କରୋନା ଚିକିତ୍ସା ପାଇଁ ରାଜଧାନୀରେ ହେବ ପ୍ଲାଜମା ବ୍ୟାଙ୍କ, ସମସ୍ତେ କରନ୍ତୁ ଦାନ: କେଜରିଓ୍ବାଲ
ନୂଆଦିଲ୍ଲୀ,୨୯।୬: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତାରେ ପଡି ଯାଇଥିବା ବେଳେ ଏହାର ଏପର୍ଯ୍ୟନ୍ତ କୌଣସି ସଫଳ ଚିକିତ୍ସା ପଦ୍ଧତି ମିଳିପାରି ନାହିଁ। ଦେଶରେ କରୋନା ସଂକ୍ରମଣ ୫ ଲକ୍ଷ ଅତିକ୍ରମ କରିଥିବା ବେଳେ ଏହାକୁ ନେଇ ମହାରାଷ୍ଟ୍ର…
ସାରାଙ୍କଠାରୁ ଜାହ୍ନବୀ- ଜାଣନ୍ତୁ କେତେ ପଢିଛନ୍ତି ଷ୍ଟାର କିଡ୍ସ
ଆଜିକାଲି ବଲିଉଡ୍ରେ ଷ୍ଟାର୍ କିଡ୍ସଙ୍କ ଦବ୍ଦବା ଚାଲିଛି। ଅଭିନେତା ସୈଫ ଅଲ୍ଲୀ ଖାନ୍ଙ୍କ ଝିଅ ସାରା ଅଲ୍ଲୀ ଖାନଙ୍କଠାରୁ ଆରମ୍ଭ କରି ଶ୍ରୀଦେବୀ ତନୟା ଜାହ୍ନବୀ କପୁର ବଲିଉଡ୍ରେ ନିଜର ପରିଚୟ ସୃଷ୍ଟି କରି ଚାଲିଛନ୍ତି। କିନ୍ତୁ ଜାଣନ୍ତି କି ପରଦାରେ…
ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣା: ଟୁଇଟରକୁ ଚିଠି ଲେଖିଲା ମୁମ୍ବାଇ ପୋଲିସ
ମୁମ୍ବାଇ,୨୯।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ପୋଲିସ ତାଙ୍କ ଆତ୍ମହତ୍ୟାର କାରଣ ଖୋଜିବାରେ ଲାଗିଛି। ଏନେଇ ମୁମ୍ବାଇ ପୋଲିସ ସୁଶାନ୍ତଙ୍କ ସାଙ୍ଗ, ପରିବାର ଲୋକ ଓ ସର୍ମ୍ପକୀୟଙ୍କୁ ମଧ୍ୟ ପଚରାଉଚୁରା କରୁଛି। ଏଥିସହ ସୁଶାନ୍ତଙ୍କ ଟୁଇଟରରୁ କିଛି…
ରାମାୟଣ’ର ଲକ୍ଷଣଙ୍କୁ ନୂଆ ଲୁକ୍ ଦେଲେ ପ୍ରଶଂସକ
କରୋନା ଲକ୍ଡାଉନ୍ ଯୋଗୁ ରାମାନନ୍ଦ ସାଗରଙ୍କ ପୌରାଣିକ ଧାରାବାହିକ ‘ରାମାୟଣ’ ଏବେ ପୁଣିଥରେ ଟିଭିରେ ପ୍ରସାରିତ ହେଉଛି। ଏହା ଦ୍ୱାରା ପ୍ରଶଂସକଙ୍କ ସୃତି ପୁଣିଥରେ ଉଜ୍ଜୀବିତ ହୋଇଯାଇଛି। ରାମାୟଣର ଲକ୍ଷଣ ଅର୍ଥାତ୍ ସୁନୀଲ ଲହଟୀ ଟୁଇଟରରେ ଖୁବ୍ ସକ୍ରିୟ। ସେ ପ୍ରତିଦିନ…
କରୋନାରେ ଏହି ଭାରତୀୟ କ୍ରିକେଟରଙ୍କ ଜୀବନଗଲା, ସାହାଯ୍ୟ ପାଇଁ ସେହ୍ବାଗ କରିଥିଲେ ଅପିଲ୍
ନୂଆଦିଲ୍ଲୀ,୨୯।୬:ଭାରତୀୟ କ୍ରିକେଟର ସିଦ୍ଧାନ୍ତ ଡୋବାଲଙ୍କ ପିତା ସଞ୍ଜୟ ଡୋବାଲ ସୋମବାର କରୋନାରେ ମୃତ୍ୟୁବରଣ କରିଛନ୍ତି। ସଞ୍ଜୟ ନିଜେ ଦିଲ୍ଲୀର ଜଣେ ଜଣାଶୁଣା କ୍ଲବ କ୍ରିକେଟର ଥିଲେ। ସେ ଦିଲ୍ଲୀ ଅଣ୍ଡର -୨୩ ଦଳର ସପୋର୍ଟ ଷ୍ଟାଫର ମଧ୍ୟ ଅଂଶ ଥିଲେ। ୫୨…
ଟଏଲେଟ୍ ଡିଜାଇନିଂ କଲେ ନାସା ଦେଉଛି ୨୬ ଲକ୍ଷ ନଗଦ ପୁରସ୍କାର
ଓ୍ବାଶିଂଟନ, ୨୯।୬: ଚନ୍ଦ୍ର ତଥା ମହାକାଶକୁ ଯାଉଥିବା ଯାନରେ ସୁବିଧା ସୁଯୋଗ ଯେଭଳି ମିଳିପାରିବ ସେନେଇ ନାସା ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ମହାକାଶ ଯାନରେ ଟଏଲେଟ୍ ନିର୍ମାଣ ଲାଗି ନାସା ପକ୍ଷରୁ ସର୍ବସାଧାରଣଙ୍କର ସହାୟତା ଲୋଡ଼ା ଯାଇଛି। ଉପଯୁକ୍ତ ଟଏଲେଟ୍…
ଗଜପତିରେ ୭ ପରିବର୍ତ୍ତେ ୨୧ ଦିନକୁ ବୃଦ୍ଧି କରାଗଲା ସଙ୍ଗରୋଧ ଅବଧି
ଗଜପତି,୨୯।୬(ସ୍ବ.ପ୍ର.): ଗଜପତି ଜିଲାରେ ସଙ୍ଗରୋଧ ଅବଧିକୁ ୭ ଦିନ ବଦଳରେ ୨୧ ଦିନକୁ ବୃଦ୍ଧି କରାଯାଇଛି। ସୋମବାର ଜିଲାରେ ନୂଆ ନିୟମ ଲାଗୁ କରିବାକୁ ଜିଲାପାଳ ଅନୁପମ ସାହା ଏକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଜଣାଇଛନ୍ତି। ଏ ନେଇ ସେ ଜିଲାର…
ମୃତ୍ୟୁ ପୂର୍ବରୁ ଭାଇରାଲ ହେଲା କରୋନା ରୋଗୀଙ୍କ ଶେଷ ଭିଡିଓ
ହାଇଦ୍ରାବାଦ,୨୯।୬: ମୁଁ ନିଃଶ୍ୱାସ ନେଇପାରୁନି…ଭେଣ୍ଟିଲେଟର ବି ହଟାଇ ନିଆଯାଇଛି…ବାୟ ଡାଡି ବାୟ…। ହାଇଦ୍ରାବାଦରୁ ବିଚଳିତ କରିଦେବା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ବାପାଙ୍କଠାରୁ ଶେଷ ବିଦାୟ ନେଇ ମୃତ୍ୟୁ ପୂର୍ବରୁ କିଛି ଏଭଳି କହିଛନ୍ତି କରୋନା ସଂକ୍ରମିତ ରୋଗୀ।…
ଜୁଲାଇ ୩୧ ପର୍ଯ୍ୟନ୍ତ ବୃଦ୍ଧି ହେଲା ଲକ୍ଡାଉନ ଅବଧି
ମୁମ୍ବାଇ,୨୯।୬: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶରେ ଲକ୍ଡାଉନ ଜାରି କରାଯାଇଥିବା ବେଳେ ଜୁନ୍ ପହିଲାରୁ କିନ୍ତୁ ଆରମ୍ଭ ହୋଇଥିଲା ଅନ୍ଲକ୍ ୦.୧। ମହାରାଷ୍ଟ୍ରରେ କିନ୍ତୁ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଉଦ୍ଧବ…
ଏସବୁ ଜିନିଷ କରନ୍ତୁ ନାହିଁ ଦାନ, ଛାଡି ପଳାଇବେ ଲକ୍ଷ୍ମୀ
ହିନ୍ଦୁ ଧର୍ମରେ ଦାନ କରିବା ପୁଣ୍ୟ ବୋଲି ଧରାଯାଏ। ଦାନ କରିବା ଦ୍ୱାରା କେବଳ ଇଶ୍ୱରଙ୍କ ଆଶୀର୍ବାଦ ମିଳେ ତାହା ନୁହେଁ, ଘରେ ସୁଖ-ଶାନ୍ତି ଆସିଥାଏ ବୋଲି କୁହାଯାଏ। ଅଭାବୀ ଲୋକଙ୍କୁ ସାହାଯ୍ୟ କରିବା ମାନବ ଜୀବନର ସବୁଠୁ ବଡ କାର୍ଯ୍ୟ।…
୧୩୯ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କେନ୍ଦୁଝର,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯ରେ ପହଞ୍ଚିଛି। ଚିହ୍ନଟ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିଲେ। ସେମାନଙ୍କୁ କେନ୍ଦୁଝର କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ…
ବଜ୍ରପାତ-ବିଜୁଳି ଦ୍ୱାରା ବାୟୁ ବିଶୋଧନ
ପ୍ରକୃତି ତାହାର ପରିବେଶକୁ ସଜାଡ଼ିବାକୁ ମଧ୍ୟ ପ୍ରୟାସ କରିଥାଏ। ପ୍ରାକୃତିକ ଉପାୟରେ ବାୟୁମଣ୍ଡଳର ବିଶୋଧନ ଏହାର ଏକ ଉଦାହରଣ। ବଜ୍ରପାତ ଓ ବିଜୁଳି ଦ୍ୱାରା ବାୟୁମଣ୍ଡଳ ଟ୍ରାଟୋସ୍ପିୟରରେ ଓଜୋନ୍ ବାଷ୍ପର ସୃଷ୍ଟି ହୋଇଥାଏ। ଓଜନ ଏକ ବିଶୋଧକ ଏବଂ ଏହା ବାୟୁମଣ୍ଡଳ…
Archives


