଷଣା କରିଛନ୍ତି। ଏପରିସ୍ଥଳେ ମଙ୍ଗଳବାର ସକାଳୁ ଗୁଗୁଲ୍‌ ପ୍ଲେ ଷ୍ଟୋରରୁ ଏହି ଆପ୍‌ଗୁଡ଼ିକୁ ହଟାଯାଇଛି। ଏଣୁ ଟିକ୍‌ଟକ୍‌ ମଧ୍ୟ କାମ କରୁ ନ ଥିବା ଦେଖିବାକୁ ମିଳିଛି।…

ଆଜି ରାତିରୁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୩୦।୬: ବାହୁଡ଼ା ଯାତ୍ରା ପାଇଁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ କରାଯାଇଛି। ମଙ୍ଗଳବାର ରାତି ୯ଟାରୁ ୨ ତାରିଖ ରାତି ୧୧ଟା ୩୦ ପର୍ଯ୍ୟନ୍ତ ପୁରୀକୁ ବସ୍‌, ଟ୍ରେନ୍‌ ଆଦି ଚଳାଚଳ ବନ୍ଦ ରହିବ। ପୁରୀକୁ ସାଧାରଣ ଲୋକ…

ପ୍ରେମରେ ପଡ଼ିଛନ୍ତି ଏରିକା

ବମ୍ବେ: ପ୍ରେମରେ ପଡ଼ିଛନ୍ତି ‘କସୋଟି ଜିନ୍ଦେଗୀ କେ-୨’ର ନାୟିକା ଏରିକା ଫର୍ଣ୍ଣାଡିସ୍‌। ସେ ନିଜେ ଏହା ସ୍ବିକାର କରିଛନ୍ତି। ଗତ ୩ ବର୍ଷ ଧରି ସେ ଜଣଙ୍କୁ ଭଲ ପାଉଛନ୍ତି। ହେଲେ ତାଙ୍କ ନାଁ କହିବାକୁ ରୋକଠୋକ ମନା କରିଦେଇଛନ୍ତି। କେବଳ…

୫୦% କର୍ମଚାରୀରେ ଚାଲିବ ରାଜ୍ୟର ସମସ୍ତ ସରକାରୀ ଅଫିସ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଛି। ଏହି କ୍ରମରେ ସରକାରୀ କାର୍ଯ୍ୟାଳୟଗୁଡ଼ିକ ୫୦% କର୍ମଚାରୀରେ କାମ କରିବେ ବୋଲି କୁହାଯାଇଛି। ଜୁଲାଇ ମାସରେ ୫୦% କର୍ମଚାରୀଙ୍କୁ ନେଇ ଅଫିସ ଚାଲିବ। କେଉଁ କର୍ମଚାରୀ ଅଫିସ…

ଜୁଲାଇରେ ଜୋରଦାର ଧରପଗଡ଼

ଭୁବନେଶ୍ୱର,୩୦।୬(ବ୍ୟୁରୋ): ଏଣିକି ମାସ୍କ ଏବଂ ସାମାଜିକ ଦୂରତ୍ୱ ନିୟମ କଡ଼ାକଡ଼ି ପାଳନ କରାଯିବ। ମାସ୍କ ନ ପିନ୍ଧିଲେ ପୂର୍ବଭଳି ଜରିମାନା ଆଦାୟ କରାଯିବ। ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜୁଲାଇ ମାସରେ ଧରପଗଡ଼ ଜୋରଦାର ହେବ, କଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri