Home Left

ବଲିଉଡ୍‌ରେ ୨୮ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଲେ ଡନ୍‌

ମୁମ୍ବାଇ: ବଲିଉଡ୍‌ର ବାଦ୍‌ଶାହା, କିଙ୍ଗ ଖାନ୍‌ ଅଫ୍‌ ବଲିଉଡ୍‌ ତଥା ଡନ୍‌ କଳାକାର ଶାହାରୁଖ ଖାଁଙ୍କର ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ୨୮ ବର୍ଷ ପୂରଣ ହୋଇଛି। ଏହାକୁ ନେଇ ସେ ତାଙ୍କ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେମାନଙ୍କ ଭଲପାଇବା ହିଁ ତାଙ୍କୁ ବଲିଉଡ୍‌ରେ…

ଜହ୍ନରେ ଜାଗା କିଣିଥିବା ପ୍ରଥମ ଅଭିନେତା ଥିଲେ ସୁଶାନ୍ତ !

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ କେବଳ ଯେ ବଲିଉଡ୍‌ ତାହା ନୁହେଁ ପୁରା ଦେଶ ଚକିତ ହୋଇଯାଇଛି। ଘଟଣାକୁ ଅନେକ ଦିନ ବିତିଥିଲେ ହେଁ ପ୍ରଶଂସକମାନେ ଏହାକୁ ଗ୍ରହଣ କରିବାକୁ ନାରାଜ। ଏସବୁ ମଧ୍ୟରେ ପ୍ରଶଂସକମାନେ ସୁଶାନ୍ତଙ୍କ…

ମାସ୍କ ପିନ୍ଧି ନ ଥିବା ୭୨ ଜଣଙ୍କଠାରୁ ୧୪ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୨୮।୬: ଗଞ୍ଜାମ ଜିଲାର ୪ ଦିନିଆ ଶଟଡାଉନର ଦ୍ୱିତୀୟ ଦିନରେ ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କ ଠାରୁ ଜରିମାନା ଆଦାୟ କରିଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ…

ଏହି ଦୁଇ ରାଶି ମଧ୍ୟରେ ବିବାହ ହୋଇଥାଏ ଅଶୁଭ

ସାଧାରଣତଃ ବିବାହ ସମୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବା ପାଇଁ ଜାତକ ମିଳା ଯାଇଥାଏ। କିଛି ରାଶି ଅଛି, ଜଣେ ଜଣଙ୍କ ପ୍ରତି ବେଶ୍‌ ଆକର୍ଷିତ ହୋଇଥାନ୍ତି। ଆଉ କିଛି ରାଶିରେ ବିବାହ ଯୋଗ ଆଦୌ ଭଲ ନୁହେଁ। କାରଣ ରାଶି…

ଆୟୁଷ ମନ୍ତ୍ରଣାଳୟ ବିନା ଅନୁମତିରେ ପ୍ରସ୍ତୁତ ହୋଇଛି ‘କରୋନିଲ୍‌’: ରାମଦେବ-ପତଞ୍ଜଳି ଏମ୍‌ଡିଙ୍କ ବିରୋଧରେ ମାମଲା ଦାଏର

ଜୟପୁର, ୨୮।୬: ଆୟୁଷ ମନ୍ତ୍ରଣାଳୟର ବିନା ଅନୁମତିରେ ପତଞ୍ଜଳି ପକ୍ଷରୁ କୋଭିଡ୍‌-୧୯ ଔଷଧ ‘କରୋନିଲ୍‌’ ପ୍ରସ୍ତୁତ କରାଯାଇଛି। ଏନେଇ ରାଜସ୍ଥାନର ଜ୍ୟୋତି ନଗର ପୋଲିସ୍‌  ଷ୍ଟେଶନରେ ରାମଦେବଙ୍କ ସମେତ ପତଞ୍ଜଳି ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଆଚାର୍ଯ୍ୟ ବାଲକ୍ରିଷ୍ଣଙ୍କ ନାମରେ ଶନିବାର ଏକ ମାମଲା…

ପିତାଙ୍କ ଆଫେୟାର୍ସକୁ ନେଇ ଇନ୍ଦିରାଙ୍କୁ ଅଭିଯୋଗ କରୁଥିଲେ ଏହି ରାଜନେତାଙ୍କ ପୁଅ !

ନୂଆଦିଲ୍ଲୀ,୨୮।୬: ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ପନେ ପକାଇଛନ୍ତି। ଦେଶରେ ଆର୍ଥିକ ସୁଧାର କଥା ଆସିଲେ ପ୍ରଥମେ ଆସେ ନରସିଂହ ରାଓଙ୍କ ନାମ। ଦେଶର ଆର୍ଥିକ ସ୍ଥିତି ସୁଧାରି ଥିଲେ ବି…

ବିନା ମାସ୍କରେ ବୁଲୁଥିବା ଲୋକଙ୍କଠାରୁ ୫୪, ୨୦୦ ଜରିମାନା ଆଦାୟ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ପୋଲିସ ପକ୍ଷରୁ ଏନ୍‌ଫୋର୍ସମେଣ୍ଟ ଜାରି ରହିଛି। ଏ ନେଇ ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ୫୪ ହଜାର ୨୦୦ ଟଙ୍କା ଜରିମାନା ଆଦାୟ ହୋଇଛି।…

ପୁଣି ୪ ପୋଲିସ କରୋନା ପଜିଟିଭ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୪ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା ନେଇ ରବିବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ କରି ସୂଚନା ଦେଇଛନ୍ତି।…

୧୩୨ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ୨୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨ରେ ପହଞ୍ଚିଛି। ଚିହ୍ନଟ ୨୫ ଜଣଙ୍କ ମଧ୍ୟରୁ ବଡବିଲ ଅଞ୍ଚଳରୁ ଗୋଟିଏ ଲୋକାଲ କେସ ରହିଛି। ସେ ଭୁବନେଶ୍ୱରର ଏକ…

ଦିଲ୍ଲୀ ସାମ୍ପ୍ରଦାୟିକ ହିଂସା: ୧୩ ଧର୍ମସ୍ଥଳକୁ କରାଯାଇଥିଲା ଟାର୍ଗେଟ୍‌

ନୂଆଦିଲ୍ଲୀ, ୨୮।୬: ଦିଲ୍ଲୀରେ ହୋଇଥିବା ସାମ୍ପ୍ରଦାୟିକ ହିଂସାରେ ୧୩ ଧର୍ମସ୍ଥଳକୁ ଟାର୍ଗେଟ୍‌ କରାଯାଇଥିଲା। ସେଥିମଧ୍ୟରୁ ୧୧ଟି ଧର୍ମସ୍ଥଳ କ୍ଷତିଗ୍ରସ୍ତ ହୋଇଥିବା ଦିଲ୍ଲୀ ପୋଲିସ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ଅଧିକାର ଅଧିନିୟମ(ଆର୍‌ଟିଆଇ) ଅନ୍ତର୍ଗତ ଆଇନଜୀବୀ ୟୁସୁଫ ନକୀଙ୍କ ଦ୍ୱାରା କରାଯାଇଥିତ୍ବା ପୃଥକ…

ରାହୁଲ କରୁଛନ୍ତି ଛୋଟ ରାଜନୀତି: ଶାହା

ନୂଆଦିଲ୍ଲୀ,୨୮।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ନ୍ୟୁଜ ଏଜେନ୍ସି ଏଏନ୍‌ଆଇକୁ ଦେଇଥିବା ଏକ ସାକ୍ଷାତ୍‌କାରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଶାହା କହିଛନ୍ତି ଚାଇନା ବିବାଦକୁ ନେଇ ରାହୁଲ ହୀନ ରାଜନୀତି କରୁଛନ୍ତି। ଏହାକୁ ନେଇ…

ଗୋଟିଏ ପରିବାରର ୩ ଭାଇଙ୍କୁ କରୋନା: ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବୁଗୁଡ଼ା,୨୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଏ. କରଡ଼ାବାଡ଼ି ପଞ୍ଚାୟତ ଅନ୍ତର୍ଗତ ସୋରଡ଼ ଗ୍ରାମରେ ରବିବାରଠାରୁ ଆସନ୍ତା ଶନିବାର ପର୍ଯ୍ୟନ୍ତ ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ଖଦାଳୀ ପ୍ରଧାନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। କାରଣ ସୋରଡ଼ ଗ୍ରାମରେ ଗୋଟିଏ ପରିବାରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri