Home Left

ଶ୍ୟାମଳୀ ଥିବାରୁ ଏହି ଅଭିନେତ୍ରୀଙ୍କୁ ଶୁଣିବାକୁ ପଡ଼ିଥିଲା ବହୁ ଅପମାନ…

ମୁମ୍ବାଇ, ୨୭।୬: ନିକଟରେ ଆମେରିକାରେ ବର୍ଣ୍ଣବୈଷମ୍ୟ ଯୋଗୁ ଦେଶବ୍ୟାପୀ ପ୍ରଦର୍ଶନ ହୋଇଥିଲା। ଏବେ ବିୟୁଟି କ୍ରିମ୍‌ ଉତ୍ପାଦକୁ ନେଇ ବିବାଦ ମଧ୍ୟ ଜାରି ରହିଛି। ଏଭଳି ରଙ୍ଗ ଭେଦଭାବ ଯୋଗୁ ପିଲାଦିନେ ମାନସିକସ୍ତରରେ ବେଶ୍‌ ଆଘାତ ପାଇଥିବା ଅଭିନେତ୍ରୀ ବିପାସା ବାସୁ…

୫ ଜୁଲାଇରେ ଚନ୍ଦ୍ରଗ୍ରହଣ

ନୂଆଦିଲ୍ଲୀ, ୨୭।୬: ଜୁଲାଇ ୫ରେ ଚନ୍ଦ୍ରଗ୍ରହଣ ହେବାକୁ ଯାଉଛି। ଏହି ଉପଛାୟା ଚନ୍ଦ୍ରଗ୍ରହଣ ଉତ୍ତର ଆମେରିକା, ଦକ୍ଷିଣ ଆମେରିକା, ୟୁରୋପ ଏବଂ ଆଫ୍ରିକାର କେତେକ ଅଞ୍ଚଳରେ ଦୃଷ୍ଟିଗୋଚର ହେବ। ଏହା ଏସିଆ ମହାଦେଶରେ ଦୃଶ୍ୟମାନହେବ ନାହିଁ। ଏହି ଚନ୍ଦ୍ର ଗ୍ରହଣ ଭାରତରେ…

ପାରିବାରିକ କଳହ ହେଲା କାଳ: ବିଷ ପିଇ ମା’ ସହ ଦୁଇପୁଅଙ୍କ ଆତ୍ମହତ୍ୟା

ବରଗଡ଼ ଅଫିସ୍‌,୨୬।୬-ବରଗଡ଼ ସଦର ଥାନା ଅନ୍ତର୍ଗତ ଖୁଣ୍ଟପାଲି ନିକଟ ଚାରପାଲି ଗ୍ରାମର ଗୋପୀନାଥ ବନଛୋରଙ୍କ ପରିବାରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଉକ୍ତ ପରିବାରର ମା’ଙ୍କ ସମେତ ଦୁଇ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି।…

୪ରେ ଲଘୁଚାପ: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଆସନ୍ତା ଜୁଲାଇ ୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଜୁଲାଇ ୨ ତାରିଖରୁ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୪ ଓ…

୮୦ ହଜାର ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ

ମାଲକାନଗିରି,୨୬ା୬(ଡି.ଏନ୍‌.ଏ.)-ସରକାରୀ ଜାଗାରେ ଘର କରିବା ନେଇ ହୋଇଥିବା ମାମଲାକୁ ଉଠାଇଦେବାକୁ କହି ଜଣେ ବ୍ୟକ୍ତିଙ୍କଠାରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ତାଙ୍କ ନାମ ଅକ୍ଷୟ…

ଘରୁ ବାହାରିଲେ ମାଳ ମାଳ ନାଗ ସାପ

ଭଦ୍ରକ ଅଫିସ,୨୬।୬-ଗୋଟିଏ କି ଦୁଇଟି ନୁହିଁ। ଏକାବେଳେ ୪୦ରୁ ଊର୍ଦ୍ଧ୍ୱ ସାପ ଉଦ୍ଧାର ହୋଇଛି। ଏଭଳି ଘଟଣା ଭଦ୍ରକ ବ୍ଲକ କଲେଇ ପଞ୍ଚାୟତ ରଙ୍ଗରାଜପୁର ଗ୍ରାମରେ ଶୁକ୍ରବାର ଦେଖିବାକୁ ମିଳିଛି। ଗ୍ରାମର ବିଜୟ ବିଶ୍ୱାଳଙ୍କ ଘରୁ ଭଦ୍ରକର ସ୍ନେକ ହେଲଫ ଲାଇନ…

ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ

ନୂଆଦିଲ୍ଲୀ,୨୬।୬: ରାଜଧାନୀ ଦିଲ୍ଲୀରେ ପୁଣିଥରେ ସ୍କୁଲ ଖୋଲିବାକୁ ନେଇ ଶୁକ୍ରବାର ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଅଧିକାରୀମାନଙ୍କ ସହ ଏକ ବୈଠକର ଆୟୋଜନ କରିଥିଲେ। ଏଥିରେ ଲକ୍‌ଡାଉନ ସମୟରେ ବିଭିନ୍ନ ମାଧ୍ୟମରେ କିପରି ଶିକ୍ଷାଦାନ କରାଯାଉଥିଲା ସେ ସମ୍ପର୍କରେ ଆଲୋଚନା ହୋଇଥିଲା। ବିଭିନ୍ନ…

୧୯୯୩ ମୁମ୍ବାଇ ବୋମା ବିସ୍ଫୋରଣ ମାମଲାର ଦୋଷୀ ୟୁସୁଫ ମେମନ ମୃତ

ନୁଆଦିଲ୍ଲୀ,୨୬।୬: ୧୯୯୩ରେ ମୁମ୍ବାଇରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣ ମାମଲାର ଦୋଷୀ ୟୁସୁଫ ମେମନଙ୍କର ଶୁକ୍ରବାର ମୃତ୍ୟୁ ହୋଇଛି। ମହାରାଷ୍ଟ୍ରର ନାସିକ ସେଣ୍ଟ୍ରାଲ ଜେଲରେ ତାଙ୍କର ମୃତ୍ୟୁ ହୋଇଥିବା ଜେଲ ପ୍ରାଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ…

ପୁଣିଥରେ ପାଠ ପଢିଲେ ରୁଚା !

ମୁମ୍ବାଇ: ବଲିଉଡ୍‌ର ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ରୁଚା ଚଢା ପୁଣିଥରେ ପାଠପଢା ଆରମ୍ଭ କରି ଦେଇଛନ୍ତି। ସେ କହିଛନ୍ତି ପୁଣିଥରେ ପାଠ ପଢିବା ଏକ ନୂଆ ଅନୁଭୁତି। ଅସଲ କଥା ହେଲା ନିକଟରେ ସେ ଇନଷ୍ଟାଗ୍ରାମରେ ଏକ…

ରାଗିଲେ ସୁଶାନ୍ତଙ୍କ ପରିବାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ସ୍ବର୍ଗତ ସୁଶାନ୍ତ ସିଂ ରାଜପୁତଙ୍କ ଅଭିନୀତ ଶେଷ ଫିଲ୍ମର ରିଲିଜ୍‌ ଡେଟ୍‌ ଏବେ ସାମ୍ନାକୁ ଆସିଛି। ଏହି ଫିଲ୍ମର ପ୍ରିମିୟର ଜୁଲାଇ ୨୪ରେ ଓଟିଟି ପ୍ଲାଟଫର୍ମ ଡିଜନି ପ୍ଲସ୍‌ ହଟଷ୍ଟାରରେ ହେବ। ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଏହାକୁ…

ଟିକ୍‌ଟକ୍‌ କରୁଥିବାବେଳେ ଏମିତି କିଛି ଘଟିଲା ଯୁବତୀଙ୍କ ସହ

ଆଜିର ଯୁବପିଢି ଟିକଟକ୍‌ ଆପରେ ଭିଡିଓ ସେୟାର କରି ରାତାରାତି ଷ୍ଟାର ହେବାର ସ୍ବପ୍ନ ଦେଖୁଛନ୍ତି। ଅନେକ ମଧ୍ୟ ଏଥିରେ ସଫଳତା ହେଉଛନ୍ତି। ସେହିପରି ଅଧିକାଶଂ ଯୁବପିଢି ଟିକଟକ୍‌ ଭିଡିଓ ପ୍ରସ୍ତୁତ କଲାବେଳେ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ନଜିର ରହିଛି। ତେବେ…

ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ଜୁଲାଇ ୧୫ ଯାଏଁ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୬।୬: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ରେଲଓ୍ବେ ପରେ ଏବେ ଅନ୍ତର୍ଜାତୀୟ ଉଡାଣ ଉପରେ ରୋକୋ ଲଗାଯାଇଛି। ଅନ୍ତର୍ଜାତୀୟ ଉଡାଣ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ କେନ୍ଦ୍ର ସରକାର ପୁଣି ବୃଦ୍ଧି କରିଛନ୍ତି। ଜୁଲାଇ ୧୫ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ପ୍ରତିବନ୍ଧକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri