Home Left

ଟୁଇଟରରେ ଟ୍ରେଣ୍ଡ ହେଉଛି ହାର୍ଲେ ଡେଭିଡସନ ସୁପରବାଇକ ସହ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଫଟୋ

ନୂଆଦିଲ୍ଲୀ,୨୯।୬: ବାଇକ୍‌ରେ ସଉକ ରଖୁଥିବା ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ ନିକଟରେ ପୂର୍ବରୁ ଏକ ବୁଲେଟ ଥିବା କଥା ସେ ଅତିତରେ ପ୍ରକାଶ କରିଥିଲେ। ତାଙ୍କର ଏହି ରୁଚିକୁ ନେଇ ଏବେ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ…

ଆଜିର ଦିନରେ ସଚିନ୍‌ ହୋଇଥିଲେ ‘କ୍ରିକେଟ୍‌ର ଭଗବାନ’

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପାଇଁ ଆଜି ଖାସ୍‌ ଦିନ। ଆଜିକୁ ଠିକ୍‌ ୧୩ ବର୍ଷ ପୂର୍ବେ ଅର୍ଥାତ୍‌ ଜୁନ୍‌ ୨୯ରେ ଏକଦିବସୀୟ କ୍ରିକେଟରେ ୧୫ ହଜାର ରନ୍‌ ପୂରଣ କରି ଇତିହାସ ରଚିଥିଲେ ସଚିନ୍‌। ବିଶ୍ୱର ପ୍ରଥମ କ୍ରିକେଟର ଭାବେ ସେ…

ଓଟିଟିରେ ରିଲିଜ ହେବ ସଞ୍ଜୟଙ୍କ ଏହି ଫିଲ୍ମ

ମୁମ୍ବାଇ: କରୋନା ଲକ୍‌ଡାଉନ ଯୋଗୁ ସମସ୍ତ ହଲ୍‌ ବନ୍ଦ ରହିଛି। ଫଳରେ ପ୍ରଯୋଜକମାନେ ଫିଲ୍ମ ରିଲିଜ୍‌ ପାଇଁ ଏବେ ଡିଜିଟାଲ ପ୍ଲାଟଫର୍ମକୁ ଚୟନ କରିଛନ୍ତି। ଏହି କ୍ରମରେ ମହେଶ ଭଟ୍ଟଙ୍କ ନିର୍ଦ୍ଦେଶିତ ଫିଲ୍ମ ସଡକ-୨ର ଅପେକ୍ଷାରେ ରହିଥିବା ପ୍ରଶଂସକଙ୍କ ପାଇଁ ଏକ…

ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୯।୬: ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକ ଜିଲାରୁ ଅଛନ୍ତି ୭ଜଣ। ଏମାନଙ୍କ ମଧ୍ୟରେ କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ ପଜିଟିଭ ରହିଛନ୍ତି। ୪ ରୋଗୀ କରୋନା ପଜିଟିଭ…

କରୋନାରୁ ମୁକ୍ତି ପାଇଁ ଉପକାରୀ ଏହି ଜଡିବୁଟି ଔଷଧ

ମାରାତ୍ମକ କରୋନା ଔଷଧ ପ୍ରସ୍ତୁତ ବିଶ୍ୱସ୍ତରରେ ପ୍ରୟାସ ଚାଲିଛି। ଆୟୁର୍ବେଦରେ ମଧ୍ୟ କରୋନା ଚିକିତ୍ସା ପାଇଁ ଔଷଧ ଉପଲବ୍ଧ କରିବା ପାଇଁ ବିଭିନ୍ନ ପରୀକ୍ଷାନୀରିକ୍ଷା ଚାଲିଛି। କରୋନା ପାଇଁ ତାମିଲନାଡୁର ପାରମ୍ପରିକ ଉପାଦାନକୁ ନେଇ ପ୍ରସ୍ତୁତ ‘କାବସୁର କୁଡିନିର’ ବେଶ୍‌ ପ୍ରଭାବଶାଳୀ…

ସାହାରପଡ଼ାରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା: ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଛୁଇଁଲା

ପାଟଣା,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୋମବାର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ୨ ଜଣ…

ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜରେ ଆତଙ୍କବାଦୀ ଆକ୍ରମଣ: ୪ଆତଙ୍କବାଦୀ ନିପାତ

କରାଚି,୨୯।୬: କରାଚି ସ୍ଥିତ ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ସୋମବାର ଷ୍ଟକ୍‌ ଏକ୍ସଚେଞ୍ଜ ଭିତରକୁ ୪ଜଣ ଆତଙ୍କବାଦୀ ପ୍ରବେଶ କରି ଗ୍ରେନେଡ ମାଡ଼ କରିବା ସହ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହି ଘଟଣାରେ ୪ଆତଙ୍କବାଦୀ ନିହତ ହୋଇଥିବା…

୬ ଦିନ ଶଟ୍‌ଡାଉନ୍‌ ଛତ୍ରପୁର ଏନ୍‌ଏସି

ଛତ୍ରପୁର,୨୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିକି ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା ଜଣାପଡ଼ିଛି। ଏନେଇ ପ୍ରଶାସନର ଚିନ୍ତାବଢ଼ିଛି। ଏହାକୁ ପ୍ରତିରୋଧ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ଏନ୍‌ଏସିରେ ମଙ୍ଗଳବାରଠାରୁ ୫ ତାରିଖ…

କଟକରେ ୨ ନର୍ସ କରୋନା ପଜିଟିଭ ଚିହ୍ନଟ: ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚିଲା

କଟକ ଅଫିସ,୨୯।୬: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ସୁଦ୍ଧା ୩୭ରେ ପହଞ୍ଚିଛି। ରବିବାର ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ପ୍ରତିଷ୍ଠାନର ୨ ଜଣ ନର୍ସ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ୨୪ ବର୍ଷୀୟା ମହିଳା ନର୍ସ…

ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ପଡ଼ିଲା ମହଙ୍ଗା: ଜେଟିପି ନିଲମ୍ବିତ

ପୁରୀ ଅଫିସ, ୨୯।୬: ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ(ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ସେ ହେଲେ ଜେଟିପି ସୁଦର୍ଶନ ସାହୁ। ମହାପ୍ରଭୁ ଏବେ ଆଡ଼ପ…

କରୋନାର ୩ ନୂଆ ଲକ୍ଷଣ: ବାନ୍ତି ଲାଗିବା ବି ହୋଇପାରେ କରୋନାର ଲକ୍ଷଣ !

ନୂଆଦିଲ୍ଲୀ,୨୯।୬: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ହେଲେ ଏପର୍ଯ୍ୟନ୍ତ ବି କରୋନା ଲକ୍ଷଣକୁ ନେଇ ଅନେକ ଲୋକ ଅନ୍ଧାର ମଧ୍ୟରେ ରହିଛନ୍ତି। ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ…

ସରକାରୀ ଚାକିରି-ପ୍ରେମ ବିବାହର ସୂଚନା ଦିଏ ଜନ୍ମ ତାରିଖ…

ଯୁବବର୍ଗଙ୍କ ମଧ୍ୟରେ ବିବାହ ଏବଂ ସରକାରୀ ଚାକିରି ନେଇ ଆଗ୍ରହ ରହିଥାଏ । ଭବିଷ୍ୟତରେ ସରକାରୀ ଚାକିରୀ ହେବ କି ନାହିଁ ସେ ନେଇ ସେମାନଙ୍କର ଜିଜ୍ଞାଷା ରହିଥାଏ। ସେହିପରି ପ୍ରେମ ବିବାହ ହେବ ନା ଆରେଞ୍ଜ ହେବ ସେନେଇ ମନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri