ନିର୍ଣ୍ଣାୟକ ହେବେ ଭାରତୀୟ ବଂଶୋଦ୍ଭବ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧ା୧୦: ୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ୯ ଝୁଲା ରାଜ୍ୟ ଉପରେ ନିର୍ଭର କରେ। ତେଣୁ ରିପବ୍ଲିକାନ୍ ଡୋନାଲ୍ଡ ଟ୍ରମ୍ପ୍ ଓ ଡେମୋକ୍ରାଟ ଜୋ ବିଡେନଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣରେ ରାଜ୍ୟଗୁଡ଼ିକରେ ବସବାସ କରୁଥିବା ୧.୪ ନିୟୁତ ଭାରତୀୟ ବଂଶୋଦ୍ଭବଙ୍କ…
କରୋନାକୁ ହରାଇଲେ ୯୦ ବର୍ଷୀୟ କ୍ୟାନ୍ସର ପୀଡ଼ିତ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ)- କରୋନାକୁ ହରାଇଛନ୍ତି ୯୦ ବର୍ଷୀୟ ମୁରଲୀଧର ଶତପଥୀ। ସେ ଗଳା କର୍କଟ ରୋଗରେ ପୀଡ଼ିତ ଥାଇ ମଧ୍ୟ କୋଭିଡ୍କୁ ପରାସ୍ତ କରିବାରେ ସଫଳ ହୋଇଛନ୍ତି। ଗତ ୧୦ତାରିଖରେ ସେ କରୋନାରେ ସଂକ୍ରମିତ ହେବାପରେ ତାଙ୍କୁ କ୍ୟାନ୍ସର ହସ୍ପିଟାଲ୍ରୁ ଭୁବନେଶ୍ୱରସ୍ଥିତ ଏକ…
ବିଦ୍ୟୁତ୍ ଦର ବୃଦ୍ଧିରେ ଯୁବକଂଗ୍ରେସର ପ୍ରତିବାଦ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ପ୍ରତିବାଦ ଚାଲିଛି। ମଙ୍ଗଳବାର ରାଜ୍ୟ ବିଦ୍ୟୁତ୍ ନିୟାମକ ବୋର୍ଡ ସମ୍ମୁଖରେ ଯୁବକଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଟିଭି ଓ କମ୍ପ୍ୟୁଟର ପୋଡ଼ି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କରୋନାରେ ଜୀବନ…
ମେକ୍ ଇନ୍ ଓଡ଼ିଶା ପାଇଁ ଏଫ୍ଆଇସିସିଆଇ ହେବ ପାର୍ଟନର
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ମେକ୍-ଇନ୍ ଓଡ଼ିଶାର ତୃତୀୟ ସଂସ୍କରଣ ପାଇଁ ଫେଡେରେଶନ ଅଫ୍ ଇଣ୍ଡିଆନ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ(ଏଫ୍ଆଇସିସିଆଇ) ନ୍ୟାଶନାଲ ପାର୍ଟନର ହେବ। ଏନେଇ ମଙ୍ଗଳବାର ଭିଡିଓ କନ୍ଫରେନ୍ସ ଜରିଆରେ ଇପିକଲ ଏବଂ ଏଫ୍ଆଇସିସିଆଇ ମଧ୍ୟରେ ବୁଝାମଣା ପତ୍ର (ଏମ୍ଓୟୁ) ସ୍ବାକ୍ଷର…
ହାତୀ ନେଲା ୩ ଜୀବନ
ବାରିପଦା ଅଫିସ/ ଚିତ୍ରଡା/ ଆଠମଲ୍ଲିକ, ୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଓ ଅନୁଗୋଳ ଜିଲାରେ ମଙ୍ଗଳବାର ହାତୀ ଆକ୍ରମଣରେ ୩ଜଣଙ୍କ ଜୀବନ ଯାଇଛି। ମୟୂରଭଞ୍ଜ ରାସଗୋବିନ୍ଦପୁର ରେଞ୍ଜ ମୋରଡା ବ୍ଲକ ଅଞ୍ଚଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକମାନେ…
ନୟାଗଡ଼ରେ ନକଲି ଟଙ୍କା କାରଖାନା ଠାବ
ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ସହରର ଅମରେନ୍ଦ୍ର ବଜାରରେ ଚାଲିଥିଲା ନକଲି ଟଙ୍କା ଛାପା କାରଖାନା। ବାଇକ୍ କିଣିବାବେଳେ ୧ ଲକ୍ଷ ୨୫ ହଜାର ନକଲି ୫୦୦ ଟଙ୍କିଆ ଜବତ ପରେ ଏହା ଦୃଷ୍ଟିକୁ ଆସିଛି। ଥାନାଠାରୁ ପ୍ରାୟ ୫୦୦ ମିଟର ଦୂରରେ…
କାର୍ତ୍ତିକରେ ମିଳିବ ଅବଢ଼ା
ପୁରୀ ଅଫିସ,୨୧ା୧୦: ଆସନ୍ତା ନଭେମ୍ବର ପହିଲାରୁ ଧର୍ମମାସ କାର୍ତ୍ତିକ ଆରମ୍ଭ ହେଉଛି। ଏହି ପବିତ୍ର ମାସରେ ପୁରୀରେ ହଜାର ହଜାର ସଂଖ୍ୟାରେ ହବିଷିଆଳି ରହି କାର୍ତ୍ତିକ ବ୍ରତ ପାଳିଥାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଗତ କିଛିବର୍ଷ ହେବ ପ୍ରାୟ ୩…
ଶୀତ ପାଇଁ ମୌସୁମୀ ବାଧକ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ନଭେମ୍ବର ପହିଲା ପୂର୍ବରୁ ଏହା ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା କ୍ଷୀଣ। ଅକ୍ଟୋବରରେ ଲଗାତର ଲଘୁଚାପ ଯୋଗୁ ମୌସୁମୀ ଅଧିକ ବଳବାନ ହୋଇଛି। ବିଭିନ୍ନ ପ୍ରାନ୍ତରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଚଳିତବର୍ଷ…
କରୋନାକୁ ହରାଇବା ପରେ ଡେଙ୍ଗୁରେ ଆକ୍ରାନ୍ତ ହେଲେ ଏହି ଲୋକପ୍ରିୟ କଳାକାର ଦମ୍ପତି
ରୋଡିଡ୍ ଷ୍ଟାର ପ୍ରିନ୍ସ ନରୁଲା ଏବଂ ତାଙ୍କ ଅଭିନେତ୍ରୀ ସ୍ତ୍ରୀ ଯୁବିକା ଚୌଧୁରୀ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିକଟରେ ବିଗ୍ବସ୍-୯ର ବିଜେତା ପ୍ରିନ୍ସ ହସ୍ପିଟାଲର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ।…
ବିଦ୍ୟୁତ୍ ଆଘାତରେ ବଳଦ ମୃତ୍ୟୁ ଘଟଣା: ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ
ଜୁନାଗଡ଼,୨୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ଅଧୀନ ଆଟିଗାଁରେ ବିଦ୍ୟତ୍ ଆଘାତରେ ଗୋଟିଏ ବଳଦର ମୃତ୍ୟୁ ଓ ମାଲିକ ଆହତ ଘଟଣାରେ ଜାତୀୟ ମାନବାଧିକାର କମିଶନ ହସ୍ତକ୍ଷେପ କରିଛନ୍ତି। ବିଦ୍ୟୁତ୍ ବିଭାଗକୁ କମିଶନ ରିପୋର୍ଟ ତଲବ କରିଛି। ଅକ୍ଟୋବର ୫ ତାରିଖ…
କଲରାପତରିଆ ବାଘ ଚମଡ଼ା ଜବତ, ୫ ଗିରଫ
ବାରିପଦା ଅଫିସ/ବିଶୋଇ, ୨୦।୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଟାର୍ଗେଟ କରିଛନ୍ତି ବାଘଛାଲ ବେପାରୀ। ଶିମିଳିପାଳ ପାଦଦେଶରେ ମଙ୍ଗଳବାର କଲରାପତରିଆ ବାଘଚମଡା ବିକ୍ରି ନିମନ୍ତେ ଡିଲ୍ ଚାଲିଥିବା ବେଳେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୫ଜଣ ଯୁବକଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବାଘଚମଡା…
ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା
ଭୁବନେଶ୍ୱର, ୨୦।୧୦: ଓଡ଼ିଶାରେ କରୋନାରୁ ଆରୋଗ୍ୟ ହୋଇଥିବା ଲୋକ ସଂଖ୍ୟା ଅଢ଼େଇ ଲକ୍ଷ ଅତିକ୍ରମ କରିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟରେ ଆଉ ୨,୬୨୨ ଜଣ ଆକ୍ରାନ୍ତ…

