ଜୁଲାଇ ଶେଷରେ ମାଟ୍ରିକ୍ ପରୀକ୍ଷା ଫଳ
କଟକ ଅଫିସ,୩୦।୬: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜୁନ ୩୦ରେ ଖାତାଦେଖା ଶେଷ ହେବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ବର୍ତ୍ତମାନ ସ୍ଥିତିରେ ଅଧିକାଂଶ ମୂଲ୍ୟାୟନ…
ଓଆର୍ଏଫ୍କୁ ଚାନ୍ଦା ଦେଇଛି ଚାଇନା କନ୍ସୁଲେଟ
ନୂଆଦିଲ୍ଲୀ,୩୦ା୬: ଗଲଓ୍ବାନ ବିଫଳତାରୁ ଦୃଷ୍ଟି ହଟାଇବା ପାଇଁ ରାଜୀବ ଗାନ୍ଧୀ ଫାଉଣ୍ଡେଶନ ଭାରତରେ ଥିବା ଚାଇନା ଦୂତାବାସରୁ ଚାନ୍ଦା ସଂଗ୍ରହ କରିଥିବା ଭାଜପା ଅଭିଯୋଗ ଆଣିଥିଲା। କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏହି ଫାଉଣ୍ଡେଶନର ଅଧ୍ୟକ୍ଷା ଥିବାବେଳେ ମନମୋହନ ସିଂ, ରାହୁଲ…
ଲକ୍ଡାଉନ୍: ବଢ଼ିଛି ଓଜୋନ ପ୍ରଦୂଷଣ
ନୂଆଦିଲ୍ଲୀ,୩୦ା୬: ଲକ୍ଡାଉନ ଯୋଗୁ ସାରା ବିଶ୍ୱରେ ଅର୍ଥନୈତିକ କାର୍ଯ୍ୟକଳାପ ବନ୍ଦ ହୋଇଥିଲା। କଳକାରଖାନା, ଗାଡ଼ିମୋଟର ଚଳାଚଳ ପ୍ରାୟ ବନ୍ଦ ହୋଇଯାଇଥିଲା। ଏହାର ପ୍ରଭାବରେ ବାୟୁ ପ୍ରଦୂଷଣର ମାତ୍ରା ହ୍ରାସ ପାଉଥିବାର ଖବର ଆସିଥିଲା। କିନ୍ତୁ ଏକ ନୂଆ ଅଧ୍ୟୟନରୁ ଜଣାପଡ଼ିଛି ଯେ,…
ସକାଳ ୮ରେ ପହଣ୍ଡି, ମଧ୍ୟାହ୍ନରେ ରଥଟଣା
ପୁରୀ ଅଫିସ, ୩୦।୬: ଆସନ୍ତା ୧ତାରିଖରେ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ଶେଷ କରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋର ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ ପ୍ରକାଶ କରାଯାଇଛି। ଏବର୍ଷ କରୋନା…
ଟିକ୍ଟକ୍ ସମେତ ୫୯ ଚାଇନା ଆପ୍କୁ ନିଷିଦ୍ଧ କଲା ଭାରତ
ନୂଆଦିଲ୍ଲୀ,୩୦ା୬: ସୀମାରେ ଉତ୍ତେଜନା ଲାଗି ରହିଥିବାବେଳେ ଭାରତ ସରକାର ଟିକ୍ଟକ୍ ସମେତ ଚାଇନାର ୫୯ଟି ଆପ୍କୁ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଆପ୍ଗୁଡ଼ିକରେ ଗୋପନୀୟତା ସମେତ ଅନ୍ୟାନ୍ୟ ତଥ୍ୟ ଅନ୍ୟତ୍ର ସ୍ଥାନାନ୍ତର ହେଉଥିବା ଅଭିଯୋଗ ହୋଇଥିଲା। ଚାଇନା ଓ ଆମେରିକା…
ଯୁକ୍ତ୨ ପରୀକ୍ଷା ବାତିଲ ସମ୍ଭାବନା ବଢୁଛି, ଆଜି ନିଷ୍ପତ୍ତି
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗର ଏକ ଜରୁରୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ସମୀର ରଞ୍ଜାନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭାଗୀୟ ସଚିବ, ସିଏଚଏସଇ ଅଧ୍ୟକ୍ଷ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି…
ଗଲ୍ଓ୍ବାନରେ ଭାରତର ୪୨୩ ମିଟର ଭିତରକୁ ପ୍ରବେଶ କରିଛି ଚାଇନା
ନୂଆଦିଲ୍ଲୀ,୩୦ା୬: ଚାଇନା ସୈନ୍ୟ ଗଲ୍ଓ୍ବାନ ଉପତ୍ୟକାରେ ଭାରତୀୟ ଅଞ୍ଚଳ ମଧ୍ୟକୁ ୪୨୩ ମିଟର ପ୍ରବେଶ କରିବା ସହ ଉକ୍ତ ଅଞ୍ଚଳକୁ ଅକ୍ତିଆର କରି ରଖିଛି। ସାଟେଲାଇଟ୍ ଚିତ୍ରରୁ ଏହା ସ୍ପଷ୍ଟ ହୋଇଛି। ୧୯୬୦ରେ ବେଜିଂ ଉକ୍ତ ଅଞ୍ଚଳରେ ଯେଉଁ କ୍ଲେମ୍ ଲାଇନ…
ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍ ସ୍ତରରେ ମଧ୍ୟ ବଡ ଧରଣର ଅଦଳ ବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୋମବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଓଏଏସ ଉମାକାନ୍ତ ସ୍ବାଇଁଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଅତିରିକ୍ତ…
୬୦୯ କୋଟିର ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ୬୦୯ କୋଟି ଟଙ୍କାର ୫ଟି ପ୍ରକଳ୍ପ ସ୍ଥାପନ ହେବ। ଏଥିରେ ପ୍ରାୟ ୧୫୦୦ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ସିଙ୍ଗଲ୍…
ଜୁଲାଇ ପାଇଁ ରଣନୀତି
ଭୁବନେଶ୍ୱର,୩୦।୬(ବ୍ୟୁରୋ): ଏବେ ସରକାରୀ କର୍ମଚାରୀମାନେ ମଧ୍ୟ କୋଭିଡ-୧୯ ସଂକ୍ରମଣର ଶିକାର ହେଉଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ବିଭିନ୍ନ ସରକାରୀ ଅଫିସ ଯେପରି ସଂକ୍ରମଣମୁକ୍ତ ରହିବ ସେ ନେଇ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି। କୋଭିଡ ନିୟମ…
ରୁଟ୍ ଖେଳିବେନି, ଷ୍ଟୋକ୍ସ ନେତୃତ୍ୱ ନେବେ
ଲଣ୍ଡନ, ୩୦।୬(ପି.ଟି.):ଦ୍ୱିତୀୟ ସନ୍ତାନର ଜନକ ହେବାକୁ ଯାଉଥିବା ଇଂଲଣ୍ଡ ଅଧିନାୟକ ଜୋ ରୁଟ୍ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଖେଳିବେ ନାହିଁ। ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଥିବା ଏହି ସିରିଜର ପ୍ରଥମ ଟେଷ୍ଟରେ ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ପ୍ରଥମଥର…
ଓଡ଼ିଶା ଏଫ୍ସି ଦଳରେ ଗୋଲକିପର ରବି କୁମାର
ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି):ଇଣ୍ଡିଆନ ସୁପରଲିଗ୍(ଆଇଏସଏଲ)ର ୭ମ ସିଜନ ପୂର୍ବରୁ ଓଡ଼ିଶା ଏଫସି ଦଳରେ ସାମିଲ ହୋଇଛନ୍ତି ଗୋଲକିପର ରବି କୁମାର। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍ ସହିତ ଉତ୍ତର ପ୍ରଦେଶ ଜନ୍ମିତ ରବି କୁମାର ୨ ବର୍ଷୀୟା ଚୁକ୍ତି କରିଛନ୍ତି। ଇଣ୍ଡିଆନ ଆରୋଜ…
Archives


