Home Left

ସଙ୍ଗରୋଧରେ ଗଲେ ଜଣେ ଇନ୍ସପେକ୍ଟରଙ୍କ ସମେତ ୮ କର୍ମଚାରୀ

ବ୍ରହ୍ମପୁର ଅଫିସ,୨୬ା୬- ବ୍ରହ୍ମପୁର ମଣ୍ଡଳ କାରାଗାରରେ ପୁଣି ଜଣେ ଅନ୍ତେବାସୀ କରୋନା ପଜିଟିଭ ହୋଇଛନ୍ତି। ତେଣୁ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା ବଡବଜାର ଥାନା ଇନ୍ସପେକ୍ଟରଙ୍କ ସମେତ ୮ ପୋଲିସ କର୍ମଚାରୀଙ୍କୁ ଗୃହ ସଙ୍ଗରୋଧରେ ରହିବାକୁ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ନିର୍ଦ୍ଦେଶ…

‘ଫେୟାର ଆଣ୍ଡ ଲଭ୍‌ଲି’ରୁ ହଟିବ ‘ଫେୟାର’; ଜାଣନ୍ତୁ କ’ଣ ରହିଛି କାରଣ

ନୂଆଦିଲ୍ଲୀ,୨୬।୬ : ଦେଶର ସର୍ବବୃହତ୍‌ କଞ୍ଜ୍ୟୁମର ପ୍ରଡକ୍ଟ ବ୍ରାଣ୍ଡ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌(ଏଚ୍‌ୟୁଏଲ୍‌) ଏହାର ଲୋକପ୍ରିୟ ଫେୟାରନେସ କ୍ରିମ୍‌ ‘ଫେୟାର ଆଣ୍ଡ ଲଭ୍‌ଲି’ର ନାମକୁ ବଦଳାଇବ। ଏହି ପ୍ରଡକ୍ଟର ବ୍ରାଣ୍ଡ ନାମରୁ ଫେୟାର ଶବ୍ଦ ବ୍ୟବହାରକୁ କମ୍ପାନୀ ହଟାଇବ ବୋଲି ଜଣାପଡିଛି।…

ବଜ୍ରପାତରେ ଶତାଧିକ ମୃତ: ବିହାରରେ ୮୩, ୟୁପିରେ ୨୪

ପାଟନା,୨୬ା୬:(ପି.ଟି.):ବିହାରର ବିଭିନ୍ନ ଜିଲାରେ ଗୁରୁବାର ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହେବାରୁ ୨୪ ଘଣ୍ଟା ମଧ୍ୟରେ ୮୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଶିଶୁ ଅଛନ୍ତି। ସେହିପରି ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଓ ବଜ୍ରପାତରେ ୨୪ ଜଣ ପ୍ରାଣ…

ମେ’ ଆରମ୍ଭରୁ ଏଲ୍‌ଏସିରେ ସୈନ୍ୟ ଠୁଳ କରିଥିଲା ଚାଇନା

ନୂଆଦିଲ୍ଲୀ,୨୬ା୬(ପି.ଟି.):ମେ’ ଆରମ୍ଭରୁ ଚାଇନା ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ବ୍ୟାପକ ସୈନ୍ୟ ଓ ଅସ୍ତ୍ରଶସ୍ତ୍ର ଠୁଳ କରିଥିଲା ଏବଂ ସମସ୍ତ ଦ୍ୱିପାକ୍ଷିକ ନିୟମାବଳୀକୁ ଉପେକ୍ଷା କରିଆସୁଥିଲା ବୋଲି ଭାରତ କହିଛି। ପୂର୍ବ ଲଦାଖରେ ମୁହାଁମୁହିଁ ସ୍ଥିତି ଲାଗି ଭାରତ ବେଜିଂକୁ ଦାୟୀ…

ଆନ୍ଧ୍ରରେ କୋଭିଡ୍‌ ସ୍ଥିତି ଚିନ୍ତାଜନକ: ଲକ୍ଷଣ ନ ଥାଇ ହଠାତ୍‌ ମୃତ୍ୟୁ ହେଉଛି

ବିଶାଖାପାଟଣା,୨୬ା୬:ମହାମାରୀ କରୋନା ଆନ୍ଧ୍ରବାସୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହି ଦକ୍ଷିଣ ଭାରତୀୟ ରାଜ୍ୟରେ ରୋଗୀଙ୍କଠାରେ କୋଭିଡ୍‌-୧୯ ଲକ୍ଷଣ ନ ଥାଇ ହଠାତ୍‌ ମୃତ୍ୟୁ ଘଟୁଛି। ବିଜୟଓ୍ବାଡା ସରକାରୀ ହସ୍ପିଟାଲ ପରିସରରେ ଥିବା ଏଆର୍‌ଟି ସେଣ୍ଟରରେ କାର୍ଯ୍ୟରତ ଜଣେ ଡାକ୍ତର ହଠାତ୍‌ ଶ୍ୱାସ…

ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ପାଣ୍ଠି ଯୋଗାଉଛି ଚାଇନା ଦୂତାବାସ: ଭାଜପା

ନୂଆଦିଲ୍ଲୀ,୨୬ା୬:ରାଜୀବ ଗାନ୍ଧୀ ଫାଉଣ୍ଡେଶନ (ଆର୍‌ଜିଏଫ୍‌)କୁ ଚାଇନା ଦୂତାବାସ ପାଣ୍ଠି ଯୋଗାଉଛି ବୋଲି ଗୁରୁବାର ଭାଜପା ପକ୍ଷରୁ ଅଭିଯୋଗ ଅଣାଯାଇଛି। ଭାଜପାର ସୋସିଆଲ ମିଡିଆ ଟିମ୍‌ ଉକ୍ତ ଦାବି ସପକ୍ଷରେ ଦସ୍ତାବିଜ ମଧ୍ୟ ଦେଖାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆର୍‌ଜିଏଫ୍‌ ଚେୟାରପର୍ସନ…

ଭାରତ-ଚାଇନା ସୀମା ବିବାଦ ନେଇ ବିଶ୍ଳେଷକଙ୍କ ମତ:ରାଜନୈତିକ ଉତ୍ତରଦାୟିତ୍ୱ ରହୁ

ନୂଆଦିଲ୍ଲୀ,୨୬ା୬:ସେନାକୁ ଅସ୍ତ୍ର ବ୍ୟବହାର ପାଇଁ ସ୍ବାଧୀନତା ଦେବା ପରିବର୍ତ୍ତେ ଭାରତକୁ ଉପଯୁକ୍ତ କୂଟନୀତି ଆପଣାଇବାକୁ ପଡ଼ିବ । କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ସବୁ ଉତ୍ତରଦାୟିତ୍ୱ ସଶସ୍ତ୍ର ବଳ ଉପରେ ଲଦି ଦେଇଛନ୍ତି । ଲଦାଖର…

ଭାଗ୍ୟ ବଦଳାଇ ଦେଲା ରତ୍ନ: ରାତାରାତି କୋଟିପତି ହେଲେ ତାଞ୍ଜାନିଆର ଏହି ବ୍ୟକ୍ତି

ନୂଆଦିଲ୍ଲୀ, ୨୫।୬- ଭାଗ୍ୟଦେବୀ କେତେବେଳେ କାହାର ସାଥ୍‌ ଦିଅନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ତାଞ୍ଜାନିଆରେ ଦେଖିବାକୁ ମିଳିଛି। ଆଫ୍ରିକୀୟ ରାଷ୍ଟ୍ର ତାଞ୍ଜାନିଆର ଜଣେ ଶ୍ରମିକ ଏକ ଖଣି ଖୋଳୁଥିବାବେଳେ ୨ଟି ଅତି ଦୁର୍ଲଭ ତାଞ୍ଜାନାଇଟ୍‌ ରତ୍ନ ପାଇଥିଲେ। ଯାହାକୁ ତାଞ୍ଜାନିଆ…

ପାରାଦୀପଠାରେ ଆଇଓସିଏଲ୍‌ର ପିଏଡିସି ଉଦ୍‌ଘାଟିତ

ଭୁବନେଶ୍ୱର,୨୬ା୬(ବ୍ୟୁରୋ):ପାରାଦୀପଠାରେ ଭାରତୀୟ ତୈଳ ନିଗମ(ଆଇଓସିଏଲ୍‌) ୪୩ କୋଟି ଟଙ୍କା ବ୍ୟୟରେ ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର ବା ପ୍ରଡକ୍ସ ଆପ୍ଲିକେଶନ ଆଣ୍ଡ୍‌ ଡେଭଲପମେଣ୍ଟ ସେଣ୍ଟର(ପିଏଡିସି) ନିର୍ମାଣ କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

‘ଫେୟାର ଆଣ୍ଡ ଲଭ୍‌ଲି’ରୁ ହଟିବ ‘ଫେୟାର’

ନୂଆଦିଲ୍ଲୀ,୨୬ା୬:ଦେଶର ସର୍ବବୃହତ୍‌ କଞ୍ଜ୍ୟୁମର ପ୍ରଡକ୍ଟ ବ୍ରାଣ୍ଡ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌(ଏଚ୍‌ୟୁଏଲ୍‌) ଏହାର ଲୋକପ୍ରିୟ ଫେୟାରନେସ କ୍ରିମ୍‌ ‘ଫେୟାର ଆଣ୍ଡ ଲଭ୍‌ଲି’ର ନାମକୁ ବଦଳାଇବ। ଏହି ପ୍ରଡକ୍ଟର ବ୍ରାଣ୍ଡ ନାମରୁ ଫେୟାର ଶବ୍ଦ ବ୍ୟବହାରକୁ କମ୍ପାନୀ ହଟାଇବ ବୋଲି ଜଣାପଡିଛି। ଆଫ୍ରିକୀୟ-ଆମେରିକୀୟ ଜର୍ଜ…

୪ ଜିଲାରେ ନିର୍ମାଣ ହେବ ବାତ୍ୟା ନିରୋଧ ବିଦ୍ୟୁତ୍‌ ଭିତ୍ତିଭୂମି

ଭୁବନେଶ୍ୱର,୨୬ା୬(ବ୍ୟୁରୋ):ଉପକୂଳବର୍ତ୍ତୀ ଜିଲାଗୁଡିକୁ ସବୁ ସମୟରେ ବାତ୍ୟା ଭୟ ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ଭିତ୍ତିଭୂମି ଗୁରୁତର ଭାବେ ପ୍ରଭାବିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଉପକୂଳବର୍ତ୍ତୀ ୪ଟି ଜିଲାରେ ବାତ୍ୟା ନିରୋଧ ବିଦ୍ୟୁତ୍‌ ଭିତ୍ତିଭୂମି…

ଆର୍‌ଟିଆଇ ଅସ୍ତ୍ର ନିଷ୍କ୍ରିୟ ହେଉଛି

ନୂଆଦିଲ୍ଲୀ,୨୬ା୬:ଶାସନ-ପ୍ରଶାସନରେ ଚାଲିଥିବା ଦୁର୍ନୀତିର ମୂଳକୁ ଉପାଡ଼ି ସ୍ବଚ୍ଛତା ଆଣିବା ଲକ୍ଷ୍ୟରେ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ଗଢ଼ାଯାଇଥିଲା। ସାଧାରଣ ଜନତାଙ୍କ ପାଇଁ ଏହି ଆଇନ ଥିଲା ଗଣତାନ୍ତ୍ରିକ ଉପାୟରେ ସୂଚନା ହାସଲର ଅମୋଘ ଅସ୍ତ୍ର। ସୁପ୍ରିମକୋର୍ଟଙ୍କ ଏକାଧିକ ରାୟ ଓ ନିର୍ଦ୍ଦେଶକ୍ରମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri