Home Left

କରୋନା ସହାୟତା: ଭିଜିଲାନ୍ସ ଅଧିକାରୀ, କର୍ମଚାରୀ ଦେଲେ ୧୩ ଲକ୍ଷ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): କରୋନା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଭିଜିଲାନ୍ସ ଅଧିକାରୀ ଓ କର୍ମଚାରୀ ୧୩ ଲକ୍ଷ ୧୩୭ ଟଙ୍କା ଦାନ କରିଛନ୍ତି। ଶୁକ୍ରବାର ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କୁ ଭିଜିଲାନ୍ସ ମହାନିର୍ଦ୍ଦେଶକ ଦେବାଶିଷ…

ସିଟିଇଟି ପରୀକ୍ଷାକୁ ସ୍ଥଗିତ କଲା ସିବିଏସ୍‌ଇ

ନୂଆଦିଲ୍ଲୀ,୨୬।୬: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି)କୁ ସ୍ଥଗିତ କରିଛି। ଜୁଲାଇ ୫ରେ ହେବାକୁ ଥିବା ୧୪ତମ ସଂସ୍କରଣ ପରୀକ୍ଷାକୁ ସ୍ଥଗିତ ରଖାଯିବା ନେଇ ସିବିଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଖୁବ୍‌ଶୀଘ୍ର ପରୀକ୍ଷା ଲାଗି ଦିନ…

ଭାଇ ଅର୍ଜୁନଙ୍କୁ ମା’ ଦେଇଥିବା ସୁନ୍ଦର ଉପହାର କହିଲେ ଅଂଶୁଲା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଜୁନ୍‌ ୨୬ ଅର୍ଥାତ୍‌ ଆଜି ଜନ୍ମଦିନ। ଏହି ଅବସରରେ ସୋସିଆଲ ମିଡିଆରେ ଭଉଣୀ ଅଂଶୁଲା କପୁର ଅର୍ଜୁନଙ୍କୁ ସ୍ବତନ୍ତ୍ର ଶୁଭେଚ୍ଛା ଜଣାଇଛନ୍ତି। ଅଂଶୁଲା ଅର୍ଜୁନଙ୍କ ସହ ଏକ ଫଟୋ ଶେୟାର କରି ଭାବପ୍ରବଣ ବାର୍ତ୍ତା…

ମୁଁ ଇନ୍ଦିରା ଗାନ୍ଧୀଙ୍କ ନାତୁଣୀ, ଭାଜପାର ଅଘୋଷିତ ମୁଖପାତ୍ର ନୁହେଁ: ପ୍ରିୟଙ୍କା

ନୂଆଦିଲ୍ଲୀ,୨୬।୬: ଉତ୍ତରପ୍ରଦେଶ କାନପୁରର ଶେଲଟର ହୋମରେ କିଛି ଦିନ ପୂର୍ବରୁ ୫୭ଜଣ ଝିଅ କରୋନା ସଂକ୍ରମିତ ହେବା ସହ ୬ଜଣ ଗର୍ଭବତୀ ହୋଇଥିଲେ। ଯାହାକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତରପ୍ରଦେଶ ସରକାରଙ୍କୁ ଘେରିଥିଲେ। ପରବର୍ତ୍ତୀ ସମୟରେ ଏହି…

ଏହି କଳାକାରଙ୍କ ଭାଗ୍ୟ ବଦଳାଇଥିଲା ଗୋଟିଏ ଫୋନ୍‌ କଲ୍‌

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ସହ ଫିଲ୍ମ ‘ବେବି’ରେ ଏକ ଗୁପ୍ତଚର ଭୂମିକାରେ ଅଭିନୟ କରିଥିଲେ ଅଭିନେତା କରଣ ଆନନ୍ଦ। ତେବେ ତାଙ୍କ ଅଭିନୟ ଜୀବନ ଅତ୍ୟନ୍ତ ସଂଘର୍ଷମୟ ଥିଲା। ବଲିଉଡ୍‌ରେ ନିଜର ପରିଚୟ ସୃଷ୍ଟି କରିବା ପାଇଁ କରଣଙ୍କୁ ଲମ୍ବା…

ଉଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୬।୬- ଉଲିବୁରୁ ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଶୁକ୍ରବାର ହାଇକୋର୍ଟରୁ ଜାମିନ ମିଳିଛି। ତାଙ୍କ ଆବେଦନର ଶୁଣାଣି କରି ବିଚାରପତି ସଙ୍ଗମ କୁମାର ସାହୁ ଏକ ମାସ ପାଇଁ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ତେବେ…

୭ ଏନ୍‌ଡିଆର୍‌ଏଫ୍‌ ଯବାନଙ୍କୁ କରୋନା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୨୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୭ଜଣ ଏନ୍‌ଡିଆର୍‌ଏଫ୍‌ର ଯବାନ ରହିଛନ୍ତି। ଯବାନମାନେ ଅମ୍ଫନ ଡ୍ୟୁଟି ପାଇଁ ପଶ୍ଚିମବଙ୍ଗ ଯାଇଥିଲେ। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ…

କୋଭିଡ୍‌-୧୯ କାର୍ଯ୍ୟରେ ଅବହେଳା କରି ସିଆର୍‌ସିସି ନିଲମ୍ବିତ

ବନ୍ତ,୨୬ା୬(ଡି.ଏନ୍‌.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ବନମାଳୀ ନାୟକଙ୍କୁ ଗୁରୁବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। କୋଭିଡ୍‌-୧୯ କାର୍ଯ୍ୟରେ ଅବହେଳା ଓ ରାଜନୈତିକ କାର୍ଯ୍ୟକଳାପରେ ସଂଶ୍ଲିଷ୍ଟ ରହି କାର୍ଯ୍ୟରେ ବିଘ୍ନ ସୃଷ୍ଟି କରୁଥିବା ଅଭିଯୋଗରେ…

ପ୍ରଧାନମନ୍ତ୍ରୀ ମୋଦି ଶୁଭାରମ୍ଭ କଲେ ‘ଆତ୍ମନିର୍ଭର ଅଭିଯାନ’: ଉତ୍ତର ପ୍ରଦେଶରେ ୧.୨୫କୋଟି ଶ୍ରମିକଙ୍କୁ ମିଳିବ ରୋଜଗାର

ଲକ୍ଷ୍ନୌ,୨୬।୬: କରୋନା ସଙ୍କଟ ଓ ଲକ୍‌ଡାଉନ୍‌ ଯୋଗୁ କୋଟି କୋଟି ଶ୍ରମିକ ନିଜ ଘରକୁ ଫେରିଆସିଛନ୍ତି। ରାଜ୍ୟକୁ ଫେରିବା ପରେ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ଉରତ୍ତରପ୍ରଦେଶ ସରକାର ଓ କେନ୍ଦ୍ର ସରକାର ଅଣ୍ଟା ଭିଡ଼ିଛନ୍ତି। ଶୁକ୍ରବାର ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବାହାର ଜିଲା ପୋଲିସଙ୍କୁ ପୁରୀ ମନା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପୁରୀ ଯାଇପାରିବେ ନାହିଁ ଜିଲା ବାହାରର ପୋଲିସ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭକ୍ତଶୂନ୍ୟ ରଥଯାତ୍ରା କରାଯାଉଛି। ଶ୍ରୀଜିଉଙ୍କୁ ଦର୍ଶନରେ ସ୍ବଚ୍ଛତା ଅବଲମ୍ବନ ଲାଗି ପୋଲିସ ଡିଜି ଅଭୟ ନୂଆ ଏସ୍‌ଓପି ଜାରି କରିଛନ୍ତି। ତଦନୁଯାୟୀ ଅଫିସିଆଲ ବାହାନା କରି ବାହାର…

ଜମ୍ମୁ-କଶ୍ମୀର ତ୍ରାଲରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୬।୬: ଜମ୍ମୁ-କଶ୍ମୀର ତ୍ରାଲ ସେକ୍ଟରରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏହି ଏନ୍‌କାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଜଣେ ଯବାନ ଓ ପୋଲିସକର୍ମୀ ଆହତ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ…

ଘରେ ବିଜ୍ଞାପନ ଶୁଟିଂ କଲେ ଦୀପିକା

ରାମାନନ୍ଦ ସାଗରଙ୍କ ରାମାୟଣରେ ସୀତା ଭୂମିକାରେ ଅଭିନୟ କରିଥିଲେ ଅଭିନେତ୍ରୀ ଦୀପିକା ଚିଖଲିୟା। ବର୍ତ୍ତମାନ କରୋନା ଭୟରେ ଦୀପିକା ଘରେ ଶୁଟିଂ କରୁଛନ୍ତି। ନିକଟରେ ସେ ଘରେ ଏକ ବିଜ୍ଞାପନର ଶୁଟିଂ କରିଛନ୍ତି। ଏ ନେଇ ନିଜେ ଦୀପିକା ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟକରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri