ଯୁବ ପ୍ରତିଭାଙ୍କୁ ସମର୍ଥନ କରିବ ସୁଶାନ୍ତ ସିଂ ରାଜପୁତ ଫାଉଣ୍ଡେଶନ
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁରଙ୍କ ଆତ୍ମହତ୍ୟା ଘଟଣା ତାଙ୍କ ପ୍ରଶଂସକଙ୍କ ସମେତ ପରିବାରକୁ ଖୁବ୍ ଆଘାତ ଦେଇଛି। ଏଥିପାଇଁ ପରିବାର ପୁଅ ନାମରେ ଏକ ଫାଉଣ୍ଡେଶନ ‘ସୁଶାନ୍ତ ସିଂ ରାଜପୁତ ଫାଉଣ୍ଡେଶନ’ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ମାଧ୍ୟମରେ…
ଗୋଟିଏ ପ୍ରକଳ୍ପ, ଦୁଇଟି ଯୋଜନା
ସୋନପୁର,୨୭ା୬(ନି.ପ୍ର.): କରୋନା ପାଇଁ ଅନେକ ରୋଜଗାର ହରାଇଥିବା ବେଳେ ଶ୍ରମିକ ଶ୍ରେଣୀର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲାର ୧୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ କର୍ମସଂସ୍ଥାନ ହରାଇ ଶୂନ୍ୟହସ୍ତରେ ଘରକୁ ଫେରିଛନ୍ତି। ଶିଳ୍ପ ବିହୀନ ଏହି ଜିଲାରେ…
କାର୍ଯ୍ୟକାରୀ ହେଉନାହିଁ ବୋଟ୍ ରୁଲ୍ସ
କେନ୍ଦ୍ରାପଡ଼ା ଅଫିସ, ୨୭ା୬: ଗତ ୧୯ ତାରିଖରେ ମହାକାଳପଡା ବ୍ଲକ ପୀତାପାଟ ଗ୍ରାମ ନିକଟ ମହାନଦୀରେ ଡଙ୍ଗା ଓଲଟିବାରୁ ୫ ଶ୍ରମିକ ପହଁରି ନିଜ ଜୀବନ ବଞ୍ଚାଇଥିଲେ। ଏହି ସ୍ଥାନରେ ୨୦୧୩ ମାର୍ଚ୍ଚ ୧ ତାରିଖରେ ଡଙ୍ଗା ବୁଡି ଜଗତ୍ସିଂହପୁର ଜିଲାର…
ଗତ ୨୪ଘଣ୍ଟାରେ ୧୮ହଜାରରୁ ଊର୍ଦ୍ଧ୍ୱ କରୋନା ପିଜିଟିଭ୍ ଚିହ୍ନଟ: ରେକର୍ଡ ଭାଙ୍ଗିଲା ଭାରତ
ନୂଆଦିଲ୍ଲୀ,୨୭।୬: ଭାରତରେ କରୋନା ଭାଇରସ୍ ସଂକ୍ରମଣ ଥମିବାରେ ନା ନେଉନି। ପ୍ରତିଦିନ ନୂଆ ନୂଆ ମାମଲା ସାମ୍ନାକୁ ଆସୁଥିବା ବେଳେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ଲକ୍ଷ ଟପିଲାଣି। ସେହିପରି ଗତ ୨୪ଘଣ୍ଟାରେ ଭାରତରେ ସର୍ବାଧିକ ୧୮ହଜାରରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍…
ଗୋଟିଏ ପରିବାରର ବାପା,ପୁଅ କରୋନା ଆକ୍ରାନ୍ତ: କାର୍ଯ୍ୟାଳୟ ସିଲ୍, ପ୍ରେମଚାନ୍ଦନଗରକୁ ନିଷିଦ୍ଧାଞ୍ଚଳ ଘୋଷଣା
ବୁଗୁଡ଼ା,୨୭।୬(ଡି.ଏନ୍. ଏ.): ଗଞ୍ଜାମ ଜିଲା ବୁଗୁଡ଼ା ସହରରେ କିଛିଦିନ ତଳେ ଅଗ୍ନିଶମ ବିଭାଗର ତିନି ଜଣ କର୍ମଚାରୀ କରୋନା ପଜିଟିଭ ହୋଇଥିବା ବେଳେ ଶୁକ୍ରବାର ରାତିରେ ପ୍ରେମଚାନ୍ଦନଗରର ଗୋଟିଏ ପରିବାରର ବାପା, ପୁଅ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କୋଭିଡ…
ପ୍ରଥମ ଦେଖାରେ ମନ ଜିଣିବାକୁ ଚାହାନ୍ତି…ଏସବୁ ବିଷୟ ପ୍ରତି ଧ୍ୟାନ ଦିଅନ୍ତୁ
କଥାରେ ଅଛି ‘ଫାଷ୍ଟ ଇମ୍ପ୍ରେସନ ଇଜ୍ ଦ ଲାଷ୍ଟ ଇମ୍ପ୍ରେସନ୍’। ଅର୍ଥାତ ପ୍ରଥମ ଦେଖାରେ ହିଁ ଲୋକଙ୍କ ମନରେ ସକରାତ୍ମକ ଭାବନା ସୃଷ୍ଟି କରିବା ଉଚିତ। କାରଣ ଏହା ଶେଷ ପର୍ଯ୍ୟନ୍ତ ରହିଥାଏ। ଆଚାର୍ଯ୍ୟ ଚାଣକ୍ୟ ମଧ୍ୟ ଏହି କଥାରେ ବିଶ୍ୱାସ…
ୟୁପି ବୋର୍ଡ ପରୀକ୍ଷା ଫଳ ପ୍ରକାଶ: ୨୦ ଟପ୍ପରଙ୍କ ଘର ପର୍ଯ୍ୟନ୍ତ ନିର୍ମାଣ ହେବ ପକ୍କା ରାସ୍ତା, କହିଲେ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ, ୨୭।୬: କରୋନା ମହାମାରୀ ସଂକ୍ରମଣ ସମୟରେ ୟୁପି ବୋର୍ଡର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା ସ୍ଥାନୀୟ ଲୋକ କଲ୍ୟାଣ ଭବନରେ ଆୟୋଜିତ ଗଣମାଧ୍ୟମ ସମ୍ମିଳନୀରେ ପରୀକ୍ଷା ଫଳ ପ୍ରକାଶ…
କେବଳ ରଙ୍ଗ ସବୁକିଛି ନୁହେଁ, ଏହା ପ୍ରମାଣ କରି ଦେଖାଇଛନ୍ତି ଏସବୁ ଅଭିନେତ୍ରୀ
ହିନ୍ଦୁସ୍ତାନ ୟୁନିଲିଭର କମ୍ପାନୀ ଏହାର ବ୍ୟୁଟି କ୍ରିମ ‘ଫେୟାର ଆଣ୍ଡ୍ ଲଭ୍ଲି’ ରୁ ଫେୟାର ଶବ୍ଦକୁ ହଟାଇଦେଇଛି। ବର୍ଣ୍ଣବୈଷମ୍ୟବାଦ ରୋକିବା ପାଇଁ ଏପରି ପଦକ୍ଷେପ ନେଇଛି କମ୍ପାନୀ। ତେବେ କେବଳ ରଙ୍ଗ ସବୁକିଛି ତାହା ନୁହେଁ। ଗୋରା ରଙ୍ଗ ଥିଲେ ଜଣେ…
ପୁଣି ୫ ପୋଲିସ କରୋନା ପଜିଟିଭ
ଛତ୍ରପୁର,୨୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୫ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଟୁଇଟ କରି…
ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଭାଗ ନେଇଥିଲେ ମୋଦି କ୍ୟାବିନେଟ୍ର ଏହି ମନ୍ତ୍ରୀ
ବମ୍ବେ: ପ୍ରଯୋଜିକା ଏକତା କପୁର-ମନ୍ତ୍ରୀ ସ୍ମୃତି ଇରାନୀଙ୍କ ମଧ୍ୟରେ ଥିବା ବନ୍ଧୁତ୍ୱ କଥା କାହାକୁ ବା ଅଛପା। ଜଣେ ମଡେଲ୍ରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ ସ୍ମୃତି। ଏକତାଙ୍କ ଶୋ’ ‘କ୍ୟୁ କି ଶାଶ୍ ଭି କଭି ବହୁ ଥି’ରେ ସେ…
କ୍ବାରାଣ୍ଟାଇନ ସେଣ୍ଟରରେ ଅନଶନରେ ବସିଲେ ପ୍ରବାସୀ
କୋଳିମାଟି,୨୭ା୬:(ଡି.ଏନ୍.ଏ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ଗ୍ରାମ ପଞ୍ଚାୟତରେ ରହିଥିବା କ୍ବାରାଣ୍ଟାଇନ ସେଣ୍ଟରରେ ଶନିବାର ସକାଳୁ ୪୦ ଜଣ ପ୍ରବାସୀ ଅନଶନରେ ବସିଛନ୍ତି। ସକାଳ ଜଳଖିଆ ଠିକ୍ ଭାବରେ ଦିଆ ଯାଉ ନ ଥିବାରୁ ସେମାନେ ଅନଶନ କରିଥିବା କହିଛନ୍ତି।…
କଟାପାଲିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯ରେ ପହଞ୍ଚିଲା
ବରଗଡ଼ ଅଫିସ, ୨୭।୬: ବରଗଡ଼ ଜିଲାରେ ଶନିବାର ପୁଣି ଜଣେ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ବ୍ଲକ କଟାପାଲି ଗ୍ରାମର ୫୮ ବର୍ଷୀୟ ବୃଦ୍ଧ। ପଜିଟିଭ ଜଣାପଡ଼ିବା ପରେ ତାଙ୍କୁ ଚିକିତ୍ସା ପାଇଁ…
Archives


