ଚାଇନା କମ୍ପାନୀ ଟେଣ୍ଡରକୁ ବାତିଲ କଲା ବିହାର
ନୂଆଦିଲ୍ଲୀ,୨୯ା୬: ବିହାର ରାଜଧାନୀ ପାଟନାର ମହାତ୍ମା ଗାନ୍ଧୀ ସେତୁ ସହ ସମାନ୍ତରାଳରେ ଅନ୍ୟ ଏକ ମେଗା ବ୍ରିଜ୍ ନିର୍ମାଣ ଲାଗି ଚାଇନା କମ୍ପାନୀର ଟେଣ୍ଡରକୁ ରାଜ୍ୟ ସରକାର ବାତିଲ କରିଦେଇଛନ୍ତି। ଏହି ପ୍ରକଳ୍ପ ପାଇଁ ଚୟନ ହୋଇଥିବା ୪ ଠିକାଦାରଙ୍କ ମଧ୍ୟରୁ…
ସାଜ୍ଜିଦ୍ ମୀର୍ ଆଇଏସ୍ଆଇ ସୁରକ୍ଷାରେ
ନୂଆଦିଲ୍ଲୀ,୨୯ା୬(ପି.ଟି.): ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ (୨୬/୧୧)ର ମୁଖ୍ୟ ଯୋଜନା ପ୍ରସ୍ତୁତକାରୀ ସାଜ୍ଜିଦ୍ ମୀର୍ ଓରଫ ମଜିଦ୍ ବିରୋଧରେ ପାକିସ୍ତାନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ତାଙ୍କୁ ସୁରକ୍ଷା ଯୋଗାଇ ଦେଉଛି। ସେହିପରି ଗତବର୍ଷ ପୁଲ୍ଓ୍ବାମା ଆକ୍ରମଣ ସହ ସମ୍ପୃକ୍ତ ଜୈଶ୍-ଇ-ମହମ୍ମଦ ମାଷ୍ଟରମାଇଣ୍ଡ…
ବାପପୁଅଙ୍କ ହାଜତ ମୃତ୍ୟୁର ସିବିଆଇ ତଦନ୍ତ ହେବ
ସଲେମ,୨୯ା୬(ପି.ଟି.): ତାମିଲନାଡୁର ଟୁଟିକୋରିନ ଜିଲାରେ ବାପପୁଅଙ୍କ ହାଜତ ମୃତ୍ୟୁ ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କରିବ। ଏହି ମାମଲାକୁ ରାଜ୍ୟ ସରକାର ସିବିଆଇକୁ ସ୍ଥାନାନ୍ତର କରିଥିବା ରବିବାର ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ ସୂଚନା ଦେଇଛନ୍ତି। ଲକ୍ଡାଉନବେଳେ ଗତ ୧୯…
ଠିକଣା ଜବାବ ଦେଇଛି ଭାରତ
ନୂଆଦିଲ୍ଲୀ,୨୯ା୬(ପି.ଟି.): ଲଦାଖ ଉପରେ ଯେଉଁମାନେ ଖରାପ ନଜର ପକାଇଛନ୍ତି ସେମାନଙ୍କୁ ଉପଯୁକ୍ତ ଜବାବ ଦିଆଯାଇଛି। ଭାରତ ବନ୍ଧୁତାକୁ ସମ୍ମାନ କରେ, ତେବେ କୌଣସି ପ୍ରକାର ଶତ୍ରୁତାର ଠିକଣା ଜବାବ ଦେବା ପାଇଁ ଏହା ସମର୍ଥ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର…
ବୋଲରଙ୍କୁ ପ୍ରଥମେ ନିୟନ୍ତ୍ରଣ କରୁୁଥିଲେ ଧୋନୀ
ନୂଆଦିଲ୍ଲୀ, ୨୯ା୬ (ପି.ଟି.)-ଭାରତର ପୂର୍ବତନ ପେସ୍ ବୋଲର ଇର୍ଫାନ ପଠାନ ବିଶ୍ୱକପ୍ ବିଜୟୀ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉପରେ ଏକ ନୂଆ କଥା କହିଛନ୍ତି। ସେ କହିଛନ୍ତି ୨୦୦୭ରେ ଧୋନୀ ଅଧିନାୟକ ଦାୟିତ୍ୱ ଗ୍ରହଣ କରିବା ପରେ ସେ…
ଅନିଶ୍ଚିତତାରେ ଓଡ଼ିଆ ସିନେମା ଶିଳ୍ପ
ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍-୧୯ ପ୍ରଭାବ ଯୋଗୁ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି ଓଡ଼ିଆ ସିନେମା ଶିଳ୍ପ। ରାଜ୍ୟର ପ୍ରଯୋଜକ, ନିର୍ଦ୍ଦେଶକ, କଳାକାର ଏବଂ ଫିଲ୍ମ ଶିଳ୍ପ ସହ ଜଡ଼ିତ ପ୍ରମୁଖ ବ୍ୟକ୍ତିବିଶେଷ ଓଡ଼ିଆ ଇଣ୍ଡଷ୍ଟ୍ରିର ଭବିଷ୍ୟତକୁ ନେଇ ଆଶଙ୍କା ପ୍ରକାଶ କରିଛନ୍ତି। କରୋନା…
୬୧ ମିନିଟ୍ ଭିଡିଓରେ ୧୦ ବର୍ଷର ସୂର୍ଯ୍ୟ
ଓ୍ବାଶିଂଟନ,୨୯ା୬: ସୂର୍ଯ୍ୟଙ୍କ ଉପରେ ୧୦ ବର୍ଷ ଧରି କ୍ରମାଗତ ନଜର ରଖିଥିଲା ଆମେରିକୀୟ ମହାକାଶ ସଂସ୍ଥା ‘ନାସା’ର ସୋଲାର ଡାଇନାମିକ୍ସ ଅବଜରଭେଟୋରି (ଏସ୍ଡିଓ)। ସେହି ୧୦ବର୍ଷିଆ ଟାଇମ୍-ଲାପ୍ସ୍ ଭିଡିଓକୁ ନେଇ ନାସା ପ୍ରସ୍ତୁତ କରିଛି ୬୧ ମିନିଟ୍ର ଭିଡିଓ। ନାସା ଉକ୍ତ…
ଯୁକ୍ତ୨ ପରୀକ୍ଷା ନେଇ ଆଜି ବସିବ ବୈଠକ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ ୨ ପରୀକ୍ଷା ବାତିଲ କରି ଦିଆଯାଇଥିବାରୁ ରାଜ୍ୟ ସରକାର ସମାନ ନିଷ୍ପତ୍ତି ନେଇପାରନ୍ତି ବୋଲି…
ତୃତୀୟ ଥର ଲାଗି ଘୁଞ୍ଚିଲା ଏୟାର ଇଣ୍ଡିଆ ବିଡିଂ
ନୂଆଦିଲ୍ଲୀ,୨୯।୬ : ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ବିଡିଂ ସୀମାକୁ ସରକାର ତୃତୀୟ ଥର ଲାଗି ଘୁଞ୍ଚାଇଛନ୍ତି। ବର୍ତ୍ତମାନ ଏହାକୁ ଆଗାମୀ ୨ ମାସ ବା ଅଗଷ୍ଟ ୩୧ ଯାଏ ଘୁଞ୍ଚାଯାଇଛି। କୋଭିଡ ଯୋଗୁ ସାରା ବିଶ୍ୱରେ ବର୍ତ୍ତମାନ ବିଭିନ୍ନ…
ବିଭିନ୍ନ ନର୍ସିଂହୋମରେ ଚଢାଉ
ବାଲେଶ୍ୱର ଅଫିସ, ୨୯ା୬-ବାଲେଶ୍ୱର ସହରରେ ଥିବା ବିଭିନ୍ନ ନର୍ସିଂହୋମରେ ରବିବାର ସ୍ବାସ୍ଥ୍ୟ ବିଭାଗର ୫ ଟିମ୍ ଚଢାଉ କରି କୋଭିଡ ନିୟମ ପାଳନ ହେଉଛି କି ନାହିଁ ତାହାର ତଦାରଖ କରିଥିଲେ। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଦୁଲାଲସେନ ଜଗଦେଙ୍କ ନେତୃତ୍ୱରେ…
ମହଙ୍ଗା ହେଲା ଇଲେକଟ୍ରୋନିକ୍ସ ପ୍ରଡକ୍ଟ
ନୂଆଦିଲ୍ଲୀ,୨୯।୬ : ଚାଇନା ସାମଗ୍ରୀ ଉପରେ ଭାରତ ବର୍ତ୍ତମାନ ନିର୍ଭରଶୀଳ ଥିବାରୁ ଚାହିଁଲେ ମଧ୍ୟ ରାତାରାତି ଏହାକୁ ନିଷେଧ କରି ପାରୁନାହିଁ। ଗଲଓ୍ବାନ ଘାଟିରେ ଚାଇନା ସେନାର ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ଯୋଗୁ ଭାରତର ସୀମାରେ ବହିଃଶୁଳ୍କ…
ଟାଟା ଷ୍ଟିଲ୍ କବ୍ଜାରେ ପ୍ରାକୃତିକ ଝରଣା
ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି ମିଶି ସାରଙ୍ଗପୁର ଛକ ନିକଟ ପୋଲ ଦେଇ ଗଣ୍ଡାନାଳରେ ମିଶିଛି। ଏଥିଯୋଗୁ କାରଖାନାରୁ ବାହାରୁଥିବା…
Archives


