Home Left

ଭୂତଳ ଜଳ ସଞ୍ଚାଳନରୁ ଭୂକମ୍ପ

ନୂଆଦିଲ୍ଲୀ: ଭୂକମ୍ପ ଏବଂ ସୁନାମି ଭଳି ପ୍ରାକୃତିକ ବିପର୍ଯ୍ୟୟର କାରଣ ସମ୍ପର୍କରେ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଥିଲେ ମଧ୍ୟ ଗବେଷଣାଲବ୍ଧ ତଥ୍ୟ ପର୍ଯ୍ୟାପ୍ତ ନୁହେଁ। ତେବେ ନିକଟରେ ଅନ୍ତର୍ଜାତୀୟସ୍ତରରେ କରାଯାଇଥିବା ଏକ ଅଧ୍ୟୟନରୁ ଭୂଗର୍ଭରେ ଥିବା ପାଣିର ଗତିବିଧି ସୁନାମି ଏବଂ…

ଚେୟାରରେ ବସି ଅବଢ଼ା ଖାଇଲେ ପୋଲିସବାବୁ: ସୋସିଆଲ ମିଡିଆରେ ଫଟୋ ଭାଇରାଲ

ପୁରୀ ଅଫିସ,୨୭ା୬: ପ୍ରତିଟି ଜଗନ୍ନାଥପ୍ରେମୀଙ୍କ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ରହିଛି ଗଭୀର ଭକ୍ତି ଏବଂ ବିଶ୍ୱାସ। ହେଲେ ମହାପ୍ରସାଦ ସେବନର ଏକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହା ଭକ୍ତଙ୍କ ଭାବାବଗେକୁ ଆଘାତ ଦେଇଛି। ଶୁକ୍ରବାର କିଛି ପୋଲିସ ଅଧିକାରୀ…

ଗୁଣ୍ଡିଚା ମନ୍ଦିରରେ ପଶିଲେ ୨ ଅଣସେବାୟତ

ପୁରୀ ଅଫିସ,୨୭ା୬: ମହାମାରୀ କରୋନା ପାଇଁ ଏଥର ଭକ୍ତଶୂନ୍ୟ ଘୋଷଯାତ୍ରା ଅନୁଷ୍ଠିତ ହେଉଛି। ନବିଦାନାତ୍ମକ ଯାତ୍ରାରେ ଆସି ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦର୍ଶନ ପାଇଁ କୌଣସି ଭକ୍ତଙ୍କୁ ମନ୍ଦିରକୁ ଛଡ଼ାଯାଉନି। ଫଳରେ ଆଡ଼ପ ମଣ୍ଡପ ଦର୍ଶନରୁ…

ପୂର୍ବଭଳି ଚାଲିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଦେଶରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ନିୟମିତ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳକୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ବନ୍ଦ ରଖିଛି। ହେଲେ ସ୍ପେଶାଲ ଟ୍ରେନ୍‌ଗୁଡ଼ିକ ପୂର୍ବଭଳି ଚଳାଚଳ କରିବ ଓ ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି…

ପିସିସି ସଭାପତିଙ୍କୁ ୫ଶହ ଟଙ୍କା ଜରିମାନା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରି ଜରିମାନା ଗଣିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଶୁକ୍ରବାର ପଟ୍ଟନାୟକଙ୍କ ସମେତ ଅନ୍ୟ କେତେଜଣ ସମର୍ଥକଙ୍କୁ କମିଶନରେଟ ପୋଲିସ ୫ଶହ ଟଙ୍କା ଲେଖାଏ ଜରିମାନା କରିଛି। କିଛିଦିନ ତଳେ କଂଗ୍ରେସ ଭବନରେ ରାଜ୍ୟ…

କରୋନା ବିଫଳତା ନେଇ ୧୩ ଦଳର ପ୍ରତିବାଦ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): କରୋନା ସମୟରେ ରାଜ୍ୟ ସରକାରଙ୍କ ପରିଚାଳନାଗତ ବିଫଳତାକୁ ନେଇ ଶୁକ୍ରବାର କଂଗ୍ରେସ ସମେତ ରାଜ୍ୟର ୧୩ ରାଜନୈତିକ ଦଳ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତାଲାବନ୍ଦ ଯୋଗୁ ରାଜ୍ୟ ତଥା ଦେଶର ଅର୍ଥନୀତି ବିପର୍ଯ୍ୟସ୍ତ ହୋଇପଡିଛି। ଏହାସହ…

୩.୬ ଲକ୍ଷ ଭାରତୀୟ ଫେରିଲେଣି

ନୂଆଦିଲ୍ଲୀ,୨୭ା୬(ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟମାନଙ୍କୁ ଫେରାଇ ଆଣିବା ଲାଗି ଗତ ମେ’ ୭ରେ ବନ୍ଦେ ଭାରତ ମିଶନ ଆରମ୍ଭ ହୋଇଥିଲା। ଏହି ମିଶନରେ ଇତିମଧ୍ୟରେ ବିଭିନ୍ନ ଦେଶରୁ ୩.୬ ଲକ୍ଷରୁ ଅଧିକ ଭାରତୀୟ ଦେଶକୁ ଫେରିଲେଣି।…

ସଲମାନ୍‌ଙ୍କ ଓ୍ବାର୍କଆଉଟ୍‌ ଫଟୋ ଦେଖି ରାଗିଗଲେ ସୁଶାନ୍ତଙ୍କ ପ୍ରଶଂସକ, କହିଲେ ଏଭଳି କିଛି

ବମ୍ବେ: ନିଜର ଫିଟ୍‌ନେସ୍‌କୁ ନେଇ ଦବଙ୍ଗ ଖାନ୍‌ ସଲମାନ୍‌ ବେଶ ଯତ୍ନବାନ। ପ୍ରଶଂସକମାନଙ୍କୁ ମଧ୍ୟ ସେ ଫିଟ୍‌ ରହିବାକୁ ପ୍ରେରଣା ଦିଅନ୍ତି। ସେ ସୋସିଆଲ ମିଡିଆରେ ଓ୍ବାକ୍‌ଆଉଟ୍‌ ସମୟର ଗୋଟିଏ ଫଟୋ ଶେୟାର କଲେ ଲକ୍ଷାଧିକ ଲୋକ ତାକୁ ପସନ୍ଦ କରନ୍ତି।…

୨କରୋନା ଯୋଦ୍ଧା ପଜିଟିଭ: ଟ୍ରାଫିକ ଫାଣ୍ଡି ସିଲ୍‌

ପୁରୀ ଅଫିସ,୨୭ା୬: କରୋନା ଯୋଦ୍ଧାଙ୍କୁ କରୋନା। ପୁରୀ ଜିଲାର ୨ ଜଣ କରୋନା ଯୋଦ୍ଧାଙ୍କଠାରେ ପଜିଟିଭ ଚିହ୍ନଟ ହୋଇଛି। ଜଣେ ଟ୍ରାଫିକ କନଷ୍ଟେବଳ ଏବଂ ଅନ୍ୟଜଣେ ସିଆର୍‌ପିଏଫ୍‌ ଯବାନ। ସିଆରପିଏଫ୍‌ ଯବାନ ଜଣଙ୍କ ଜମ୍ମୁ କଶ୍ମୀରରେ କାର୍ଯ୍ୟରତ ଥିବାବେଳେ ଭଉଣୀ ବାହାଘର…

ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ଟପିଲା

ନୂଆଦିଲ୍ଲୀ, ୨୭ା୬: ମହାମାରୀ କରୋନା ସ୍ଥିତି ଦେଶରେ ଅସମ୍ଭାଳ ହେଲାଣି। ଶୁକ୍ରବାର ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ଟପିଥିବା ବେଳେ ୧୫, ୪୮୭ ଜୀବନ ଗଲାଣି। ବିଶ୍ୱର ଚତୁର୍ଥ ସର୍ବାଧିକ ଭୂିତାଣୁ ଆକ୍ରାନ୍ତ ଦେଶ ତାଲିକାରେ ଭାରତ ରହିଥିବା ବେଳେ…

ପାକ୍‌ ଭିଜା ଥିବା ୨୧୮ କଶ୍ମୀର ଯୁବକ ନିଖୋଜ

ନୂଆଦିଲ୍ଲୀ, ୨୭ା୬: ଜମ୍ମୁ-କଶ୍ମୀରର ୨୧୮ ଯୁବକଙ୍କ ପତ୍ତା ମିଳୁନି। ୨୦୧୭ ଜାନୁୟାରୀରୁ ପାକିସ୍ତାନ ହାଇକମିଶନ ପକ୍ଷରୁ ଜମ୍ମୁ-କଶ୍ମୀରର ୩୯୯ ଯୁବକଙ୍କୁ ଭିଜା ପ୍ରଦାନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୧୮ ଯୁବକଙ୍କ ଖୋଜ ଖବର ମିଳୁ ନ ଥିବାରୁ ମନ୍ଦ ଉଦ୍ଦେଶ୍ୟରେ ସେମାନଙ୍କୁ…

୧୮ ମାସର ଶିଶୁକୁ କରୋନା

ନିମାପଡ଼ା,୨୭ା୬(ଡି.ଏନ୍‌.ଏ): ନିମାପଡ଼ା ବ୍ଲକରେ ଗତ କିଛିଦିନ ମଧ୍ୟରେ କରୋନା ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜଣେ ଯୁବକ ଚିହ୍ନଟ ହୋଇଥିବାବେଳେ ଶୁକ୍ରବାର ଭିଲିଗ୍ରାମ ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ମାତାପିତା ଓ ଭାଇଙ୍କ ସହ ରହୁଥିବା ୧୮ ମାସର ଶିଶୁ ପଜିଟିଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri