ଜୁଲାଇ ପାଇଁ ରଣନୀତି
ଭୁବନେଶ୍ୱର,୩୦।୬(ବ୍ୟୁରୋ): ଏବେ ସରକାରୀ କର୍ମଚାରୀମାନେ ମଧ୍ୟ କୋଭିଡ-୧୯ ସଂକ୍ରମଣର ଶିକାର ହେଉଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ବିଭିନ୍ନ ସରକାରୀ ଅଫିସ ଯେପରି ସଂକ୍ରମଣମୁକ୍ତ ରହିବ ସେ ନେଇ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି। କୋଭିଡ ନିୟମ…
ରୁଟ୍ ଖେଳିବେନି, ଷ୍ଟୋକ୍ସ ନେତୃତ୍ୱ ନେବେ
ଲଣ୍ଡନ, ୩୦।୬(ପି.ଟି.):ଦ୍ୱିତୀୟ ସନ୍ତାନର ଜନକ ହେବାକୁ ଯାଉଥିବା ଇଂଲଣ୍ଡ ଅଧିନାୟକ ଜୋ ରୁଟ୍ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଖେଳିବେ ନାହିଁ। ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଥିବା ଏହି ସିରିଜର ପ୍ରଥମ ଟେଷ୍ଟରେ ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ପ୍ରଥମଥର…
ଓଡ଼ିଶା ଏଫ୍ସି ଦଳରେ ଗୋଲକିପର ରବି କୁମାର
ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି):ଇଣ୍ଡିଆନ ସୁପରଲିଗ୍(ଆଇଏସଏଲ)ର ୭ମ ସିଜନ ପୂର୍ବରୁ ଓଡ଼ିଶା ଏଫସି ଦଳରେ ସାମିଲ ହୋଇଛନ୍ତି ଗୋଲକିପର ରବି କୁମାର। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍ ସହିତ ଉତ୍ତର ପ୍ରଦେଶ ଜନ୍ମିତ ରବି କୁମାର ୨ ବର୍ଷୀୟା ଚୁକ୍ତି କରିଛନ୍ତି। ଇଣ୍ଡିଆନ ଆରୋଜ…
ମୃତ ଗର୍ଭବତୀଙ୍କ ଶବକୁ ଅନ୍ତିମ ସଂସ୍କାର ବଦଳରେ ଗଛରେ ବାନ୍ଧିଦେଲେ ଗ୍ରାମବାସୀ
କୁର୍ନୋଲ, ୨୯।୬- ଆନ୍ଧ୍ରପ୍ରଦେଶର କୁର୍ନୋଲ ଜିଲାରେ ଏକ ଚରମ ଅମାନବୀୟ ଘଟଣା ଏବେ ସାମ୍ନାକୁ ଆସିଛି। ଜଣେ ଗର୍ଭବତୀଙ୍କ ମୃତ୍ୟୁ ହେବାପରେ ଗ୍ରାମବାସୀ ଓ ପରିବାର ଲୋକେ ତାଙ୍କର ଶବକୁ ଅନ୍ତିମ ସଂସ୍କାର କରିବା ବଦଳରେ ଜଙ୍ଗଲ ମଧ୍ୟରେ ଗଛରେ ବାନ୍ଧି…
ଜୁଲାଇ ୩୧ ପର୍ଯ୍ୟନ୍ତ ଚାଲିବ ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର,୨୯ା୬(ବ୍ୟୁରୋ)- ପୂର୍ବତଟ ରେଳପଥ ଦ୍ୱାରା ଓଡ଼ିଶା ଭିତରେ ଚାଲୁଥିବା ସ୍ପେଶାଲ ଏକ୍ସପ୍ରେସ୍ ଟ୍ରେନ୍ ଜୁନ୍ ୩୦ ପରିବର୍ତ୍ତେ ଜୁଲାଇ ୩୧ ପର୍ଯ୍ୟନ୍ତ ଚାଲିବ। ଜୁନ୍ ୮ ତାରିଖରୁ ରାଜ୍ୟ ମଧ୍ୟରେ ୬ଟି ଟ୍ରେନ୍ ଚଳାଚଳ କରୁଛି। ହେଲେ ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ…
୩ ଘଣ୍ଟା ଲାଗି ସମାଧି ନେଲେ ସାଧୁ; ମାଟି ତଳୁ ବାହାରିବା ପରେ ଗିରଫ କଲା ପୋଲିସ
ହମିରପୁର, ୨୯।୬- ମାଟି ତଳେ ୩ ଘଣ୍ଟା ପାଇଁ ଜୀବନ୍ତ ସମାଧି ନେଲେ ସାଧୁ। କିନ୍ତୁ ୩ ଘଣ୍ଟା ପରେ ଯେତେବେଳେ ସାଧୁ ମାଟି ତଳୁ ବାହାରିଲେ ପୋଲିସ ତାଙ୍କୁ ଗିରଫ କରିଛି। କରୋନା ନିୟମ ଉଲ୍ଲଘଂନ କରିଥିବା ଅଭିଯୋଗରେ ପୋଲିସ…
ଆଇସିସି ଚେୟାରମ୍ୟାନ ଦୌଡ଼ରେ କାମେରନ
କିଙ୍ଗଷ୍ଟନ, ୨୯ା୬ (ପି.ଟି.)- ଭାରତର ଶଶାଙ୍କ ମନୋହରଙ୍କ ସ୍ଥାନରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚେୟାରମ୍ୟାନ ପଦବୀ ଦୌଡ଼ରେ ସାମିଲ ହୋଇଛନ୍ତି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)ର ପୂର୍ବତନ ମୁଖ୍ୟ ଡେଭ୍ କାମେରନ। ୟୁନାଇଟେଡ୍ ଷ୍ଟେଟ୍ସ ହଲ୍ ଅଫ୍ ଫେମ୍ ତାଙ୍କ ନାମ…
୧୨ ବର୍ଷ ପରେ ‘ବାଳିକା ବଧୂ’ର ଆନନ୍ଦୀ ଦେଖାଯାଉଛନ୍ତି ଏପରି: ଚିହ୍ନିବା ହେବ କଷ୍ଟକର
‘ବାଳିକା ବଧୂ’ ଧାରାବାହିକର ଖ୍ୟାତନାମା ଅଭିନେତ୍ରୀ ଅଭିକା ଗର ଆନନ୍ଦୀ ଭାବରେ ବେଶ୍ ଜଣାଶୁଣା। ଏହି ସିରିଏଲ ତାଙ୍କୁ ପ୍ରତ୍ୟେକ ଘରେ ଆନନ୍ଦୀ ନାମରେ ପରିଚିତ କରିଥିଲା। ଅଳ୍ପ ବୟସରୁ ଅଭିକା ବାଳିକା ବୋହୂ ହୋଇ ଦର୍ଶକଙ୍କ ହୃଦୟରେ ଏକ ସ୍ଥାନ…
ତେଲଙ୍ଗାନାରେ ମାଙ୍କଡ଼କୁ ଫାଶୀ
ହାଇଦ୍ରାବାଦ, ୨୯।୬- ପ୍ରାଣୀଙ୍କ ପ୍ରତି ମଣିଷର ବର୍ବରତାର ଆଉ ଏକ ଚିତ୍ର ଏବେ ସାମ୍ନାକୁ ଆସିଛି। ତେଲଙ୍ଗାନାର ଖାମ୍ମମ ଜିଲାରେ ଗୋଟିଏ ମାଙ୍କଡ଼କୁ ଗ୍ରାମବାସୀ ଫାଶୀ ଦେଇ ଦେଇଥିବାର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ମାଙ୍କଡଟି…
ଆଠଗଡ଼ ଡିଏସ୍ପିଙ୍କ ସମେତ ୫ ପୋଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୨୯।୬: କଟକ ଜିଲାର ବଡ଼ମ୍ବା ଥାନା ଆଇଆଇସି ରବିବାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାର ଗୋଟିଏ ଦିନ ନ ବିତୁଣୁ ସୋମବାର ଆଠଗଡ଼ ଡିଏସ୍ପିଙ୍କ ନମୁନା ପଜିଟିଭ ଆସିଛି। ଏହା ସହ ୫ ପୋଲିସ କର୍ମଚାରୀ ମଧ୍ୟ କରୋନା…
ନିଦ ବଟିକା ଦେଇ ଝିଅକୁ ବଳାତ୍କାର କଲେ ବାପା
ବେଙ୍ଗାଲୁରୁ, ୨୯।୬- କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହାକି ବାପା-ଝିଅ ଭଳି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ବେଙ୍ଗାଲୁରୁର ଜଣେ ବ୍ୟକ୍ତି ତାଙ୍କ ଝିଅକୁ ନିଦ ବଟିକା ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି…
ଚାଇନା ସୀମା ବିବାଦକୁ ନେଇ ହୋଇପାରେ ତୃତୀୟ କମାଣ୍ଡରସ୍ତରୀୟ ବୈଠକ
ଲେହ,୨୯।୬: ଗତ କିଛି ଦିନରୁ ଲଦାଖ ଏଲ୍ଏସିରେ ଭାରତ ଓ ଚାଇନା ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ନିକଟରେ ଲଦାଖ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ହେବା ପରେ ଦୁଇ ଦେଶ ଭିତରେ ଉତ୍ତେଜନା…
Archives


