Home Left

ସ୍ପଞ୍ଜ୍‌ ଛତୁ ଦାମ କମିଲା: କିଲୋପିଛା ହେଲା ଅଢ଼େଇ ହଜାର

ଚମ୍ବା, ୨୮।୬: ହିମାଚଳ ପ୍ରଦେଶରେ ସ୍ପଞ୍ଜ୍‌ ଛତୁ  ହୋଇଥାଏ। ଏହାର ଦାମ କିଲୋ ପିଛା ସାଧାରଣ ସମୟରେ ୧୮ ହଜାରରୁ ୨୦ ହଜାର ଟଙ୍କା ହୋଇଥାଏ। ତେବେ ଲକ୍‌ଡାଉନ୍‌ ଯୋଗୁ ଅନ୍ୟ ରାଜ୍ୟର ବ୍ୟବସାୟୀ ହିମାଚଳ ପ୍ରଦେଶ ଆସିପାରୁ ନାହାଁନ୍ତି। ତେଣୁ…

ଖୋଲିଲା ସେଲୁନ: ପିପିଇ କିଟ୍‌ ପିନ୍ଧି କାଟିଲେ କେଶ

ମୁମ୍ବାଇ,୨୮।୬: କରୋନା ସଂକ୍ରମଣକୁ ଦେଖି ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ପରେ ପ୍ରଥମଥର ଲାଗି ମହାରାଷ୍ଟ୍ରରେ ରବିବାର ସେଲୁନ ଖୋଲିଛି। ଏହାକୁ ନେଇ ସେଲୁନ ମାଲିକ ସରକାରଙ୍କୁ ଧନ୍ୟବାଦ ଜଣାଇବା ସହ ସମ୍ପୂର୍ଣ୍ଣ ସୁରକ୍ଷାର ସହ କେଶ କାଟୁଥିବା କହିଛନ୍ତି। କେଶ…

କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ

ଚିତ୍ରକୋଣ୍ଡା,୨୮।୬(ଡି.ଏନ୍‌.ଏ.)- କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଚିତ୍ରକୋଣ୍ଡା ଗ୍ରାମ ପଞ୍ଚାୟତ ଅଞ୍ଚଳରେ। ମୃତକ ହେଲେ ଉକ୍ତ ପଞ୍ଚାୟତ ଅନ୍ତର୍ଭୁକ୍ତ ଜଲାସାହିର ଅର୍ଜୁନ ମାଝୀଙ୍କର ପୁଅ…

ସୁଶାନ୍ତଙ୍କ ମୃତ୍ୟୁର ୧୪ ଦିନ ପରେ ରିୟା ଚକ୍ରବର୍ତ୍ତୀ ନେଲେ ଏଭଳି ପଦକ୍ଷେପ

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ବଲିଉଡରେ ଚାଞ୍ଚଲ୍ୟ ଖେଳିଯାଇଛି। ପ୍ରଶଂସକ ସୁଶାନ୍ତଙ୍କୁ ନ୍ୟାୟ ଦେବା ପାଇଁ ନିରନ୍ତର ସୋସିଆଲ ମିଡିଆରେ ପ୍ରଚାର କରୁଛନ୍ତି। ଏହା ସହିତ କଳାକାରମାନଙ୍କୁ ମଧ୍ୟ ନେପୋଟିଜିମ୍‌ ପାଇଁ ଟାର୍ଗେଟ କରାଯାଉଛି। ଏ ନେଇ ହେଉଛି ଅନେକ…

ଗଞ୍ଜାମରେ ପୁଣି ୭୬ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧କୁ ବୃଦ୍ଧି

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି…

ବଢ଼ୁଛି କରୋନା ସଂକ୍ରମଣ: ଆଜି ଗଞ୍ଜାମରେ ଚିହ୍ନଟ ହେଲେ ୭୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ୨୬୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୭୬ଜଣ ଅଛନ୍ତି। ସେହିଭଳି ଯାଜପୁରର ୪୧, ଖୋର୍ଦ୍ଧା ୧୫, ଝାରସୁଗୁଡ଼ା ୧୮, କେନ୍ଦୁଝରର ୨୫, ବରଗଡ଼ ୧୮, ବାଲେଶ୍ୱର ୧୨, କଟକ ୧୨, ପୁରୀର…

‘ରାମାୟଣ’ ଧାରାବାହିକରେ କୁମ୍ଭୀର ସହ ଏମିତି ହୋଇଥିଲା ହନୁମାନଙ୍କ ଲଢ଼େଇ, ଜାଣନ୍ତୁ କିପରି ଓକେ ହେଲା ଶଟ୍‌

ମୁମ୍ବାଇ: ରାମାୟଣ ଧାରାବାହିକ ତ ଅଧିକାଂଶ ଲୋକ ଦେଖିଥିବେ। ମାତ୍ର ଏହାର ଗୋଟିଏ ଗୋଟିଏ ସିନ୍‌ ବା ଦୃଶ୍ୟ ଶୁଟିଂ ପାଇଁ କଳାକାରଙ୍କୁ ଯେ କେତେ କଷ୍ଟ ସହିବାକୁ ପଡ଼େ ତାହା ଖୁବ୍‌ କମ୍‌ ଲୋକ ଜାଣିଥାନ୍ତି। ତେବେ ରାମାୟଣ ଧାରାବାହିକରେ…

ବିବାହରେ ସାମିଲ ହେଲେ ୨୫୦ ଲୋକ: କ୍ୱାରାଣ୍ଟାଇନ ଖର୍ଚ୍ଚ, ଚିକିତ୍ସା ପାଇଁ ବର ପିତାଙ୍କ ଉପରେ ଲାଗିଲା ଲକ୍ଷାଧିକ ଟଙ୍କା ଜରିମାନା

ଜୟପୁର,୨୮।୬: ରାଜସ୍ଥାନର ଭିଲଓ୍ବାଡାରେ ଅନୁଷ୍ଠିତ ଏକ ବିବାହକୁ ନେଇ ଏବେ ସବୁଆଡେ ଚାଲିଛି ଚର୍ଚ୍ଚା। ଏଠାରେ ବରପକ୍ଷ ୨୫୦ ଜଣଙ୍କୁ ନିମନ୍ତ୍ରଣ ଦେଇଥିବା ବେଳେ ଏବେ ଏହା ତାଙ୍କପାଇଁ ଚିନ୍ତାର କାରଣ ପାଲଟିଛି। ଏପର୍ଯ୍ୟନ୍ତ ଏହି ବିବାହରେ ଯୋଗ ଦେଇଥିବା ପାଖାପାଖି…

କରୋନାକୁ ଏବେ ଭୟ ନାହିଁ: ବଜାରକୁ ଆସିବ ସେଫ୍ଟି ଗଗଲ୍ସ

ଚଣ୍ଡିଗଡ଼, ୨୮।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଏବେ ଆଉ କରୋନାକୁ ଭୟ ନାହିଁ। ବଜାରରେ ଖୁବ୍‌ ଶୀଘ୍ର ବିକଶିତ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ସେଫ୍ଟି ଗଗଲ୍ସ ମିଳିବାକୁ ଯାଉଛି। ଲଏହାକୁ ପିନ୍ଧିଲେ କରୋନା…

ହୀରାକୁଦ ଡ୍ୟାମର ୧୫ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ଜଳ

ସମ୍ବଲପୁର,୨୮ା୬(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ୧୫ଟି ଗେଟ୍‌ ଦେଇ ରବିବାର ଜଳ ନିଷ୍କାସିତ ହେଉଛି । ବାମପାର୍ଶ୍ୱର ୧୦ ଓ ଡାହାଣପାର୍ଶ୍ୱର ୫ ସ୍ଲୁାଇସ୍‌ ଗେଟ୍‌ ମୋଟ ୧୫ ଗେଟ୍‌ ଖୋଲାଯାଇଛି। ଜଳସ୍ତର ୬୧୨.୨୭ ଘନ ଫୁଟ ରହିଛି । ହୀରାକୁଦ…

ଭାରତରେ ନିର୍ମିତ ହେଉଛି ପୃଥିବୀର ପ୍ରଥମ ହାଇଟେକ୍‌ ଷ୍ଟାଡ଼ିୟମ୍‌: ବର୍ଷାରେ ବି ଖେଳାଯାଇ ପାରିବ କ୍ରିକେଟ ମ୍ୟାଚ୍‌

ଚଣ୍ଡିଗଡ଼, ୨୮।୬: ବର୍ଷା ହେଲେ କ୍ରିକେଟ ଖେଳ ସମ୍ଭବ ହୋଇ ପାରି ନ ଥାଏ। ତେବେ ଏହାର ସମାଧାନ ପାଇଁ ପଞ୍ଜାବ କ୍ରିକେଯ ସଂଘ ପକ୍ଷରୁ ଚଣ୍ଡିଗଡ଼ଠାରେ ଏକ ହାଇଟେକ୍‌ ଷ୍ଟାଡ଼ିୟମ୍‌ ନିର୍ମାଣ ପାଇଁ ଯୋଜନା କରାଯାଉଛି। ସ୍ଥାନୀୟ ମୁଲ୍ଲାପୁରସ୍ଥିତ ଅନ୍ତର୍ଜାତୀୟ…

ପୋଲିସର ବଡ଼ ଖୁଲାସା: ଥରେ ନୁହେଁ ଦୁଇଥର ଆତ୍ମହତ୍ୟା ଉଦ୍ୟମ କରିଥିଲେ ସୁଶାନ୍ତ

ବମ୍ବେ: ପ୍ରଥମେ ଧାରାବାହିକରୁ ସଫଳ ନାୟକର ପରିଚୟ ପାଇବା ପରେ ଫିଲ୍ମରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ। ଫିଲ୍ମ ‘କାଇ ପୋ ଚେ’ ଜରିଆରେ ସେ ବଲିଉଡ୍‌ରେ ପାଦ ଥାପିଥିଲେ। ପରେ ସେ ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri