Home Left

ଧୋନୀଙ୍କ ବଡ ଭକ୍ତ ଏହି ବାଂଲାଦେଶ ଖେଳାଳି

ବାଂଲାଦେଶ ଖେଳାଳି ମୁଶଫିକର ରହିମ ଭାରତୀୟ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କୁ ନିଜ ଆଦର୍ଶ ବୋଲି କହିଛନ୍ତି। ଉଇକେଟ୍‌ କିପିଂ, ବ୍ୟାଟିଂ ଏବଂ ଅଧିନାୟିକତ୍ୱ ସବୁଥିରେ ସେ ମାହିର। କ୍ରିକେଟ୍‌ରେ ତାଙ୍କ ଭଳି ବ୍ୟକ୍ତିତ୍ୱ ବିରଳ ବୋଲି କହିଛନ୍ତି ରହିମ୍‌। ପୂର୍ବରୁ…

କରୋନା ଯୋଗୁ କେତେ କ୍ଷତି ସହିଲେ ଟପ୍‌ ବିଲିୟନେୟାର

କରୋନା ଯୋଗୁ ସାରା ବିଶ୍ୱ ବୃହତ୍ତ ପରିମାଣରେ କ୍ଷତି ସହୁଛି। ଲକଡାଉନ ଯୋଗୁ ବାଣିଜ୍ୟ କାରବାର ଠପ୍‌ ହୋଇ ପଡିଥିଲା। ବର୍ତ୍ତମାନ କଟକଣା କୋହଳ ହେବା ପରେ ମଧ୍ୟ ସବୁ କିଛି ଟ୍ରାକକୁ ଫେରି ପାରୁନାହିଁ। ବ୍ଲୁମବର୍ଗ ପକ୍ଷରୁ ପ୍ରକାଶିତ ବିଲିୟନେୟାର…

ମୁଲାୟମ ସିଂ ଯାଦବଙ୍କ ଉପରେ ଆସୁଛି ଫିଲ୍ମ: ପୋଷ୍ଟର ରିଲିଜ୍‌

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ରାଜନୀତିରେ ଜଣେ ଅଗ୍ରଣୀ ନେତା ଭାବେ ପରିଚିତ ମୁଲାୟମ ସିଂ ଯାଦବଙ୍କ ଉପରେ ଏକ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ଶୁଭେନ୍ଦୁ ରାଜ ଘୋଷ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରର ନାମ ‘ମେନ ମୁଲାୟମ…

ହସ୍ପିଟାଲ ପାଇଁ ନୂଆ ନିର୍ଦ୍ଦେଶନାମା: ପ୍ରତି ହସ୍ପିଟାଲରେ ସ୍ବତନ୍ତ୍ର ଫିଭର କ୍ଲିନିକ୍‌

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ପାଖାପାଖି ପହଞ୍ଚତ୍ଥିବାବେଳେ ଏବେ ଏହି ଲଢ଼େଇରେ ସାମିଲ୍‌ ହୋଇଥିବା ବହୁ ଆଗଧାଡ଼ିର ଯୋଦ୍ଧା ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସଂକ୍ରମିତ ହେବାରେ ଲାଗିଛନ୍ତି।…

ନେଗେଟିଭ ରିପୋର୍ଟଧାରୀ ସେବାୟତ କରିବେ ନୀତିକାନ୍ତି

ପୁରୀ ଅଫିସ,୨୬।୬:ସବୁ ସେବାୟତଙ୍କର ଦୁଇରାଉଣ୍ଡ କୋଭିଡ୍‌ ଟେଷ୍ଟ କରାଯିବ। ଗୁରୁବାରଠାରୁ ଏହି ଟେଷ୍ଟିଂ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ୬୮୮ ଜଣଙ୍କ ସ୍ବାବ୍‌ ସଂଗ୍ରହ ହୋଇଛି। ଯେଉଁମାନଙ୍କର ରଥଯାତ୍ରା ପୂର୍ବରୁ ଟେଷ୍ଟ କରାଯାଇଥିଲା ସେମାନଙ୍କର ଆଉଥରେ ପରୀକ୍ଷା କରାଯିବ। କେବଳ ନେଗେଟିଭ…

ପିପିଲିକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର,୨୬।୬(ବ୍ୟୁରୋ)/ ପିପିଲି (ସ୍ବ.ପ୍ର.): ଦୀର୍ଘଦିନର ପ୍ରତୀକ୍ଷାପରେ ଭୁବନେଶ୍ୱରରୁ ପିପିଲିକୁ ଆରମ୍ଭ ହୋଇଛି ‘ମୋ ବସ୍‌’ ସେବା। ଗୁରୁବାର ସକାଳେ ପିପିଲିଠାରେ ବିଧାୟକ ପ୍ରଦୀପ ମହାରଥୀ ପତାକା ଦେଖାଇ ଏହି ସେବାର ଶୁଭାରମ୍ଭ କରିବା ସହ ପ୍ରଥମେ ଟିକେଟ କାଟି ସେଥିରେ ଯାତ୍ରା…

ପର୍ଯ୍ୟଟନ ଶିଳ୍ପର ପୁନରୁଦ୍ଧାର ଚିନ୍ତା: ପର୍ଯ୍ୟଟନ ଋତୁ ପୂର୍ବରୁ ନୂଆ ବ୍ଲୁ ପ୍ରିଣ୍ଟ

ଭୁବନେଶ୍ୱର,୨୬।୬(ବ୍ୟୁରୋ): କରୋନା ପରିସ୍ଥିତି ଆଉ କେତେଦିନ ଲାଗିରହିବ, ତାହାର ଉତ୍ତର କାହା ପାଖରେ ନାହିଁ। କିନ୍ତୁ ଏଭଳିସ୍ଥଳେ ଗତ ୩ ମାସ ଧରି ସମ୍ପୂର୍ଣ୍ଣ ବନ୍ଦହୋଇ ପଡ଼ିଥିବା ପର୍ଯ୍ୟଟନ ଶିଳ୍ପକୁ ପୁଣିଥରେ ଟ୍ରାକ୍‌କୁ ଫେରାଇ ଆଣିବା ପାଇଁ ଉଦ୍ୟମ ଆରମ୍ଭ କରିଛି…

ଶ୍ରୀମନ୍ଦିରରେ ଯାଞ୍ଚ ସରିଲା: ଗର୍ଭଗୃହ କାନ୍ଥରେ ଧଳା ଆସ୍ତରଣ

ପୁରୀ ଅଫିସ,୨୬।୬: ଗର୍ଭଗୃହରେ ମଇଶ୍ଚର ହୋଇଛି। କାନ୍ଥରେ ଫିମ୍ପି ଭଳି ଧଳାର ଆସ୍ତରଣ ଜମିଯାଇଛି। ଏହାକୁ ସଫା କରାଯାଇ ରାସାୟନିକ ପ୍ରଲେପ ଦିଆଯିବ। ରୋଷଘର, ଭୋଗମଣ୍ଡପର ଚଟାଣ କାମ ହେବ। ନାଟମଣ୍ଡପ ଚଟାଣର କେତେକ ପଥର ନଷ୍ଟ ହୋଇଯାଇଛି। ତାହାକୁ ପରିବର୍ତ୍ତନ…

ଅନ୍‌ଲାଇନ୍‌ ପାଠପଢ଼ାକୁ ଗଣଶିକ୍ଷା ବିଭାଗର ଗୁରୁତ୍ୱ: ଜୁଲାଇ ୩୧ ପରେ ସ୍କୁଲ ଖୋଲିବା ନିଷ୍ପତ୍ତି

ଭୁବନେଶ୍ୱର,୨୬।୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଜୁଲାଇ ୩୧ ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ବନ୍ଦ ରହିଛି। ଏଥିପାଇଁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହେଉଛି। ତେଣୁ ଏହି ସମସ୍ୟା ଦୂର କରିବାକୁ ଚେଷ୍ଟା କରୁଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଅନ୍‌ଲାଇନ୍‌ ପାଠପଢ଼ା…

ସଙ୍ଗରୋଧରେ ଗଲେ ଜଣେ ଇନ୍ସପେକ୍ଟରଙ୍କ ସମେତ ୮ କର୍ମଚାରୀ

ବ୍ରହ୍ମପୁର ଅଫିସ,୨୬ା୬- ବ୍ରହ୍ମପୁର ମଣ୍ଡଳ କାରାଗାରରେ ପୁଣି ଜଣେ ଅନ୍ତେବାସୀ କରୋନା ପଜିଟିଭ ହୋଇଛନ୍ତି। ତେଣୁ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା ବଡବଜାର ଥାନା ଇନ୍ସପେକ୍ଟରଙ୍କ ସମେତ ୮ ପୋଲିସ କର୍ମଚାରୀଙ୍କୁ ଗୃହ ସଙ୍ଗରୋଧରେ ରହିବାକୁ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ନିର୍ଦ୍ଦେଶ…

‘ଫେୟାର ଆଣ୍ଡ ଲଭ୍‌ଲି’ରୁ ହଟିବ ‘ଫେୟାର’; ଜାଣନ୍ତୁ କ’ଣ ରହିଛି କାରଣ

ନୂଆଦିଲ୍ଲୀ,୨୬।୬ : ଦେଶର ସର୍ବବୃହତ୍‌ କଞ୍ଜ୍ୟୁମର ପ୍ରଡକ୍ଟ ବ୍ରାଣ୍ଡ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌(ଏଚ୍‌ୟୁଏଲ୍‌) ଏହାର ଲୋକପ୍ରିୟ ଫେୟାରନେସ କ୍ରିମ୍‌ ‘ଫେୟାର ଆଣ୍ଡ ଲଭ୍‌ଲି’ର ନାମକୁ ବଦଳାଇବ। ଏହି ପ୍ରଡକ୍ଟର ବ୍ରାଣ୍ଡ ନାମରୁ ଫେୟାର ଶବ୍ଦ ବ୍ୟବହାରକୁ କମ୍ପାନୀ ହଟାଇବ ବୋଲି ଜଣାପଡିଛି।…

ବଜ୍ରପାତରେ ଶତାଧିକ ମୃତ: ବିହାରରେ ୮୩, ୟୁପିରେ ୨୪

ପାଟନା,୨୬ା୬:(ପି.ଟି.):ବିହାରର ବିଭିନ୍ନ ଜିଲାରେ ଗୁରୁବାର ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହେବାରୁ ୨୪ ଘଣ୍ଟା ମଧ୍ୟରେ ୮୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଶିଶୁ ଅଛନ୍ତି। ସେହିପରି ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଓ ବଜ୍ରପାତରେ ୨୪ ଜଣ ପ୍ରାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri